ଆଣବିକ ଲକ୍ଷ୍ୟରୁ ନ ହଟିଲେ ଯୁଦ୍ଧ: ଇରାନ୍କୁ ଆମେରିକାର ଚେତାବନୀ
ନ୍ୟୁୟର୍କ ,୩୧ା୧:ମଧ୍ୟପ୍ରାଚ୍ୟରେ ଆମେରିକାର ଶକ୍ତିଶାଳୀ ନୌସେନା ଉପସ୍ଥିତି ଇରାନ ଉପରେ ଆକ୍ରମଣର ଆଶଙ୍କାକୁ ଦ୍ୱିଗୁଣିତ କରିଛି। ଆରବ ସାଗରରେ ଇରାନ ଉପକୂଳଠାରୁ ଅଳ୍ପ କିଛି ଦୂରରେ ଆମେରିକାର ପରମାଣୁ ଅସ୍ତ୍ର ସଜିତ ଶକ୍ତିଶାଳୀ ‘ଆବ୍ରାହମ ଲିଙ୍କନ’ ଓ ଅନ୍ୟ କ୍ଷେପଣାସ୍ତ୍ର ନିକ୍ଷେପକାରୀ…
ଫେବୃଆରୀ ୨୦ରେ Odisha Budget 2026-27
ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬। । ପ୍ରଥମ ଦିନ ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ। ୨୦୨୬-୨୭ ଆର୍ଥିକ ବର୍ଷ…
ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ…
ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..
ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଥିଲା। ଯାହା ଫଳରେ ଉକ୍ତ ଇଣ୍ଡିଗୋ ବିମାନକୁ ଅହମ୍ମଦାବାଦ…
ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା
ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା ହୋଇଛି। ଦେଶର ସବୁଠାରୁ ନିମ୍ନ ସ୍ତରରେ ଥିବା ୫ ରୁ ୧୦ ପ୍ରତିଶତ…
ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର
ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର ବଜାର ପୁଞ୍ଜିକରଣରେ ଗୋଟିଏ ଦିନରେ ୫.୫ ଟ୍ରିଲିୟନ ଡଲାରର ଐତିହାସିକ ହ୍ରାସ-ବୃଦ୍ଧି ପରିଲକ୍ଷିତ…
ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ
ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେବେ। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଏକ ନୂତନ ଅଧ୍ୟୟନ ଅନୁଯାୟୀରୁ ଏହି ଖୁଲାସା…
ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ର ହୋଇପାରେ ପୁନଃବିଚାର
ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ସାମାଜିକ ସଂଗଠନ, ସାଧାରଣ…
ହଠାତ୍ ହଜାର ହଜାର ଟଙ୍କା କମିଗଲା ସୁନା ଦର: ରୁପା ଦର୍ରେ ବି ଲାଗିଲା ବ୍ରେକ୍
ନୂଆଦିଲ୍ଲୀ,୩୦।୧: କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ସୁନା ଏବଂ ରୁପା ମୂଲ୍ୟରେ ବ୍ରେକ୍ ଲାଗିଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୮,୦୦୦ ହ୍ରାସ ପାଇଛି। ଗତକାଲି ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୭୮,୮୫୦ ଥିଲା,…
ମହାତ୍ମା ଗାନ୍ଧୀ: ସତ୍ୟର ସାହସ ଏବଂ ଅହିଂସାର ଅତୁଟ ଆସ୍ଥା
ସତ୍ୟ ଓ ଅହିଂସାର ଶକ୍ତିରେ ସାରା ଦେଶକୁ ଏକତାର ସୂତ୍ରରେ ବାନ୍ଧିଥିବା ମହାତ୍ମା ଗାନ୍ଧୀଙ୍କ ଜୀବନ ଥିଲା ଅତି ସରଳ। ତାଙ୍କ ହାତରେ ନା ଥିଲା ଅସ୍ତ୍ର, ନା ଥିଲା ହିଂସାର ଭାଷା; ଥିଲା କେବଳ ସତ୍ୟର ସାହସ ଏବଂ ଅହିଂସାର…
ପାନ ମସଲା ପ୍ରତିବନ୍ଧକ ଉପରେ H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!
ଭୁବନେଶ୍ବର,୩୦।୧: ଓଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏହାରି ଭିତରେ ଶୁକ୍ରବାର ସ୍ୱାସ୍ଥ୍ୟ ଓ ପରିବାର…
ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ
କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ ଏୟାରଲାଇନ୍ସ, ଢାକାରୁ କରାଚୀକୁ ପ୍ରଥମ ସିଧାସଳଖ ବିମାନ ସେବା ଆରମ୍ଭ କରିଛି। ଏହି…
Archives


