Home Middle

ସିସୋଡିଆଙ୍କୁ ମିଳିବ କି ଜାମିନ? ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି(ଏଏପି)ନେତା ମନୀଷ ସିସୋଡିଆ ଜାମିନ ପାଇବେ କି ନାହିଁ ତାହା ଆଜି ଦିଲ୍ଲୀ ହାଇକୋର୍ଟ ନିଷ୍ପତ୍ତି ନେବେ। ଦିଲ୍ଲୀ ହାଇକୋର୍ଟ ମନୀଷ ସିସୋଡିଆଙ୍କ ଜାମିନ ଉପରେ ମଙ୍ଗଳବାର ରାୟ…

ଉତ୍ତର କୋରିଆ ଜୁନରେ ଉତକ୍ଷେପଣ କରିବ ପ୍ରଥମ ସାମରିକ ଗୁପ୍ତଚର ଉପଗ୍ରହ

ପୋଙ୍ଗୟାଙ୍ଗ,୩୦।୫: ଉତ୍ତର କୋରିଆ ଜୁନରେ ପ୍ରଥମ ଗୁପ୍ତଚର ଉପଗ୍ରହ ଲଞ୍ଚ କରିବାକୁ ପ୍ରସ୍ତୁତ ହେଲାଣି। ଉତ୍ତର କୋରିଆର ସରକାରୀ ସମାଚାର ଏଜେନ୍ସିର ସାମରିକ ମାମଲାର ପ୍ରଭାରି ଜଣେ ବରିଷ୍ଠ ଅଧିକାରୀଙ୍କ ସୂତ୍ରର ସୂଚନା ଅନୁଯାୟୀ କହିଛି ଯେ ନିୟୋଜିତ ଲଞ୍ଚର ଉଦ୍ଦେଶ୍ୟ…

ଅର୍ଥ ଆସୁନି, କାମ ଆଗଉନି

ବାଲେଶ୍ୱର ଅଫିସ, ୩୦।୫ (ମାନସ ବିଶ୍ୱାଳ): କୋଷ୍ଟାଲ ହାଇଓ୍ବେ ନିର୍ମାଣ ହେଲେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଷ୍ଟାଲ୍‌ ହାଇୱେ ନିର୍ମାଣ ପ୍ରକଳ୍ପ ଯୋଜନାର ଘୋଷଣା କରାଯାଇଥିଲା। ଏପରି…

ଚେନ୍ନାଇକୁ ପଞ୍ଚମ ଟାଇଟଲ

ଅହମଦାବାଦ, ୩୦।୫ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୬ଶ ସଂସ୍କରଣରେ ବିଜୟ ମୁକୁଟ ପିନ୍ଧିଛି ଚେନ୍ନାଇ ସୁପର କିଙ୍ଗ୍ସ। ସୋମବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ଏବଂ ରୋମାଞ୍ଚକ ମେଗା ଫାଇନାଲରେ ଏହି ଦଳ ଗତଥରର ଚାମ୍ପିୟନ ଗୁଜରାଟ ଟାଇଟନ୍ସକୁ ୫ ଉଇକେଟରେ ପରାସ୍ତ…

ହିଂସା କ୍ଷତିଗ୍ରସ୍ତ ମଣିପୁରରେ ଶାହା

ନୂଆଦିଲ୍ଲୀ/ଇମ୍ଫାଲ, ୩୦ା୫: ହିଂସା ପ୍ରଭାବିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସୋମବାର ପହଞ୍ଚତ୍ଛନ୍ତି। ତାଙ୍କର ଏହି ୪ ଦିନିଆ ଗସ୍ତ ଅବସରରେ ସେ ବିଭିନ୍ନ ନେତା, ପଦାଧିକାରୀଙ୍କୁ ଭେଟି ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା କରିବେ। ଏଥିସହିତ…

ଫାଇନାଲ ମ୍ୟାଚ୍‌ରେ ପୁଣି ବର୍ଷା

ଅହମଦାବାଦ,୨୯।୫: ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌-୨୦୨୩(ଆଇପିଏଲ୍‌)ର ଫାଇନାଲ ମ୍ୟାଚ୍‌ରେ ପୁଣି ବର୍ଷା ବାଧକ ସାଜିଛି। ଫଳରେ ମ୍ୟାଚ୍‌ ଅଧାରୁ ବନ୍ଦ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି…

ଟ୍ରଫି ହାତେଇବା ପାଇଁ ଚେନ୍ନାଇ ଆଗରେ ୨୧୫ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୨୯।୫: ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)-୨୦୨୩ର ଫାଇନାଲ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଗୁଜରାଟ ଟାଇଟନ୍ସ(ଜିଟି)…

ଆଇନ ବ୍ୟବସ୍ଥା ଦେଖିବା ଆପଣଙ୍କ ଦାୟିତ୍ୱ: ଶାହାବାଦ ହତ୍ୟା ଘଟଣା ଉପରେ ଏଲ୍‌ଜିଙ୍କୁ ଏଭଳି କହିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ଲେଫ୍ଟନାଣ୍ଟ ଗଭର୍ନର (ଏଲ୍‌ଜି)ଭି.କେ ସାକ୍ସେନାଙ୍କୁ ଶାହାବାଦ ଡେୟରୀ ଅଞ୍ଚଳରେ ନାବାଳିକା ହତ୍ୟା ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏଲଜିଙ୍କୁ କହିଛନ୍ତି, ସହରରେ ଆଇନଶୃଙ୍ଖଳା ବଜାୟ ରଖିବା…

ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ: କମଲ ନାଥଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିପାରେ କଂଗ୍ରେସ

ଭୋପାଳ,୨୯।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ପରେ ଏବେ ଆଗାମୀ ମଧ୍ୟପ୍ରଦେଶ ନିର୍ବାଚନକୁ ନେଇ ଦଳ ପ୍ରସ୍ତୁତ ଆରମ୍ଭ କରିଦେଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ମଧ୍ୟପ୍ରଦେଶରେ କଂଗ୍ରେସ ୧୫୦ଟି ଆସନ ଜିତିବାକୁ ଯାଉଛି। ଏଥି ସହିତ ମଧ୍ୟପ୍ରଦେଶରେ…

ଫାଇନାଲ ମ୍ୟାଚ: ଟସ୍‌ ଜିତିଲା ଚେନ୍ନାଇ

ଅହମ୍ମଦାବାଦ,୨୯।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ଫାଇନାଲ ମ୍ୟାଚରେ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି।…

ସମଲିଙ୍ଗୀ ସମ୍ପର୍କ ରଖିଲେ ମିଳିବ ମୃତ୍ୟୁଦଣ୍ଡ

କମ୍ପାଲା,୨୯।୫: ଉଗାଣ୍ଡାରେ ସମଲିଙ୍ଗୀ ସମ୍ପର୍କ ଉପରେ ସମ୍ପୂର୍ଣ୍ଣ ଭାବେ ପ୍ରତିବନ୍ଧକ ଲଗାଇ ଦିଆଯାଇଛି। ଉଗାଣ୍ଡାର ରାଷ୍ଟ୍ରପତି ୟୋଭେରି ମୁସେଭେନି ଏଲଜିବିଟିକ୍ୟୁ ବିରୋଧୀ ଆଇନ (Anti-LGBTQ Law) କୁ ମଞ୍ଜୁରୀ ଦେଇଛନ୍ତି। ଏହି ଆଇନ ଅମାନ୍ୟ କଲେ ମୁତ୍ୟୁଦଣ୍ଡରେ ଦଣ୍ଡିତ କରାଯିବ। ରାଷ୍ଟ୍ରପତିଙ୍କ…

ସୋସିଆଲ ମିଡିଆରେ ଧର୍ମକୁ ନିନ୍ଦା ମହଙ୍ଗା ପଡ଼ିବ

କଲମ୍ବୋ,୨୯ା୫: ସୋସିଆଲ ମିଡିଆରେ ଧର୍ମକୁ ନିନ୍ଦା କରାଯାଉଥିବା ଘଟଣାକୁ ରୋକିବା ପାଇଁ ଶ୍ରୀଲଙ୍କାରେ ପ୍ରସ୍ତୁତି ଚାଲିଛି। ଏଥିପାଇଁ ଏକ ନୂତନ ନିୟମ ପ୍ରସ୍ତୁତ କରାଯାଉଛି। ଏଥିରେ ଇଣ୍ଟରନେଟ୍‌ରେ ଧର୍ମ ବିରୋଧରେ ମନ୍ତବ୍ୟ କିମ୍ବା ବ୍ୟଙ୍ଗ କରିବା ବେଆଇନ ହେବ। ଶ୍ରୀଲଙ୍କାର ଧର୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri