ଆଜି ଗୁଜରାଟରେ ଜିଟି-ଏମ୍ଆଇ ମୁହାଁମୁହିଁ…
ଅହମ୍ମଦାବାଦ,୨୫।୪: ଆଇପିଏଲ-୨୦୨୩ର ୩୫ ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍ଆଇ)କୁ ଭେଟିବ ଗୁଜରାଟ ଟାଇଟନ୍ସ(ଜିଟି)। ମଙ୍ଗଳବାର ସନ୍ଧ୍ୟା ୭ଟା୩୦ରେ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ଦଳ ଦ୍ୱିତୀୟ ଥର ପାଇଁ ମୁହାଁମୁହିଁ ହେବେ। ଏହାପୂର୍ବରୁ ଗତ ସିଜନରେ ଦୁଇ ଦଳଙ୍କ ମଧ୍ୟରେ…
ରେସଲରଙ୍କ ଆବେଦନ ଉପରେ ନୋଟିସ ପଠାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୫।୪: ସୁପ୍ରିମକୋର୍ଟଙ୍କ ଦ୍ୱାରା ମଙ୍ଗଳବାର ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଏଫଆଇଆର ଦେଇଥିବା କୁସ୍ତିଯୋଦ୍ଧାଙ୍କ ଆବେଦନ ଉପରେ ଦିଲ୍ଲୀ ପୋଲିସ ଓ ସରକାରଙ୍କୁ ନୋଟିସ ଜାରି କରାଯାଇଛି। ବିନେଶ ଫୋଗାଟଙ୍କ ସମେତ ୭ ଜଣ ମହିଳା…
ପାକିସ୍ତାନକୁ ନୁହେଁ ଚାଇନାକୁ ବଡ ସାମରିକ ଚ୍ୟାଲେଞ୍ଜ ମାନନ୍ତି ଭାରତୀୟ, ଆମେରିକା ସାଂସଦ କହିଲେ ଏହାର କାରଣ
ଓ୍ବାଶିଂଟନ,୨୫।୪: ଆମେରିକାରେ ଥିବା ମୂଳ ଭାରତୀୟ ସାଂସଦ ରୋ ଖନ୍ନା କହିଛନ୍ତି, ଏବେ ଭାରତୀୟମାନେ ପାକିସ୍ତାନକୁ ନୁହେଁ ବରଂ ଚାଇନାକୁ ସବୁଠାରୁ ବଡ ସାମରିକ ଚ୍ୟାଲେଞ୍ଜ ବୋଲି ମାନୁଛନ୍ତି। ସେ କହିଛନ୍ତି ଆମେରିକାକୁ ଚାଇନା ସହ ତା’ର ସମ୍ପର୍କକୁ ପୁଣିଥରେ ସନ୍ତୁଳିତ…
ରାଜ୍ୟର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଥିରୁଭାନନ୍ତପୁରମ୍,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କେରଳ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମଙ୍ଗଳବାର ଥିରୁଭାନନ୍ତପୁରମ୍ କେନ୍ଦ୍ରୀୟ ରେଳ ଷ୍ଟେଶନରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ହେଉଛି ରାଜ୍ୟର ପ୍ରଥମ…
ବିବାହ ଭୋଜିରେ ମଦ ପରଷିବା ନିଷ୍ପତ୍ତିରେ ପଛକୁ ହଟିଲେ ତାମିଲନାଡୁ ସରକାର
ତାମିଲନାଡୁ, ୨୫।୪: ବିବାହ ଭୋଜିରେ ମଦ ପରଷିବା ନିଷ୍ପତ୍ତିକୁ ତାମିଲନାଡୁର ଡିଏମ୍କେ ସରକାର ଫେରେଇ ନେଇଛନ୍ତି। ସରକାର ପକ୍ଷରୁ କୁହାଯାଇଛି ଯେ, ମଦ କେବଳ କନଫରେନ୍ସ ସେଣ୍ଟର, କମର୍ଶିଆଲ କମ୍ପଲେକ୍ସ, ବ୍ୟବସାୟିକ ପରିସର ଏବଂ ଖେଳ ଷ୍ଟାଡିୟମରେ ମିଳିପାରିବ। ଯଦି ଏଗୁଡିକ…
ଡବ୍ଲ୍ୟୁଟିସି ଫାଇନାଲ: ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଲୀ,୨୫।୪: ଜୁନ୍ ୭ରୁ ୧୧ ମଧ୍ୟରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ଆଇସିସି ଓ୍ବାଲର୍ଡ ଟେଷ୍ଟ ଚାମ୍ପିୟନସିପ୍ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ବିସିସିଆଇ ଟିମ ଇଣ୍ଡିଆ ଘୋଷଣା କରିଛି। ଟିମ ଇଣ୍ଡିଆର କମାଣ୍ଡ ରୋହିତ ଶର୍ମାଙ୍କ ହାତରେ ରହିବ। ଗୁରୁତ୍ୱପୂର୍ଣ୍ଣ ମ୍ୟାଚ…
ସୁଦାନରେ ୪ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ପରେ ୭୨ ଘଣ୍ଟାର ସିଜଫାୟାର ଲାଗୁ, ଖୁବଶୀଘ୍ର ଉଦ୍ଧାର ହୋଇପାରନ୍ତି ଭାରତୀୟ
ଖାରତୋମ,୨୫।୪: ହିଂସାଗ୍ରସ୍ତ ସୁଦାନରେ ଦୁଇ ପକ୍ଷର ଜେନରାଲ ୭୨ ଘଣ୍ଟାର ସିଜଫାୟାର ପାଇଁ ପ୍ରସ୍ତୁତ ହୋଇଯାଇଛନ୍ତି। ଆମେରିକାର ବିଦେଶ ମନ୍ତ୍ରୀ ଏଣ୍ଟନି ବ୍ଲିଙ୍କନ ଏହି ସୂଚନା ଦେଇଛନ୍ତି। ପ୍ରାୟ ୧୦ ଦିନର ଲଢେଇ, ଶହ ଶହ ଲୋକଙ୍କ ମୃତ୍ୟୁ ଓ ବହୁ…
କର୍ନାଟକ ବିଧାନସଭା ନିର୍ବାଚନ: ୫୧୭ଜଣ କଲେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର
ବେଙ୍ଗାଲୁରୁ, ୨୫।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବାର ସୋମବାର ଶେଷ ଦିନ ଥିଲା। ତେବେ ନିର୍ବାଚନ ଅଧିକାରୀ କହିଛନ୍ତି, ୫୧୭ଜଣ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ମୋଟ ୨୬୧୩ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ଏଥିସହିତ…
ଇଣ୍ଡୋନେସିଆରେ ୭.୩ ତୀବ୍ରତାର ଭୂକମ୍ପ, ସୁନାମି ଚେତାବନୀ
ଜାକର୍ତ୍ତା,୨୫।୪: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପର ଇଷ୍ଟନ ଅଂଶରେ ମଙ୍ଗଳବାର) ରେ ୭.୩ ତୀବ୍ରତାର ଏକ ଭୂକମ୍ପ ଘଟିଛି। ଏହା ପରେ ଇଣ୍ଡୋନେସିଆର ଜିଓଫିଜିକ୍ସ ଏଜେନ୍ସି (ବିଏମକେଜି) ମଧ୍ୟ ସୁନାମି ଚେତାବନୀ ଦେଇଛି। ଇଣ୍ଡୋନେସିଆ ଦେଶର ପାଣିପାଗ ବିଭାଗ କହିଛି ଯେ ଭୂକମ୍ପର…
୨୬ ଆଞ୍ଚଳିକ ଦଳଙ୍କୁ ମିଳିଛି ୧୮୯ କୋଟି ଚାନ୍ଦା
ନୂଆଦିଲ୍ଲୀ,୨୫ା୪:୨୦୨୧-୨୨ ଆର୍ଥତ୍କ ବର୍ଷରେ ଦେଶର ୨୬ଟି ଆଞ୍ଚଳିକ ଦଳଙ୍କୁ ମୋଟ ୧୮୯ କୋଟି ଟଙ୍କା ଚାନ୍ଦା ମିଳିଛି। ସେଥିରୁ ୮୫ ପ୍ରତିଶତ ଚାନ୍ଦା କେବଳ ୫ଟି ଦଳକୁ ଯାଇଛି। ତେବେ ବିଜେଡି, ଏଆଇଏଡିଏମ୍କେ, ଏନ୍ଡିପିପି, ଏସ୍ଡିଏଫ୍, ଏଆଇଏଫ୍ବି, ପିଏମ୍କେ ଏବଂ ଜେକେଏନ୍ସି…
ହାଇଦ୍ରାବାଦକୁ ହରାଇ ଦିଲ୍ଲୀର ଦ୍ୱିତୀୟ ବିଜୟ
ହାଇଦ୍ରାବାଦ,୨୫ା୪: ଆଇପିଏଲର ୩୪ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୭ ରନରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଅକ୍ଷର ପଟେଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ(୩୪ ରନ୍ ଓ ୨ ଉଇକେଟ) ବଳରେ ଚଳିତ ସିଜନର ଦ୍ୱିତୀୟ ବିଜୟ ହାସଲ କରିଛି ଦିଲ୍ଲୀ। ପ୍ରଥମେ ବ୍ୟାଟିଂ…
ହାଇଦ୍ରାବାଦ ଆଗରେ ୧୪୫ ରନ୍ର ଟାର୍ଗେଟ ରଖିଲା ଦିଲ୍ଲୀ
ହାଇଦ୍ରାବାଦ,୨୪।୪: ଆଇପିଏଲ-୨୦୨୩ର ୩୪ ତମ ମ୍ୟାଚରେ ସୋମବାର ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଖେଳାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସନରାଇଜର୍ସ ହାଇଦ୍ରାବାଦ ବୋଲିଂ…
Archives


