Home Middle

ଆଇପିଏଲ ୨୦୨୩ର ୬୨ତମ ମ୍ୟାଚ: ଜିଟି-ଏସଆରଏଚ ଲଢ଼େଇ…

ଅହମଦାବାଦ,୧୫।୫ : ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ(ଜିଟି) ସୋମବାର ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ)କୁ ଭେଟିବ। ଏହି ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ। ପଏଣ୍ଟ ଟେବୁଲରେ ଜିଟି ଦଳ ପ୍ରଥମ ସ୍ଥାନରେ ଏବଂ ଏସଆରଏଚ…

ମତେ ୧୦ ବର୍ଷ ଜେଲରେ ରଖିବାକୁ ଚାହୁଁଛନ୍ତି ପାକିସ୍ତାନୀ ସୈନ୍ୟ: ଇମ୍ରାନ…

ଇସଲାମାବାଦ,୧୫।୫ : ଦେଶଦ୍ରୋହ ଅଭିଯୋଗରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ପାକିସ୍ତାନୀ ସୈନ୍ୟବିଭାଗ ୧୦ ବର୍ଷ ଜେଲରେ ରଖିବାକୁ ଚାହୁଁଛନ୍ତି । ସୋମବାର ସେ ଏଭଳି ଅଭିଯୋଗ କରିଛନ୍ତି। ସୋମବାର ସକାଳେ ପାକିସ୍ତାନ ତେହେରିକ-ଇ-ଇନସାଫ ମୁଖ୍ୟ କହିଛନ୍ତି , ତେଣୁ…

ମେକ୍ସିକୋରେ ଟ୍ରକ-ଭ୍ୟାନ ଧକ୍କା: ୨୬ ମୃତ…

ମେକ୍ସିକୋ ସିଟି,୧୫।୫ : ମେକ୍ସିକୋରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଉତ୍ତର ରାଜ୍ୟର ତମାଉଲିପାସର ଏକ ରାଜପଥରେ ଟ୍ରାକ୍ଟର ଟ୍ରେଲର ଏବଂ ଭ୍ୟାନ ମଧ୍ୟରେ ଧକ୍କା ହେବା ପରେ ନିଆଁ ଲାଗିଯାଇଥିଲା। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୨୬ ଜଣଙ୍କର…

ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୬ ମୃତ

ରାୟପୁର,୧୫ା୫: ଛତିଶଗଡ଼ର ବାଲୋଦା ବଜାର ଜିଲା ପାଲାରିଠାରେ ଟ୍ରକ୍‌-ପିକ୍‌ଅପ୍‌ ଧକ୍କା ହେବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ରବିବାର ରାତିରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପିକ୍‌ଅପ୍‌ରେ…

ୟୁକ୍ରେନକୁ ଜର୍ମାନୀ ଦେବ ସାମରିକ ଯାନ…

ପ୍ୟାରିସ,୧୫।୫ : ରୁଷିଆ ସହିତ ପ୍ରବଳ ଯୁଦ୍ଧ ମଧ୍ୟରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ପ୍ୟାରିସ ଯାତ୍ରା କରିଥିଲେ। ଏଠାରେ ସେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ଭେଟିଥିଲେ। ଏହି ସମୟରେ, ଫ୍ରାନ୍ସ ସୋମବାର ୟୁକ୍ରେନ ସେନାକୁ ଦଶହଜାର ହାଲୁକା ଟ୍ୟାଙ୍କ…

ଲିଙ୍ଗଗତ ଅସମାନତା ଯୋଗୁ ସଙ୍କୁଚିତ ହେଉଛି ମହିଳାଙ୍କ ମସ୍ତିଷ୍କ

ଲଣ୍ଡନ, ୧୫ା୫: ଅନେକ ଦେଶରେ ମହିଳାଙ୍କ ଅପେକ୍ଷା ପୁରୁଷଙ୍କୁ ବେଶି ପ୍ରାଧାନ୍ୟ ଦିଆଯାଏ। ଘରେ ହେଉ ଅବା ବାହାରେ, ପାଠ ପଢ଼ାଠାରୁ ଆରମ୍ଭ କରି ଚାକିରି କରିବା କ୍ଷେତ୍ରରେ ପୁରୁଷଙ୍କୁ ସବୁଥିରେ ଅଗ୍ରାଧିକାର ଦିଆଯାଏ। ଏହି ଲିଙ୍ଗଗତ ଅସମାନତା କେବଳ ସମାଜକୁ…

ପ୍ରମୋଦଙ୍କୁ ୨ ସ୍ବର୍ଣ୍ଣ, ଦୀପ୍‌ ରଞ୍ଜନଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୧୫।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପ୍ରମୋଦ ଭଗତ ଥାଇଲାଣ୍ଡର ପଟାୟାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ୨ଟି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ସିଙ୍ଗଲ୍ସ ଓ ପୁରୁଷ ଡବଲ୍ସରେ ଏହି ସଫଳତା ପାଇଛନ୍ତି। ଓଡ଼ିଶାର ଅନ୍ୟତମ ପ୍ରତିଯୋଗୀ ଦୀପ୍‌…

ପ୍ରଥମ ନ୍ୟାୟିକ ବିଜୟ: ରେସ୍‌ଲର

ନୂଆଦିଲ୍ଲୀ,୧୫ା୫(ପି.ଟି.) : ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ଶନିବାର ଭାରତୀୟ ଅଲିମ୍ପିକ୍ସ ମହାସଂଘ (ଆଇଓଏ) ପକ୍ଷରୁ ନିଯୁକ୍ତ ଆଡ୍‌ହକ୍‌ କମିଟି ପୂର୍ଣ୍ଣ କ୍ଷମତା ହାସଲ କରିଛି। ଏହା ବ୍ରିଜ୍‌ଭୂଷଣଙ୍କ ବିରୋଧରେ ଆମର…

କର୍ନାଟକ: ୯ ମୁସଲମାନ ବିଧାୟକ କଂଗ୍ରେସର

ନୂଆଦିଲ୍ଲୀ,୧୫ା୫: ସଦ୍ୟ ଅନୁଷ୍ଠିତ କର୍ନାଟକ ବିଧାନସଭା ନିର୍ବାଚନରେ ୯ ଜଣ ମୁସଲମାନ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ସେମାନେ ସମସ୍ତେ କଂଗ୍ରେସ ଟିକେଟରେ ଲଢ଼ିଥିଲେ। ଶନିବାର ଆସିଥିବା ଫଳାଫଳ ଅନୁସାରେ ବିଧାନସଭାର ୨୨୪ ଆସନ ମଧ୍ୟରୁ କଂଗ୍ରେସକୁ ୧୩୫ ଆସନ ମିଳିଥିବାବେଳେ ଭାଜପା…

ଏମ୍‌ଭିଏକୁ ସୁଦୃଢ଼ କରିବ ‘କର୍ନାଟକ ସୂତ୍ର’

ମୁମ୍ବାଇ, ୧୫।୫: କର୍ନାଟକରେ ଭାଜପାରେ ସଦ୍ୟ ଶୋଚନୀୟ ପରାଜୟ ମହାରାଷ୍ଟ୍ରରେ ମହାବିକାଶ ଅଘାଡ଼ି (ଏମ୍‌ଭିଏ) ପାଇଁ ନୂଆ ଆଶାର କିରଣ ପାଲଟିଛି। ୨୦୨୪ ନିର୍ବାଚନରେ ଶାସକଦଳକୁ ଚ୍ୟାଲେଞ୍ଜ କରିବା ସକାଶେ ଏହା ୟୁବିଟି ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ପାଇଁ ସୁଯୋଗ…

ଯୁଦ୍ଧଜାହାଜରୁ ବ୍ରହ୍ମୋସ୍‌ ମିଶାଇଲ ପରୀକ୍ଷା

ନୂଆଦିଲ୍ଲୀ, ୧୫।୫: ନୌସେନାର ଫ୍ରଣ୍ଟଲାଇନ୍‌ ଗାଇଡେଡ୍‌ ମିଶାଇଲ ଡେଷ୍ଟ୍ରୋୟର ଆଇଏନ୍‌ଏସ୍‌ ମୋର୍ମୁଗାଓରୁ ବ୍ରହ୍ମୋସ୍‌ ସୁରପସୋନିକ ମିଶାଇଲର ସଫଳ ପରୀକ୍ଷଣ କରାଯାଇଛି। ଜାହାଜ ଏବଂ ଅସ୍ତ୍ର ଦୁଇଟିଯାକ ଭାରତରେ ନିର୍ମାଣ କରାଯାଇଥିବାବେଳେ ଆତ୍ମନିର୍ଭର ଭାରତ ଅଭିଯାନ ପାଇଁ ଏହା ଆଉ ଏକ ସଫଳତା।…

ଦେଶରେ ଶୀଘ୍ର ଲାଗୁ ହେବ ୟୁସିସି: ବିଶ୍ୱଶର୍ମା

ହାଇଦ୍ରାବାଦ,୧୫ା୫: ଭାରତରେ ଶୀଘ୍ର ସମାନ ଦଓ୍ବୋନୀ ସଂହିତା (ୟୁସିସି) ଲାଗୁ ହେବ। ଏଥିସହ ବହୁ ବିବାହ ପ୍ରଥା ମଧ୍ୟ ଉଚ୍ଛେଦ କରାଯିବ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ରବିବାର ସୂଚନା ଦେଇଛନ୍ତି। ତେଲଙ୍ଗାନା ଭାଜପା ସଭାପତି ତଥା ଲୋକ ସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri