Home Middle

‘ବିଚାରପତିଙ୍କର ବି ପ୍ରଶିକ୍ଷଣର ଆବଶ୍ୟକତା ରହିଛି’, ଲାଇଭ ଷ୍ଟ୍ରିମିଂକୁ ନେଇ କହିଲେ ସିଜେଆଇ

ନୂଆଦିଲ୍ଲୀ,୬।୫: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ କହିଛନ୍ତି ଆଜି ଜଜ ଭାବେ ଆମର ବି ପ୍ରଶିକ୍ଷଣର ଆବଶ୍ୟକତା ରହିଛି। ଆମେ ସୋସିଆଲ ମିଡିଆ ସମୟରେ କାମ କରୁଛୁ। କୋର୍ଟରେ ଆମେ ଯାହାବି କରୁଛୁ ଏହାର ଗୋଟିଏ ଗୋଟିଏ ଶବ୍ଦ ସାର୍ବଜନିକ…

ଦିଲ୍ଲୀରେ ଡିସି-ଆରସିବି ମୁହାଁମୁହିଁ, ବିରାଟଙ୍କ ଯୋଗୁଁ ସମର୍ଥନ ବିଭାଜନ ହେବା ଆଶଙ୍କା…

ନୂଆଦିଲ୍ଲୀ,୬।୫ : ଆଇପିଏଲ୍‌ ୨୦୨୩ର ୫୦ ତମ ମ୍ୟାଚରେ ଶନିବାର ନିଜ ଘରୋଇ ଗ୍ରାଉଣ୍ଡ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ସହିତ ସନ୍ଧ୍ୟା ସାଢ଼େ ୭ଟାରେ ମୁହାଁମୁହିଁ ହେବ। ଦଳ ସାମ୍ନାରେ ଦୁଇଟି ବଡ଼ ଚ୍ୟାଲେଞ୍ଜ…

ଏଲ କ୍ଲାସିକୋ ମ୍ୟାଚରେ ସିଏସକେ-ଏମଆଇ ଲଢ଼େଇ…

ଚେନ୍ନାଇ,୬।୫ : ଆଇପିଏଲ ୨୦୨୩ ର ୪୯ ତମ ମ୍ୟାଚରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଶନିବାର ଚେନ୍ନାଇର ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଅପରାହ୍ନ ସାଢ଼େ ୩ଟାରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ସହିତ ମୁହାଁମୁହିଁ…

ଦୈନିକ ସଂକ୍ରମଣ ୩ ହଜାରରୁ କମ,ସକ୍ରିୟ ମାମଲା ୩୧ ହଜାର ତଳେ…

ନୂଆଦିଲ୍ଲୀ, ୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…

ଇସ୍ରାଏଲର ଆକ୍ରମଣରେ ଦୁଇ ପାଲେଷ୍ଟାଇନ୍‌ ମୃତ

ଜେରୁଜେଲମ୍‌,୬ା୫: ଶନିବାର ଇସ୍ରାଏଲର ଆକ୍ରମଣରେ ଦୁଇ ପାଲେଷ୍ଟାଇନ୍‌ଙ୍କ ମୃତ୍ୟୁ ହୋଇଛି। ତେବେ ଇସ୍ରାଏଲର ସୈନ୍ୟମାନେ ଏନେଇ ପ୍ରତିକ୍ରିୟା ଦେଇନାହାନ୍ତି। ପାଲେଷ୍ଟାଇନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଏହି ସୂଚନା ଦିଆଯାଇଛି। ଏହି ସପ୍ତାହ ପୂର୍ବରୁ ଇସ୍ରାଏଲ ଏବଂ ଗାଜା ମଧ୍ୟରେ ସୀମାବର୍ତ୍ତୀ ଆକ୍ରମଣର…

ଏମ୍‌. ଚିଦାମ୍ବରମ୍‌ ଷ୍ଟାଡିୟମ୍‌ର ପିଚ୍‌କୁ ଦେଖି ଏମିତି ଆକଳନ କରନ୍ତି କ୍ରିକେଟ ପ୍ରେମୀ, ଜାଣନ୍ତୁ ଏ ସମ୍ପର୍କରେ…

ନୂଆଦିଲ୍ଲୀ,୬ା୫: ଆଇପିଏଲର ୨୦୨୩ର ୪୯ ତମ ମ୍ୟାଚ୍‌ ଖୁବ୍‌ ଦମ୍‌ଦାର ହେବାକୁ ଯାଉଛି। କାରଣ ଆଜିର ଏହି ମ୍ୟାଚ୍‌ରେ ଦୁଇଟି ହେଭି ଓ୍ବେଟ୍‌ ଦଳ ପୁଣି ଥରେ ପଡ଼ିଆକୁ ଓହ୍ଲାଉଛନ୍ତି। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ…

କଂଗ୍ରେସ ଫିଲ୍ମ ‘କେରଲା ଷ୍ଟୋରି’ ଉପରେ ପ୍ରତିବନ୍ଧକ ଲଗାଇବାକୁ ଚାହେଁ କିନ୍ତୁ ବିବିସି ଡକ୍ୟୁମେଣ୍ଟାରୀକୁ ନିଷିଦ୍ଧ କରୁବାକୁ ଚାହେଁନି: ହିମନ୍ତ ବିଶ୍ୱ ଶର୍ମା

ବେଙ୍ଗାଲୁରୁ,୬।୫: ଫିଲ୍ମ ‘କେରଲା ଷ୍ଟୋରି’ ରିଲିଜ୍‌ ହୋଇସାରିଥିଲେ ବି ଏହାକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଫିଲ୍ମକୁ ନେଇ ଭାଜପା କଂଗ୍ରେସ ମଧ୍ୟରେ କାଦୁଆଫିଙ୍ଗା ରାଜନୀତି ଚାଲିଥିବା ବେଳେ ଆସାମ ମୁଖ୍ୟମନ୍ତ୍ରୀଙ୍କ ବୟାନ ଚର୍ଚ୍ଚାରେ ଅଛି। କର୍ନାଟକ ନିର୍ବାଚନ ରାଲିରେ…

ସମଲିଙ୍ଗୀ ବିବାହକୁ ବ୍ୟାଧି ବୋଲି କହିଲା ଆରଏସ୍‌ଏସ୍‌

ନୂଆଦିଲ୍ଲୀ,୬।୫: ଦେଶରେ ସମଲିଙ୍ଗୀ ବିବାହକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଥିବାବେଳେ ରାଷ୍ଟୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌)ର ମହିଳା ସଙ୍ଗଠନ ଦାବି କରି କହିଛନ୍ତି ଯେ, ସମଲିଙ୍ଗୀ ସମ୍ପର୍କ ଏକ ପ୍ରକାର ବ୍ୟାଧି। ଯଦି ଏପରି ବିବାହକୁ ଆଇନସମ୍ମତ କରାଯାଏ, ତେବେ ଏହା…

କିଙ୍ଗ ଚାର୍ଲସଙ୍କ ରାଜ୍ୟାଭିଷେକରେ ସାମିଲ ହେବେ ନାହିଁ ମେଘନ ମାର୍କେଲ

ଲଣ୍ଡନ,୬।୫: ବ୍ରିଟେନରେ କିଙ୍ଗ ଚାର୍ଲସଙ୍କର ଶନିବାର ରାଜ୍ୟାଭିଷେକ ହେବାକୁ ଯାଉଛି। ଏହି ଖବର ଏବେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଛି। ହେଲେ ଏବେବି ବ୍ରିଟେନ ରାଜ ପରିବାରରେ ସବୁକିଛି ଠିକ ନାହିଁ। ଗୋଟିଏ ପଟେ କିଙ୍ଗ ଚାର୍ଲସଙ୍କ ରାଜ୍ୟାଭିଷେକ ପାଇଁ ସାରା…

ନଡ୍ଡାଙ୍କ ବୟାନରେ ବର୍ଷିଲେ କେଜ୍‌ରିଓ୍ବାଲ, କହିଲେ ଭାରତ ମହାନ୍‌ ଥିଲା, ରହିଛି…

ନୂଆଦିଲ୍ଲୀ,୬।୫: ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କ ଏକ ବିବୃତି ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ଭାରତକୁ ଏବେ ସହ ତୁଳନା କରିଛନ୍ତି। ସେ କହିଛନ୍ତି, ୯ ବର୍ଷ…

ନିଜ ରାଜାଙ୍କ ରାଜ୍ୟାଭିଷେକ ପାଇଁ ପ୍ରସ୍ତୁତ ବ୍ରିଟେନ, ସାରା ବିଶ୍ୱରୁ ୨୦୦୦ ଅତିଥି ହେବେ ସାମିଲ

ଲଣ୍ଡନ,୬।୫: ଶନିବାର ହେବାକୁ ଯାଉଛି ବ୍ରିଟେନର ନୂଆ ରାଜା ଚାର୍ଲସଙ୍କ ରାଜ୍ୟାଭିଷେକ। ଏହି ରାଜ୍ୟାଭିଷେକ ଲଣ୍ଡନର ଓ୍ବେଷ୍ଟମିନିଷ୍ଟର ଆବେରେ ହେବ। କିଙ୍ଗ ଚାର୍ଲସଙ୍କ ପତ୍ନୀ କାମିଲାଙ୍କର ବି ଭାବି ମହାରାଣୀ ଭାବେ ରାଜ୍ୟାଭିଷେକ ହେବ। ସମ୍ପୂର୍ଣ୍ଣ ବିଶ୍ୱର ନଜର ଏହି କାର୍ଯ୍ୟକ୍ରମ…

କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଜୋରଦାର ପ୍ରସ୍ତୁତି, ମୋଦି ଆରମ୍ଭ କଲେ ୨୬ କିଲୋମିଟର ଲମ୍ବା ରୋଡ ଶୋ’

ବେଙ୍ଗାଲୁରୁ,୬।୫: କର୍ନାଟକ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ବିଜୟୀ ହେବା ଆଶାରେ ସେମାନଙ୍କ ଶକ୍ତି ଲଗାଇ ଦେଇଛନ୍ତି। ଏହି କ୍ରମରେ ଭାରତୀୟ ଜନତା ପାର୍ଟି(ଭାଜପା) ବି ପଛରେ ନାହିଁ। ଭାଜପାର ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri