Home Middle

ଓଏନଜିସି ତୈଳକମ୍ପାନୀରେ ଭୟାବୟ ଅଗ୍ନିକାଣ୍ଡ

ଗୌହାଟୀ,୨୧।୭: ଆସାମ ଶିବସାଗରର ଅୟଲ ଆଣ୍ଡ ନାଚରାଲ ଗ୍ୟାସ କର୍ପୋରେଶନ(ଓଏନଜିସି) ତୈଳକମ୍ପାନୀରେ ଭୟାବୟ ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବା ପାଇଁ ତୁରନ୍ତ ପୋଲିସ ଏବଂ ଓଏନଜିସି ଦମକଳ ବାହିନୀଙ୍କୁ ନିୟୋଜିତ କରାଯାଇଛି।

ପୁଣି ନକଲି କଫ୍‌ ସିରପ ପିଇ ୬ ଶିଶୁ ମୃତ, ଭାରତକୁ ସାହାର୍ଯ୍ୟ ମାଗିଲା ହୁ

ଲଣ୍ଡନ,୨୧।୭: ନକଲି କଫ ସିରପ ଯୋଗୁ ପୁଣି କିଛି ଶିଶୁଙ୍କ ମୃତ୍ୟୁ ହୋଇଛି। ନକଲି କଫ ସିରପ ପିଇବା ଯୋଗୁ କାମେରୁନରେ ୬ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ୨୦୨୨ ମସିହାରେ ଗାମ୍ବିଆ, ଉଜବେକିସ୍ତାନ ଏବଂ ଇଣ୍ଡୋନେସିଆରେ କଫ୍‌ ସିରପ ପିଇ ୩୦୦ରୁ…

ଚାଇନାର ବୈଦେଶିକ ମନ୍ତ୍ରୀ ନିଖୋଜ, ଗାର୍ଲଫ୍ରେଣ୍ଡଙ୍କ ହାତ ଥିବା ସନ୍ଦେହ

ବେଜିଂ,୨୧।୭: ଚାଇନାର ବୈଦେଶିକ ମନ୍ତ୍ରୀ କିଛି ଦିନ ଧରି ନିଖୋଜ ଅଛନ୍ତି। ବୈଦେଶିକ ମନ୍ତ୍ରୀ କିନ ଗ୍ୟାଙ୍ଗଙ୍କୁ ତିନି ସପ୍ତାହ ପୂର୍ବରୁ ଅର୍ଥାତ୍‌ ୨୫ ଜୁନ୍‌ରେ ଦେଖାଯାଇଥିଲା ତେବେ ଏହାରି ଭିତରେ ସୂଚନା ମିଳିଛି କି, ଚାଇନାର ବୈଦେଶିକ ମନ୍ତ୍ରଣାଳୟ ଜୁଲାଇ…

ଜନସଂଖ୍ୟା ବଢିବା ପରିବର୍ତ୍ତେ ଚାଇନାରେ ମରୁଛନ୍ତି ଲୋକ, ୨୦୨୨ରେ ମଲେଣି ୧.୪କୋଟି ଲୋକ

ଶତାଦ୍ଦୀ ଶତାଦ୍ଦୀ ଧରି ବିଶ୍ୱର ସବୁଠାରୁ ଜନବହୁଳ ଦେଶ ଚାଇନାରେ ବର୍ତ୍ତମାନ ଭୟଙ୍କର ସମସ୍ୟା ଦେଇ ଗତି କରୁଛି। ୨୦୨୨ ମସିହାରେ, ଚାଇନାରେ ଜନ୍ମ ଅପେକ୍ଷା ଅଧିକ ମୃତ୍ୟୁସଂଖ୍ୟା ରେକର୍ଡ କରାଯାଇଛି। ଦେଶ ବର୍ତ୍ତମାନ ବୃହତ୍ତ ଜନସଂଖ୍ୟା ଦେଶ ନୁହେଁ ଅଧିକ…

ଡେଙ୍ଗୁକୁ ନେଇ ଡବ୍ଲୁଏଚଓର ଚେତାବନୀ, ଭାଙ୍ଗିପାରେ ସମସ୍ତ ରେକର୍ଡ

ଜେନେଭା,୨୧।୭: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଡେଙ୍ଗୁ ଜ୍ୱରକୁ ନେଇ ଚେତାବନୀ ଦେଇଛି। ଡବ୍ଲୁଏଚଓ କହିଛି ଚଳିତ ବର୍ଷର ଡେଙ୍ଗୁ ଜ୍ୱର ସମସ୍ତ ରେକର୍ଡ ଭାଙ୍ଗିପାରେ। ଏହାର କାରଣକୁ ନେଇ କୁହାଯାଇଛି କି ଗ୍ଲୋବାଲ ଓ୍ବାର୍ମିଂ କାରଣରୁ ଡେଙ୍ଗୁ କରାଉଥିବା ମଶାଙ୍କୁ ଲାଭ…

‘ଇଣ୍ଡିଆ’ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଆସନ୍ତା ସପ୍ତାହରେ ମଣିପୁର ଯାଇପାରନ୍ତି ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୨୧।୭: ମଣିପୁରରେ ହିଂସା ଜାରି ରହିଥିବା ବେଳେ ବୁଧବାର ଦୁଇ ମହିଳାଙ୍କ ସହ ହୋଇଥିବା ବର୍ବରତାର ଏକ ଭିଡିଓ ଭାଇରାଲ ହୋଇଯାଇଛି। ଏହି ଭିଡିଓ ଏବେ ଅନେକ ପ୍ରଶ୍ନ ଉଠାଇଛି ଆଉ ଏହାକୁ ନେଇ ବିରୋଧୀ ଏବେ ସରକାରଙ୍କୁ ଟାର୍କେଟ କରିଛନ୍ତି।…

ଇଣ୍ଡୋନେସିଆରେ ଭାରତର ପରବର୍ତ୍ତୀ ରାଷ୍ଟ୍ରଦୂତ ହେବେ ସନ୍ଦୀପ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ,୨୧।୭: ଆଇଏଫଏସ ଅଧିକାରୀ ସନ୍ଦୀପ ଚକ୍ରବର୍ତ୍ତୀଙ୍କୁ ଇଣ୍ଡୋନେସିଆ ରିପବ୍ଲିକରେ ଭାରତର ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବରେ ନିଯୁକ୍ତ କରାଯାଇଛି। ବୈଦେଶିକ ମନ୍ତ୍ରଣାଳୟ ଏ ସମ୍ପର୍କରେ ସୂଚନା ଦେଇଛି। ସନ୍ଦୀପ ଚକ୍ରବର୍ତ୍ତୀ ବର୍ତ୍ତମାନ ବୈଦେଶିକ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଅଛନ୍ତି।

ଓ୍ବେବସାଇଟ୍‌ରେ ଇ-ସିଗାରେଟ୍‌ ବ୍ୟାନ୍‌କୁ ଉଲ୍ଲଘଂନ ସମ୍ପର୍କରେ ସୂଚନା ଦେବାକୁ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଲା କେନ୍ଦ୍ର, ନଜରରେ ୬ ଇ-ସିଗାରେଟ୍‌ ବିକ୍ରୟ ଓ୍ବେବସାଇଟ୍‌

ନୂଆଦିଲ୍ଲୀ,୨୧।୭: ଦେଶରେ ୨୦୧୯ ଠାରୁ ଇ-ସିଗାରେଟ ଉପରେ ପ୍ରତିବନ୍ଧକ ଲଗାଯାଇଛି। ତଥାପି ଏହା କିଛି ଅନଲାଇନ ସପିଂ ସାଇଟ୍‌ ଏବଂ ଖୁଚୁରା ଆଉଟଲେଟମାନେ ବେଆଇନ ଭାବେ ଏହାକୁ ବିକ୍ରି କରୁଛନ୍ତି। ତେବେ ଏନେଇ କଠୋର ହୋଇଛନ୍ତି କେନ୍ଦ୍ର ସରକାର। ସବୁ ରାଜ୍ୟମାନଙ୍କୁ…

ଏନସିଆରବିର ଚାଞ୍ଚଲ୍ୟକର ରିପୋର୍ଟ: ଦେଶରେ ପ୍ରତିଦିନ ୮୭ଜଣ ମହିଳାଙ୍କ ସହ ହେଉଛି ବଳତ୍କାର!

ନୂଆଦିଲ୍ଲୀ,୨୧।୭: ମଣିପୁରର ଲୋମଟାଙ୍କୁରା ଭିଡିଓ ଭାଇରାଲ ହେବା ପରେ ଦେଶ ସ୍ତବ୍ଧ। ସାରାଦେଶ ଏହାକୁ ନିନ୍ଦା କରୁଛି। ଭିଡିଓ ଭାଇରାଲ ହେବାର ଦୁଇଦିନ ପରେ ପୁଣି ସମାନ ଘଟଣା ସାମ୍ନାକୁ ଆସିଛି। ଗଶ୍ଚିମବଙ୍ଗରେ ମହିଳାଙ୍କୁ ଉଲଗ୍ନ କରି ପରେଡ କରାଯାଇଛି। ଦେଶ…

କୃଷ୍ଣ ଜନ୍ମଭୂମି ବିବାଦର ସମସ୍ତ ମାମଲା ସମ୍ପର୍କରେ ସୂଚନା ପ୍ରଦାନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ତିନି ସପ୍ତାହ ପରେ ଶୁଣାଣି

ନୂଆଦିଲ୍ଲୀ,୨୧।୭: ମଥୁରା କୃଷ୍ଣ ଜନ୍ମଭୂମି ଜମି ବିବାଦ ସହ ଜଡିତ ସମସ୍ତ ମାମଲା ସମ୍ପର୍କରେ ସୂଚନା ପ୍ରଦାନ କରିବାକୁ ଆହ୍ଲାବାଦ ହାଇକୋର୍ଟର ରେଜିଷ୍ଟ୍ରାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କମିଟି ଅଫ ମ୍ୟାନେଜମେଣ୍ଟ ଟ୍ରଷ୍ଟ ଶାହି ମସଜିଦ ଇଦ୍‌ଗାହଙ୍କ ଆବେଦନ ଉପରେ ଶୁଣାଣି…

ଜ୍ଞାନବ୍ୟାପୀ ମାମଲାରେ ମୁସଲିମ ପକ୍ଷକୁ ବଡ ଝଟକା, ଏଏସଆଇ ସର୍ଭେକୁ ମଞ୍ଜୁରୀ ଦେଲେ ବାରାଣସୀ କୋର୍ଟ

ବାରାଣସୀ,୨୧।୭: ବାରାଣସୀ କୋର୍ଟ ଶୁକ୍ରବାର ଜ୍ଞାନବ୍ୟାପୀ ସର୍ଭେ ପକ୍ଷରେ ଶୁଣାଣି କରିଛନ୍ତି। କୋର୍ଟ ଏଏସଆଇ ସର୍ଭେକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବିବାଦୀୟ ଅଂଶକୁ ଛାଡି ସମ୍ପୂର୍ଣ୍ଣ ପରିସରକୁ ଏଏସଆଇ ସର୍ଭେ କରିବାକୁ ମଞ୍ଜୁରୀ ଦିଆଯାଇଛି। ଜ୍ଞାନବ୍ୟାପୀ ମସଜିଦ ମାମଲାରେ ହିନ୍ଦୁ ଦଳର…

ମଣିପୁର ହିଂସାରେ ପାକିସ୍ତାନୀ ଆତଙ୍କବାଦୀ ସଂଗଠନଙ୍କ ଏଣ୍ଟ୍ରି: ଗୁଇନ୍ଦା ବିଭାଗ

ଇମ୍ଫାଲ,୨୧।୭: ୭୪ଦିନ ପରେ ମଣିପୁର ହିଂସା ଥମିବାକୁ ନାଁ ନେଉନାହିଁ। ଏହି ସମୟରେ ଦୁଇ ମହିଳାଙ୍କ ଲୋମଟାଙ୍କୁରା ଭିଡିଓ ଦେଶକୁ ସ୍ତବ୍ଧ କରିଛି। ତେବେ ଏମଧ୍ୟରେ ନିଆଁରେ ଘିଅ ଢାଳିବା କାମ ଆରମ୍ଭ କରିଦେଇଛି ପାକିସ୍ତାନର ଆତଙ୍କବାଦୀ ସଂଗଠନ। ଗୁଇନ୍ଦା ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?