Home Middle

ଶିଶୁ ପୋଷ୍ୟଗ୍ରହଣ ପାଇଁ ଆଇନ ଅନୁମତି ଦେଇଛି: ସର୍ବୋଚ୍ଚ ଅଦାଲତ

ନୂଆଦିଲ୍ଲୀ, ୧୧ା୫ : ବୈବାହିକ ମାନ୍ୟତା ନିର୍ବିଶେଷରେ ଯେକୌଣସି ବ୍ୟକ୍ତି ଶିଶୁ ପୋଷ୍ୟଗ୍ରହଣ କରିବା ଲାଗି ଭାରତୀୟ ଆଇନ ଅନୁମତି ଦେଇଥିବା ସୁପ୍ରିମକୋର୍ଟ ବୁଧବାର କହିଛନ୍ତି। ନିଜର ଜୈବିକ ସନ୍ତାନ ଥିବା ଆଦର୍ଶ ପରିବାର ବ୍ୟତୀତ ଅନ୍ୟାନ୍ୟ ସ୍ଥିତି ଥାଇପାରେ, ଯାହାକୁ…

ବ୍ରିଟେନରେ ଭାରତୀୟ ଛାତ୍ର ସର୍ବାଧିକ

ସୋନିପତ୍‌, ୧୧ା୫ (ଆଇଏଏନ୍‌ଏସ୍‌): ବ୍ରିଟେନରେ ଭାରତୀୟ ଛାତ୍ରୀଛାତ୍ର ସଂଖ୍ୟା ଚାଇନା ସମେତ ସବୁ ଦେଶକୁ ଟପିଯାଇଛି। ଓ.ପି. ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିରେ ଭାରତ-ବ୍ରିଟେନ୍‌ ସମ୍ପର୍କ ଉପରେ ଉଦ୍‌ବୋଧନ ଦେବା ଅବସରରେ ଭାରତରେ ବ୍ରିଟିଶ ହାଇକମିଶନର ଆଲେକ୍ସ ଏଲିସ୍‌ ଏହା କହିଛନ୍ତି। ଦୁଇ…

ଅର୍ଥ ନାହିଁ, ତଥାପି କିଙ୍ଗ୍‌: କୁମାରସ୍ବାମୀ

ବେଙ୍ଗାଲୁରୁ,୧୧ା୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ନିର୍ବାଚନ ଶେଷରେ ହାତ ଟେକିଦେଇଛନ୍ତି। ସେ କହିଛନ୍ତି, ଜେଡିଏସ୍‌କୁ ଏଥର ୨୫ ଆସନରେ ଝଟ୍‌କା ଲାଗିପାରେ। ଅର୍ଥାଭାବ ହେତୁ ଏହି ଆସନଗୁଡ଼ିକରେ ବିଜୟ ସମ୍ଭାବନା ମଉଳିଯାଇଛି। ପ୍ରାର୍ଥୀମାନଙ୍କୁ ସେ ଆର୍ଥିକ ସହାୟତା ଦେଇପାରି…

ଇଭିଏମ୍‌ରେ ୨,୬୧୫ ପ୍ରାର୍ଥୀଙ୍କ ଭାଗ୍ୟ

ବେଙ୍ଗାଲୁରୁ,୧୧ା୫: କର୍ନାଟକ ବିଧାନସଭା ୨୨୪ ଆସନ ପାଇଁ ବହୁ ପ୍ରତୀକ୍ଷିତ ନିର୍ବାଚନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମତଦାନ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିଥିଲା। ଭୋଟଗ୍ରହଣ ଶେଷ ହେବା ପରେ ୭୨% ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି।…

ରିମାଣ୍ଡ୍‌ରେ ଇମ୍ରାନ୍‌, ପାକିସ୍ତାନ ଅଶାନ୍ତ

ଇସ୍‌ଲାମାବାଦ,୧୧ା୫: ଜମି ଦୁର୍ନୀତି ମାମଲାରେ ଗିରଫ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ବୁଧବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନ୍‌ଏବି) ଏକ କୋର୍ଟରେ ହାଜର କରି ୮ ଦିନିଆ ରିମାଣ୍ଡରେ ନେଇଛି। ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ୍‌ ମଙ୍ଗଳବାର ଇସ୍‌ଲାମାବାଦ ହାଇକୋର୍ଟକୁ…

କର୍ନାଟକ: କଂଗ୍ରେସକୁ ମିଳିପାରେ ଅଧିକ ଆସନ

ବେଙ୍ଗାଲୁରୁ,୧୧ା୫: ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ଏକ୍‌ଜିଟ୍‌ ପୋଲ୍‌ ଏଥର ମଧ୍ୟ ଝୁଲା ସ୍ଥିତିର ସଙ୍କେତ ଦେଇଛି। ରାଜ୍ୟବାସୀ ଦୀର୍ଘ ୩୮ ବର୍ଷ ମଧ୍ୟରେ କୌଣସି ଶାସକ ଦଳକୁ ଲଗାତର ଦ୍ୱିତୀୟ ଥର କ୍ଷମତାସୀନ କରାଇ ନ…

୩ ଜଣଙ୍କ ଡିଏନ୍‌ଏରେ ଶିଶୁ ଜନ୍ମ

ଲଣ୍ଡନ,୧୧ା୫ : ବ୍ରିଟେନ୍‌ରେ ପ୍ରଥମ ଥର ପାଇଁ ୩ ଜଣ ବ୍ୟକ୍ତିଙ୍କ ଡିଏନ୍‌ଏକୁ ମିଶ୍ରଣ କରି ଶିଶୁ ଜନ୍ମ କରାଯାଇଛି। ପିଲାମାନଙ୍କୁ ବିରଳ ଆନୁବଂଶିକ ରୋଗରୁ ମୁକ୍ତ କରିବା ପାଇଁ ଏକ ପ୍ରୟୋଗାମତ୍କ ଉପାୟରେ ସେମାନଙ୍କୁ ଭୂମିଷ୍ଠ କରାଯାଇଥିବା ବୁଧବାର ଦେଶର…

ଚିକିତ୍ସା ବେଳେ ମହିଳା ଡାକ୍ତରଙ୍କୁ ହତ୍ୟା

କୋଲାମ/ଥିରୁଭାନନ୍ଥପୁରମ୍‌, ୧୧ା୫: କେରଳ କୋଲାମ ଜିଲାର ଏକ ହସ୍ପିଟାଲରେ ବୁଧବାର ଜଣେ ରୋଗୀ ୨୩ ବର୍ଷୀୟା ମହିଳା ଡାକ୍ତରଙ୍କୁ ଛୁରିଭୁସି ହତ୍ୟା କରିଛନ୍ତି। ଅଭିଯୁକ୍ତ ସନ୍ଦିପ୍‌ ତାଙ୍କ ପରିବାର ସଦସ୍ୟଙ୍କ ସହ ମାଡ଼ପିଟ୍‌ କରି ଆହତ ହୋଇଥିଲେ। ମହିଳା ଡାକ୍ତର ବନ୍ଦନା…

ଦିଲ୍ଲୀକୁ ହରାଇ ଚେନ୍ନାଇର ସପ୍ତମ ବିଜୟ

ଚେନ୍ନାଇ,୧୦ା୫: ଚେନ୍ନାଇର ଏମ୍‌.ଏ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଖେଳା ଯାଇଥିବା ଆଇପିଏଲ୍‌ର ୫୫ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ୨୭ ରନ୍‌ରେ ବିଜୟୀ ହୋଇଛି । ୧୨ଟି ମ୍ୟାଚରୁ ଚେନ୍ନାଇ ୭ଟିରେ ବିଜୟ ହୋଇ ୧୫ ପଏଣ୍ଟ ସହ ଟେବୁଲର ଦ୍ୱିତୀୟ…

ଆସିଲା କର୍ନାଟକ ଏକ୍‌ଜିଟ ପୋଲ୍‌

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୦।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ବୁଧବାର ମତଦାନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ହୋଇଥିବା ଏକ୍‌ଜିଟ ପୋଲ୍‌ ଫଳାଫଳ ପ୍ରକାଶ ପାଇଛି। କେତେକ ଗଣମାଧ୍ୟମ ସଂସ୍ଥା ଦ୍ବାରା କରାଯାଇଥିବା ଏକ୍‌ଜିଟ ପୋଲ୍‌ରେ କଂଗ୍ରେସ ସରକାର ଗଠନ…

ଇମ୍ରାନଙ୍କ ପରେ କୁରେଶୀ ଗିରଫ

ଇସଲାମାବାଦ,୧୦ା୫): ପାକିସ୍ତାନରେ ହିଂସା ଥମିବାର ନା ନେଉନି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ୍‌-ଇ-ଇନ୍‌ସାଫର ଅଧ୍ୟକ୍ଷ ଇମ୍ରାନ ଖାନ୍‌ ଗିରଫ ହେବା ପରେ ଇମ୍ରାନଙ୍କ ଗିରଫକୁ ବିରୋଧ କରୁଥିବା ଶାହା ମହମ୍ମୁଦ କୁରେଶୀଙ୍କୁ ମଧ୍ୟ ଗିରଫ କରାଯାଇଛି। କୁରେଶୀ ଇମ୍ରାନଙ୍କ କ୍ୟାବିନେଟରେ…

ଝାରସୁଗୁଡ଼ାରେ ମତଦାନ ଶେଷ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଥିବା ମତଦାନ ଇତିମଧ୍ୟରେ ଶେଷ ହୋଇଛି। ମତଦାନ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିଛି। ପୂର୍ବାହ୍ନ ୧୧ ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅପରାହ୍ନ ୧ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri