Home Middle

ମୃତଦେହ ଗଦାରେ ହଜି ଯାଉଛି ମାନବିକତା, ନକଲି ଦାବିଦାରଙ୍କ ସଂଖ୍ୟା ବଢୁଛି, ଏବେ ଅସଲି ପ୍ରିୟପରିଜନଙ୍କ ଚିହ୍ନଟ ପାଇଁ ହେବ ଡିଏନଏ ଟେଷ୍ଟ…

ବାହାନଗା,୭।୬ : ବାହାନଗା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେକୁ ନେଇ ଦ୍ୱନ୍ଦ୍ୱ ବଢ଼ିବାରେ ଲାଗିଛି। ମୃତଦେହ ଗଦାରେ ମାନବିକତା, ହଜି ଯାଉଛି। ଟଙ୍କା ଲୋଭରେ ନକଲି ଦାବିଦାରଙ୍କ ସଂଖ୍ୟା ବଢୁଛି। ଏଭଳି ସମ୍ବେଦନଶୀଳ ଘଟଣାରେ କିଏ ଅସଲି ଅବା…

ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ପୂର୍ବରୁ ଭାରତ ଆସିବେ ଆମେରିକା ଏନ୍‌ଏସ୍‌ଏ

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବେ। ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଭାରତ ଆସିବେ ବୋଲି ସୂଚନା ମିଳିଛି। ଆମେରିକୀୟ ଏନ୍‌ଏସ୍‌ଏ…

ଭାରତରେ ୪୦ କୋଟିର ଆୟକର ଚୋରି କରିଥିବା ସ୍ବୀକାର କଲା ବିବିସି…

ନୂଆଦିଲ୍ଲୀ,୭।୬ : ବ୍ରିଟିଶ ବ୍ରୋଡକାଷ୍ଟିଂ କର୍ପୋରେଶନ (ବିବିସି) ଭାରତରେ ୪୦ କୋଟି ଟଙ୍କା କମ ଆୟକର ଦେଇଥିଲା। ମିଡିଆ ରିପୋର୍ଟ ଅନୁଯାୟୀ, ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) କୁ ପଠାଯାଇଥିବା ଚିଠିରେ ବିବିସି ଏହି ଚୋରିକୁ ସ୍ବୀକାର କରିଛି।…

ଭାଜପାର ମିଶନ ୨୦୨୪: କେନ୍ଦ୍ର,ରାଜ୍ୟ ପାଇଁ ହେବ ନୂଆ ଟିମ୍‌…

ନୂଆଦିଲ୍ଲୀ,୭।୬ : ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ଭାଜପା ଏହାର କେନ୍ଦ୍ରୀୟ ଏବଂ ରାଜ୍ୟ ଟିମରେ ଆବଶ୍ୟକ ପରିବର୍ତ୍ତନ ଆଣିବ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସୋମବାର ଓ ମଙ୍ଗଳବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ସଂଗଠନର…

୨୦୩୦ ସୁଦ୍ଧା ବିଲୁପ୍ତ ହୋଇଯିବ ସମର ସି ଆଇସ୍‌…

ଓ୍ବାଶିଂଟନ,୭।୬ : ପ୍ରକୃତିର ପରିବର୍ତ୍ତନ ହେତୁ ପରିବେଶ ବହୁତ ପ୍ରଭାବିତ ହୋଇଛି। ଶହ ଶହ ବିଶ୍ୱସ୍ତରୀୟ ଆଲୋଚନା ଏବଂ ଅନେକ ପ୍ରୟାସ ପରେ ମଧ୍ୟ ପରିବେଶ ନିୟନ୍ତ୍ରଣ ହୋଇପାରୁ ନାହିଁ। ନୂତନ ଅନୁସନ୍ଧାନ ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ଆର୍କଟିକ ମହାସାଗରର ଗ୍ରୀଷ୍ମ…

ହାଇପରସୋନିକ ମିଶାଇଲ ବିକଶିତ କରିଥିବା ଦାବି: ଚାଇନା,ଇରାନ,ହଂକଂ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା…

ଓ୍ବାଶିଂଟନ,୭।୬ : ଇରାନର ବାଲିଷ୍ଟିକ ହାଇପରସୋନିକ ମିଶାଇଲ କାର୍ଯ୍ୟକ୍ରମ ସହ ଜଡିତ ଥିବା ଇରାନ, ଚାଇନା ଏବଂ ହଂକଂର ଗୋଷ୍ଠୀ ତଥା ସଂସ୍ଥା ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଟ୍ରେଜେରୀ ବିଭାଗ ଅନୁଯାୟୀ, ଇରାନର ହାଇପରସୋନିକ ମିଶାଇଲ ବିକାଶ କାର୍ଯ୍ୟକ୍ରମ ପାଇଁ…

ଚାଇନାର ସାମରିକ ଉଗ୍ରତା ବିପଜ୍ଜନକ

ଓ୍ବାଶିଂଟନ୍‌,୭ା୬: ତାଇଓ୍ବାନ୍‌ ପ୍ରଣାଳୀ ଏବଂ ଦକ୍ଷିଣ ଚାଇନା ସାଗର (ଏସ୍‌ସିଏସ୍‌)ରେ ବେଜିଂର କ୍ରମବଦ୍ଧିଷ୍ଣୁ ସାମରିକ ଉଗ୍ରତାକୁ ଆମେରିକା ନିନ୍ଦା କରିଛି। ଓ୍ବାଶିଂଟନ୍‌ ଓ ବେଜିଂ ମଧ୍ୟରେ ବଢ଼ୁଥିବା ତିକ୍ତତା ପରିପ୍ରେକ୍ଷୀରେ ହ୍ବାଇଟ୍‌ ହାଉସ୍‌ ମୁଖପାତ୍ର ଜନ୍‌ କିର୍ବି କହିଛନ୍ତି, ଚାଇନାର ଆକ୍ରମଣାମତ୍କ…

ଡିସେମ୍ବର ସୁଦ୍ଧା ଖୋଲିବ ୨୦୦୦ ଜନ ଔଷଧୀ କେନ୍ଦ୍ର…

ନୂଆଦିଲ୍ଲୀ,୬।୬ : ଦୁଇ ହଜାର ପ୍ରାଥମିକ କୃଷି କ୍ରେଡିଟ ସୋସାଇଟିକୁ ପ୍ରଧାନ ମନ୍ତ୍ର ଜନ ଔଷଧୀ କେନ୍ଦ୍ର ଖୋଲିବାକୁ ଅନୁମତି ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ସମବାୟ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ନୂଆଦିଲ୍ଲୀରେ ରାସାୟନିକ ପଦାର୍ଥ ଏବଂ…

ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେଲେ ଛାଡିଦେବି ରାଜନୀତି: ଅଜିତ ପାଓ୍ବାର…

ମୁମ୍ବାଇ,୬।୬ : ମହାରାଷ୍ଟ୍ରରେ ଏବେ ରାଜନୀନୈତିକ ଆରୋପପ୍ରତ୍ୟାରୋପ ଜାରି ରହିଛି। ଶିବସେନାର ଲୋକସଭା ଏମପି କୃପାଲ ତୁମାନେ ମଙ୍ଗଳବାର ଏନସିପି ନେତା ଅଜିତ ପାୱାରଙ୍କୁ ଦୁର୍ନୀତିରେ ଲିପ୍ତ ଥିବା ଅଭିଯୋଗ କରିଛନ୍ତି। ଏହା ପରେ ବିରୋଧୀ ଦଳର ନେତା ଅଜିତ ପାୱାର…

ଦିଲ୍ଲୀ ଏମ୍ସରେ ପୁଣି ସାଇବର ଆକ୍ରମଣ…

ନୂଆଦିଲ୍ଲୀ,୬।୬ : ନୂଆଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ) ରେ ପୁଣି ସାଇବର ଆକ୍ରମଣ ହୋଇଛି। ଏମ୍ସ ନୂଆଦିଲ୍ଲୀ ପକ୍ଷରୁ ଏନେଇ ଟୁଇଟ କରାଯାଇଛି। ଏମ୍ସ ପ୍ରଶାସନ ଦ୍ୱାରା ଅଂଶୀଦାର ହୋଇଥିବା ସୂଚନାରେ ଦର୍ଶାଯାଇଛି ହସ୍ପିଟାଲର ସାଇବର…

ଆତ୍ମସମର୍ପଣ ନ କଲେ ହେବନି ଆଳୋଚନା: ଆତଙ୍କବାଦୀ ସଂଗଠନ ଟିଟିପିକୁ ପାକିସ୍ତାନ ସରକାରଙ୍କ ଚେତାବନୀ…

ଇସଲାମାବାଦ,୬।୬ : ନିଷିଦ୍ଧ ଆତଙ୍କବାଦୀ ସଂଗଠନ ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ର ଆଲୋଚନା ଆରମ୍ଭ କରିବାକୁ ପ୍ରସ୍ତାବକୁ ପାକିସ୍ତାନ ପ୍ରତ୍ୟାଖ୍ୟାନ କରିଛି। ଏକ୍ସପ୍ରେସ ଟ୍ରିବ୍ୟୁନ ଖବରକାଗଜ ସୂତ୍ରରୁ ପ୍ରକାଶ ଗତ କିଛି ଦିନ ମଧ୍ୟରେ ଟିଟିପି ପୁନର୍ବାର ଆଲୋଚନାରେ ଯୋଗଦେବାକୁ ଇଚ୍ଛା…

ଆଇପିଏସ ଅଧିକାରୀ କୃଷି ଗ୍ରାମୀଣ ବିକାଶରେ ନେବେ ତାଲିମ, ଆଇଏଏସ-ଆଇଏଫଓଏସ ଜିଓପଲିଟିକ୍ସରେ ହେବେ ପାରଙ୍ଗମ…

ନୂଆଦିଲ୍ଲୀ,୬।୬ : କେନ୍ଦ୍ର ସରକାର ନିଜର ଅଧିକାରୀମାନଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ପାରଙ୍ଗମ କରିବାକୁ ଚାହୁଁଛନ୍ତି। ସେହି ଅଧିକାରୀମାନେ ହେଉଛନ୍ତି ଆଇଏଏସ, ଆଇପିଏସ ଏବଂ ଆଇଏଫଓଏସ। ବର୍ତ୍ତମାନ ଆଇପିଏସ ଏବଂ ବୈଦେଶିକ ସେବା ଅଧିକାରୀମାନେ ମଧ୍ୟ କୃଷି ଏବଂ ଗ୍ରାମାଞ୍ଚଳର ବିକାଶ ବିଷୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri