Home Middle

ଜ୍ଞାନବାପି ଶିବଲିଙ୍ଗର କାର୍ବନ ଡେଟିଂକୁ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୦ା୫: ବାରାଣସୀର ଜ୍ଞାନବାପୀ ମସ୍‌ଜିଦ-କାଶୀ ବିଶ୍ୱନାଥ କରିଡର ମଧ୍ୟରେ ରହିଥିବା ଶିବଲିଙ୍ଗର କାର୍ବନ ଡେଟିଂକୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସ୍ଥଗିତ ରଖିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ଗତବର୍ଷ ଭିଡିଓଗ୍ରାଫି ସର୍ଭେ…

ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ, ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ନେବେ ଶପଥ

ବେଙ୍ଗାଲୁରୁ,୨୦।୫: କର୍ନାଟକ ବିଧାନସଭା ନିର୍ବାଚନରେ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ କଂଗ୍ରେସ ଶନିବାର ସରକାର ଗଠନ କରିବାକୁ ଯାଉଛି। କିଛି ଘଣ୍ଟା ମଧ୍ୟରେ ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଭାବରେ ଡି.କେ ଶିବକୁମାର ଶପଥ ଗ୍ରହଣ କରିବେ। କ୍ୟାବିନେଟରେ ସାମିଲ…

ଜି୭ରେ ରୁଷିଆ ବିରୋଧୀ ରଣନୀତି

ହିରୋଶିମା,୨୦ା୫: ବିଶ୍ୱର ସବୁଠୁ ପ୍ରଭାବଶାଳୀ ଗଣତନ୍ତ୍ରଗୁଡ଼ିକର ନେତାମାନେ ଶୁକ୍ରବାର ଜାପାନର ହିରୋଶିମା ସହରରେ ଏକାଠି ହୋଇଛନ୍ତି। ୟୁକ୍ରେନ୍‌ ଉପରେ ୧୫ ମାସ ଧରି ଆକ୍ରମଣ ଜାରି ରଖିଥିବା ରୁଷିଆକୁ ଦଣ୍ଡିତ କରିବା ପାଇଁ ଜି୭ ସଦସ୍ୟ ରାଷ୍ଟ୍ରର ନେତୃବୃନ୍ଦ ସମ୍ମିଳନୀର ପ୍ରଥମ ଦିନ…

ଦକ୍ଷିଣ ଆଣ୍ଡାମାନରେ ମୌସୁମୀ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର କିଛି ଅଂଶ, ନିକୋବର ଓ ଦକ୍ଷିଣ ଆଣ୍ଡାମାନ ଉପକୂଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏ ନେଇ ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ରପୋସ୍ପିୟର ତଳ ସ୍ତରରେ ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ…

୨ହଜାର ଟଙ୍କିଆ ନୋଟ୍‌ ବ୍ୟାନ୍‌: ବିମୁଦ୍ରୀକରଣର ଭୂତ ପୁଣିଥରେ ଆସିଛି, ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୧୯।୫: ଭାରତୀୟ ରିଜର୍ଭ ବ୍ୟାଙ୍କ ୨ହଜାର ଟଙ୍କିଆ ନୋଟ୍‌ ପ୍ରଚଳନକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହି ନୋଟ୍‌ଗୁଡିକର ବୈଧତା ସେପ୍ଟେମ୍ବର ୩୦ଯାଏଁ ରହିବ। ଆରବିଆଇର ଏହି ନିଷ୍ପତ୍ତରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ…

ଅଚଳ ହେବ ୨ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ,୧୯।୫: ଅଚଳ ହେବ ୨ହଜାର ଟଙ୍କିଆ ନୋଟ୍‌। ଆଉ ୨ହଜାର ଟଙ୍କାର ନୋଟ୍‌ ଛାପିବନି ଭାରତୀୟ ରିଜର୍ଭ ବ୍ୟାଙ୍କ। ନୋଟ୍‌ ଫେରେଇ ନେବା ନେଇ ଶୁକ୍ରବାର ଘୋଷଣା କରିଛି ଆରବିଆଇ। ବର୍ତ୍ତମାନ ପାଇଁ ଏହି ନୋଟ୍‌ ବଜାରରେ ପ୍ରଚଳିତ ହୋଇପାରିବ। ମେ…

ସୁପ୍ରିମକୋର୍ଟ ବିଚାରପତି ପଦ ପାଇଁ ମନା କରିଥିଲେ ଏହି ଓକିଲ…

ନୂଆଦିଲ୍ଲୀ,୧୯।୫: ବରିଷ୍ଠ ଓକିଲ କେ.ଭି ବିଶ୍ୱନାଥନ ଶୁକ୍ରବାର ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତି ହୋଇଛନ୍ତି। ବାର୍‌ରୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିବା ଓକିଲଙ୍କ ମଧ୍ୟରେ ସେ ହେଉଛନ୍ତି ଦଶମ। ତେବେ ଜଷ୍ଟିସ କୁଲଦୀପ ସିଂଙ୍କ ନାମ ପୂର୍ବରୁ ଯେଉଁ ନଅ…

ଜାପାନର ହିରୋସୀମାରେ ପହଞ୍ଚିଲେ ମୋଦି, ଜି-୭ ସମ୍ମିଳନୀରେ ଭାଗ ନେବେ

ଟୋକିଓ/ନୂଆଦିଲ୍ଲୀ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଜାପାନର ହିରୋସୀମାରେ ପହଞ୍ଚିଛନ୍ତି। ମୋଦି କହିଛନ୍ତି   ଜି-୭ ସମ୍ମିଳନୀରେ ଭାଗ ନେବା ସହ ସେଠାରେ ସେ କେତେଜଣ ନେତାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ବି କରିବେ। ପ୍ରଧାନମନ୍ତ୍ରୀ…

ଭାରତ-ଚାଇନା ସୀମା ବିବାଦ, ପାକିସ୍ତାନ ସହ କଥାବାର୍ତ୍ତାକୁ ନେଇ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୩ ଦେଶ(ଜାପାନ, ପପୁଆ ନ୍ୟୁ ଗିନି ଓ ଅଷ୍ଟ୍ରେଲିଆ)କୁ ୬ ଦିନିଆ ଗସ୍ତରେ ଯାଇଛନ୍ତି। ହେଲେ ଏହି ଗସ୍ତ ପୂର୍ବରୁ ଭାରତ-ଚାଇନା ସୀମା ବିବାଦ ଓ ପାକିସ୍ତାନ ସହ କଥାବାର୍ତ୍ତାକୁ ନେଇ ଏକ ସାକ୍ଷାତକାର…

ଜ୍ଞାନବ୍ୟାପୀ ମସଜିଦରୁ ମିଳିଥିବା ‘ଶିବଲିଙ୍ଗ’ର ବୈଜ୍ଞାନିକ ପରୀକ୍ଷଣ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ବାରାଣସୀର ଜ୍ଞାନବ୍ୟାପୀ ମସଜିଦରୁ ମିଳିଥିବା ଶିବଲିଙ୍ଗକୁ ନେଇ ବୈଜ୍ଞାନିକ ପରୀକ୍ଷଣ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି। ଏବେ ମୁଖ୍ୟ ମାମଲା ସହ ପରବର୍ତ୍ତି ଶୁଣାଣି ହେବ। ଆଲ୍ଲାହାବାଦ ହାଇକୋର୍ଟଙ୍କ ବୈଜ୍ଞାନିକ ଯାଞ୍ଚ ନିର୍ଦ୍ଦେଶ ପରେ ମସଜିଦ କମିଟି ରୋକ…

ଆଦାନୀ-ହିଣ୍ଡେନବର୍ଗ ମାମଲା: ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କଲା କମିଟି

ନୂଆଦିଲ୍ଲୀ,୧୯।୫: ଆଦାନୀ-ହିଣ୍ଡେନବର୍ଗ ମାମଲାରେ ଗଠିତ ବିଶେଷଜ୍ଞ କମିଟି ସୁପ୍ରିମକୋର୍ଟରେ ଏହାର ରିପୋର୍ଟ ଦାଖଲ କରିଛି। ୧୭୩ ପୃଷ୍ଠା ସମ୍ବଳିତର ଏହି ରିପୋର୍ଟରେ କୁହାଯାଇଛି ଯେ, ଏପର୍ଯ୍ୟନ୍ତ ଏସ୍‌ଇବିଆଇ ଦ୍ୱାରା କରାଯାଇଥିବା ଅନୁସନ୍ଧାନରେ ଆଦାନୀ ଗ୍ରୁପ ଦ୍ୱାରା ଭୂଲ ହୋଇଥିବାର ଦେଖିବାକୁ ମିଳଲା…

‘ମୁଁ ଯେଉଁ ଅଭିଯାନରେ ଲାଗିଛି ତାହା କର୍ନାଟକ ନିର୍ବାଚନରୁ ଶୁଭାରମ୍ଭ ହୋଇଛି’: ନୀତୀଶ କୁମାର

ପାଟନା,୧୯।୫: କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଏବେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରି ସାରିଛି କଂଗ୍ରେସ। ଶନିବାର ଅର୍ଥାତ୍‌ ମେ’ ୨୦ରେ କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri