କଂଗ୍ରେସକୁ ନୋଟିସ୍ ଯିବା ପରେ ନିର୍ବାଚନ ଆୟୋଗ ଉପରେ ବର୍ଷିଲେ କପିଲ ସିବଲ
ନୂଆଦିଲ୍ଲୀ,୭।୫: କଂଗ୍ରେସ ଓ ଭାଜପା ମଧ୍ୟରେ ନିର୍ବାଚନୀ ପ୍ରସଙ୍ଗ, ହନୁମାନ ଏବଂ କେରଲା ଷ୍ଟୋରି ଇତ୍ୟାଦି ପ୍ରସଙ୍ଗକୁ ନେଇ ବାକ୍ଯୁଦ୍ଧ ଚାଲୁ ରହିଛି। ତେବେ ଏହା ମଧ୍ୟରେ ବରିଷ୍ଠ ଓକିଲ ତଥା ରାଜ୍ୟସଭା ସାଂସଦ କପିଲ ସିବଲ ନିର୍ବାଚନ ଆୟୋଗ ଉପରେ…
‘ଈଶ୍ୱର ରାଜାଙ୍କୁ ରକ୍ଷା କରନ୍ତୁ ’
ଲଣ୍ଡନ, ୭।୫: ଗତବର୍ଷ ସେପ୍ଟେମ୍ବର ୮ରେ ବ୍ରିଟେନର ମହାରାଣୀ ଏଲିଜାବେଥ୍ ୨ୟଙ୍କ ପରଲୋକ ଘଟିଥିଲା। ଏଲିଜାବେଥଙ୍କ ପରେ କିଙ୍ଗ୍ ଚାଲର୍ସ ୩ୟ ହିଁ ଥିଲେ ବ୍ରିଟେନ୍ ରାଜା ହେବା ପାଇଁ ଦାବିଦାର। ପ୍ରିନ୍ସ ଅଫ୍ ଓ୍ବେଲ୍ସର ଭାବେ ବହୁ ବର୍ଷ ଦାୟିତ୍ୱରେ…
ଦେଶରେ ସୁଦୃଢ଼ ହେବ ଇ-କୋର୍ଟ ଭିତ୍ତିଭୂମି: ସିଜେଆଇ
କଟକ ଅଫିସ,୭।୫: ଓଡ଼ିଶା ହାଇକୋର୍ଟ ଭଳି ସୁପ୍ରିମକୋର୍ଟରେ ଇ-କୋର୍ଟ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏଥିପାଇଁ ତୃତୀୟ ପର୍ଯ୍ୟାୟ ଆକ୍ସନ ପ୍ଲାନ୍ କାର୍ଯ୍ୟକାରୀ କରିବା ନିମନ୍ତେ ବୈଷୟିକ ଜ୍ଞାନକୌଶଳର ଉପଯୋଗର ସମ୍ଭାବନାମୟ ଦିଗ ଉପରେ ଆଲୋକପାତ କରିବା ଉଦ୍ଦେଶ୍ୟରେ କଟକସ୍ଥିତ ଜୁଡିସିଆଲ ଏକାଡେମୀଠାରେ…
ଚାହିଦା ଅଛି, ପ୍ରୋତ୍ସାହନ ନାହିଁ
ନୟାଗଡ଼ ଅଫିସ,୭।୫: ନୟାଗଡ଼ର ଆଖୁ ଅଧିକ ଦୋରୁଅ ଓ ଶର୍କରାଯୁକ୍ତ ଥିବାରୁ ଗୁଡ଼ର ଚାହିଦା ବଢ଼ିବାରେ ଲାଗିଛି। ହେଲେ ଏଥିପାଇଁ ସରକାରୀ ପ୍ରୋତ୍ସାହନ ନାହିଁ। ଫଳରେ ଚାଷୀମାନେ କେବଳ ନିଜ ଶ୍ରମ ବିନିଯୋଗ କରି ଏହି ବ୍ୟବସାୟ ଚଳାଇଛନ୍ତି। ନୟାଗଡ଼ ଚିନି…
୭ ୱିକେଟରେ ଜିତିଲା ଡିସି…
ନୂଆଦିଲ୍ଲୀ,୬।୫ : ଆଇପିଏଲ୍ ୨୦୨୩ର ୫୦ ତମ ମ୍ୟାଚରେ ଶନିବାର ନିଜ ଘରୋଇ ଗ୍ରାଉଣ୍ଡ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ବିପକ୍ଷରେ ୭ ୱିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି…
ଘୃଣା ବିସ୍ତାର କରୁଥିବା ଲୋକଙ୍କ ବିରୋଧରେ ହୋଇଥିଲା ଭାରତ ଯୋଡୋ ଯାତ୍ରା: ସୋନିଆ…
ବେଙ୍ଗାଲୁରୁ,୬।୫ : କଂଗ୍ରେସ ନେତା ସୋନିଆ ଗାନ୍ଧୀ ଶନିବାର ଶାସକ ଭାରତୀୟ ଜନତା ପାର୍ଟିକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଘୃଣା ବିସ୍ତାର କରୁଥିବା ଲୋକଙ୍କ ବିରୋଧରେ ଭାରତ ଯୋଡୋ ଯାତ୍ରା କରାଯାଇଛି। ଏହାକୁ ନେଇ ଭାଜପା ସରକାର ବିଚଳିତ…
ଆଲପାଇନ ଆପର ବ୍ୟବହାର କରୁଛନ୍ତି ଆତଙ୍କବାଦୀ, ଚିନ୍ତାରେ ସୁରକ୍ଷା ଏଜେନ୍ସି…
ଶ୍ରୀନଗର,୬।୫ : ସେନା ବିରୋଧରେ ଆତଙ୍କବାଦୀଙ୍କ ସବୁଠାରୁ ବଡ ଅପରେଶନ ଜମ୍ମୁ-କଶ୍ମୀରର ରାଜୌରୀରେ ଅବସ୍ଥିତ କାଣ୍ଡି ଅଞ୍ଚଳରେ ଚାଲିଛି। କିନ୍ତୁ ଏକ ଗୁପ୍ତ ସୂଚନା ଏବେ ସୁରକ୍ଷା ଏଜେନ୍ସିଙ୍କୁ ମିଳିଛି। ସୁରକ୍ଷା ଏଜେନ୍ସି ଅନୁଯାୟୀ, ରାଜୌରୀ ଏବଂ ପୁଞ୍ଚରେ ସକ୍ରିୟ ଥିବା…
ଡିସି ପାଇଁ ବିଜୟ ଲକ୍ଷ୍ୟ ୧୮୨ ରନ…
ନୂଆଦିଲ୍ଲୀ,୬।୫ : ଆଇପିଏଲ୍ ୨୦୨୩ର ୫୦ ତମ ମ୍ୟାଚରେ ଶନିବାର ନିଜ ଘରୋଇ ଗ୍ରାଉଣ୍ଡ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ସହିତ ମୁହାଁମୁହିଁ ହୋଇଥିଲେ। ଟସ ଜିତି ଆରସିବି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ…
କରପ୍ଶନ ରେଟ କାର୍ଡ ନେଇ କଂଗ୍ରେସକୁ ଇସିଙ୍କ ନୋଟିସ, ରବିବାର ସନ୍ଧ୍ୟା ସୁଦ୍ଧା ଜବାବ ଦେବାକୁ ନିର୍ଦ୍ଦେଶ…
ବେଙ୍ଗାଲୁରୁ,୬।୫ : କର୍ନାଟକ ବିଧାନସଭା ନିର୍ବାଚନ ମେ ୧୦ରେ ହେବାକୁ ଯାଉଛି। ଏହା ପୂର୍ବରୁ କରପ୍ଶନ ରେଟ କାର୍ଡ ନେଇ ନିର୍ବାଚନ କମିଶନ(ଇସି) କଂଗ୍ରେସକୁ ନୋଟିସ ଜାରି କରିଛନ୍ତି। ଏହାର ଜବାବ ରବିବାର ସନ୍ଧ୍ୟା ସୁଦ୍ଧା ଦାଖଲ କରିବାକୁ ଇସି କଡ଼ା…
କାମ କରିବ ନି ମୋଦି ଫ୍ୟାକ୍ଟର, ୧୪୧ ଆସନ ଜିତିବ କଂଗ୍ରେସ: ଶିବକୁମାରଙ୍କ ଦୃଢ଼ୋକ୍ତି…
ବେଙ୍ଗାଲୁରୁ,୬।୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ୧୪୧ ଆସନ ଜିତିବ। ରାଜ୍ୟର ଜନସାଧାରଣ ଦଳକୁ କ୍ଷମତାକୁ ଆଣିବେ ବୋଲି କଂଗ୍ରେସ ରାଜ୍ୟ ମୁଖ୍ୟ ଡି କେ ଶିବକୁମାର ଶନିବାର ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରସଙ୍ଗରେ ଦଳ ଯାହା ନିଷ୍ପତ୍ତି…
ସୁନକଙ୍କୁ ଝଟକା, ୧୦୦୦ରୁ ଅଧିକ କାଉନସିଲର ପରାଜିତ…
ଲଣ୍ଡନ,୬।୫ : ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ସ୍ଥାନୀୟ ପୌରପରିଷଦ ନିର୍ବାଚନରେ ଏକ ବଡ଼ ଝଟ୍କା ଲାଗିଛି। ସାରା ଦେଶରେ ଅନୁଷ୍ଠିତ ପୌରପରିଷଦ ନିର୍ବାଚନରେ ସୁନକଙ୍କ କଞ୍ଜରଭେଟିବ ପାର୍ଟି ୪୮ ଟି ପରିଷଦରେ ପରାସ୍ତ ହୋଇଛି। ଏଥିସହ ଦଳର ୧୦୦୦ ରୁ…
ପ୍ରତିଶ୍ରୁତି ଦୋହରାଇଲା ପାକିସ୍ତାନ
ଇସଲାମାବାଦ,୬ା୫: ଶନିବାର ପାକିସ୍ତାନ ଏବଂ ଚାଇନା ବୈଦେଶିକ ମନ୍ତ୍ରୀ କୋଟି କୋଟି ଡଲାର ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପରେ ସହଯୋଗ ଜାରି ରଖିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏହାର ଗୋଟିଏ ଦିନ ପୂର୍ବରୁ ଭାରତ ଶୁକ୍ରବାର ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି)କୁ ସମାଲୋଚନା କରିଥିଲା।…
Archives


