ହଡସନ ଭ୍ୟାଲିରେ ପ୍ରଳୟଙ୍କରୀ ବନ୍ୟା…
ଓ୍ବାଶିଂଟନ,୧୦।୭ : ଆମେରିକାର ଆର୍ଥିକ ରାଜଧାନୀ ନ୍ୟୁୟର୍କରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ହଡସନ ଭ୍ୟାଲି ସହରରେ ବନ୍ୟାଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ବର୍ଷା ଯୋଗୁଁ ରାସ୍ତାଗୁଡ଼ିକ ବନ୍ୟା ଜଳରେ ବୁଡ଼ି ରହିଛି । ଜାତୀୟ ପାଣିପାଗ ସେବା…
ହରମନ୍ପ୍ରୀତଙ୍କ ଅର୍ଦ୍ଧଶତକରେ ଜିତିଲା ଭାରତ
ମୀରପୁର, ୧୦ା୭(ପି.ଟି.): ବାଂଲାଦେଶ ବିପକ୍ଷ ପ୍ରଥମ ମହିଳା ଟି୨୦ ମ୍ୟାଚରେ ଭାରତକୁ ଜିତାଇଛନ୍ତି ଅଧିନାୟିକା ହରମନ୍ପ୍ରୀତ କୌର ଓ ସ୍ପିନର। ପ୍ରଥମେ ଭାରତୀୟ ସ୍ପିନର ବାଂଲାଦେଶକୁ ମାତ୍ର ୧୧୪ ରନ୍ରେ ସୀମିତ ରଖିବା ପରେ ହରମନ୍ପ୍ରୀତଙ୍କ ଅପରାଜିତ ୫୪ ରନ୍ ବଳରେ…
ଶ୍ରୀଲଙ୍କା ବିଶ୍ୱକପ୍ କ୍ୱାଲିଫାୟର ଚାମ୍ପିୟନ
ହରାରେ,୧୦ା୭: ନେଦରଲାଣ୍ଡ୍ସକୁ ପରାସ୍ତ କରି ବିଶ୍ୱକପ୍ କ୍ୱାଲିଫାୟରରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଶ୍ରୀଲଙ୍କା। ରବିବାର ହରାରେ ସ୍ପୋଟର୍ସ କ୍ଲବରେ ଖେଳାଯାଇଥିବା ମ୍ୟାଚ୍ରେ ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୨୩୩ ରନ୍ କରିଥିଲା। ଜବାବରେ ନେଦରଲାଣ୍ଡ୍ସ ୧୦୫ ରନ୍ରେ ସମସ୍ତ ଉଇକେଟ…
ବିଜୟ ସହ ଭାରତର ଅଭିଯାନ
ଭୁବନେଶ୍ୱର, ୧୦।୭ (ତପନ ସ୍ବାଇଁ): ତାଇପେରେ ଚାଲିଥିବା ଏସିଆନ ପୁରୁଷ ଭଲିବଲ ଚ୍ୟାଲେଞ୍ଜ୍ କପ୍ରେ ଭାରତୀୟ ସିନିୟର ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ରବିବାର ଅନୁଷ୍ଠିତ ମ୍ୟାଚରେ ଭାରତ ଶକ୍ତିଶାଳୀ ହଂକଂ, ଚାଇନାକୁ ୩:୦ (୨୫-୨୨, ୨୫-୧୮, ୨୫-୧୭)ରେ…
ହେଡିଂଲେରେ ଜିତିଲା ଇଂଲଣ୍ଡ
ହେଡିଂଲେ, ୧୦ା୭: କ୍ରମାଗତ ଦୁଇଟି ମ୍ୟାଚରେ ବାଜବଲ୍ ଫେଲ୍ ମାରିବା ପରେ ହେଡିଂଲେରେ ଅନୁଷ୍ଠିତ ତୃତୀୟ ଟେଷ୍ଟ ମ୍ୟାଚକୁ ଜିତି ନେଇଛି ଇଂଲଣ୍ଡ। ହ୍ୟାରୀ ବ୍ରୁକ୍ଙ୍କ ଜବରଦସ୍ତ ଅର୍ଦ୍ଧଶତକ ସହିତ ନିମ୍ନକ୍ରମରେ କ୍ରିସ୍ ଓକ୍ସ ଓ ମାର୍କ ଉଡ୍ଙ୍କ ବ୍ୟାଟିଂ ବଳରେ…
ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଗିରଫ
ଚଣ୍ଡିଗଡ଼, ୧୦ା୭: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ବରିଷ୍ଠ କଂଗ୍ରେସ ନେତା ତଥା ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଓ.ପି. ସୋନିଙ୍କୁ ରବିବାର ରାଜ୍ୟ ଭିଜିଲାନ୍ସ ବିଭାଗ ଗିରଫ କରିଛି। ୨୦୧୬ରୁ ୨୦୨୨ କଂଗ୍ରେସ କ୍ଷମତାରେ ଥିବାବେଳେ ସୋନିଙ୍କ ସମ୍ପତ୍ତି ଅତ୍ୟଧିକ…
ଖଲିସ୍ତାନୀ ରାଲି ବିରୋଧରେ ଭାରତ ସପକ୍ଷବାଦୀଙ୍କ ସମାବେଶ
ଟରଣ୍ଟୋ, ୧୦ା୭ : କାନାଡ଼ାର ଟରଣ୍ଟୋସ୍ଥିତ ଭାରତୀୟ ବାଣିଜି୍ୟକ ଦୂତାବାସ ବାହାରେ ରବିବାର ଖଲିସ୍ତାନୀ ସମର୍ଥକମାନଙ୍କ ରାଲି ଫିକା ପଡ଼ିଯାଇଛି। କାରଣ ଉକ୍ତ ସ୍ଥାନରେ ବହୁସଂଖ୍ୟାରେ ଭାରତ ସପକ୍ଷବାଦୀମାନେ ଜାତୀୟ ପତାକା ଧରି ରୁଣ୍ଡ ହୋଇଥିଲେ। ସେମାନେ ‘ଭାରତ ମାତା କୀ…
ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ହିଂସା ପ୍ରତିବାଦରେ ବିକ୍ଷୋଭ
କୋଲକାତା, ୧୦ା୭ : ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ବେଳେ ଶନିବାର ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟି ୧୫ ଜଣଙ୍କ ମୃତ୍ୟୁ ଘଟଣାର ପ୍ରତିବାଦରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ସମର୍ଥକମାନେ ରବିବାର ରାଜ୍ୟ ନିର୍ବାଚନ କମିଶନ (ଏସ୍ଇସି)ଙ୍କ…
ଜୈନ ସନ୍ଥଙ୍କୁ ହତ୍ୟା
ବେଲଗାଭି, ୧୦ା୭ : କର୍ନାଟକର ବେଲଗାଭି ଜିଲାରେ ଜଣେ ଜୈନ ସନ୍ଥଙ୍କୁ ହତ୍ୟା କରାଯାଇ ତାଙ୍କ ଶରୀରକୁ ଖଣ୍ଡଖଣ୍ଡ କରି ଏକ ବୋର୍ଓ୍ବେଲରେ ଫିଙ୍ଗିଦିଆଯାଇଥିଲା। ଚିକୋଡି ତାଲୁକ୍ର ଏକ ବୋର୍ଓ୍ବେଲରୁ ମୃତଦେହର ବିଭିନ୍ନ ଅଙ୍ଗ ମିଳିବା ପରେ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ…
୧୭ ବର୍ଷୀୟାଙ୍କୁ ଅର୍ଥ ଦେଇ ନ୍ୟୁଡ୍ ଫଟୋଶୁଟ୍
ଲଣ୍ଡନ,୧୦ା୭, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ବିବିସିର ଜଣାଶୁଣା ଉପସ୍ଥାପକ ଗ୍ରାହାମ୍ ନର୍ଟନ ପର୍ନ ଫଟୋଶୁଟ୍ ପାଇଁ ଜଣେ ସ୍ବଳ୍ପବୟସ୍କାଙ୍କୁ ବିପୁଳ ଅର୍ଥ ଦେଇଥିବା ଅଭିଯୋଗ ଆସିଛି। ଏହା ଉପରେ ସମ୍ପ୍ରତି ଇଣ୍ଟରନେଟ୍ରେ ନାନା କଳ୍ପନାଜଳ୍ପନା ପ୍ରକାଶ ପାଉଥିବାବେଳେ ଏନେଇ ମୁହଁ ଖୋଲିବା…
ମୋତେ ଭାରତରେ ରହିବାକୁ ଦିଅ
ଲକ୍ଷ୍ନୌ,୧୦ା୭: ଅନ୍ଲାଇନ୍ ଗେମିଂ ଆପ୍ ପବ୍ଜିରେ ସାକ୍ଷାତ। କିଛିବର୍ଷର ଭାବ ବିନିମୟ ପରେ ପ୍ରେମ। ତା’ପରେ ସରହଦ ଡେଇଁ ଭାରତକୁ ଆସିଲେ ପାକିସ୍ତାନୀ ମହିଳା ସୀମା ହାଇଦର। ୪ ପିଲାଙ୍କ ମା’ ୩୦ ବର୍ଷୀୟା ସୀମା ଆଉ ପାକିସ୍ତାନ ଫେରିବାକୁ ଚାହୁଁନାହାନ୍ତି।…
ଉତ୍ତର ଭାରତରେ ବର୍ଷା ବିତ୍ପାତ: ୧୯ ମୃତ
ନୂଆଦିଲ୍ଲୀ, ୧୦ା୭: ଉତ୍ତର ଭାରତର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ପବନ ସାଙ୍ଗକୁ ଭୂସ୍ଖଳନ ଯୋଗୁ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ସ୍ବାଭାବିକ ଜୀବନଯାତ୍ରା ବ୍ୟାହତ ହୋଇଛି। ଦିଲ୍ଲୀର ଯମୁନା ନଦୀ ସମେତ ବିଭିନ୍ନ…
Archives


