Home Middle

ଦ୍ୱିତୀୟ ପର୍ଯ୍ୟାୟରେ ଭାଗନେଲେ ୯୩ ଖେଳାଳି

ଭୁବନେଶ୍ୱର, ୧।୫ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ସ୍ପିନ୍‌ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ରବିବାର ସ୍ଥାନୀୟ ବିଜେବି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୟାଗଡ଼, ଖୋର୍ଦ୍ଧା, ମାଲକାନଗିରି, ନବରଙ୍ଗପୁର, ଗଜପତି, କୋରାପୁଟ, ଗଞ୍ଜାମ, କନ୍ଧମାଳ…

ବାପି ହାଁସଦାଙ୍କୁ ରୌପ୍ୟ ପଦକ

ଭୁବନେଶ୍ୱର, ୧।୫ (କ୍ରୀଡ଼ା ପ୍ରତିନିଧି): ଉଜ୍‌ବେକିସ୍ତାନରଉଜ୍‌ବେକିସ୍ତାନର ତାସ୍‌କେଣ୍ଟଠାରେ ଚାଲିଥିବା ୫ମ ଏସିଆନ ୟୁଥ୍‌ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଶାର ବାପି ହାଁସଦା ରୌପ୍ୟ ପଦକ ହାସଲ କରିଛନ୍ତି। ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳର ବାପି ରବିବାର ଅନୁଷ୍ଠିତ…

ସାତ୍ତ୍ୱିକ-ଚିରାଗ ନୂଆ ଏସିଆ ଚାମ୍ପିୟନ

ଦୁବାଇ, ୧ା୫ (ପି.ଟି.): ଦୀର୍ଘ ୫୮ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀନେଶ ଖାନ୍ନାଙ୍କ ପରେ ଷ୍ଟାର ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ପ୍ରଥମ ଭାରତୀୟ ଯୋଡ଼ି ଭାବେ ଏଠାରେ ଚାଲିଥିବା ଏସିଆ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ରେ ଚାମ୍ପିୟନ…

ଆଜିଠୁ ୩ ମାସ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧ା୫: ମେ’ ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି। ବଉଳା…

ଶ୍ରମିକଙ୍କ ସ୍ଥିତି ଦୟନୀୟ ହୋଇପଡ଼ିଛି

ପ୍ରାୟ ସବୁ ଦେଶରେ ମେ’ ୧ ତାରିଖରେ ପାଳିତ ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହାକୁ ମେ’ ଦିବସ ବା ଆନ୍ତର୍ଜାତିକ ଶ୍ରମିକ ଦିବସ ଭାବେ ମଧ୍ୟ ପାଳନ କରାଯାଉଛି। ଉନବିଂଶ ଶତାବ୍ଦୀର ଶେଷଭାଗରେ ନିଜ ହକ୍‌ ପାଇଁ ଶିଳ୍ପପତିମାନଙ୍କ ଆକ୍ରୋଶର…

ଏସ୍‌ସିଏସ୍‌ରେ ଔଦ୍ଧତ୍ୟ ଦେଖାଅନି

ଓ୍ବାଶିଂଟନ୍‌,୧ା୫: ଦକ୍ଷିଣ ଚାଇନା ସାଗର (ଏସ୍‌ସିଏସ୍‌)ର ବିବାଦୀୟ ଜଳରାଶିରେ ଔଦ୍ଧତ୍ୟ ନ ଦେଖାଇବାକୁ ଆମେରିକା ପକ୍ଷରୁ ଚାଇନାକୁ ତାଗିଦ୍‌ କରାଯାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ସୋମବାର ହ୍ବାଇଟ୍‌ ହାଉସ୍‌ରେ ଫିଲିପାଇନ୍ସ ରାଷ୍ଟ୍ରପତି ଫର୍ଡିନାଣ୍ଡ ମାର୍କୋସ୍‌ ଜୁନିୟରଙ୍କୁ ଆଲୋଚନା ପାଇଁ ନିମନ୍ତ୍ରଣ…

କର୍ନାଟକରେ କାଦୁଅଫିଙ୍ଗା

ବେଲୁର,୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକରେ ନିର୍ବାଚନ ପ୍ରଚାର ବେଳେ କଂଗ୍ରେସରେ ଚାଲିଥିବା ଗୋଷ୍ଠୀକନ୍ଦଳକୁ ନେଇ ଉପହାସ କରିଛନ୍ତି। ବେଲୁରରେ ଏକ ସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ରାଜସ୍ଥାନ ହେଉ କି ଛତିଶଗଡ଼, ଯେଉଁଠି କଂଗ୍ରେସ ସରକାର ଗଢ଼ିଛି…

