Home Middle

ସ୍ବର୍ଣ୍ଣ ବିଜୟୀ ମହିଳା ଭଲିବଲ ଦଳ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ଅନୁଷ୍ଠିତ କାଭା ମହିଳା ଭଲିବଲ ଚ୍ୟାଲେଞ୍ଜ କପ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳକୁ ବୁଧବାର କିଟ୍‌ ପରିସରରେ ସମ୍ବର୍ଦ୍ଧିତ କରାଯାଇଛି। ଭାରତୀୟ ଦଳରେ ଓଡ଼ିଆ ଖେଳାଳି ଅନନ୍ୟା ଦାସ ଓ ମ୍ୟାନେଜର…

ଓଡ଼ିଶା ସିନିୟର ମହିଳା ରଗ୍‌ବୀ ଦଳ ଘୋଷିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ମହାରାଷ୍ଟ୍ରର ପୁଣେସ୍ଥିତ ବାଲଓ୍ବୋଡ଼ିଠାରେ ସର୍ବଭାରତୀୟ ଜୁନିୟର ମହିଳା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ଶେଷ ହୋଇଛି। ଏଥିରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ସର୍ବଭାରତୀୟ ସିନିୟର ମହିଳା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ଆସନ୍ତା ୯ ତାରିଖରୁ ପୁଣେରେ…

ସ୍ବିଟେକ୍‌ ସେମିଫାଇନାଲରେ

ପ୍ୟାରିସ, ୮ା୬: ଗତଥରର ଚାମ୍ପିୟନ ଇଗା ସ୍ବିଟେକ ଫ୍ରେଞ୍ଚ ଓପନ ଟେନିସ ମହିଳା ସିଙ୍ଗଲ୍ସରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ନମ୍ବର ଓ୍ବାନ ମାନ୍ୟତାପ୍ରାପ୍ତ ଏହି ଖେଳାଳି ଆମେରିକାର ସ୍ବଳ୍ପ ବୟସ୍କା କୋକୋ ଗଫ୍‌ଙ୍କୁ ୬-୪, ୬-୨ ରେ ହରାଇ ଦେଇଛନ୍ତି।…

ବିଏସ୍‌ଏନ୍‌ଏଲ୍‌ ପୁନରୁଦ୍ଧାର ପାଇଁ ୮୯,୦୪୭ କୋଟି ମଞ୍ଜୁର

ନୂଆଦିଲ୍ଲୀ,୮।୬: ଦେଶର ଏକମାତ୍ର ସରକାରୀ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ବିଏସ୍‌ଏନ୍‌ଏଲ୍‌କୁ ପୁନରୁଦ୍ଧାର କରିବା ସହ ଦେଶବାସୀଙ୍କୁ ଗୁଣାତ୍ମକ ସେବା ଯୋଗାଇଦେବା ପାଇଁ କେନ୍ଦ୍ର ସରକାର ଗତ କିଛି ବର୍ଷ ମଧ୍ୟରେ ଅନେକ ପ୍ରୟାସ କରିଛନ୍ତି। ଏପରିକି ବିଏସ୍‌ଏନ୍‌ଏଲ୍‌ର ପୁନରୁଦ୍ଧାର ରଣନୀତିର…

୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ପାଲଟିବ ଭାରତ

ବେଲ୍‌ଗ୍ରେଡ୍‌,୮ା୬ : ଭାରତ ହେଉଛି ବିଶ୍ୱର ସବୁଠୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ଯାହାର ମୋଟ ଘରୋଇ ଉତ୍ପାଦ (ଜିଡିପି) ୩.୫ ଟ୍ରିଲିୟନ୍‌ ଡଲାର ଛୁଇଁବାକୁ ଯାଉଛି। ଚଳିତ ଦଶନ୍ଧି ଶେଷ ହେବା ପୂର୍ବରୁ ଆମେ ବିଶ୍ୱର ତୃତୀୟ ବୃହତ୍‌ ଅର୍ଥନୀତି ହେବାକୁ…

ରୁଷିଆରେ ଫସିଛନ୍ତି ଏୟାର ଇଣ୍ଡିଆର ୨୩୨ ଯାତ୍ରୀ

ମସ୍କୋ/ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୮ା୬: ଦିଲ୍ଲୀରୁ ଆମେରିକାର ସାନ୍‌ଫ୍ରାନ୍ସିସ୍କୋ ଅଭିମୁଖେ ଯାତ୍ରା କରୁଥିବା ଏୟାର ଇଣ୍ଡିଆର ଏକ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ରୁଷିଆର ମଗଦାନସ୍ଥିତ ଗୁଲାଗରେ ବିମାନଟି ଜରୁରୀ ଅବତରଣ କରିଛି। ଫଳରେ ଫ୍ଲାଇଟ୍‌ ଏଆଇ୧୭୩ରେ ଥିବା ସମସ୍ତ ୨୧୬ ଯାତ୍ରୀ ଓ ୧୬…

ଭାଜପା ଆଡ଼କୁ ଢଳୁଛି ଜେଡିଏସ୍‌

ନୂଆଦିଲ୍ଲୀ,୮ା୬: କର୍ନାଟକ ବିଧାନସଭା ନିର୍ବାଚନରେ ସବୁଠୁ ଖରାପ ପ୍ରଦର୍ଶନ କରିଥିବା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ଏବେ ଭାଜପା ଆଡ଼କୁ ଢଳିବା ଆରମ୍ଭ କରିଛି। ଏଥିଲାଗି ୨୦୨୪ ସାଧାରଣ ନିର୍ବାଚନ ବେଳେ ଦୁଇଦଳ ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ଚର୍ଚ୍ଚା ଜୋର୍‌…

ମା’ପୁଅ, ସମ୍ପର୍କୀୟ ଜୀବନ୍ତ ଦଗ୍ଧ

ଗୁଆହାଟୀ,୮ା୬: ହିଂସା ପ୍ରଭାବିତ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଅଶାନ୍ତି ଲାଗିରହିଛି। ଜଣେ ମହିଳା ନିଜ ୮ ବର୍ଷର ଗୁଳିବିଦ୍ଧ ପୁଅକୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନେଉଥିବାବେଳେ ସେମାନଙ୍କ ଆମ୍ବୁଲାନ୍ସରେ ଦୁର୍ବୃତ୍ତମାନେ ନିଅଁା ଲଗାଇଦେଇଛନ୍ତି। ଏଥିରେ ଉଭୟଙ୍କ ସହ ସେମାନଙ୍କ ଜଣେ ସମ୍ପର୍କୀୟଙ୍କ…

ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକଙ୍କୁ ସ୍ପିନୋଜା ପୁରସ୍କାର

ନୂଆଦିଲ୍ଲୀ,୮ା୬: ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକ ଜୋୟିତା ଗୁପ୍ତାଙ୍କୁ ନେଦରଲାଣ୍ଡ୍ସ ସରକାର ସ୍ପିନୋଜା ପୁରସ୍କାର ପ୍ରଦାନ କରିଛନ୍ତି। ନେଦରଲାଣ୍ଡ୍ସର ବିଜ୍ଞାନ କ୍ଷେତ୍ରରେ ଏହାକୁ ସର୍ବୋଚ୍ଚ ସମ୍ମାନ ‘ଡଚ୍‌ ନୋବେଲ ପ୍ରାଇଜ୍‌’ ଭାବେ ବିବେଚନା କରାଯାଏ। ୟୁନିଭର୍ସିଟି ଅଫ୍‌ ଆମଷ୍ଟରଡାମ୍‌ ପକ୍ଷରୁ ଜାରି ଏକ…

ମହିଳାଙ୍କୁ ମହାସଂଘ ମୁଖ୍ୟ କରାଯାଉ

ନୂଆଦିଲ୍ଲୀ,୮ା୬: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ପଦରେ ଜଣେ ମହିଳା ରହିବା ଉଚିତ ବୋଲି ବିଦାୟୀ ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା କୁସ୍ତିଯୋଦ୍ଧାମାନେ ବୁଧବାର କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ନିକଟରେ ଦାବି…

ପୋଲାଭରମ୍‌ ପାଇଁ ୧୨,୯୧୧ କୋଟି ମଞ୍ଜୁର କଲା କେନ୍ଦ୍ର

ନୂଆଦିଲ୍ଲୀ,୮ା୬: ଆନ୍ଧ୍ର ପ୍ରଦେଶର ଗୋଦାବରୀ ନଦୀରେ ନିର୍ମାଣାଧୀନ ପୋଲାଭରମ୍‌ ପ୍ରକଳ୍ପ ପାଇଁ ବୁଧବାର କେନ୍ଦ୍ର ସରକାର ୧୨,୯୧୧ କୋଟି ଟଙ୍କା ପ୍ରଦାନ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ପକ୍ଷରୁ ଦିଆଯିବାକୁ ଥିବା ଏହି ପାଣ୍ଠିରୁ ୨,୦୦୦…

ଡିଏନ୍‌ଏକୁ ନଷ୍ଟ କରିପାରେ କୃତ୍ରିମ ମିଠା

ଓ୍ବାଶିଂଟନ୍‌,୮ା୬: ମଧୁମେହ ରୋଗୀମାନେ ଚା’ ଓ ଅନ୍ୟ ଖାଦ୍ୟଗୁଡ଼ିକରେ ଶର୍କରାଯୁକ୍ତ ଚିନି ପରିବର୍ତ୍ତେ କୃତ୍ରିମ ସ୍ବିଟ୍‌ନର ବ୍ୟବହାର କରିଥାଆନ୍ତି। କିନ୍ତୁ ଏହି କୃତ୍ରିମ ମିଠାରେ ବ୍ୟବହୃତ ରାସାୟନିକ ପଦାର୍ଥ ଡିଏନ୍‌ଏକୁ ନଷ୍ଟ କରିପାରେ ବୋଲି ଆମେରିକୀୟ ବୈଜ୍ଞାନିକମାନେ ସତର୍କ କରାଇଛନ୍ତି। ନର୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri