ପାକିସ୍ତାନରେ ଚିନି ଦାମ କିଲୋଗ୍ରାମ ପିଛା ୧୬୦ ଛୁଇଁଲା, ଅଟା ୩୨୦…
ଇସଲାମାବାଦ,୧୭।୭ : ମୁଦ୍ରାସ୍ଫୀତି ବୃଦ୍ଧି ଯୋଗୁଁ ପାକିସ୍ତାନର ଲୋକମାନେ ସମସ୍ୟାରେ ପଡ଼ିଛନ୍ତି। ଗତ କିଛି ସପ୍ତାହ ଧରି ଦେଶରେ ଅଟା ମୂଲ୍ୟ ଆକାଶଛୁଆଁ ହୋଇପଡିଛି। ଅଟା ମୂଲ୍ୟ କରାଚି ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସମସ୍ତ ରେକର୍ଡ ଭାଙ୍ଗିଛି। ପାକିସ୍ତାନର କରାଚିରେ…
ହସ୍ପିଟାଲରୁ ଫେରିଲେ ନେତାନ୍ୟାହୁ…
ଜେରୁଜେଲମ୍,୧୭।୭ : ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଡାକ୍ତରମାନେ ଡାକ୍ତରଖାନାରୁ ଡିସଚାର୍ଜ କରିଛନ୍ତି। ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ମୁଣ୍ଡ ବୁଲାଇବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପରୀକ୍ଷା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି। ସୂଚନାନୁସାରେ, ୭୩ ବର୍ଷିୟ ନେତାନ୍ୟାହୁଙ୍କୁ ସାମାନ୍ୟ…
କିମ୍ଙ୍କ ଆଣବିକ ପରୀକ୍ଷଣ ନେଇ ଆମେରିକାର ବଢ଼ିଲା ଚିନ୍ତା…
ଓ୍ବାଶିଂଟନ,୧୭।୭ : ଉତ୍ତର କୋରିଆ ଦ୍ୱାରା କ୍ରମାଗତ ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣ ପରେ ଆମେରିକା ବର୍ତ୍ତମାନ ଏକ ବିବୃତ୍ତି ଜାରି କରିଛି। ହ୍ବାଇଟ ହାଉସର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଉତ୍ତର କୋରିଆ ଆଉ ଏକ ଆଣବିକ ପରୀକ୍ଷା କଲେ ଆମେରିକା…
ଅଲକାରାଜ ନୂଆ ଚାମ୍ପିୟନ
ଲଣ୍ଡନ, ୧୭।୭: ବିଶ୍ୱର ନମ୍ବରଓ୍ବାନ ଟେନିସ ଖେଳାଳି ସ୍ପେନର କାର୍ଲୋସ ଅଲ୍କାରାଜ ଗାର୍ଫିଆ ଚଳିତ ବର୍ଷର ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସେ ଦ୍ୱିତୀୟ ସିଡ୍ ତଥା ୭ ଥର…
ଆୟୁଷଙ୍କୁ ତ୍ରିମୁକୁଟ, ଶ୍ରୁତିଙ୍କୁ ଦ୍ୱିମୁକୁଟ
ବଲାଙ୍ଗୀର,୧୭ା୭ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ବ୍ୟାଡ୍ମିଣ୍ଟନ ଇନ୍ଡୋର ଷ୍ଟାଡିୟମରେ ଓଡିଶା ରାଜ୍ୟ ସିନୟର ର଼୍ୟାଙ୍କିଙ୍ଗ୍ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ରବିବାର ଉଦ୍ଯାପିତ ହୋଇଛି। ଫାଇନାଲରେ ଆୟୁଷ ଦାସ ପୁରୁଷ ସିଙ୍ଗଲ୍ସ, ଡବଲ୍ସ ଓ ମିକ୍ସଡ ଡବଲ୍ସ ମ୍ୟାଚ୍ ଜିତି…
ଭାରତକୁ ତୃତୀୟ ସ୍ଥାନ
ବ୍ୟାଙ୍କକ୍, ୧୭ା୭(ପି.ଟି.): ଭାରତର ଆଭା ଖଟୁଆ (୧୯.୦୬ ମିଟର) ଏଠାରେ ଅନୁଷ୍ଠିତ ଏସିଆନ ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ ମହିଳା ଶଟ୍ପୁଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ଏଥିସହ ସେ ଜାତୀୟ ରେକର୍ଡ ସମକକ୍ଷ ହୋଇଛନ୍ତି। ଅନ୍ୟପକ୍ଷରେ ଜ୍ୟୋତି ଆରାଜୀ ଓ ପାରୁଲ ଚୌଧାରୀ…
କଳିଙ୍ଗରେ ‘ପାସ୍ ଦି ବଲ୍ ଟ୍ରଫି ଟୁର୍’
ଭୁବନେଶ୍ୱର, ୧୭।୭(ତପନ ସ୍ବାଇଁ): ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟର ୬ଷ୍ଠ ସଂସ୍କରଣ ଅଗଷ୍ଟ ୩ରୁ ୧୨ ପର୍ଯ୍ୟନ୍ତ ଚେନ୍ନାଇରେ ଅନୁଷ୍ଠିତ ହେବ। ଏହାର ଅଂଶବିଶେଷ ଭାବେ ‘ପାସ୍ ଦି ବଲ୍ ଟ୍ରଫି ଟୁର୍’ କାର୍ଯ୍ୟକ୍ରମ ରବିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ…
ହ୍ରାସ ପାଇଛି ଯାନବାହନ ରପ୍ତାନି
ନୂଆଦିଲ୍ଲୀ,୧୭।୭(ଅଭୟ ଦାଶ): ଦେଶର ପ୍ରମୁଖ ଅଟୋଶିଳ୍ପ ସଂଘ ସୋସାଇଟି ଅଫ୍ ଇଣ୍ଡିଆନ ଅଟୋମୋବାଇଲ୍ ମ୍ୟାନୁଫାକ୍ଚରର୍ସ (ଏସଆଇଏଏମ) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ଯାନବାହନ ରପ୍ତାନ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୩ ଏପ୍ରିଲରୁ ଜୁନ୍ ଅବଧି ମଧ୍ୟରେ ଭାରତରୁ ଅଟୋମୋବାଇଲ୍…
ଚାଷୀମାନେ ଭାରତର ଶକ୍ତି: ରାହୁଲ
ନୂଆଦିଲ୍ଲୀ, ୧୭ା୭(ପି.ଟି.) : ଚାଷୀମାନେ ହେଉଛନ୍ତି ଭାରତର ଶକ୍ତି। ଯଦି ଆମେ ସେମାନଙ୍କ କଥା ଶୁଣିବା ଏବଂ ସେମାନଙ୍କ ଦୃଷ୍ଟିକୋଣକୁ ବୁଝିପାରିବା, ତେବେ ଦେଶର ଅନେକ ସମସ୍ୟାର ସମାଧାନ ହୋଇପାରିବ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଗତ ୮…
ରାସ୍ତାରୁ ଶୁଖୁନି ପାଣି, ଲୋକେ ହନ୍ତସନ୍ତ
ନୂଆଦିଲ୍ଲୀ,୧୭।୭: ଯମୁନା ନଦୀରୁ ବନ୍ୟା ଜଳ କମୁଥିବାବେଳେ ଏବେ ବି ଏହାର ଜଳସ୍ତର ବିପଦ ସଙ୍କେତ ତଳକୁ ଖସିନାହିଁ। ସହରର ତଳିଆ ଅଞ୍ଚଳରୁ ଧୀରେ ଧୀରେ ଜଳ ଶୁଖୁଥିବାବେଳେ କିନ୍ତୁ ରାସ୍ତା ଏବେବି ଜଳମଗ୍ନ। ରବିବାର ଯମୁନା ଜଳସ୍ତର ୨୦୫.୯୧ ମିଟରକୁ…
ସୀମା ପାକିସ୍ତାନ ଫେରିବା ଚାହୁଁ ନାହାନ୍ତି ସମ୍ପର୍କୀୟ
କରାଚି,୧୭।୭: ସୀମା ଗୁଲାମ ହାଇଦର ଅନ୍ଲାଇନ୍ ପବ୍ଜି ଖେଳି ନୋଏଡାର ସଚିନ ମିଣାଙ୍କ ପ୍ରେମରେ ପଡ଼ିବା ପରେ ପାକିସ୍ତାନ ଛାଡ଼ି ଭାରତ ଚାଲିଆସିଥିଲେ। ନିଜ ୪ ପିଲାଙ୍କ ସହ ନେପାଳ ଦେଇ ଭାରତ ଆସିଥିବା ସୀମା ପୁଣିଥରେ ପାକିସ୍ତାନ ନ ଫେରନ୍ତୁ…
ପାକିସ୍ତାନରେ ୧୫୦ ବର୍ଷର ମନ୍ଦିର ଭାଙ୍ଗିଲା
କରାଚି, ୧୭।୭: ପାକିସ୍ତାନରେ ୨୪ ଘଣ୍ଟା ମଧ୍ୟରେ ୨ଟି ମନ୍ଦିର ଉପରେ ଆକ୍ରମଣ ହୋଇଛି। ଶନିବାର କରାଚିଠାରେ ଥିବା ୧୫୦ ବର୍ଷ ପୁରୁଣା ମନ୍ଦିରକୁ ଭାଙ୍ଗି ଦିଆଯାଇଛି। ୨୪ ଘଣ୍ଟା ନ ପୁରୁଣୁ ସିନ୍ଧ ପ୍ରଦେଶର କାଶ୍ମୋରେ ଥିବା ଆଉ ଏକ…
Archives


