Home Middle

ପାକ୍‌ ସୁପ୍ରିମକୋର୍ଟ ଆଗରେ ଶାସକ ମେଣ୍ଟର ବିକ୍ଷୋଭ

ଇସ୍‌ଲାମାବାଦ, ୧୬ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଜାମିନ ପ୍ରତିବାଦରେ ଦେଶର ଶାସକ ଦଳଗୁଡ଼ିକର ମେଣ୍ଟ ପାକିସ୍ତାନ ଡେମୋକ୍ରାଟିକ୍‌ ମୁଭ୍‌ମେଣ୍ଟ (ପିଡିଏମ୍‌)ର ସମର୍ଥକମାନେ ସୋମବାର ସୁପ୍ରିମକୋର୍ଟ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପିଡିଏମ୍‌ ପକ୍ଷରୁ ସୁପ୍ରିମକୋର୍ଟ ଆଗରେ ବିକ୍ଷୋଭ ପ୍ରଦର୍ଶନ…

କର୍ନାଟକ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ହୋଇପାରୁନି

ନୂଆଦିଲ୍ଲୀ, ୧୬ା୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଜିତିବା ପରେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ସ୍ପଷ୍ଟ ହୋଇପାରୁନି। ବରିଷ୍ଠ ନେତା ସିଦ୍ଦାରାମାୟା ଏବଂ ଦଳର ରାଜ୍ୟ ସଭାପତି ଡି.କେ. ଶିବକୁମାର ମୁଖ୍ୟମନ୍ତ୍ରୀ ପଦ ଲାଗି ଦାବିଦାର ହୋଇଥିବାବେଳେ କାହାକୁ ରାଜ୍ୟ…

ହାଇଦ୍ରାବାଦକୁ ହରାଇଲା ଗୁଜରାଟ

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ର ୬୨ତମ ମ୍ୟାଚ୍‌ରେ ଗୁଜରାଟ ୩୪ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ଗୁଜରାଟ ୧୬ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନ ବଜାୟ ରଖି ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ…

ହଟିଲା ସଫ୍ଟ ସିଗ୍‌ନାଲ: ଫ୍ରି ହିଟ୍‌ ପାଇଁ ଆସିଲା ନୂତନ ନିୟମ

ଦୁବାଇ,୧୫ା୫: ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ୍‌(ଆଇସିସି) ପକ୍ଷରୁ ସୋମବାର କେତେକ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏପରିକି ବିବାଦୀୟ ସଫ୍ଟ ସିଗ୍‌ନାଲ ନିୟମକୁ ଆଇସିସି ହଟାଇ ଦେଇଛି। ପୂର୍ବରୁ କୌଣସି କ୍ୟାଚ୍‌ର ନିଷ୍ପତ୍ତି ଟିଭି ଅମ୍ପାୟରଙ୍କୁ ରେଫର କରିବା ପୂର୍ବରୁ ଅନ୍ୟ ଫିଲ୍ଡ…

ହାଇଦ୍ରାବାଦ ଆଗରେ ୧୮୯ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ ୬୨ତମ ମ୍ୟାଚ୍‌ରେ ଶୁବମନ ଗିଲଙ୍କ ଦମ୍‌ଦାର ଶତକୀୟ ଇନିଂସ୍‌ ବଳରେ ଗୁଜରାଟ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୮ ରନ୍‌ କରିଛି। ଫଳରେ ହାଇଦ୍ରାବାଦ ଆଗରେ ୧୮୯…

ଆଇପିଏଲରେ ଶୁଭମାନଙ୍କ ପ୍ରଥମ ଶତକ

ଅହମ୍ମଦାବାଦ,୧୫।୫: ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ସୋମବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ହାଇଦ୍ରାବାଦ ପ୍ରଥମେ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଗୁଜରାଟ ବ୍ୟାଟିଂ କରିଥିଲା।…

ପାଇଲଟଙ୍କ ପଦଯାତ୍ରା ଶେଷ, ୧୫ ଦିନ ଭିତରେ କାର୍ଯ୍ୟାନୁଷ୍ଠାନ ଲାଗି ଗେହଲଟଙ୍କୁ ଦେଲେ ଚେତାବନୀ

ଜୟପୁର, ୧୫ା୫ : ରାଜସ୍ଥାନର ବରିଷ୍ଠ କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ସୋମବାର ତାଙ୍କର ୫ ଦିନିଆ ଜନ ସଂଘର୍ଷ ଯାତ୍ରା ପୂରା କରିଛନ୍ତି। ଏହି ସମୟରେ ବସୁନ୍ଧରା ରାଜେଙ୍କ ସରକାର ଅମଳରେ ହୋଇଥିବା ଦୁର୍ନୀତି…

ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଲା ହାଇଦ୍ରାବାଦ

ଅହମ୍ମଦାବାଦ,୧୫।୫: ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ସୋମବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ହାଇଦ୍ରାବାଦ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଗୁଜରାଟ ଗୁଜରାଟ ବ୍ୟାଟିଂ…

ଦିଲ୍ଲୀରେ ପହଞ୍ଚିଲେ ସିଦ୍ଦାରାମାୟା, ହାଇକମାଣ୍ଡଙ୍କ ସହ କରିବେ ଆଲୋଚନା

ନୂଆଦିଲ୍ଲୀ,୧୫।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଦରାମାୟା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି। ସିଦ୍ଦାରାମାୟାଙ୍କ ସହ କଂଗ୍ରେସ ବିଧାୟକ ଏମ.ବି ପାଟିଲ, ସିଦ୍ଦରାମାୟାଙ୍କ ପୁଅ ୟତିନ୍ଦ୍ର ଏବଂ କଂଗ୍ରେସ ବିଧାୟକ ଜମିର ଅହମ୍ମଦ ଅଛନ୍ତି। କଂଗ୍ରେସର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ମଧ୍ୟରେ…

‘ଯେତେବେଳେ କଂଗ୍ରେସ ବିଧାୟକ ଛାଡି ଯାଇଥିଲେ ସେତେବେଳେ ବି ମୁଁ…’ ଡିକେ ଶିବକୁମାର

ବେଙ୍ଗାଲୁରୁ,୧୫।୫: କର୍ନାଟକର ପରବର୍ତ୍ତି ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଚାଲିଛି ମନ୍ଥନ। ଇତିମଧ୍ୟରେ ସିଦ୍ଦାରାମାୟା ନୂଆଦିଲ୍ଲୀ ପହଞ୍ଚି ସାରିଛନ୍ତି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ରେସରେ ସାମିଲ ହୋଇଥିବା ରାଜ୍ୟର କଂଗ୍ରେସ ଅଧ୍ୟକ୍ଷ ଡିକେ ଶିବକୁମାର ସୋମବାର ଏକ ପ୍ରେସ କନଫରେନ୍ସରେ…

୧୬ ବିଧାୟକ ଅଯୋଗ୍ୟ ଘୋଷିତ ହେଲେବି ଭାଙ୍ଗିବନି ଶିନ୍ଦେ-ଫଡ୍‌ନବିସ ସରକାର: ଅଜିତ ପାଓ୍ବାର

ମୁମ୍ବାଇ,୧୫।୫: ମହାରାଷ୍ଟ୍ରର ରାଜନୈତିକ ସଙ୍କଟକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରା ଶୁଣାଯାଇଥିବା ରାୟ ପରେ ଏବେ ସମସ୍ତଙ୍କ ଅପେକ୍ଷା ମହାରାଷ୍ଟ୍ର ବିଧାନସଭାର ଅଧ୍ୟକ୍ଷଙ୍କ ନିଷ୍ପତ୍ତି ଉପରେ। କାରଣ ସେ ହିଁ ଶିନ୍ଦେ ଗ୍ରୁପର ୧୬ ବିଧାୟକଙ୍କ ଅଯୋଗ୍ୟତା ଉପରେ ଶେଷ ନିଷ୍ପତ୍ତି ନେବେ।…

‘ମୋ ସପକ୍ଷରେ ଅଧିକାଂଶ ବିଧାୟକ’, କଂଗ୍ରେସ ମୁଖିଆଙ୍କ ଚିନ୍ତା ବଢାଇଲା ସିଦ୍ଦାରାମାୟାଙ୍କ ବୟାନ

ବେଙ୍ଗାଲୁରୁ,୧୫।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ କିଏ ହେବ ତା’ର ଘୋଷଣା ଖୁବଶୀଘ୍ର କରାଯିବ। କିଛି ଦିନ ହେବ ମୁଣ୍ଡ ପିଟି ପିଟି ଏବେ କଂଗ୍ରେସ ନେତୃତ୍ୱ କୌଣସି ଏକ ନିଷ୍ପତ୍ତିରେ ପହଞ୍ଚିବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri