Home Middle

୧୮ ବର୍ଷର ଦାମ୍ପତ୍ୟ ଜୀବନ ପରେ ସ୍ତ୍ରୀଙ୍କୁ ଛାଡପତ୍ର ଦେବେ କାନାଡ଼ା ପ୍ରଧାନମନ୍ତ୍ରୀ…

ଅଟଓ୍ବା,୩।୮ : କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ୧୮ ବଷର ଦାମ୍ପତ୍ୟ ଜୀବନ ବିତାଇବା ପରେ ସ୍ତ୍ରୀ ସୋଫିଙ୍କଠାରୁ ଅଲଗା ହେବା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବୁଧବାର ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଘୋଷଣା କରିଛନ୍ତି ସେ ଏବଂ ତାଙ୍କ…

ପିଏଲଏ ଆଣବିକ ଜେନେରାଲଙ୍କୁ ହଟାଇଲା ଚାଇନା…

ବେଜିଂ,୩।୮ : ଚାଇନା ଏହାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲଏ )ରେ ଏକ ବଡ ପରିବର୍ତ୍ତନ କରିଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଆଣବିକ ଏବଂ ବାଲିଷ୍ଟିକ କ୍ଷେପଣାସ୍ତ୍ରର ପିଏଲଏର ଆର୍ସେନାଲର ତଦାରଖ କରୁଥିବା ରକେଟ ଫୋର୍ସର ଜେନେରାଲମାନଙ୍କୁ…

କୋର୍ଟ କାର୍ଯ୍ୟାନୁଷ୍ଠାନ ପରେ ବି ପ୍ରଚାର ମଇଦାନରେ ଟ୍ରମ୍ପ୍‌…

ଓ୍ବାଶିଂଟନ,୩।୮ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଏକ ନୂଆ ଅଭିଯୋଗ ସାମ୍ନାକୁ ଆସିଛି। ଏହାପୂର୍ବରୁ ଟ୍ରମ୍ପଙ୍କୁ ଦୁଇଟି ଅପରାଧିକ ମାମଲାରେ ଅଭିଯୁକ୍ତ କରାଯାଇଥିଲା। ତାଙ୍କ ବିରୋଧରେ କୋର୍ଟରେ ବିଚାର ଚାଲିଛି, କିନ୍ତୁ ସେ ପ୍ରଚାର ମଇଦାନରେ ରହିଛନ୍ତି।…

ନୁହ ହିଂସା: ଶାନ୍ତି ପାଇଁ ଆମେରିକାର ଅନୁରୋଧ…

ଓ୍ବାଶିଂଟନ,୩।୮ : ହରିୟାଣାର ନୁହରେ ହୋଇଥିବା ହିଂସା ମାମଲାରେ ଆମେରିକାର ବିବୃତ୍ତି ସାମ୍ନାକୁ ଆସିଛି। ହିଂସା ଉପରେ ଆମେରିକା ଶାନ୍ତି ପାଇଁ ଅନୁରୋଧ କରିଛି। ହିଂସାତ୍ମକ କାର୍ଯ୍ୟକଳାପରୁ ଦୂରେଇ ରହିବାକୁ ସେ ଲୋକଙ୍କୁ ନିବେଦନ କରିଛି। ଆମେରିକାର ବୈଦେଶିକ ବିଭାଗର ମୁଖପାତ୍ର…

ଚାଇନା-ଆମେରିକା ଫୋନ ବାର୍ତ୍ତାଳାପ, ଅନେକ ପ୍ରସଙ୍ଗ ଉପରେ ଆଲୋଚନା…

ଓ୍ବାଶିଂଟନ,୩।୮ : ଆମେରିକା ଏବଂ ଚାଇନା ମଧ୍ୟରେ ସମ୍ପର୍କ ଭଲ ନାହିଁ। ଏହା ସତ୍ତ୍ୱେ ଚାଇନା ଏବଂ ଆମେରିକା ପରସ୍ପର ସହ ଫୋନରେ କଥା ହୋଇଛନ୍ତି। ଏସିଆ ପାଇଁ ପେଣ୍ଟାଗନର ବରିଷ୍ଠ ଅଧିକାରୀ ଚାଇନା ବୈଦେଶିକ ମନ୍ତ୍ରଣାଳୟର ଜଣେ ଅଧିକାରୀଙ୍କ ସହ…

ଭାରତୀୟ ଯୁବ ଖେଳାଳିଙ୍କ ପାଇଁ ଉପଯୁକ୍ତ ପ୍ଲାଟଫର୍ମ

ଟରୌବା (ତ୍ରିନିଦାଦ), ୩ା୮ (ପି.ଟି.): ମଙ୍ଗଳବାର ସମାପିତ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦିନିକିଆ ସିରିଜ୍‌କୁ ୨-୧ରେ ଜିତିବା ପରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବାକୁ ଯାଉଛି ଭାରତ। ମଙ୍ଗଳବାର ତ୍ରିନିଦାଦର ବ୍ରାଏନ୍‌ ଲାରା ଷ୍ଟାଡିୟମରେ ଅନୁଷ୍ଠିତ ଅନ୍ତିମ ମ୍ୟାଚ୍‌ରେ ପ୍ରଥମେ…

ଭାରତରେ ୨୦ ନକଲି ବିଶ୍ୱବିଦ୍ୟାଳୟ: ୟୁଜିସି

ନୂଆଦିଲ୍ଲୀ,୩ା୮: ଭାରତରେ ୨୦ଟି ନକଲି ବିଶ୍ୱବିଦ୍ୟାଳୟ ଚିହ୍ନଟ ହୋଇଥିବା ବୁଧବାର ୟୁନିଭର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ପକ୍ଷରୁ ଘୋଷଣା କରାଯାଇଛି। ଏହି ବିଶ୍ୱବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ରମାନଙ୍କୁ ଡିଗ୍ରୀ ପ୍ରଦାନ ପାଇଁ ଅଧିକୃତ ନୁହନ୍ତି। ଜାଲ୍‌ ବିଶ୍ୱବିଦ୍ୟାଳୟ ମଧ୍ୟରୁ ସର୍ବାଧିକ ୮ଟି ଦିଲ୍ଲୀରେ ରହିଛି।…

ରାଜ୍ୟସ୍ତରୀୟ ପ୍ରତିଭା ଅନ୍ବେଷଣ ଆରମ୍ଭ

ଭୁବନେଶ୍ୱର, ୩।୮ (ତପନ ସ୍ବାଇଁ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ବୁଧବାରଠାରୁ ରାଜ୍ୟସ୍ତରୀୟ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କ୍ରୀଡ଼ା କ୍ଷେତ୍ରରେ ବିଶେଷ ଦକ୍ଷତା ଥିବା ପ୍ରତିଭାଙ୍କୁ ଖୋଜି ବାହାର କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ପ୍ରଥମ ଦିବସରେ ୩୨ଜଣ…

ଆଥଲେଟିକ୍ସରେ ବ୍ରୋଞ୍ଜ୍‌ରୁ ଭାରତର ଅଭିଯାନ

ଚେଙ୍ଗଡୁ, ୩।୮: ଏଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ଆଥଲେଟିକ୍ସ ଇଭେଣ୍ଟରେ ବୁଧବାର ଭାରତର ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଭବାନୀ ଯାଦବ ଭଗବତୀ ମହିଳା ଲଙ୍ଗଜମ୍ପ ଇଭେଣ୍ଟରେ ବ୍ରୋଞ୍ଜ ପଦକ ପାଇଛନ୍ତି। ସେ ୬.୩୨ ମିଟର ଜମ୍ପକରି ଏହି…

ଭାରତ ଫେଭରାଇଟ

ଏସିଆନ୍‌ ଚାମ୍ପିୟନ୍ସ ଟ୍ରଫି ହକିର ୭ମ ସଂସ୍କରଣ ଗୁରୁବାରଠାରୁ ଚେନ୍ନାଇରେ ଆରମ୍ଭ ହେବାକୁ ଯାଉଛି। ପ୍ରତିଯୋଗିତାରେ ଏସିଆର ୬ଟି ଶ୍ରେଷ୍ଠ ଦଳ ଅଂଶଗ୍ରହଣ କରିବେ। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୪ ନମ୍ବରରେ ଥିବା ଭାରତ ଏଥର ଟାଇଟଲ ଫେଭରାଇଟ ବିବେଚିତ ହେଉଛି। ଏସିଆନ…

ଓଡ଼ିଶାରୁ ୪ ଖେଳାଳି

ଭୁବନେଶ୍ୱର,୩ା୮ (ସରୋଜ ଜେନା): ଇଂଲଣ୍ଡର ଶେଫିଲ୍ଡରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ବୁଧବାର ଠାରୁ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାରୁ ୪ ଜଣ ଖେଳାଳି ଅଂଶଗ୍ରହଣ କରୁଛନ୍ତି। ଅଗଷ୍ଟ୨ରୁ ୬ ତାରିଖ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ଏହି ଟୁର୍ନାମେଣ୍ଟରେ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ…

ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବେ କିଶୋର

ନୂଆଦିଲ୍ଳୀ,୩ା୮(ପି.ଟି.): ହଙ୍ଗେରୀର ବୁଦାପେଷ୍ଟରେ ହେବାକୁ ଥିବା ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ୪ ଜଣ ଜାଭେଲିନ୍‌ ଥ୍ରୋୟର ଯୋଗ୍ୟତା ଅର୍ଜନ କରିଥିବା ବେଳେ ଏହା ମଧ୍ୟରେ ସାମିଲ ଅଛନ୍ତି ଓଡ଼ିଶାର କିଶୋର ଜେନା। ଭାରତରୁ ୪ ଜଣ ଜାଭେଲିନ୍‌ ଥ୍ରୋୟର ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?