Home Middle

ପଞ୍ଜାବର ଦମ୍‌ଦାର ବିଜୟ

ମୁମ୍ବାଇ,୨୨।୪: ମୁମ୍ବାଇସ୍ଥିତ ଓ୍ବାଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୧ତମ ହାଇସ୍କୋରିଂ ମ୍ୟାଚ୍‌ରେ ପଞ୍ଜାବ ୧୩ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ପଞ୍ଜାବ ୮ ପଏଣ୍ଟ ପାଇ ଟେବୁଲର ପଞ୍ଚମସ୍ଥାନକୁ ଉନ୍ନିତ ହୋଇଛି। ମୁମ୍ବାଇ ଅଧିନାୟକ ରୋହିତ ଶର୍ମା…

ମୁମ୍ବାଇ ଆଗରେ ୨୧୫ ରନ୍‌ର ବିଜୟ ଟାର୍ଗେଟ୍‌

ମୁମ୍ବାଇ,୨୨।୪: ମୁମ୍ବାଇସ୍ଥିତ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୧ତମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ପଞ୍ଜାବ କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮…

ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କୃଷିର ବିକାଶ ଓ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ମଜବୁତ କରିବା ପାଇଁ ପ୍ରୟାସ ଜାରି…

ରାହୁଲ ବାସଭବନ ଛାଡ଼ିବା ସମୟରେ କାନ୍ଦିଲେ ପ୍ରିୟଙ୍କା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୨ା୪: ଲୋକ ସଭା ସଦସ୍ୟତା ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ୧୨ ତୋଗଲକ୍‌ ଲେନରେ ଥିବା ସରକାରୀ ବାସଭବନ ଶନିବାର ଛାଡ଼ି ଦେଇଛନ୍ତି। ଗତ ୧୪ ତାରିଖରେ କାର୍ଯ୍ୟାଳୟ କାଗଜପତ୍ର ସହ ନିଜର କିଛି ସାମଗ୍ରୀ ମାଆ ସୋନିଆ ଗାନ୍ଧୀଙ୍କ…

ଗର୍ଭପାତ ଲାଗି ବ୍ୟବହୃତ ବିବାଦୀୟ ଔଷଧକୁ ବୈଧ କହିଲେ ଆମେରିକା ସୁପ୍ରିମକୋର୍ଟ

ଓ୍ବାଶିଂଟନ,୨୨ା୪: ଆମେରିକୀୟ ସୁପ୍ରିମକୋର୍ଟ ଏକ ରାୟ ପ୍ରକାଶ କରିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଗର୍ଭପାତ ପାଇଁ ମହିଳାମାନେ ବହୁଳ ଭାବେ ବ୍ୟବହାର କରୁଥିବା ‘ମିଫେପ୍ରିଷ୍ଟୋନ’ ଔଷଧକୁ ବୈଧ ଘୋଷଣା କରିଛନ୍ତି ସୁପ୍ରିମକୋର୍ଟ। କିଛିଦିନ ଧରି ଗର୍ଭପାତ ପାଇଁ ବ୍ୟବହୃତ…

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗ

କୋଲକାତା,୨୨ା୪: ପଶ୍ଚିମବଙ୍ଗର ଉତ୍ତର ଦିନାଜପୁରରେ ଜଣେ ଆଦିବାସୀ ନବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ନାବାଳିକା ଜଣଙ୍କ ଟ୍ୟୁସନ ଯାଇ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ପୋଲିସରେ…

ଗୁଜରାଟର ଅବିଶ୍ୱସନୀୟ ବିଜୟ

ଲକ୍ଷ୍ନୌ,୨୨।୪: ଭରତରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୦ତମ ଲୋସ୍କୋରିଂ ମ୍ୟାଚ୍‌ରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଅବିଶ୍ୱସନୀୟ ବିଜୟ ଲାଭ କରିଛି। ଦଳର ମୋହିତ ଶର୍ମାଙ୍କ ଶେଷ ଓଭରରେ ଲକ୍ଷ୍ନୌକୁ ୧୨…

୧୩୫ ରନ୍‌ରେ ଅଟକିଲା ଗୁଜରାଟ

ଲକ୍ଷ୍ନୌ,୨୨।୪: ଭରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ପାଣ୍ଡ୍ୟାଙ୍କ ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ବଳରେ ଗୁଜରାଟ…

‘ଦେଶର ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ରାଜନୀତିରୁ ଫୁରସତ ନାହିଁ, ଆତଙ୍କବାଦୀ ଉଠାଉଛନ୍ତି ଫାଇଦା: ଉଦ୍ଧବ ଶିବସେନା

ନୂଆଦିଲ୍ଲୀ,୨୨।୪: ଶିବସେନାର ଉଦ୍ଦବ ଠାକରେ ଗ୍ରୁପ ପୁଞ୍ଛରେ ସେନା ଗାଡି ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦଳ କହିଛି ଭାଜପାକୁ କେବଳ ରାଜନୀତି ଓ ରାଜନୀତି କରିବା ଜଣା ଅଛି।…

ବାସଭବନ ଛାଡ଼ିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨ା୪: ଲୋକ ସଭା ସଦସ୍ୟତା ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ୧୨ ତୋଗଲକ୍‌ ଲେନରେ ଥିବା ସରକାରୀ ବାସଭବନ ଶନିବାର ଖାଲି କରି ଦେଇଛନ୍ତି । ଗତ ୧୪ ତାରିଖରେ କାର୍ଯ୍ୟାଳୟ କାଗଜପତ୍ର ସହ ନିଜର କିଛି ସାମଗ୍ରୀ ମାଆ…

ଅଜିତ ପାଓ୍ବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯୋଗ୍ୟ: ସଞ୍ଜୟ ରାଉତ

ମୁମ୍ବାଇ,୨୨।୪: ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଶନିବାର କହିଛନ୍ତି, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟିର ନେତା ଅଜିତ ପାଓ୍ବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯୋଗ୍ୟ। କାରଣ ତାଙ୍କ ନିକଟରେ ବ୍ୟାପକ ପ୍ରଶାସନିକ ଅନୁଭବ ରହିଛି। ଏକନାଥ ସିନ୍ଦେଙ୍କୁ ଟାର୍ଗେଟ କରି ରାଉତ…

ଗାଁ ଶ୍ମଶାନରେ ଜଳିଲା ବୀର ଶହୀଦ ଦେବାଶିଷଙ୍କ ଜୁଇ

ସାକ୍ଷୀଗୋପାଳ,୨୨ା୪(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଖଣ୍ଡାୟତ ସାହିର ପୁଅ ତଥା ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ଗାଁ ଶ୍ମଶାନରେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପ୍ରଶାସନ ପକ୍ଷରୁ ଶହୀଦ ଦେବାଶିଷଙ୍କୁ ଗାର୍ଡ ଅଫ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri