Home Middle

ସୋମବାର ଓଡ଼ିଶା ଛୁଇଁବ ବାତ୍ୟା! ଏହି ୭ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୪।୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ ଏବଂ ୨୬ ତାରିଖ ସୁଦ୍ଧା ଗଭୀର…

ଜରୁରୀ ଖବର: ବାତ୍ୟା ରୂପ ନେଉଛି ଲଘୁଚାପ, ଏସବୁ ଜିଲା ପ୍ରଭାବିତ ହେବା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ବାତ୍ୟାର ଆଶଙ୍କା ସୃଷ୍ଟି ହୋଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏବଂ ଅଧିକ…

ଶାଢ଼ି, ବ୍ଲାଉଜରେ ମହାପ୍ରଭୁଙ୍କ ଚିତ୍ର: ପୁଣି ମହାପ୍ରଭୁଙ୍କୁ ଅପମାନ

ପୁରୀ,୨୪ା୧୦(ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁଙ୍କୁ ଅପମାନ କରିବା ଭଳି ଘଟଣା ପୁଣି ଦେଖିବାକୁ ମିଳିଛି। ଶାଢ଼ି ଓ ବ୍ଲାଉଜରେ ତିନିଠାକୁରଙ୍କ ଚିତ୍ର ଥିବା ଫଟୋ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି। ଏହି ଘଟଣା ବହୁ କୋଟି ଜଗନ୍ନାପ୍ରେମୀଙ୍କ ଭାବାବେଗକୁ ଆଘାତ…

ଭାରତ ପରେ ପାକିସ୍ତାନକୁ ନଦୀ ଜଳ ଉପରେ ପ୍ରତିବନ୍ଧକ ଲଗାଇବାକୁ ଯୋଜନା କରୁଛି ତାଲିବାନ

କାବୁଲ,୨୪।୧୦: ଭାରତ ପରେ ଏବେ ତାଲିବାନ ଶାସିତ ଆଫଗାନିସ୍ତାନ ପାକିସ୍ତାନକୁ ଯାଉଥିବା ନଦୀ ଜଳ ଉପରେ ପ୍ରତିବନ୍ଧକ ଲଗାଇବାକୁ ଯୋଜନା କରୁଛି। ଆଫଗାନିସ୍ତାନର ସୂଚନା ମନ୍ତ୍ରଣାଳୟ ଅନୁଯାୟୀ, ଦେଶର ସର୍ବୋଚ୍ଚ ନେତା ମୌଲବୀ ହିବାତୁଲ୍ଲା ଅଖୁନ୍ଦଜାଦା ଶୀଘ୍ର କୁନାର ନଦୀ ଉପରେ…

ଅବକି ବାର ମୋଦି ସରକାର..ସ୍ଲୋଗାନ ରଚୟତାଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୧୦: ଭାରତୀୟ ବିଜ୍ଞାପନ ଜଗତ ଏକ ବଡ଼ ଝଟକା ଲାଗିଛି। ବିଜ୍ଞାପନ ଗୁରୁ ଭାବରେ ଜଣାଶୁଣା ପୀୟୁଷ ପାଣ୍ଡେଙ୍କର ୭୦ ବର୍ଷ ବୟସରେ ମୁମ୍ବାଇରେ ପରଲୋକ ହୋଇଛି। ସେ ‘ଅବକି ବାର ମୋଦି ସରକାର’ ଏବଂ ‘ଥଣ୍ଡା ମତଲବ କୋକା-କୋଲା’ ସମେତ…

‘ଗେମ୍ ଅଫ୍ ଥ୍ରୋନ୍ସ’ ଅଭିନେତାଙ୍କ ଡକ୍ୟୁମେଣ୍ଟାରୀରେ ଓଡ଼ିଶାର ମାଙ୍ଗ୍ରୋଭ ପୁନରୁଦ୍ଧାର ଉଦ୍ୟମକୁ ମିଳିଲା ଆନ୍ତର୍ଜାତୀୟ ସ୍ୱୀକୃତି

ଭୁବନେଶ୍ୱର,୨୪।୧୦: ‘ଗେମ୍ ଅଫ୍ ଥ୍ରୋନ୍ସ’ରେ ‘ଜାମି ଲାନିଷ୍ଟର’ ଚରିତ୍ର ପାଇଁ ଲୋକପ୍ରିୟ ଅଭିନେତା ତଥା ମିଳିତ ଜାତିସଂଘର ବିକାଶ କାର୍ଯ୍ୟକ୍ରମ (UNDP) ସଦ୍ଭାବନା ରାଷ୍ଟ୍ରଦୂତ ନିକୋଲାଜ୍ କୋଷ୍ଟର-ୱାଲଡାଉଙ୍କ ଦ୍ୱାରା ପରିଚାଳିତ ଏକ ନୂଆ ଡକ୍ୟୁମେଣ୍ଟାରୀ ଶୃଙ୍ଖଳାରେ ଓଡ଼ିଶାର ସମ୍ପ୍ରଦାୟ-ପରିଚାଳିତ ମାଙ୍ଗ୍ରୋଭ ପୁନରୁଦ୍ଧାର…

ଆନ୍ଧ୍ର ବସ ଟ୍ରାଜେଡି: ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧୦: ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ବସ୍‌ରେ ନିଆଁ ଲାଗିଯାଇଛି। ଏହି ଦୁର୍ଘଟଣାରେ ୨୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି, କିନ୍ତୁ ଏପର୍ଯ୍ୟନ୍ତ ସରକାରୀ ନିଶ୍ଚିତକରଣ…

ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ୪ ଦିନ ବର୍ଷା ସମ୍ଭାବନା, ୧୨ ଜିଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର,୨୪।୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ତଥା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଜିଲାପାଳମାନଙ୍କୁ ଯୋଗାଣ ବିଭାଗର ଚିଠି

ଭୁବନେଶ୍ୱର,୨୪।୧୦: ରାଜ୍ୟର ରାସନ କାର୍ଡଧାରୀମାନଙ୍କୁ ସରକାର ଅତିରିକ୍ତ ଭାବେ ଅଧିକ ୫ କେଜି ଚାଉଳ ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ୨୦୨୫ ମାସ ପାଇଁ ରାସନ କାର୍ଡଧାରୀଙ୍କୁ ମାସିକ ଅଧିକ ୫…

ପୀତବାସ ପଣ୍ଡା ହତ୍ୟାକାଣ୍ଡ: ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୪ ଓକିଲ

ଗଞ୍ଜାମ,୨୪।୧୦: ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଗିରଫ କରାଯାଇଛି ବୋଲି…

ଲଜ୍ଜାଜନକ ରେକର୍ଡ ଲିଷ୍ଟରେ ସାମିଲ ହେଲେ ବିରାଟ କୋହଲି

ଆଡିଲେଡ,୨୪।୧୦:ଭାରତ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚ୍‌ରେ ୨ ଉଇକେଟରେ ପରାସ୍ତ ହୋଇଛି। ଏହି ହାଇଭୋଲଟେଜ ମ୍ୟାଚ୍‌ରେ ସବୁଠାରୁ ଚର୍ଚ୍ଚିତ ଘଟଣା ଥିଲା ବିରାଟ କୋହଲିଙ୍କ ଲଗାତାର ଦ୍ୱିତୀୟଥର ପାଇଁ ଶୂନରେ ଆଉଟ ହେବା। ଏକଦା ରନ ମେସିନ ଭାବରେ ଜଣାଶୁଣା…

ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୧ ଲକ୍ଷ ନିଯୁକ୍ତି, ଜାଣନ୍ତୁ କେମିତି

ଭୁବନେଶ୍ୱର,୨୪।୧୦(ଅନୁରାଧା ମହାରଣା/ସୁନିତ୍‌ ମିଶ୍ର):ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡ଼ିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଏହାଦ୍ୱାରା ରାଜ୍ୟରେ ୧ ଲକ୍ଷରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ରାଜ୍ୟ ସରକାର ମଧ୍ୟ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri