କୁପୱାଡାରେ ୪ ଆତଙ୍କବାଦୀ ନିହତ…
ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ପୋଲିସ ଓ ଭାରତୀୟ ସେନାର ମିଳିତ ଅଭିଯାନରେ କୁପୱାଡାର ମଚ୍ଛଲ ସେକ୍ଟରେ ୪ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଏହି ଆତଙ୍କବାଦୀମାନେ…
ପାଟନାରେ ପହଞ୍ଚିଲେ ରାହୁଲ, ଖାର୍ଗେ, ଶରଦ ପାୱାର, ଆଉ କିଛି ସମୟ ପରେ ବୈଠକ
ପାଟନା,୨୩।୬: ବିହାରର ପାଟନାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୟରେ ଆଉ କିଛି ସମୟ ପରେ ବିରୋଧୀ ଦଳ ବୈଠକ ଆରମ୍ଭ ହେବ। ବୈଠକରେ ସାମିଲ ହେବା ପାଇଁ ବିରୋଧୀ ଦଳର ନେତାମାନେ ଲଗାତାର ପାଟନା ବିମାନବନ୍ଦରରେ ପହଞ୍ଚୁଛନ୍ତି। ଓମାର ଅବଦୁଲ୍ଲା, ରାହୁଲ…
ଆସାମ ବନ୍ୟା: ୫ ଲକ୍ଷ ଲୋକ ପ୍ରଭାବିତ, ୧୪,୦୦୦ ବାସହୀନ, ଜଣେ ମୃତ
ଗୁଆହାଟୀ,୨୩।୬: ଆସାମରେ ବନ୍ୟା ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରାଜ୍ୟରେ ଲଗାତାର ବର୍ଷା ହେତୁ ଅନେକ ଅଞ୍ଚଳ ସମ୍ପୂର୍ଣ୍ଣ ଜଳବନ୍ଦୀ ହୋଇରହିଛି। ଏହି କାରଣରୁ ପ୍ରାୟ ୫ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିସହ ଆସାମର ପ୍ରାୟ ୧୨ଟି ଜିଲା ବନ୍ୟା ଦ୍ୱାରା…
ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ପଡ଼ୋଶୀଙ୍କ ଛାତରୁ ମିଳିଲା ବିଡ଼ାବିଡ଼ା ଟଙ୍କା
ଭୁବନେଶ୍ୱର/ଭଦ୍ରକ,୨୩ା୬(ସତ୍ୟଜିତ ରାଉତ/ସନାତନ ରାଉତ): ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସର ଏକ ଟିମ୍ ଚଢ଼ାଉ କରିଛି। ଭୁବନେଶ୍ୱର, ନବରଙ୍ଗପୁର ସମେତ ଭଦ୍ରକର ବହୁଦରଡ଼ା ଗ୍ରାମର ବାସଭବନରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ବାଇଡେନଙ୍କ କଥା ଶୁଣି ହସି ହସି ବେଦମ ହେଲେ ମୋଦି
ଓ୍ବାଶିଂଟନ,୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ ହାଉସରେ ଆୟୋଜିତ ଷ୍ଟେଟ ଡିନରରେ ସାମିଲ ହୋଇଛନ୍ତି, ଯାହାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଫାଷ୍ଟ ଲେଡି ଜିଲ ବାଇଡେନ ହୋଷ୍ଟ କରିଥିଲେ। ଷ୍ଟେଟ ଡିନରର ମେନ୍ୟୁରେ ମ୍ୟାରିନେଟେଡ ମିଲେଟଠୁ ନେଇ…
ମୋଦିଙ୍କ ସହ ଚିୟର୍ସ କଲେ ବାଇଡେନ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୬: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ୍ ହାଉସରେ ‘ଷ୍ଟେଟ୍ ଡିନର’ କରିଥିଲେ। ଏହି ସମୟରେ ପରସ୍ପର ଖୁସିର ମୁହୂର୍ତ୍ତ ବାଣ୍ଟିଥିଲେ। ରାଷ୍ଟ୍ରପତି ବାଇଡେନ ମଦ୍ୟପାନ ନ କରି ଟୋଷ୍ଟ ବା ଚିୟର୍ସ…
‘ଟାଇଟାନ’ ବୁଡ଼ିବା ଘଟଣା: ୫ ମୃତ
ବୋଷ୍ଟନ,୨୩ା୬: ଉତ୍ତର ଆଟ୍ଲାଣ୍ଟିକରେ ନିଖୋଜ ହୋଇଯାଇଥିବା ଏକ ବୁଡ଼ା ଜାହାଜରେ ଥିବା ସମସ୍ତ ୫ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ସର୍ଚ୍ଚ ଅପରେଶନ ସମୟରେ ଟାଇଟାନିକ ଜାହାଜ ନିକଟରେ ନିଖୋଜ ବୁଡ଼ାଜାହାଜର ଭଗ୍ନାବଶେଷ ଦେଖିବାକୁ ମିଳିଥିଲା। ଆମେରିକାର କୋଷ୍ଟଗାର୍ଡ ଏହି ସୂଚନା…
ବିରୋଧୀ ମଞ୍ଚ ପ୍ରସ୍ତୁତ
ପାଟନା/ନୂଆଦିଲ୍ଲୀ,୨୩ା୬ (ପ୍ରସ୍ତୁତିି: ଦୁର୍ଯ୍ୟୋଧନ ମିଶ୍ର): ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ଓ ୨୦୧୯ରେ ଲଗାତର ଦୁଇଥର ଭାଜପା ପାଇଁ ଅଭୂତପୂର୍ବ ସଫଳତା ଆଣିଦେଇ ନିରଙ୍କୁଶ କ୍ଷମତା ଉପଭୋଗ କରୁଛନ୍ତି। ମୋଦିଙ୍କ ଲୋକପ୍ରିୟତା ଆଗରେ ବିରୋଧୀଙ୍କ ଅଧିକାଂଶ…
ହ୍ବାଇଟ ହାଉସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ବାଗତ କଲେ ବାଇଡେନ
ଓ୍ବାଶିଂଟନ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଛନ୍ତି। ଏହି ସମୟରେ ପିଏମ ମୋଦିଙ୍କୁ ହ୍ବାଇଟ ହାଉସରେ ସ୍ବରଗତ କରାଯାଇଥିଲା। ବାଇଡେନଙ୍କ ବ୍ୟତୀତ ଉପରାଷ୍ଟ୍ରପତି କମଳା ହାରିସ, ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ବହୁ…
ଲାଲୁଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ମମତା
ପାଟନା,୨୨।୬: ବିହାରର ରାଜଧାନୀ ପାଟନାରେ ଶୁକ୍ରବାର ବିରୋଧୀ ଦଳର ଏକ ବୈଠକ ହେବାକୁ ଯାଉଛି। ଅନେକ ଦଳର ନେତା ଏହି ବୈଠକରେ ସାମିଲ ହେବେ। ବୈଠକରେ ଯୋଗଦେବା ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଟିଏମସି ନେତା ଅଭିଷେକ ବାନାର୍ଜୀ…
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର,୨୨।୬(ଅନିଲ ଦାସ): ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ଗଜପତି ଜିଲାକୁ ମୌସୁମୀ ଛୁଇଁଥିବା ବେଳେ ଆଗାମୀ ୨…
ବିଶ୍ୱରେ ବଢୁଛି ମୋଦିଙ୍କ ଲୋକପ୍ରିୟତା, କାରଣ ଜାଣିଲେ…
ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୬: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କ୍ରମାଗତ ଭାବେ ବୃଦ୍ଧି ପାଉଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର୍ରେ ୮୯.୫ ମିଲିୟନ ଫଲୋଅର୍ସଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ବିଶ୍ୱର ଅନ୍ୟତମ ଲୋକପ୍ରିୟ ନେତା। କିନ୍ତୁ ଆପଣ ଲୋକପ୍ରିୟତାର ରହସ୍ୟ ଜାଣନ୍ତି…
Archives


