Home Middle

‘ଅରୁଣାଚଳ ଭାରତର ଅଭିନ୍ନ ଅଙ୍ଗ’, ମୋଦିଙ୍କ ଗସ୍ତର ଗୋଟିଏ ମାସ ଭିତରେ ସଂସଦୀୟ କମିଟି ପାସ କଲା ପ୍ରସ୍ତାବ

ଓ୍ବାଶିଂଟନ,୧୪।୭: ଚାଇନା ଲଗାତାର ଭାରତୀୟ ସୀମାରେ ଅନୁପ୍ରବେଶ କରି ଚାଲିଛି। ନିକଟରେ ଭାରତର ଅରୁଣାଚଳ ପ୍ରଦେଶର କିଛି ଅଂଶରେ ଚାଇନା କବଜା କରି ନେଇଛି। ଏହାପରେ ଚାଇନା କହୁଛି କି ଏହା ଚାଇନାର ଅଂଶ। ଏଥିରେ ଆମେରିକା ଭାରତର ପକ୍ଷ ନେଉଛି।…

ବୈଷ୍ଟିଲ ଡେ ପରେଡରେ ମୁଖ୍ୟ ଅତିଥି ହେବେ ମୋଦି, ସାମିଲ ହେବେ ଭାରତୀୟ ସେନା

ନୂଆଦିଲ୍ଲୀ/ପ୍ୟାରିସ,୧୪।୭: ଫ୍ରାନ୍ସର ରାଷ୍ଟ୍ରପତି ଇମାନ୍ବେଲ ମ୍ୟାକ୍ରୋଙ୍କ ନିମନ୍ତ୍ରଣ କ୍ରମେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତ କରିଛନ୍ତି। ସେଠାରେ ସେ ଜୁଲାଇ ୧୪ ଅର୍ଥାତ୍‌ ଶୁକ୍ରବାର ଦେଶର ରାଷ୍ଟ୍ରୀୟ ଦିବସ ଅର୍ଥାତ୍‌ ବୈଷ୍ଟିଲ ଡେ ପରେଡରେ ସାମିଲ ହେବେ। ଏହି…

ସଠିକ୍‌ ବରପାତ୍ର ଖୋଜିଦେଲେ ଯୁବତୀ ଦେବେ ୪ ଲକ୍ଷ

ଓ୍ବାଶିଂଟନ,୧୪ା୭: ଆମେରିକାର ଲସ୍‌ଏଞ୍ଜଲସ୍‌ରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଜଣେ ଯୁବତୀ ଏକୁଟିଆ ରହିବା ଦ୍ୱାରା ଅସୁବିଧାରେ ପଡ଼ିଛନ୍ତି। ସେ କହିଛନ୍ତି, ଯିଏ ତାଙ୍କ ପାଇଁ ପରଫେକ୍ଟ ବରପାତ୍ର ଖୋଜିଦେବେ ସେ ତାଙ୍କୁ ୫୦୦୦ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ…

ମଜଭୁତ ସ୍ଥିତିରେ ଭାରତ

ଡୋମିନିକା, ୧୪ା୭: ଡୋମିନିକାରେ ଅନୁଷ୍ଠିତ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ରେ ଦୃଢ ସ୍ଥିତିରେ ରହିଛି ଭ୍ରମଣକାରୀ ଦଳ। ପ୍ରଥମ ଦିନରେ ଓ୍ବେଷ୍ଟଇଣ୍ଡିଜକୁ ୧୫୦ ରନ୍‌ରେ ସୀମିତ ରଖିବା ପରେ ଦ୍ୱିତୀୟ ଦିନର ଖେଳ ଶେଷ ସୁଦ୍ଧା ଭାରତ…

ଫ୍ରାନ୍ସରେ ବଡ଼ ଘୋଷଣା କଲେ ମୋଦି

ନୂଆଦିଲ୍ଲୀ/ପ୍ୟାରିସ୍‌: ସିଙ୍ଗାପୁର ପରେ ବର୍ତ୍ତମାନ ଫ୍ରାନ୍ସ ମଧ୍ୟ ଭାରତର ୟୁନିଫାଏଡ ପେମେଣ୍ଟ ସିଷ୍ଟମ (ୟୁପିଆଇ) ଲାଗୁ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତ ସମୟରେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ୟୁପିଆଇ ବ୍ୟବହାର ଉପରେ ଭାରତ ଏବଂ ଫ୍ରାନ୍ସ…

ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ/ପ୍ୟାରିସ୍‌,୧୪ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ ତାଙ୍କୁ ନୈଶଭୋଜିରେ ଆପ୍ୟାୟିତ କରିଛନ୍ତି। ଏଥିପାଇଁ ମୋଦି ଇମାନ୍ବେଲଙ୍କୁ ଧନ୍ୟବାଦ ଦେଇଛନ୍ତି। ଶୁକ୍ରବାର ବାଷ୍ଟିଲ ଡେ’ ସେଲିବ୍ରେଶନ ପରେ ଦୁଇନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା…

ଆଇସିସିର ଐତିହାସିକ ନିଷ୍ପତ୍ତି: ପୁରୁଷଙ୍କ ଭଳି ମହିଳାଙ୍କୁ ମିଳିବ ସମାନ ପୁରସ୍କାର

ନୂଆଦିଲ୍ଲୀ,୧୩।୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଡରବନରେ ଚାଲିଥିବା ଆଇସିସି ବାର୍ଷିକ ସମ୍ମିଳନୀରେ ମହିଳା ଏବଂ ପୁରୁଷ ଆଇସିସି ଇଭେଣ୍ଟକୁ ନେଇ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ମହିଳା କ୍ରିକେଟକୁ ନୂତନ ଗତି ଦେବା ପାଇଁ ଆଇସିସି ବର୍ତ୍ତମାନ ପୁରୁଷ ଇଭେଣ୍ଟରେ…

ଶୁକ୍ରବାର ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣ! ଫଡନ୍‌ଭିସଙ୍କୁ ଭେଟିଲେ ଅଜିତ୍‌ ପାଓ୍ବାର

ମୁମ୍ବାଇ,୧୩।୭: କ୍ୟାବିନେଟ ସମ୍ପ୍ରସାରଣ ଏବଂ ନୂତନ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ପ୍ରସଙ୍ଗରେ ମହାରାଷ୍ଟ୍ରରେ ରାଜନୀତି ତୀବ୍ର ହୋଇଛି। ଏହି ସମୟରେ ଶିବସେନା ଗୁରୁବାର କହିଛି ଯେ, ରାଜ୍ୟ କ୍ୟାବିନେଟର ସମ୍ପ୍ରସାରଣ ଏବଂ ବିଭାଗ ବଣ୍ଟନ ଜୁଲାଇ ୧୪ରେ ହେବାର ସମ୍ଭାବନା ରହିଛି।…

ଏକ ଘଣ୍ଟା ଧରି ଆଲୋଚନା କଲେ ବସୁନ୍ଧରା-ନଡ୍ଡା

ନୂଆଦିଲ୍ଲୀ,୧୩।୭: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଗୁରୁବାର ଅପରାହ୍ନରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଛନ୍ତି। ରାଜସ୍ଥାନର ରାଜନୈତିକ ପରିସ୍ଥିତି ଏବଂ ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ଏକ ଘଣ୍ଟାରୁ ଅଧିକ ସମୟ…

ଫେଲ ମାରିଲା ଭାଜପା, ବିରୋଧୀ ଦଳ ବୈଠକରେ ଯୋଗ ଦେବେ ଜୟନ୍ତ ଚୌଧୁରୀ

ନୂଆଦିଲ୍ଲୀ,୧୩।୭: ଫେଲ ମାରିଛି ଭାରତୀୟ ଜନତା ପାର୍ଟି(ଭାଜପା)ର ସମସ୍ତ ଚେଷ୍ଟା। ଜୟନ୍ତ ଚୌଧୁରୀଙ୍କୁ ମନାଇ ପାରିଲାନି ଦଳ। ମିଳିଥିବା ସୂଚନା ଅନୁଯାୟୀ, ୧୭-୧୮ ଜୁଲାଇରେ ବେଙ୍ଗାଲୁରରେ ହେବାକୁ ଯାଉଥିବା ବିରୋଧୀ ଦଳ ବୈଠକରେ ଜୟନ୍ତ ଯୋଗ ଦେବାକୁ କର୍ନାଟକ ପହଞ୍ଚିବେ। ଉତ୍ତରପ୍ରଦେଶ…

କାଲିଫର୍ନିଆରେ ବଢୁଛି ଉତ୍ତାପ, ବ୍ୟାପିପାରେ ନିଆଁ

ଓ୍ବାଶିଂଟନ,୧୩ା୭: ଆମେରିକାର ଦକ୍ଷିଣ କାଲିଫର୍ନିଆ ପ୍ରବଳ ଉତ୍ତାପର ସମ୍ମୁଖୀନ ହେଉଛି। ପ୍ରବଳ ଉତ୍ତାପ ଯୋଗୁ ଏହି ଅଞ୍ଚଳରେ ଥିବା ଜଙ୍ଗଲରେ ନିଆଁ ଲାଗିବାର ଭୟ ସୃଷ୍ଟି ହୋଇଛି। ଏହା ସହିତ ଉତ୍ତାପ ସମ୍ବନ୍ଧୀୟ ରୋଗ ମଧ୍ୟ ଚିନ୍ତାଜନକ ପରିସ୍ଥିତି ଉପୁଜାଇଛି। ରିପୋର୍ଟ…

ଫ୍ରାନ୍ସରେ ପହଞ୍ଚିଲେ ମୋଦି

ପ୍ୟାରିସ,୧୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ବିଦେଶ ଗସ୍ତ କାର୍ଯ୍ୟକ୍ରମରେ ଗୁରୁବାର ପ୍ୟାରିସ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଫ୍ରାନ୍ସର ପ୍ରଧାନମନ୍ତ୍ରୀ ଏଲିଜାବେଥ ବୋର୍ନ ତାଙ୍କୁ ସ୍ବାଗତ କରିଥିଲେ। ମୋଦିଙ୍କୁ ସେଠାରେ ଗାର୍ଡ ଅଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri