ବିନା ମଞ୍ଜୁରୀ ବିଜ୍ଞାପନ ପ୍ରକାଶିତ କରିପାରିବେନି ରାଜନୈତିକ ଦଳ: ଇସିଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୮।୫ : ଆସନ୍ତା ମେ ୧୦ ତାରିଖରେ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କ୍ଷମତା ହାସଲ ପାଇଁ କଂଗ୍ରେସ ସଂଗ୍ରାମ କରୁଥିବାବେଳେ ଭାଜପା ବିଜୟକୁ ପୁନରାବୃତ୍ତି କରିବାକୁ ଚେଷ୍ଟା କରୁଛି। ପରସ୍ପର ଉପରେ ଦୋଷ ଲଦିବା ଖେଳ ଚାଲିଛି ।…
ଇଡେନରେ କେକେଆର-ପିବିକେଏସ ଲଢ଼େଇ…
କୋଲକାତା,୮।୫ : ଆଇପିଏଲ ୨୦୨୩ର ୫୩ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ ଲଢ଼େଇ ସୋମବାର ସନ୍ଧ୍ୟା ସାଢ଼େ ୭ଟାରେ କୋଲକାତାର ଇଡେନ ଗାର୍ଡେନରେ ହେବ। ଏହି ମ୍ୟାଚ ଜିତିବା ଉଭୟ ଦଳ ପାଇଁ ଆବଶ୍ୟକ। ଯଦିଓ…
ମାନହାନୀ ମାମଲାରେ ସାକ୍ଷ୍ୟ ଦେଲେନି ଟ୍ରମ୍ପ…
ଓ୍ବାଶିଂଟନ,୮।୫ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜଣେ ଲେଖିକାଙ୍କ ବଳାତ୍କାର ମାମଲାରେ ମାନହାନୀ ମକଦ୍ଦମା ଦାଏର କରିଛନ୍ତି। ଏହି ମାମଲାରେ ରବିବାର ଦିନ ଟ୍ରମ୍ପ ତାଙ୍କ ସାକ୍ଷ୍ୟ ଦାଖଲ କରିବାର ଶେଷ ସୁଯୋଗ ପାଇଥିଲେ କିନ୍ତୁ ଟ୍ରମ୍ପ ତାଙ୍କ ସାକ୍ଷ୍ୟ ଦାଖଲ…
ଆତଙ୍କବାଦ ବିରୋଧରେ ଲଢ଼ିବେ ପାକିସ୍ତାନ-ଚାଇନା-ଆଫଗାନିସ୍ତାନ…
ଇସଲାମାବାଦ,୮।୫ : ଆତଙ୍କବାଦ ମୁକାବିଲା ପାଇଁ ପାକିସ୍ତାନ, ଚାଇନା ଏବଂ ଆଫଗାନିସ୍ତାନ ମିଳିତ ଭାବେ କାର୍ଯ୍ୟ କରିବାକୁ ସହମତ ହୋଇଛନ୍ତି। ବିଭିନ୍ନ ଆର୍ଥିକ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସେମାନଙ୍କ ମଧ୍ୟରେ ଏକ ଚୁକ୍ତିନାମା ମଧ୍ୟ ହୋଇଛି। ପାକିସ୍ତାନ ବୈଦେଶିକ କାର୍ଯ୍ୟାଳୟ…
ଇରାନ ଏକୁଟିଆ ୫୦ ଉତ୍ତର କୋରିଆ ସହିତ ସମାନ: ଆମେରିକାକୁ ନେତାନ୍ୟାହୁଙ୍କ ଚେତାବନୀ…
ଜେରୁଜେଲମ,୮।୫ : ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକାର ସଂସଦୀୟ ପ୍ରତିନିଧୀଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି କେବଳ ଏକୁଟିଆ ଇରାନ ୫୦ ଉତ୍ତର କୋରିଆ ସହିତ ସମାନ। ଏକ ପ୍ରଶ୍ନର ଉତ୍ତରରେ ନେତାନ୍ୟାହୁ କହିଛନ୍ତି, ଇରାନ କେବଳ ପଡ଼ୋଶୀ ନୁହେଁ…
ଶତ୍ରୁ ଏବେ ମିତ୍ର: ସମ୍ପର୍କ ବୃଦ୍ଧି ପାଇଁ ଦକ୍ଷିଣ କୋରିଆ-ଜାପାନର ନୂତନ ପଦକ୍ଷେପ …
ସିଓଲ,୮।୫ : ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ ଼ କରିବା ପାଇଁ ଦକ୍ଷିଣ କୋରିଆ ଏବଂ ଜାପାନର ନେତାମାନେ ରବିବାର ପୁଣି ପରସ୍ପରକୁ ଭେଟିଛନ୍ତି। ଦୁଇ ମାସ ମଧ୍ୟରେ ଦୁଇ ଦେଶର ନେତାଙ୍କ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ବୈଠକ। ଦକ୍ଷିଣ କୋରିଆ…
ଝାରସୁଗୁଡ଼ା ଉପନିର୍ବାଚନ: ଆଜି ସରୁଛି ପ୍ରଚାର
ଭୁବନେଶ୍ୱର,୮ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ପ୍ରଚାର ସରୁଥିବା ବେଳେ ହାଇଭୋଲଟେଜ୍ ପ୍ରଚାରରେ କମ୍ପୁଛି ଅଞ୍ଚଳ। ହାତରେ ଆଉ ଗୋଟିଏ ଦିନ ଥିବାରୁ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ପୂରା ଦମ୍ରେ ଲାଗିପଡ଼ିଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ଭାଜପା ପ୍ରାର୍ଥୀ…
ୟୁକ୍ରେନ୍ ଲୋକେ ଆତଙ୍କିତ: ମାରିଆପୋଲ ଗଣ ହତ୍ୟାକାରୀ ଓ୍ବାଗନର ଗ୍ରୁପରେ ଯୋଗଦେଲେ…
ମସ୍କୋ,୮।୫ : ରୁଷିଆର ପୂର୍ବତନ ଡେପୁଟି ପ୍ରତିରକ୍ଷା ମନ୍ତ୍ରୀ ଭାବରେ ବରଖାସ୍ତ ହୋଇଥିବା କର୍ନେଲ ଜେନେରାଲ ମିଖାଇଲ ମିଜିଣ୍ଟସେଭ ୱାଗନର୍ ଗ୍ରୁପରେ ଡେପୁଟି କମାଣ୍ଡର ଭାବରେ ଯୋଗ ଦେଇଛନ୍ତି। ଏହାକୁ ନେଇ ପୁଣି ନରସଂହାର ଭୟରେ ୟୁକ୍ରେନ ଲୋକେ ଆତଙ୍କିତ ହୋଇପଡିଛନ୍ତି।…
ବାଇଡେନଙ୍କ ପୁଣି କ୍ଷମତା ଦଖଲ ପାଇଁ ଗୁରୁତ୍ୱପୂର୍ଣ୍ଣ ମୂଳ ଭାରତୀୟ ଅଜୟ ଜୈନ ଭୁଟୋରିଆ…
ଓ୍ବାଶିଂଟନ,୮।୫ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜର ଦାବି ଉପସ୍ଥାପନ କରିଛନ୍ତି। ଯାହା ପରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହାରିସ ଆମେରିକାର ଶ୍ରେଷ୍ଠ ୧୫୦ ଦାନଦାତାଙ୍କୁ ଭେଟିଥିଲେ। ଏହି…
ବନ୍ଧୁକ ସଂସ୍କୃତି: ୧୨ ମାସରେ ୧୫ରୁ ଅଧିକ ଗୁଳିକାଣ୍ଡ, ୧୦୦ରୁ ଅଧିକ ଲୋକଙ୍କ ଗଲାଣି ଜୀବନ…
ଓ୍ବାଶିଂଟନ,୮।୫ : ଆମେରିକାରେ ଜାରି ରହିଥିବା ବନ୍ଧୁକ ସଂସ୍କୃତି ଯୋଗୁ ଗୁଳିକାଣ୍ଡ ଘଟଣା ଥମିବାର ନା ଧରୁନି। ଧୀରେଧିରେ ଏହା ବୃଦ୍ଧି ପାଉଛି। ଶନିବାର ଟେକ୍ସାସରେ ହୋଇଥିବା ଗୁଳି ବିନିମୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ…
ଓଡ଼ିଶା ଏଫ୍ସି ୫-୦ ଗୋଲରେ ବିଜୟୀ
ଅହମଦାବାଦ, ୮।୫: ଇଣ୍ଡିଆନ ଓମେନ୍ସ ଲିଗ୍ (ଆଇଡବ୍ଲ୍ୟୁଏଲ୍)ର ରବିବାର ଅନୁଷ୍ଠିତ ମ୍ୟାଚ୍ରେ ଓଡ଼ିଶା ଏଫ୍ସି ୫-୦ ଗୋଲରେ ଲଡର୍ସ ଏଫ୍ଏ କୋଚି ଓ୍ବାଇଏମ୍ଏଏ ଦଳକୁ ପରାସ୍ତ କରିଛି। ସ୍ଥାନୀୟ ଶାହିବାଗ୍ ପୋଲିସ ଷ୍ଟାଡିୟମରେ ଆୟୋଜିତ ମ୍ୟାଚ୍ଟି ଆରମ୍ଭରୁ ବେଶ୍ ଚ୍ୟାଲେଞ୍ଜପୂର୍ଣ୍ଣ ହୋଇଥିବାବେଳେ…
ଚିତ୍ରଭେଲ, ଅବିନାଶ, ପାରୁଲଙ୍କ ଜାତୀୟ ରେକର୍ଡ
ନୂଆଦିଲ୍ଲୀ, ୮ା୫ (ପି.ଟି.): ବିଶ୍ୱ ଆଥ୍ଲେଟିକ୍ସ ଦିବସରେ ଜାତୀୟ ରେକର୍ଡ ଭାଙ୍ଗିଛନ୍ତି ଟ୍ରିପଲ ଜମ୍ପର ପ୍ରବୀଣ ଚିତ୍ରଭେଲ, ୫୦୦୦ ମିଟର ଧାବକ ଓ ଧାବିକା ଅବିନାଶ ସାବଲେ ଏବଂ ପାରୁଲ ଚୌଧାରୀ। କ୍ୟୁବାରେ ପ୍ରବୀଣ ଜାତୀୟ ରେକର୍ଡ ଭାଙ୍ଗିବା ସହିତ ୨୦୨୩…
Archives