ନୂଆ ସଚିବାଳୟ ଲୋକାର୍ପଣ କଲେ କେସିଆର୍‌

ହାଇଦ୍ରାବାଦ,୧ା୫: ସମ୍ବିଧାନ ପ୍ରଣେତା ବାବା ଭୀମରାଓ ଆମ୍ବେଡ୍‌କରଙ୍କ ନାମାନୁସାରେ ତେଲଙ୍ଗାନାର ନୂଆ ସଚିବାଳୟର ନାମକରଣ କରାଯାଇଛି। ଜନ ପ୍ରତିନିଧିମାନେ ଓ ସମ୍ପୂର୍ଣ୍ଣ ସରକାରୀ ବ୍ୟବସ୍ଥା ଭାରତୀୟ ସମ୍ବିଧାନର ସ୍ଥପତି ଅମ୍ବେଡକରଙ୍କ ଆଦର୍ଶକୁ ହୃଦୟଙ୍ଗମ କରିବା ଦିଗରେ କାର୍ଯ୍ୟ କରିବା ଉଚିତ ବୋଲି…

‘ଦି କେରଲା ଷ୍ଟୋରି’: ରିଲିଜ୍‌ ପୂର୍ବରୁ ଝଡ଼

ଥିରୁଭାନନ୍ଥପୁରମ୍‌/ନୂଆଦିଲ୍ଲୀ,୧ା୫: ‘ଦି କଶ୍ମୀର ଫାଇଲ୍ସ’ ପରେ ଆଉ ଏକ ଭାରତୀୟ ସିନେମା ‘ଦି କେରଲା ଷ୍ଟୋରି’କୁ ନେଇ ଜାତୀୟ ରାଜନୀତିରେ ଝଡ଼ ସୃଷ୍ଟି ହୋଇଛି। ମେ’ ୫ରେ ମୁକ୍ତିଲାଭ କରିବାକୁ ଥିବା ଏହି ଫିଲ୍ମର ଟିଜର ଏପ୍ରିଲ ୨୬ରେ ସାମାଜିକ ଗଣମାଧ୍ୟମରେ…

ଗୁଗଲ ଡକ୍ୟୁମେଣ୍ଟରେ ନୂଆ ଫିଚର

ନୂଆଦିଲ୍ଲୀ, ୧।୫: ସର୍ବବୃହତ୍‌ ସର୍ଚ୍ଚ ଇଞ୍ଜିନ୍‌ ଗୁଗଲ ନିୟମିତ ବ୍ୟବଧାନରେ ଛୋଟ ଛୋଟ ପରିବର୍ତ୍ତନ ମାଧ୍ୟମରେ ନିଜ ଗ୍ରାହକଙ୍କୁ ବାନ୍ଧି ରଖିବାକୁ ପ୍ରୟାସ ଜାରି ରଖିଛି। ନିକଟରେ ଗୁଗଲ ଡକ୍ୟୁମେଣ୍ଟ ଆପ୍ଲିକେଶନ ବ୍ୟବହାରକାରୀଙ୍କ ପାଇଁ ନୂଆ ଫିଚର ଆଣିଛି। ଏଣିକି ୟୁଜର୍ସ…

ଆଇଏସ୍‌ଆଇଏସ୍‌ ମୁଖ୍ୟଙ୍କୁ ହତ୍ୟା

ଆଙ୍କାରା,୧ା୫: ସିରିଆରେ ଆଇଏସ୍‌ଆଇଏସ୍‌ ମୁଖ୍ୟ ଆବୁ ହୁସେନ ଅଲ-କୁରେଶୀଙ୍କୁ ହତ୍ୟା କରାଯାଇଥିବା ତୁର୍କୀ ରାଷ୍ଟ୍ରପତି ଏର୍ଡୋଗାନ କହିଛନ୍ତି। ସେ କହିଛନ୍ତି, ‘ମୁଁ ପ୍ରଥମ ଥର ଏଠାରେ ଏଠାରେ କହୁଛି। ରବିବାର ଏମ୍‌ଆଇଟି ଦ୍ୱାରା କରାଯାଇଥିବା ଅପରେଶନରେ ଏହି ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି।…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ୧୧ ମୃତ

ଲୁଧିଆନା,୧ା୫: ପଞ୍ଜାବର ଲୁଧିଆନା ଜିଲା ଗେସ୍‌ପୁରା ଅଞ୍ଚଳରେ ଥିବା ଏକ ଫ୍ୟାକ୍ଟ୍ରିରେ ରବିବାର ସକାଳେ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୫ ମହିଳା ୪ ପୁରୁଷ ଏବଂ ୨ ଜଣ ନାବାଳକ ଅଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri