Home Middle

ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ରେଳମନ୍ତ୍ରୀ

ଭୁବନେଶ୍ୱର,୧୯।୬(ଅଭିଜିତ ଦାସ): ସୋମବାରଠାରୁ ତିନିଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାକୁ ଦୃଷ୍ଟିରେ ରଖି ସନ୍ଧ୍ୟାରେ ପୁରୀ ରେଳ ଷ୍ଟେଶନର ନିରୀକ୍ଷଣ କରିବା ସହ ଦୂରଦୂରାନ୍ତରୁ ଆସୁଥିବା ଯାତ୍ରୀଙ୍କ ଲାଗି ହୋଇଥିବା ବିଭିନ୍ନ…

ଆଜି ନବଯୌବନ ଦର୍ଶନ

ପୁରୀ,୧୯ା୬(ଅଜିତ ମହାନ୍ତି): ଅନବସର ଗୁପ୍ତ ନୀତି ସରିବା ପରେ ସୋମବାର ନେତ୍ର ଉତ୍ସବରେ ଦୁର୍ଲଭ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ ସହ ନୀତିକାନ୍ତି ଓ ଦର୍ଶନ ନେଇ ସମୟ…

ଭାରତ ଚାମ୍ପିୟନ

ଭୁବନେଶ୍ୱର, ୧୯।୬(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଟର କଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୨-୦ ଗୋଲରେ ଲେବାନନ୍‌କୁ ପରାସ୍ତ କରିଛି। ମ୍ୟାଚ୍‌ର ୪୬ତମ ମିନିଟ୍‌ରେ ଅଧିନାୟକ ସୁନୀଲ ଛେତ୍ରୀ…

ଅଂଶୁଘାତ ନେଲାଣି ୧୦୦ରୁ ଊର୍ଦ୍ଧ୍ୱ ଜୀବନ

ଲକ୍ଷ୍ନୌ/ପାଟନା/ଭୁବନେଶ୍ୱର(ଅନୁରାଧା ମହାରଣା),୧୯ା୬: ମୌସୁମୀ ଆଗମନରେ ବିଳମ୍ବ ହେତୁ ଦେଶର ବିଭିନ୍ନ ଭାଗରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବରେ ଉତ୍ତର ପ୍ରଦେଶ, ବିହାର, ତାମିଲନାଡୁ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ସମେତ ଅନ୍ୟ କେତେକ ରାଜ୍ୟରେ…

ନୋଟ ଛପା କାରଖାନାରୁ ୮୮ ହଜାର କୋଟି ନୋଟର ପତ୍ତା ମିଳୁନି, ଆମ ସରକାରଙ୍କୁ କ୍ଷମତାଚ୍ୟୁତ ପାଇଁ ବ୍ୟବହାର ହୋଇଛି କି: ସଞ୍ଜୟ ରାଉତଙ୍କ ପ୍ରଶ୍ନ…

ମୁମ୍ବାଇ,୧୮।୬ : ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ରବିବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଆମେ କୌଣସି ଆଇନର ବିଶେଷଜ୍ଞ ନୁହଁ। ଆମେ ଆଇନ ଭଙ୍ଗକାରୀ। ରାଜ୍ୟରେ ଆଇନ…

ମାନ୍‌ ମୁଖ୍ୟମନ୍ତ୍ରୀ ନା କେଜରିଓ୍ବାଲଙ୍କ ପାଇଲଟ, ଶାହାଙ୍କ ପ୍ରଶ୍ନ…

ଗୁରୁଦାସପୁର,୧୮।୬ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରବିବାର ପଞ୍ଜାବର ଆମ ଆଦମୀ ପାର୍ଟି (ଏଏପି) ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସହ ସିଏମ ଭଗଓ୍ବନ୍ତ ମନ ସାରା ସମୟ ବିତାଉଥିବାରୁ ରାଜ୍ୟର ଆଇନ…

ଗୋମୂତ୍ରରେ ଫସି ରହିଛି ଭାଜପାର ହିନ୍ଦୁତ୍ୱ: ଉଦ୍ଧବ ଠାକରେ…

ମୁମ୍ବାଇ,୧୮।୬ : ମୁମ୍ବାଇରେ ଶିବସେନା ଉଦ୍ଧବ ବାଲାସାହେବ ଠାକରେ ପାର୍ଟିର ରାଜ୍ୟବ୍ୟାପୀ କାର୍ଯ୍ୟାଳୟ ଧାରକ ଶିବିର ଆୟୋଜିତ ହୋଇଛି। ଏହି ଅବସରରେ ଉଦ୍ଧବ ଠାକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ…

ଡୋଭାଲ ଗାନ୍ଧୀଙ୍କୁ ଅପମାନିତ କରିଛନ୍ତି: ବିଜୟ ଚୌଧୁରୀ…

ପାଟନା,୧୮।୬ : ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ବିବୃତ୍ତି ପରେ ବିହାରରେ ରାଜନୀତି ଆରମ୍ଭ ହୋଇଛି। ଗତକାଲି ଏକ କାର୍ଯ୍ୟକ୍ରମରେ ଅଜିତ ଡୋଭାଲ କହିଥିଲେ ମହାତ୍ମା ଗାନ୍ଧୀଙ୍କୁ ଚ୍ୟାଲେଞ୍ଜ କରୁଥିବା ନେତାଙ୍କ ମଧ୍ୟରେ ନେତାଜୀ ସୁଭାଷ ବୋଷ ହିଁ…

ଡିଆରଡିଓ-ଭାରତୀୟ ନୌସେନାକୁ ସଫଳତା, ଉଡାଇଲେ ମାନବ ବିହୀନ ବିମାନ…

ବେଙ୍ଗାଲୁରୁ,୧୮।୬ : ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ଦଳ ଏକ ମାନବ ବିହୀନ ବିମାନକୁ ସଫଳତାର ସହ ପ୍ରଦର୍ଶନ କରିଛନ୍ତି। ୧୬ ଜୁନ ୨୦୨୩ ରେ ଏକ ଡିଆରଡିଓ ଏବଂ ଭାରତୀୟ ନୌସେନା ଦଳ…

୭୨ ଘଣ୍ଟାରେ ୫୪ ଜଣଙ୍କ ମୃତ୍ୟୁ, ୪୦୦ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ/ଲକ୍ଷ୍ନୌ,୧୮।୬: ବିଗତ କିଛିଦିନ ହେଲା ଦେଶର ଚାରିଆଡ଼େ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଲାଗି ରହିଛି। ଫଳରେ ଲୋକେ ସକାଳ ୮ଟାରୁ ଗରମରେ ଆଉଟୁପାଉଟୁ ହେଉଛନ୍ତି। ଏଭଳି ସ୍ଥିତିରେ ଚିନ୍ତା ବଢାଉଛି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ। ୩ ଦିନ…

ଗୀତା ପ୍ରେସକୁ ୨୦୨୧ ଗାନ୍ଧୀ ଶାନ୍ତି ପୁରସ୍କାର, ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା…

ନୂଆଦିଲ୍ଲୀ,୧୮।୬ : ୨୦୨୧ ବର୍ଷ ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ଗୋରଖପୁରର ଗୀତା ପ୍ରେସକୁ ଦିଆଯିବ। ଧର୍ମ, ସଂସ୍କୃତି ଏବଂ ପରମ୍ପରାକୁ ଅନ୍ତର୍ଭୁକ୍ତ କରିବାରେ ପ୍ରେସର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ। ଗାନ୍ଧୀ ଶାନ୍ତି ପୁରସ୍କାର ହେଉଛି…

ଖୁସବୁ ସୁନ୍ଦରଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ପଡ଼ିଲା ମହଙ୍ଗା, ଡିଏମକେରୁ ବହିଷ୍କୃତ ହେେଊ ଶିବାଜୀ କୃଷ୍ଣମୂର୍ତ୍ତି…

ଚେନ୍ନାଇ,୧୮।୬ : ଡିଏମକେ ନେତା ତଥା ମୁଖପାତ୍ର ଶିବାଜୀ କୃଷ୍ଣମୂର୍ତ୍ତିଙ୍କ ବିରୋଧରେ ଦଳ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଡିଏମକେ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ତାମିଲନାଡୁ ଭାଜପା ନେତା ଖୁସବୁ ସୁନ୍ଦରଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଶିବାଜୀଙ୍କୁ ମହଙ୍ଗା ପଡ଼ିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri