ଆଜି ଭାରତ-ଦ. ଆଫ୍ରିକା ଫାଇନାଲ
ନଭି ମୁମ୍ବାଇ,୨ା୧୧(ପି.ଟି.): ଚଳିତ ଆଇସିସି ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍ର ଫାଇନାଲ ମ୍ୟାଚ୍ ରବିବାର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଖେଳାଯିବ। ଏହି ହାଇଭୋଲ୍ଟେଜ ମ୍ୟାଚ୍ରେ ଭାରତ ଓ ଦକ୍ଷିଣ ଆଫ୍ରିକା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଉଭୟ ଦଳ କଦାପି ବିଶ୍ୱକପ୍ ଜିତି…
ଓଡ଼ିଶାରେ ସେମିକଣ୍ଡକ୍ଟର ଶିଳ୍ପର ମୂଳଦୁଆ
ଭୁବନେଶ୍ୱର,୨ା୧୧(ଅନୁରାଧା ମହାରଣା/ସୁନିତ୍ ମିଶ୍ର ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଉ ପାଦେ ଆଗକୁ ବଢ଼ଛି। ଭୁବନେଶ୍ୱର ଇନ୍ଫୋଭ୍ୟାଲିଠାରେ ସିକ୍ସେମ୍ ପ୍ରାଇଭେଟ୍ ଲିମିଟେଡ୍ର ଭୂମିପୂଜନ ସମାରୋହ ଶନିବାର ଅନୁଷ୍ଠିତ ହୋଇଛି। ସମୁଦାୟ ୨,୦୬୭ କୋଟି ଟଙ୍କାର…
ପୋଲିସ SI ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ
ଭୁବନେଶ୍ୱର,୧।୧୧: ବହୁଚର୍ଚ୍ଚିତ ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ କ୍ରାଇମ୍ବ୍ରାଞ୍ଚକୁ ବଡ଼ ସଫଳତା। ରାକେଟ୍ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ। ନେପାଳ ବର୍ଡର ସ୍ଥିତ ଉତ୍ତରାଖଣ୍ଡ ଅଞ୍ଚଳରୁ ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ତେବେ ଘଟଣା ପରଠାରୁ ସେ ନେପାଳ ବର୍ଡରରେ…
୩ ତାରିଖରେ ଏହି ୪ ଜିଲାରେ ସରକାରୀ ଛୁଟି ଘୋଷଣା
ଭୁବନେଶ୍ୱର,୧ା୧୧: ଆସନ୍ତା ୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରିରେ ସରକାରୀ ଛୁଟି କରିଛନ୍ତି ଆର୍ଡିସି। କନ୍ଧମାଳ ଜିଲାର ବାଲିଗୁଡ଼ା ଉପଖଣ୍ଡରେ ବି ସରକାରୀ ଛୁଟି ଘୋଷଣା କରାଯାଇଛି। କାର୍ତ୍ତିକ…
ମନ୍ଦିରରେ ଭିଡ଼ ଜମାଇଥିଲେ ଶ୍ରଦ୍ଧାଳୁ, ଦଳାଚକଟାରେ ଚାଲିଗଲା ୯ ଜୀବନ
ଅମରାବତୀ,୧ା୧୧: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଦଳାଚକଟା ହେବାରୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ଶ୍ରୀକାକୁଲମ୍ ଜିଲା କାସିବୁଗା ସହରରେ ଥିବା ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିର ଭିତରେ ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ଼ ଯୋଗୁ ଏପରି ଅଘଟଣ ଘଟିଛି। ରିପୋର୍ଟ ଅନୁଯାୟୀ, କାର୍ତ୍ତିକ ମାସରେ…
ବାତ୍ୟା ପରେ ଆସୁଛି ଲଘୁଚାପ, ବଙ୍ଗୋପସାଗରରେ ବଡ଼ ହଲଚଲ
ଭୁବନେଶ୍ୱର,୧ା୧୧: ପାଣିପାଗକୁ ନେଇ ନୂଆ ଅପଡେଟ୍ । ଆସୁଛି ଆଉ ଏକ ଲଘୁଚାପ । ଚାଲିଯାଇଛି ବାତ୍ୟା ମୋନ୍ଥା । କିନ୍ତୁ ଏବେ ପାଣିପାଗକୁ ନେଇ ପୁଣି ବଡ଼ ଖବର ମିଳିଛି । ଆସୁଛି ଆଉ ଏକ ଲଘୁଚାପ । ବାତ୍ୟା ମୋନ୍ଥା…
