ରାଜସ୍ଥାନରେ ଆଲି ବାବା ଚାଳିଶ ଚୋରଙ୍କ ସରକାର: ବସୁନ୍ଧରା ରାଜେ…
ଜୟପୁର,୧୩।୫ : ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଶନିବାର ପ୍ରତାପଗଡର ହୋରି ଗ୍ରାମ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଦୁଇଟି ସମାଜରେ ମୁଁ ବିଶ୍ୱାସ କରେ। ଗୋଟିଏ ହେଉଛି ମହିଳା ସମାଜ ଏବଂ ଅନ୍ୟଟି ହେଉଛି…
କର୍ନାଟକରେ ଭାଜପାକୁ ହରାଇବା ଆମର ପ୍ରଥମ ଲକ୍ଷ୍ୟ ଥିଲା: ଶରଦ ପାଓ୍ବାର…
ବେଙ୍ଗାଲୁରୁ,୧୩।୫ : କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳ ସମ୍ପର୍କରେ ଏନସିପି ମୁଖ୍ୟ ଶରଦ ପାୱାର ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ଆମର ପ୍ରଥମ ଲକ୍ଷ୍ୟ କର୍ନାଟକରେ ଭାଜପାକୁ ପରାସ୍ତ କରିବା। ମୁଁ ଗତ ଆଠ-ଦଶ ଦିନ ଧରି ସାଧାରଣ ସଭାରେ…
ପରିବର୍ତ୍ତନ ସପକ୍ଷରେ ଭୋଟ ଦେଇଛନ୍ତି କର୍ନାଟକବାସୀ: ମମତା…
କୋଲକାତା,୧୩।୫ : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମସି ଅଧ୍ୟକ୍ଷା ମମତା ବାନାର୍ଜୀ କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳ ସମ୍ପର୍କରେ ପ୍ରଥମ ବିବୃତ୍ତି ଦେଇଛନ୍ତି। ମମତା ବାନାର୍ଜୀ କହିଛନ୍ତି, ପରିବର୍ତ୍ତନ ସପକ୍ଷରେ ନିର୍ଣ୍ଣାୟକ ଜନାଦେଶ ପାଇଁ କର୍ନାଟକବାସୀଙ୍କୁ ମୋର ନମସ୍କାର । ନିର୍ଦ୍ଦୟ କ୍ରୁର ଅଧିନାୟକବାଦୀ…
ସ୍ବତନ୍ତ୍ର ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇବ ଗୁଜରାଟ ଟାଇଟନ୍ସ, କାରଣ ଜାଣିଲେ…
ନୂଆଦିଲ୍ଲୀ,୧୩ା୫: ଆଇପିଏଲ ୨୦୨୩ରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟନ୍ସର ପ୍ରଦର୍ଶନ ଏପର୍ଯ୍ୟନ୍ତ ଅତୁଳନୀୟ। ଗୁଜରାଟ ଦଳ ମୋଟ୍ ୧୨ଟି ମ୍ୟାଚ୍ ଖେଳିଥିବା ବେଳେ ୮ଟି ମ୍ୟାଚ୍ ଜିତିଛି ଏବଂ ୪ଟି ମ୍ୟାଚ୍ରେ ପରାଜୟର ସମ୍ମୁଖୀନ ହୋଇଛି। ବର୍ତ୍ତମାନ ଗୁଜରାଟ ଟାଇଟନ୍ସ…
ଏବେ କର୍ନାଟକ ପରି ହେବ ମହାରାଷ୍ଟ୍ର ସ୍ଥିତି: ଆଦିତ୍ୟ ଠାକରେ…
ମୁମ୍ବାଇ,୧୩।୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିବାକୁ ଯାଉଛି। ଏପରିସ୍ଥଳେ ମହାରାଷ୍ଟ୍ରର ଶିବସେନା ଉଦ୍ଧବ ଠାକରେ ନେତା ଆଦିତ୍ୟ ଠାକରେଙ୍କ ମନ୍ତବ୍ୟ ଏବେ ଚର୍ଚ୍ଚାରେ ରହିଛି। ଆଦିତ୍ୟ କହିଛନ୍ତି କର୍ନାଟକରେ କଂଗ୍ରେସ ଫେରିବା ପରି…
ଏଲଏସଜି ପାଇଁ ବିଜୟ ଲକ୍ଷ୍ୟ ୧୮୩ ରନ…
ହାଇଦ୍ରାବାଦ,୧୩।୫ : ଆଇପିଏଲ ୨୦୨୩ର ୫୮ ତମ ମ୍ୟାଚରେ ସନରାଜର୍ସ ହାଇଦ୍ରାବାଦ(ଏସଆରଏଚ) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମୁହାଁମୁହିଁ ହୋଇଛନ୍ତି। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏସଆରଏଚ ଟସ ଜିତତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…
ଦୈନିକ ସଂକ୍ରମଣ ୧୩ ଶହ ତଳେ…
ନୂଆଦିଲ୍ଲୀ, ୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…
ପ୍ରମିଳାଙ୍କୁ ଆଉ ଦୁଇ ବିଭାଗ ଦାୟିତ୍ୱ
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଆଉ ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଏଣିକି ଶ୍ରମ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଦାୟିତ୍ୱ ସମ୍ଭାଳିବେ ପ୍ରମିଳା। ଶୁକ୍ରବାର ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଚସ୍ପତି ବିକ୍ରମ…
ଧ୍ରୁବୀକରଣ ରାଜନୀତି ବିଫଳ, ବଜରଙ୍ଗ ଦଳ ଯୋଗୁ କର୍ନାଟକରେ କଂଗ୍ରେସ ସରକାର, ଭାଜପା ଧରାଶାୟୀ, କିଙ୍ଗମେକର ହେଲାନି ଜେଡିଏସ…
ବେଙ୍ଗାଲୁରୁ,୧୩।୫ : କର୍ନାଟକ ନିର୍ବାଚନର ଫଳାଫଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ତିନୋଟି ଜିନିଷ ସ୍ପଷ୍ଟ ହୋଇଛି। କଂଗ୍ରେସ ନିଜେ ସହଜରେ ସରକାର ଗଠନ କରିବାକୁ ଯାଉଛି ଏବଂ ବିପୁଳ ବ୍ୟବଧାନରେ ଭାଜପା ଦ୍ୱିତୀୟ ସ୍ଥାନରେ ରହିଛି। ଝୁଲା ବିଧାନସଭା ଘଟଣାରେ କିଙ୍ଗମେକର ହେବାକୁ…
ଦୀପାଳିଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିପୁଳ ଭୋଟ୍ରେ ବିଜୟୀ ହୋଇଛନ୍ତି। ଏହି ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍ ଯୋଗେ ତାଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ସହ ଝାରସୁଗୁଡ଼ା ବିକାଶ…
କିଏ ହେବେ ମୁଖ୍ୟମନ୍ତ୍ରୀ: ସିଦ୍ଧରମୈୟା ନା ଶିବକୁମାର…
ବେଙ୍ଗାଲୁରୁ,୧୩।୫ : କର୍ନାଟକରେ କଂଗ୍ରେସର ବିଜୟ ପରେ ବର୍ତ୍ତମାନ କିଏ ହେବେ ମୁଖ୍ୟମନ୍ତ୍ରୀ ସେନେଇ ଚର୍ଚ୍ଚା ହେଉଛି। କର୍ନାଟକ କଂଗ୍ରେସରେ ସିଦ୍ଧରମୈୟା ଏବଂ ଶିବକୁମାରଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ହେବାକୁ ପ୍ରତିଯୋଗିତା ଚାଲିଛି। ଏହା ଉପରେ ବରିଷ୍ଠ ଖବରଦାତା ବିନୋଦ ଅଗ୍ନିହୋତ୍ରୀ କହିଛନ୍ତି…
ଏବେ ଘୃଣାର ବଜାର ବନ୍ଦ: ରାହୁଲ…
ନୂଆଦିଲ୍ଲୀ,୧୩।୫ : କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳରେ କଂଗ୍ରେସ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିବାକୁ ଯାଉଛଇ। ଏହି ଧାରାରେ କଂଗ୍ରେସ ଶାସକ ଭାରତୀୟ ଜନତା ପାର୍ଟିକୁ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ସହ ପରାସ୍ତ କରୁଥିବା ଦେଖାଯାଉଛି। କର୍ନାଟକ ନିର୍ବାଚନରେ କଂଗ୍ରେସର ସଫଳତାକୁ…
Archives


