Home Middle

ଆଇପିଏଲ୍‌ ଫାଇନାଲ: ଅହମଦାବାଦରେ ବର୍ଷା

ଅହମଦାବାଦ,୨୮।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। କ୍ରମାଗତ ବର୍ଷା ଲାଗି ରହିବା ଦ୍ୱାରା ଠିକ୍‌ ସମୟରେ ଟସ୍‌ ପଡ଼ି ପାରିନାହିଁ। ଫଳରେ ପିଚ୍‌କୁ କଭର କରି ରଖା ଯାଇଛି। କିଛି ସମୟ ବର୍ଷା ଛାଡ଼ିଥିବାବେଳେ…

ସୈନ୍ୟ ଅଭିଯାନ ଅଧିକ ଜୋରଦାର କରିବାକୁ ପୁଟିନଙ୍କ ନିର୍ଦ୍ଦେଶ…

ମସ୍କୋ,୨୮।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ ହେବାର ନାମ ନେଉନାହିଁ। ଏଥି ସହିତ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଅଞ୍ଚଳରେ ରୁଷିଆର ସୈନ୍ୟଙ୍କ ଅଭିଯାନକୁ ଆହୁରି ଜୋରଦାର କରିବାକୁ ସୀମା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପ୍ରତି…

ଉଦଘାଟନୀ ଉତ୍ସବରେ ଶାସକ ଦଳର ରାଜନୀତି, ଆଗଧାଡ଼ିରେ ଦେବଗୌଡ଼ା-ଜଗନମୋହନ…

ନୂଆଦିଲ୍ଲୀ,୨୮।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସଂସଦର ନୂତନ ଭବନକୁ ଉଦଘାଟନ କରିଛନ୍ତି। ଯଦିଓ ଏହିଐତିହାସିକ କାର୍ଯ୍ୟକ୍ରମ ପାର୍ଟି ରାଜନୀତିରୁ ରକ୍ଷା ପାଇପାରି ନାହିଁ ଏବଂ କଂଗ୍ରେସ ସମେତ ୨୧ଟି ରାଜନୈତିକ ଦଳ ଏହି କାର୍ଯ୍ୟକ୍ରମକୁ ବର୍ଜନ କରିଛନ୍ତି। ରାଜନୈତିକ…

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଜନଗଣନା ଆଶା କମ, ପାଣିଠାରୁ ନେଇ ଲ୍ୟାପଟପ ପର୍ଯ୍ୟନ୍ତ ପଚରାଯିବ ୩୧ ପ୍ରଶ୍ନ…

ନୂଆଦିଲ୍ଲୀ,୨୮।୫ : କରୋନା ମହାମାରୀ କାରଣରୁ ସ୍ଥଗିତ ଜନଗଣନା ପ୍ରକ୍ରିୟା ଲୋକସଭା ନିର୍ବାଚନ ପୂର୍ବରୁ ଆରମ୍ଭ ହେବାର ଆଶା କମ ରହିଛି। ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ମହାମାରୀ କାରଣରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଥିବା ଜନଗଣନା ଏପ୍ରିଲ-ମେ…

ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୮।୫ : ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି (ଭାଜପା)ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କରିଛନ୍ତି। ଏହି ବୈଠକରେ ରାଜ୍ୟଗୁଡିକରେ ଚାଲିଥିବା ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ବୈଠକରେ…

ନୂଆ ସଂସଦରେ ଅଖଣ୍ଡ ଭାରତ ମାନଚିତ୍ର, ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୨୮।୫ : ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂତନ ସଂସଦ ଭବନର ଉଦଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ଦେଶକୁ ସମ୍ବୋଧିତ କରିବାବେଳେ କହିଛନ୍ତି ଏହା ପ୍ରତ୍ୟେକ ଦେଶବାସୀଙ୍କ ପାଇଁ ଗର୍ବର ବିଷୟ। ଏହି ସମୟରେ ନୂଆ ସଂସଦ ଭବନର ଅନେକ…

ଜୁନ ୧୨ରେ ବିହାରରେ ବିରୋଧୀଙ୍କ ମହାବୈଠକ…

କୋଲକାତା,,୨୮।୫ : ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ପାଟନାରେ ଜୁନ ୧୨ ରେ ଭାଜେପା ବିରୋଧୀ ଦଳ ଗଠନ ପାଇଁ ଏକ ମହାବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମମତା ବାନାର୍ଜୀଙ୍କ ସମେତ ଅନ୍ୟ…

୯୦୦ କାରିଗର ୧୦ ଲକ୍ଷ ଘଣ୍ଟା ପରିଶ୍ରମ କରି ପ୍ରସ୍ତୁତ କରିଛନ୍ତି ନୂଆ ସଂସଦ ଭବନରେ ଲଗାଯାଇଥିବା କାର୍ପେଟ

ନୂଆଦିଲ୍ଲୀ,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀରେ ନୂତନ ସଂସଦ ଭବନର ଉଦଘାଟନ କରିଛନ୍ତି। ଏହି ଅବସରରେ ନୂତନ ସଂସଦ ଭବନର ‘ପ୍ରତ୍ୟେକ ବିବରଣୀ’ ଚର୍ଚ୍ଚାର ବିଷୟ ପାଲଟିଛି। ଏହା ଭିତରେ ଲୋକ ସଭା ଏବଂ ରାଜ୍ୟ ସଭାର ଚଟାଣରେ ଶୋଭା…

ଉଦଘାଟନ ପାଇଁ ମେ ୨୮ ତାରିଖ ନେଇ କଂଗ୍ରେସ- ଭାଜପା ମୁହାଁମୁହିଁ…

ନୂଆଦିଲ୍ଲୀ,୨୮।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନବ ନିର୍ମିତ ସଂସଦ ଭବନର ଉଦଘାଟନ କରିଛନ୍ତି। ଏହି ଅବସରରେ ବାଚସ୍ପତି ଓମ ବିର୍ଲା ଏବଂ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଏଥି ସହିତ କଂଗ୍ରେସ, ଟିଏମସି, ଆମ ଆଦମୀ ପାର୍ଟି…

ଚାରିପଟୁ କରତାଳି ସହ ମୋଦି ମୋଦି ଗୁଞ୍ଜରଣରେ ନୂଆ ସଂସଦ ଭବନରେ ଗ୍ରାଣ୍ଡ ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୫: ନୂଆ ସଂସଦ ଭବନରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ଏମପିମାନେ କରତାଳି ମାଧ୍ୟମରେ ମୋଦିଙ୍କୁ ସ୍ବାଗତ କରିଛନ୍ତି। ଚାରି ପଟରୁ ‘ଭାରତ ମାତା କି ଜୟ’ ଓ ‘ମୋଦି ମୋଦି’ ଗୁଞ୍ଜରଣ ଶୁଭିବା ସହ ବହୁ…

ଉଦଘାଟନୀ ଉତ୍ସବରେ ନାହାନ୍ତି ରାଷ୍ଟ୍ରପତି ଅବା ବିରୋଧୀ, କେବଳ ସବୁଠାରେ ମୁଁ : ସଞ୍ଜୟ ରାଉତ…

ମୁମ୍ବାଇ,୨୮।୫ : ଶିବସେନା (ଉଦ୍ଧବ ବଲ ଠାକରେ) ଏହାର ମୁଖପତ୍ର ସାମନାର ସମ୍ପାଦକୀୟ ମାଧ୍ୟମରେ ନୂତନ ସଂସଦ ଭବନର ଉଦଘାଟନ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଭାଜପାକୁ ପୁଣି ଥରେ କଡ଼ା ସମାଲୋଚନା କରିଛି। ନୂତନ ସଂସଦ ଗୃହର…

ନୂଆ ସଂସଦ ଭବନର ଡିଜାଇନ ପାଇଁ ୨୨୯.୭୫ କୋଟି ଫି ନେବେ ବିମଲ ପଟେଲ…

ନୂଆଦିଲ୍ଲୀ,୨୮।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂତନ ସଂସଦର ଉଦଘାଟନ କରିଛନ୍ତି। ୯୭୧ କୋଟି ଟଙ୍କା ବ୍ୟୟରେ ଏହି ନୂତନ ସଂସଦ ନିର୍ମାଣ କରାଯାଇଛି। ଏହା ୬୪,୫୦୦ ବର୍ଗ ମିଟର ଅଞ୍ଚଳରେ ପରିବ୍ୟପ୍ତ। ଟାଟା ପ୍ରୋଜେକ୍ଟ ଲିମିଟେଡ କମ୍ପାନୀ ଦ୍ୱାରା ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri