ଶ୍ରୀଶଙ୍କର ଜିତିଲେ ସ୍ବର୍ଣ୍ଣ ପଦକ
ନୂଆଦିଲ୍ଲୀ, ୩ା୫ (ପି.ଟି.): ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍ଏ)ର ଚୁଲା ଭିଷ୍ଟାଠାରେ ଅନୁଷ୍ଠିତ ଏମ୍ଭିଏ ହାଇପରଫର୍ମାନ୍ସ ଆଥ୍ଲେଟିକ୍ସ ମିଟ୍ରେ ଭାରତୀୟ ଲଙ୍ଗଜମ୍ପର ମୁରଲୀ ଶ୍ରୀଶଙ୍କର ୮.୨୯ ମିଟର ଜମ୍ପ୍ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏହା ତାଙ୍କ ଗତ ବର୍ଷର ବ୍ୟକ୍ତିଗତ ଶ୍ରେଷ୍ଠ…
ରାଉରକେଲାରେ ଜାତୀୟ ସବ୍ଜୁନିୟର ହକି ଚାମ୍ପିୟନଶିପ୍
ଭୁବନେଶ୍ୱର,୩ା୫(ସ୍ପୋଟର୍ସ ବ୍ୟୁରୋ): ରାଉରକେଲା ସ୍ଥିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଜାତୀୟ ସବ୍ ଜୁନିୟର ହକି ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ହକି ବିଶ୍ୱକପ ଓ ଏଫ୍ଆଇଏଚ୍ ପ୍ରୋ ହକି ଲିଗ୍ ସଫଳତାର ସହିତ ଆୟୋଜନ କରିଥିବା ବିର୍ସାମୁଣ୍ଡା ଷ୍ଟାଡିୟମରେ ୧୩ ତମ…
ଓଏଫ୍ସିକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୫(ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା ଫୁଟବଲ୍ କ୍ଲବ୍(ଓଏଫ୍ସି) ଦଳ ସୁପର୍ କପ୍ ୨୦୨୩ ଚାମ୍ପିୟନ ହୋଇ ଏହାର ପ୍ରଥମ ଜାତୀୟ ଟାଇଟଲ୍ ହାସଲ କରିଛି। ମଙ୍ଗଳବାର ସନ୍ଧ୍ୟାରେ ସୁପର୍ କପ୍ ଚାମ୍ପିୟନ୍ ତଥା ଏଏଫ୍ସି କପ୍ ପାଇଁ ଯୋଗ୍ୟତା ହାସଲ କରିଥିବା ଓଏଫ୍ସିକୁ…
କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ବିଜୟୀ
ଭୁବନେଶ୍ୱର, ୩ା୫ (ସ୍ପୋଟର୍ସ ବ୍ୟୁରୋ): ୬୨ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟ୍ବଲ ଚାମ୍ପିୟନଶିପ୍ ସାହାଣୀ କପ୍ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚଗୁଡ଼ିକରେ କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ବିଜୟ ଲାଭ କରିଛନ୍ତି। ସମ୍ବଲପୁର ଓ କଳାହାଣ୍ଡି ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୧-୧ରେ ଅମୀମାଂସିତ…
ସମ୍ପୂର୍ଣ୍ଣ ମ୍ୟାଚ୍ ଫି ହରାଇଲେ ଗମ୍ଭୀର, କୋହଲି
ଲକ୍ଷ୍ନୌ,୩ା୫(ପି.ଟି.): ଭାରତୀୟ ଷ୍ଟାର ବ୍ୟାଟର ବିରାଟ କୋହଲି ଓ ପୂର୍ବତନ ଓପନିଙ୍ଗ ବ୍ୟାଟର ଗୌତମ ଗମ୍ଭୀରଙ୍କ ମଧ୍ୟରେ ଝଗଡା ଏକ ନୂଆ ରୂପ ନେଇଛି। ଆଇପିଏଲ ମ୍ୟାଚ୍ ସମୟରେ ଉଭୟ ଖେଳାଳିଙ୍କ କଜିଆ ପଦାରେ ପଡିଛି। ମ୍ୟାଚ୍ ପରେ ଉଭୟଙ୍କ ମଧ୍ୟରେ…
ସ୍ବାଗତିକା ରଥଙ୍କ ଅବସର
ଭୁବନେଶ୍ୱର,୩ା୫ (ସ୍ପୋଟର୍ସ ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା କ୍ରିକେଟରେ ଭାରତର ପ୍ରତିନିଧିତ୍ୱ କରିଥିବା ଓଡ଼ିଶା ଖେଳାଳି ସ୍ବାଗତିକା ରଥ ଅବସର ଘୋଷଣା କରିଛନ୍ତି। ଓଡ଼ିଶା ଓ ରେଲଓ୍ବେଜ୍ ପକ୍ଷରୁ ଘରୋଇ କ୍ରିକେଟ ଖେଳିଥିବା ସ୍ବାଗତିକା ଭାରତ ପାଇଁ ଯଥାକ୍ରମେ ଦିନିକିଆ ଓ ଟି୨୦ରେ…
୪ ପଦକ ପକ୍କା କଲେ ଭାରତୀୟ ତୀରନ୍ଦାଜ
ତାଶକେଣ୍ଟ, ୩ା୫ (ପି.ଟି.): ଭାରତୀୟ ତୀରନ୍ଦାଜମାନେ ଏସିଆ କପ୍ ଷ୍ଟେଜ୍-୨ ବିଶ୍ୱ ର଼୍ୟାଙ୍କିଙ୍ଗ ଟୁର୍ନାମେଣ୍ଟରେ ଉତ୍ସାହଜନକ ଆରମ୍ଭ କରଛନ୍ତି। ମଙ୍ଗଳବାର ରିକର୍ଭ ଓ କମ୍ପାଉଣ୍ଡ ବିଭାଗର ୪ ଟିମ୍ ଇଭେଣ୍ଟରେ ଫାଇନାଲରେ ପ୍ରବେଶ କରି ପଦକ ପକ୍କା କରିଛନ୍ତି। ମୃଣାଳ ଚୌହାନ,…
କର୍ନାଟକରେ ‘ହନୁମାନ’ ନାଟକ
ବେଙ୍ଗାଲୁରୁ,୩ା୫: ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନକୁ ସପ୍ତାହେ ବାକି ଥିବାବେଳେ ଶାସକ ଭାଜପା ଓ ବିରୋଧୀ କଂଗ୍ରେସ ମଧ୍ୟରେ ବାକ୍ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଜାରି ଇସ୍ତାହାରରେ ବଜରଙ୍ଗ ଦଳ ଏବଂ ପପୁଲାର…
ତିହାର ଜେଲରେ ବିରୋଧୀ ଗ୍ୟାଙ୍ଗ୍ ଆକ୍ରମଣରେ ତାଜପୁରିୟା ନିହତ
ନୂଆଦିଲ୍ଲୀ,୩ା୫ : ଦିଲ୍ଲୀର ତିହାର ଜେଲରେ ମଙ୍ଗଳବାର ସକାଳେ ବିରୋଧୀ ଗ୍ୟାଙ୍ଗ୍ ଆକ୍ରମଣରେ ଗ୍ୟାଙ୍ଗ୍ଷ୍ଟର ଟିଲ୍ଲୁ ତାଜପୁରିୟା ନିହତ ହୋଇଛନ୍ତି। ତାଙ୍କ ମୃତଦେହରେ ୯୨ କ୍ଷତଚିହ୍ନ ଥିବା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି। ଜେଲରେ କଡ଼ା ସୁରକ୍ଷା ମଧ୍ୟରେ ଗ୍ୟାଙ୍ଗଷ୍ଟର ଯୋଗେଶ ତୁଣ୍ଡା…
ଭାରତୀୟ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତ କର
ଓ୍ବାଶିଂଟନ,୩ା୫ : ଭାରତରେ ଧର୍ମୀୟ ସ୍ବାଧୀନତାର ଗୁରୁତର ଉଲ୍ଲଂଘନ ହେଉଛି। ଏଥିପାଇଁ ଦାୟୀ ସରକାରୀ ଅଧିକାରୀ ଓ ସଂସ୍ଥାଗୁଡ଼ିକୁ ଚିହ୍ନଟ କରି ସେମାନଙ୍କ ସମ୍ପତ୍ତି ବାଜ୍ୟାପ୍ତ କରିବା ପାଇଁ ଆମେରିକାର ଫେଡେରାଲ କମିଶନ ଜୋ ବାଇଡେନ୍ ପ୍ରଶାସନକୁ ଆହ୍ବାନ ଦେଇଛି। ଭାରତ-ଆମେରିକା…
‘ଦି କେରଲା ଷ୍ଟୋରି’ ଭାଜପା ପ୍ରାୟୋଜିତ: ସିପିଆଇଏମ୍
କୋଝିକୋଡ୍/ନୂଆଦିଲ୍ଲୀ,୩ା୫: ସୁଦୀପ୍ତୋ ସେନଙ୍କ ନିର୍ଦ୍ଦେଶିତ ତଥା ଭିପୁଲ ଅମୃତଲାଲ ଶାହଙ୍କ ପ୍ରଯୋଜିତ ବିବାଦୀୟ ହିନ୍ଦୀ ଫିଲ୍ମ ‘ଦି କେରଲା ଷ୍ଟୋରି’ ଭାଜପା ପ୍ରାୟୋଜିତ। ଏହା କେରଳରେ ଲୋକଙ୍କୁ ବିଭାଜିତ କରି ପରସ୍ପର ମଧ୍ୟରେ ଶତ୍ରୁଭାବ ସୃଷ୍ଟି ଉଦ୍ଦେଶ୍ୟରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ…
ଦିଲ୍ଲୀରେ ରାଜନୈତିକ ବିସ୍ଫୋରଣକୁ ଅପେକ୍ଷା
ମୁମ୍ବାଇ/ନୂଆଦିଲ୍ଲୀ,୩ା୫: ଏପ୍ରିଲ ୧୯ରେ ଏନ୍ସିପି ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ଝିଅ ସୁପ୍ରିୟା ସୁଲେ କହିଥିଲେ, ୧୫ ଦିନ ମଧ୍ୟରେ ଦୁଇଟି ବଡ଼ ବିସ୍ଫୋରଣ ଘଟିବାକୁ ଯାଉଛି, ଗୋଟିଏ ଦିଲ୍ଲୀରେ ଓ ଅନ୍ୟଟି ମହାରାଷ୍ଟ୍ରରେ। ପାଓ୍ବାରଙ୍କ ପୁତୁରା ଅଜିତ ପାଓ୍ବାର ଭାଜପା ଆଡ଼କୁ…
Archives