ଭାରତର ‘ତ୍ରିଶୂଳ’ ଦେଖି ମୁନିରଙ୍କ ହଜିଲା ନିଦ: ନେଲେ ବଡ଼ ପଦକ୍ଷେପ
ଇସଲାମାବାଦ୍,୧।୧୧: ପାକିସ୍ତାନ ମାତ୍ର ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଏକ NOTAM (ବିମାନ କର୍ମଚାରୀଙ୍କୁ ନୋଟିସ) ଜାରି କରିଛି। ଏହାର ଅର୍ଥ ହେଉଛି ପାକିସ୍ତାନ ଏହାର ଆକାଶ ସୀମାର କିଛି ଅଂଶ ଦେଇ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଛି।…
ଆଜିଠୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ
ନୂଆଦିଲ୍ଲୀ,୧।୧୧: ନଭେମ୍ବର ୨୦୨୫ ଆରମ୍ଭ ହେବା ସହିତ, ଆଜିଠାରୁ ଅନେକ ନୂତନ ନିୟମ କାର୍ଯ୍ୟକାରୀ ହୋଇଛି। ଏହାହା ସାଧାରଣ ଲୋକଙ୍କ ଦୈନନ୍ଦିନ ଆର୍ଥିକ ସ୍ଥିତିକୁ ସିଧାସଳଖ ପ୍ରଭାବିତ କରିବ। ଆଧାର ଅପଡେଟ ଫି ଏବଂ ବ୍ୟାଙ୍କ ପଞ୍ଜିକରଣରେ ପରିବର୍ତ୍ତନ ଠାରୁ ଆରମ୍ଭ…
ଆଜିଠାରୁ ‘ଜଷ୍ଟ ଇନ୍ ଟାଇମ୍’ ନୀତି ପ୍ରଚଳନ: ଜାଣନ୍ତୁ ଏହା କ’ଣ
ଭୁବନେଶ୍ୱର,୧ା୧୧(ରବିନାରାୟଣ ଜେନା):କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା (ସିଏସ୍ଏସ୍) ଅର୍ଥ କିଭଳି ବାଟମାରଣା ହେବନାହିଁ ଏବଂ ଅର୍ଥ ଠିକଣା ବାଟରେ ଖର୍ଚ୍ଚ ହେବ ତାହାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ‘ଜଷ୍ଟ ଇନ୍ ଟାଇମ୍’ ନୀତିକୁ ଗୁରୁତ୍ୱ ଦିଆଯାଇଛି। ଏହି ନୀତି…
ହଠାତ ବଡ଼ ଘୋଷଣା କଲେ ନବୀନ, ନିର୍ବାଚନ ପୂର୍ବରୁ ଆଉ ୧୭ ନେତାଙ୍କୁ…
ଭୁବନେଶ୍ୱର,୩୧।୧୦:ନୂଆପଡା ନିର୍ବାଚନକୁ ନେଇ ରାଜନୀତି ସରଗରମ। ଭୋଟ ଦିନ ପାଖେଇ ଆସୁଥିବାବେଳେ ରାଜନୈତିକ ତାତି ବଢିବାରେ ଲାଗିଛି। ଏହି ଭିତରେ ବିଜେଡି କରିଛି ବଡ଼ ଘୋଷଣା। ଆଉ ୧୭ ନେତାଙ୍କୁ ସାଂଗଠନିକ ଦାୟିତ୍ୱ ଦେଇଛି ବିଜେଡି। ନୂଆପଡ଼ାରେ ୧୭ନେତାଙ୍କୁ ନିର୍ବାଚନ ପରିଚାଳନା…
ମେଲବୋର୍ନରେ ହାରିଲା ଭାରତ: କଙ୍ଗାରୁ ଦଳର ବଡ଼ ବିଜୟ
ମେଲବୋର୍ନ,୩୧।୧୦: ଆସନ୍ତା ବର୍ଷ ଟି-୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳ ଏକ କଡ଼ା ଶିକ୍ଷା ପାଇଛି। ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ, ଟିମ ଇଣ୍ଡିଆ ମେଲବୋର୍ନରେ ଅଷ୍ଟ୍ରେଲିଆ ହାତରୁ ଚାରି ଉଇକେଟରେ ପରାଜୟ ବରଣ କରିଛି। ଭାରତ ବ୍ୟାଟିଂ କ୍ରମରେ ଅନାବଶ୍ୟକ…
MSME ଉଦ୍ୟୋଗୀଙ୍କ ପାଇଁ ଖୁସି ଖବର: ମନ୍ତ୍ରୀ କଲେ ବଡ଼ ଘୋଷଣା
ଭୁବନେଶ୍ୱର,୩୧।୧୦: MSME ଉଦ୍ୟୋଗୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ଦେଇଛନ୍ତି। କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କିସମ ପରିବର୍ତ୍ତନ କରିବାକୁ ପଡ଼ିବନି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଉଦ୍ୟୋଗୀଙ୍କୁ କିସମ ପରିବର୍ତ୍ତନ…
Archives


