Home Middle

ଅପରେଶନ ଧ୍ୱସ୍ତ: ୩୨୪ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୧୮ା୫: ଆତଙ୍କବାଦୀ-ଗ୍ୟାଙ୍ଗ୍‌ଷ୍ଟର-ନାର୍କୋ ମେଣ୍ଟ ବିରୋଧରେ ୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୩୨୪ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ପଞ୍ଜାବ ଓ ହରିୟାଣା ପୋଲିସ ସହଯୋଗରେ କରାଯାଇଥିବା ଏହି କାର୍ଯ୍ୟାନୁଷ୍ଠାନକୁ ‘ଅପରେଶନ ଧ୍ୱସ୍ତ’ ନାମ…

ଅନାହାରରେ ୮,୭୫,୦୦୦ ଆଫ୍‌ଗାନ୍‌ ଶିଶୁ

କାବୁଲ, ୧୮।୫: ତାଲିବାନୀ ଶାସକ କାବୁଲକୁ ବଳପୂର୍ବକ ଦଖଲ କରିବା ପରେ ଆଫଗାନିସ୍ତାନବାସୀ ନାନାଦି ସମସ୍ୟା ଭିତର ଦେଇ ଗତି କରୁଥିବାବେଳେ ଖାଦ୍ୟାଭାବ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଦେଶରେ ୮,୭୫,୦୦୦ ଶିଶୁ ଅନାହାରରେ ଥିବା ଏନ୍‌ଜିଓ ହ୍ୟୁମାନ ରାଇଟ୍‌ସ…

ମଣିପୁର ହାଇକୋର୍ଟଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୮।୫: ମଣିପୁରର ଅଣଆଦିବାସୀ ମେଇତି ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗରେ ଅନ୍ତର୍ଭୁକ୍ତ କରିବା ପାଇଁ ହାଇକୋର୍ଟ ଜଜ୍‌ ଏମ୍‌.ଭି. ମୁରଲିଧରନ ଦେଇଥିବା ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ନିନ୍ଦା କରିଛନ୍ତି। ମଣିପୁର ହିଂସା ସମ୍ପର୍କିତ ଶୁଣାଣି ବେଳେ ବୁଧବାର ପ୍ରଧାନ ବିଚାରପତି (ସିଜେଆଇ)…

୨୧ ସୁଦ୍ଧା ଡେଟ୍‌ ସିଲିଂ ଡିଲ୍‌

ଓ୍ବାଶିଂଟନ୍‌,୧୮ା୫: ଆମେରିକାରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। ସ୍ଥିତି ଏପରି ହୋଇଛି ଯେ ସରକାର ଓ ବିରୋଧୀଙ୍କ ମଧ୍ୟରେ ସିଲିଂ ଡିଲ୍‌ ଚୂଡ଼ାନ୍ତ ନ ହେଲେ ଦେଶ ଦେବାଳିଆ ଅବସ୍ଥାକୁ ଚାଲିଯିବ। ଫଳରେ ସରକାରୀ କର୍ମଚାରୀଙ୍କୁ ଦରମା ଦେବା ମଧ୍ୟ ଅସମ୍ଭବ…

୨୦୨୩-୨୭ ହେବ ସବୁଠୁ ଉତ୍ତପ୍ତ: ଜାତିସଂଘ

ଜେନେଭା, ୧୮।୫: ଆହୁରି ବଢ଼ିବ ବୈଶ୍ୱିକ ତାପମାତ୍ରା। ସବୁଜ ଗୃହ ଗ୍ୟାସ୍‌, ଏଲ୍‌ ନିନୋ ପ୍ରଭାବରେ ଆସନ୍ତା ୫ ବର୍ଷ ସବୁଠୁ ଉତ୍ତପ୍ତ ଅବଧି ହେବ ବୋଲି ଜାତିସଂଘର ବିଶ୍ୱ ପାଣିପାଗ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ସତର୍କ କରାଯାଇଛି। ୨୦୨୩ରୁ ୨୭…

ଅଗଷ୍ଟ ୧୪ ସୁଦ୍ଧା ତଦନ୍ତ ସାର

ନୂଆଦିଲ୍ଲୀ,୧୮ା୫: ଆଦାନୀ ଗ୍ରୁପ୍‌ ବିରୋଧରେ ଆଗତ ଷ୍ଟକ୍ସ ହେରଫେର ଦୁର୍ନୀତିର ତଦନ୍ତ ଶେଷ କରିବା ପାଇଁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)କୁ ସୁପ୍ରିମକୋର୍ଟ ଅଗଷ୍ଟ ୧୪ ପର୍ଯ୍ୟନ୍ତ ସମୟ ଦେଇଛନ୍ତି। ଏଥିସହ ଅପ୍‌ଡେଟେଡ୍‌ ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ…

ଉପ ହେବାକୁ ଶିବକୁମାରଙ୍କ ନା

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୮ା୫ : କର୍ନାଟକ ବିଧାନସଭା ନିର୍ବାଚନ ଫଳ ମେ’ ୧୩ରେ ଆସିଥିଲା। ୨୨୪ ଆସନ ମଧ୍ୟରୁ କଂଗ୍ରେସ ୧୩୫ ଦଖଲକରି ଅଭୂତପୂର୍ବ ବିଜୟ ହାସଲ କରିଛି। ଗୁରୁବାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଶପଥ ଗ୍ରହଣ ପାଇଁ ମଞ୍ଚ ସଜ୍ଜା ମଧ୍ୟ…

ପଞ୍ଜାବକୁ ହରାଇଲା ଦିଲ୍ଲୀ

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୧୫ ରନ୍‌ରେ ବିଜୟୀ ହୋଇଛି। ପଞ୍ଜାବର ଲିଆମ ଲିଭିଂଷ୍ଟୋନଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ପଞ୍ଜାବ ୨୦ ଓଭରରେ ୮ ଉଇକେଟ ହରାଇ…

ପଞ୍ଜାବ ଆଗରେ ୨୧୪ ରନ୍‌ର ଟାର୍ଗେଟ୍‌

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୩ ରନ୍‌ କରିଛି। ଫଳରେ ପଞ୍ଜାବ ଆଗରେ ୨୧୪…

ଏଲ୍‌ପିଜି ସିଲିଣ୍ଡର ଉପରେ ଏଣିକି ମିଳିପାରେ ସବ୍‌ସିଡି

ନୂଆଦିଲ୍ଲୀ,୧୭ା୫: କର୍ନାଟକ ନିର୍ବାଚନରେ ଦେଖାଯାଇଥିବା ମୁଦ୍ରାସ୍ଫୀତିର ପ୍ରଭାବକୁ ଦୃଷ୍ଟିରେ ରଖି ସରକାର ଖୁଚୁରା ମୁଦ୍ରାସ୍ଫୀତିକୁ ସବୁ ମୂଲ୍ୟରେ ନିୟନ୍ତ୍ରଣରେ ରଖିବାକୁ ଚାହୁଁଛନ୍ତି। କାରଣ ଚଳିତ ବର୍ଷ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲେଙ୍ଗାନା ଭଳି ପ୍ରମୁଖ ରାଜ୍ୟରେ ନିର୍ବାଚନ ହେବ। ଯେଉଁଠାରେ ବିରୋଧୀ…

ଯୁବକଙ୍କୁ ଖଣ୍ଡଖଣ୍ଡ କାଟି ପଲିଥିନରେ କରିଥିଲେ ପ୍ୟାକିଂ

ବଲାଙ୍ଗୀର ଅଫିସ, ୧୭ା୫: ବଲାଙ୍ଗୀର ସହର ସାଲେପାଲିସ୍ଥିତ ଏକ ତାଲାବନ୍ଦ ଭଡାଘରୁ ପଲିଥିନ ପ୍ୟାକିଂ ହୋଇଥିବା ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ଗଳିତ ମୃତଦେହକୁ ବୁଧବାର ଟାଉନ୍‌ ପୋଲିସ ଜବତ କରିଛି। ମୃତକ ରିଙ୍କୁ ମେହେର(୨୭) ବୋଲି ଚିହ୍ନଟ କରାଯାଇଛି। ଏହା…

ଏହି ୪ କ୍ରିକେଟର କ୍ୟାରିୟର ମଧ୍ୟରେ ଜିରୋରେ ହୋଇନାହାନ୍ତି ଆଉଟ୍‌

ନୂଆଦିଲ୍ଲୀ,୧୭ା୫: କ୍ରିକେଟରେ କିଛି ବ୍ୟାଟ୍ସମ୍ୟାନ ଅଛନ୍ତି ଯେଉଁମାନେ ପଡ଼ିଆକୁ ଯାଉଯାଉ ପ୍ରଥମ ବଲ୍‌ରେ ଆଉଟ୍‌ ହୋଇ ପାଭିଲିଅନ ଫେରିଛନ୍ତି। ମାତ୍ର ଆଉ କିଛି ବ୍ୟାଟ୍ସମ୍ୟାନ ଅଛନ୍ତି, ଯେଉଁମାନେ ତାଙ୍କ କ୍ୟାରିୟର ମଧ୍ୟରେ ଆଦୌ ଜିରୋରେ ଆଉଟ୍‌ ହୋଇନାହାନ୍ତି। ସେମାନଙ୍କ ମଧ୍ୟରୁ ୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri