ସ୍ଥଳଭାଗ ଛୁଇଁଲା ‘ବିପର୍ଯ୍ୟୟ’
ନୂଆଦିଲ୍ଲୀ,୧୬ା୬(ପି.ଟି.): ଆରବସାଗରରେ ୧୦ ଦିନରୁ ଊର୍ଦ୍ଧ୍ୱ ସୃଷ୍ଟି ହୋଇଥିବା ଅତି ଭୀଷଣ ବାତ୍ୟା ‘ବପର୍ଯ୍ୟୟ’ ଗୁରୁବାର ସନ୍ଧ୍ୟାରେ ଗୁଜରାଟର କଚ୍ଛ ଜିଲା ଅନ୍ତର୍ଗତ ଜଖାଉ ବନ୍ଦର ନିକଟରେ ଭୂଭାଗ ଛୁଇଁଛି। ଏହାର ପ୍ରଭାବରେ କଚ୍ଛ ଏବଂ ସୌରାଷ୍ଟ୍ର ଜିଲାରେ ପ୍ରବଳ ବର୍ଷା…
୩ ଘଣ୍ଟା ନବଯୌବନ ଦର୍ଶନ
ପୁରୀ,୧୬ା୬(ଅଜିତ୍ ମହାନ୍ତି): ଚଳିତ ମାସ ୧୯ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନବଯୌବନ ଦର୍ଶନ ଓ ୨୦ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ନବଯୌବନ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡ଼ାନ୍ତ ହୋଇଛି। ଭକ୍ତମାନେ ମାତ୍ର ୩ଘଣ୍ଟା…
ଅଗଷ୍ଟ ୩୧ରୁ ଏସିଆ କପ୍
ନୂଆଦିଲ୍ଲୀ,୧୫ା୬: ଏସିଆ କପ୍ କ୍ରିକେଟକୁ ନେଇ ଲାଗି ରହିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ହାଇବ୍ରିଡ୍ ମଡେଲରେ ଟୁର୍ନାମେଣ୍ଟ ଖେଳାଯିବ ବୋଲି ଏସିଆନ କ୍ରିକେଟ କାଉନ୍ସିଲ (ଏସିସି) ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ୪ଟି ମ୍ୟାଚ୍ ପାକିସ୍ତାନରେ ଏବଂ ୯ଟି ଶ୍ରୀଲଙ୍କାରେ…
ବାତ୍ୟା ‘ବିପର୍ଯ୍ୟୟ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ
ନୂଆଦିଲ୍ଲୀ/ଗାନ୍ଧୀନଗର,୧୫।୬: ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ର ଗୁରୁବାର ସନ୍ଧ୍ୟାରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସନ୍ଧ୍ୟା ପ୍ରାୟ ୬.୪୫ ମିନିଟରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ମଧ୍ୟରାତ୍ର ଯାଏ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ…
ପୁଣି ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ, ଚିନ୍ତାରେ ଜାପାନ
କୋଙ୍ଗୟାଙ୍ଗ,୧୫।୬: ଉତ୍ତର କୋରିଆ ତା’ର ପୂର୍ବ ଉପକୂଳରୁ ଏକ ସନ୍ଦିଗ୍ଧ ବାଲେଷ୍ଟିକ ମିଶାଇଲ ଲଞ୍ଚ କରିଛି। ଏମିତି ଦାବି କରିଛି ଜାପାନର ପ୍ରଧାମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ କରାଯାଇଥିବା ଏକ ଟୁଇଟ। ଉତ୍ତର କୋରିଆ ପକ୍ଷରୁ କଥିତ ବାଲେଷ୍ଟିକ ମିଶାଇଲ ଲଞ୍ଚକୁ ନେଇ…
୯ ଭାରତୀୟଙ୍କୁ ଗିରଫ କଲା ନେପାଳ
କାଠମାଣ୍ଡୁ,୧୫ା୬: ଦେଶର ସୁଦୂର ପଶ୍ଚିମ ପ୍ରଦେଶରେ ବେଆଇନ ଫାର୍ମାସି ଚଳାଇଥିବା ଅଭିଯୋଗରେ ନେପାଳ ପୋଲିସ ୯ ଭାରତୀୟ ନାଗରିକଙ୍କୁ ଗିରଫ କରିଛି। ଜିଲା ପୋଲିସ କାର୍ଯ୍ୟାଳୟର ଇନ୍ସପେକ୍ଟର ଭରତ ରାଜ ଗିରି କହିଛନ୍ତି ଯେ, କାଞ୍ଚନପୁର ଜିଲାର ଦୋଧ୍ରା ଚଡାନି ପୌରପାଳିକାରେ…
ଆତଙ୍କବାଦୀ ଆକ୍ରମଣରେ ଭାରତୀୟ ଛାତ୍ରୀଙ୍କ ମୃତ୍ୟୁ
ଲଣ୍ଡନ,୧୫।୬: ମଧ୍ୟ ଇଂଲଣ୍ଡର ନେଟିଂଘମରେ ଆତଙ୍କବାଦୀ ଆକ୍ରମଣରେ ଜଣେ ଭାରତୀୟ ଛାତ୍ରୀଙ୍କର ମୃତ୍ୟୁ ହୋଇଛି। ସେ ନଟିଘଂମ ବିଶ୍ୱବିଦ୍ୟାଳୟର ଛାତ୍ରୀ ଏବଂ ଜଣେ ଦକ୍ଷ ହକି ଖେଳାଳି ଥିଲେ। ସେ ଇଂଲଣ୍ଡ ଅଣ୍ଡର-୧୮ ହକି ଦଳ ପାଇଁ ଖେଳିଛନ୍ତି ଏଥିସହ ସେ…
ଜାନୁୟାରୀରୁ ମେ ମଧ୍ୟରେ ୬୩୬.୦୭ ଲକ୍ଷ କରିଛନ୍ତି ଘରୋଇ ବିମାନ ଯାତ୍ରା: ଡିଜିସିଏ…
ନୂଆଦିଲ୍ଲୀ,୧୫।୬ : ଜାନୁଆରୀରୁ ମେ ମଧ୍ୟରେ ୬୩୬.୦୭ ଲକ୍ଷ ଲୋକ ଘରୋଇ ବିମାନରେ ଯାତ୍ରା କରିଛନ୍ତି। ଗତ ବର୍ଷ ୨୦୨୨ରେ ଏହି ସମୟ ମଧ୍ୟରେ ଯାତ୍ରୀଙ୍କ ସଂଖ୍ୟା ୪୬୭.୩୭ ଲକ୍ଷ ଥିଲା। ପୂର୍ବ ବର୍ଷ ତୁଳନାରେ ଜାନୁଆରୀରୁ ମେ ମାସରେ ଘରୋଇ…
ଜେଡିୟୁ ଏକ ଛୋଟ ଦୋକାନ, କେତେବେଳେ ଆରଜେଡିରେ ହୋଇଯିବ ବିଲୟ: ଭାଜପା…
ନୂଆଦିଲ୍ଲୀ,୧୫।୬ : ଜାତୀୟ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ବିହାର ଭାଜପାର ବରିଷ୍ଠ ନେତାଙ୍କ ଏକ ବୈଠକରେ ପୂର୍ବତନ ରାଜ୍ୟସଭା ଏମପି ସଞ୍ଜୟ ଜୈସୱାଲ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନିର୍ଦ୍ଧାରିତ ସମୟ ପୂର୍ବରୁ ଲୋକସଭା ନିର୍ବାଚନ ହେବାର ସମ୍ଭାବନା ସମ୍ପର୍କରେ କହିଛନ୍ତି।…
ମୋଦିଙ୍କ ପିତାଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ, କଂଗ୍ରେସ ସଂସ୍କାରହୀନ ପାର୍ଟି ବୋଲି କହିଲା ଭାଜପା…
ଭୋପାଳ,୧୫।୬ : ମଧ୍ୟପ୍ରଦେଶରେ ପୂର୍ବତନ କଂଗ୍ରେସ ସଭାପତି ଅରୁଣ ଯାଦବ ପ୍ରଧାନମନ୍ତ୍ରୀ ମୋଦିଙ୍କ ପିତା ସ୍ବର୍ଗତ ଦାମୋଦର ଦାସ ମୋଦିଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏନେଇ ଭାଜପା କଂଗ୍ରେସକୁ ଘେରିଛି। ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ଅରୁଣ ଯାଦବଙ୍କୁ କଡ଼ା…
ମୋଦିଙ୍କ ପିତାଙ୍କୁ ନେଇ ମନ୍ତବ୍ୟ, ଭାଜପା କହିଲା ଜବାବ ଦେବେ ଜନତା…
ଭୋପାଳ,୧୫।୬ : ମଧ୍ୟପ୍ରଦେଶରେ ପୂର୍ବତନ କଂଗ୍ରେସ ସଭାପତି ଅରୁଣ ଯାଦବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତା ସ୍ବର୍ଗତ ଦାମୋଦର ଦାସ ମୋଦିଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଅରୁଣ ଯାଦବଙ୍କ ଏହି ବିବୃତ୍ତିରେ ଭାଜପା ନେତାମାନେ କ୍ରୋଧିତ ହୋଇଛନ୍ତି। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ…
୨୦୨୪ରେ ବିରୋଧୀ ଏକତାକୁ ମିଳିବନି କିଛି ଲାଭ: ଗୁଲାମନବୀ…
ଶ୍ରୀନଗର,୧୫।୬ : ୫୦ ବର୍ଷ ଧରି କଂଗ୍ରେସରେ ଗାନ୍ଧୀ ପରିବାରର ନିକଟତର ରହିବା ପରେ ଡେମୋକ୍ରାଟିକ ପ୍ରଗତିଶୀଳ ଆଜାଦ ପାର୍ଟି (ଡିପିଏପି) ଗଠନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ କହିଛନ୍ତି ସେ ୨୦୨୪ ପୂର୍ବରୁ କୌଣସି ବିରୋଧୀ ଏକତା…
Archives


