Home Middle

ଜିଟିକୁ ୧୧୯ ରନ୍‌ ଟାର୍ଗେଟ ଦେଲା ଆର୍‌ଆର୍‌

ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଜାରି ରହିଛି। ରାଜସ୍ଥାନ ରୟାଲ ଗୁଜରାଟ ଟାଇଟନ୍ସ ଆଗରେ ୧୧୯ ରନ୍‌ ବିଜୟ ଲକ୍ଷ୍ୟ ରଖିଛି। ଜୟପୁରର ସଓ୍ବାଇ ମାନସିଂହ ଷ୍ଟାଡିୟମରେ ଚାଲିଥିବା…

ମଣିପୁର ପରେ ମେଘାଳୟରେ ହିଂସାକାଣ୍ଡ, ୧୬ ଗିରଫ

ଶିଲଂ,୫।୫: ଶିଲଂ ମଣିପୁର ପରେ ମେଘାଳୟରେ ହିଂସାକାଣ୍ଡ। ଶୁକ୍ରବାର ମେଘାଳୟର ରାଜଧାନୀ ଶିଲଂରେ କୁକି ଏବଂ ମେଇତି ଦୁଇ ଛାତ୍ରଗୋଷ୍ଠୀ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଏହି ଛାତ୍ରମାନେ ଶିଲଂ କଲେଜ ଏବଂ ୟୁନିଭରସିଟିରେ ପାଠ ପଢୁଛନ୍ତି। ଏହି ମାମଲାରେ ପୋଲିସ…

ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ରାଜସ୍ଥାନ ରୟାଲ୍ସ

ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ରାଜସ୍ଥାନ ରୟାଲ୍ସ ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମୁହାଁମୁହିଁ ହୋଇଛନ୍ତି। ଚଳିତ ଆଇପିଏଲ୍‌ରେ ଆଜି ହେବିଓ୍ବେଟଙ୍କ ଫାଇଟ ଦେଖିବାକୁ ମିଳିବ। ଜୟପୁରର ସଓ୍ବାଇ…

ପୁଣି ଫେରିଲେ ଶରଦ

ମୁମ୍ବାଇ, ୫।୫: ଏନସିପିର ରାଷ୍ଟ୍ରିୟ ଅଧ୍ୟକ୍ଷ ଶରଦ ପାୱାର ତାଙ୍କ ଇସ୍ତଫା ପତ୍ରକୁ ପ୍ରତ୍ୟାହାର କରିଛନ୍ତି। ଶୁକ୍ରବାର ସେ ସାମ୍ବାଦିକ ସମ୍ମିଳନୀରେ କରିଛନ୍ତି, ମୁଁ କାହାର ଭାବନାକୁ ଅପମାନିତ କରିପାରିବି ନାହିଁ। ମୁଁ ଭାବପ୍ରବଣ ହୋଇପଡିଛି ଏବଂ ମୋର ନିଷ୍ପତ୍ତକୁ ଫେରାଇ…

ଜେଟ ଏୟାରୱେଜ ପ୍ରତିଷ୍ଠାତା ନରେଶ ଗୋୟଲଙ୍କ ଉପରେ ସିବିଆଇ ଚଢାଉ

ନୂଆଦିଲ୍ଲୀ,୫।୫: ୫୩୮ କୋଟି ଟଙ୍କା ଠକେଇ ମାମଲାରେ ଜେଟ ଏୟାରୱେଜ ପ୍ରତିଷ୍ଠାତା ନରେଶ ଗୋୟଲଙ୍କ ବିରୋଧରେ ଶୁକ୍ରବାର ସିବିଆଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗୋୟଲଙ୍କ କାର୍ଯ୍ୟାଳୟ ସମେତ ୭ଟି ସ୍ଥାନରେ ସିବିଆଇ ଚଢାଉ କରିଛି। ସିବିଆଇ କହିଛି ଯେ, ଦିଲ୍ଲୀ ଏବଂ…

ରାଜୌରିରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁରେ ୫ ଯବାନ ଶହୀଦ, ଜଣେ ହସ୍ପିଟାଲରେ ଭର୍ତ୍ତି; ଅପରେଶନ ଜାରି

ରାଜୌରି,୫।୫: ଜମ୍ମୁ ସଂଭାଗର ରାଜୌରି ଜିଲାର କଂଡି ଅଞ୍ଚଳରେ ଶୁକ୍ରବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ ଜାରି ରହିଛି। ଉଭୟ ପକ୍ଷରୁ ଗୁଳିବିନିମୟ ଚାଲିଛି। ଏହି ଘଟଣା ସମ୍ପର୍କରେ ସେନା ଏକ ବୟାନ ଜାରି କରି କହିଛି କି ଏନକାଉଣ୍ଟର…

ବିନା ପ୍ରସ୍ତୁତିରେ ରାଷ୍ଟ୍ରପତି ନିର୍ବାଚନ ଲଢିବାକୁ ଘୋଷଣା କଲେ ବାଇଡେନ?

ଓ୍ବାଶିଂଟନ,୫।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୨୦୨୪ ନିର୍ବାଚନରେ ପୁଣିଥରେ ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଦେଲେ ସତ, ହେଲେ ଏଥିପାଇଁ ଏବେ ପର୍ଯ୍ୟନ୍ତ ତାଙ୍କ ପ୍ରସ୍ତୁତି ଦୁର୍ବଳ ଥିବା ଲକ୍ଷ୍ୟ କରାଯାଉଛି। ମିଡିଆ ରିପୋର୍ଟରେ ବାଇଡେନଙ୍କ ଦ୍ୱିତୀୟ ଥର…

ଭୋଟ ବ୍ୟାଙ୍କ ପାଇଁ କେରଲା ଷ୍ଟୋରିକୁ ବିରୋଧ କରୁଛି କଂଗ୍ରେସ

ବେଲାରୀ,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କର୍ନାଟକର ବେଲାରୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଫିଲ୍ମ ଦି କେରଲା ଷ୍ଟୋରି’ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଗତ କିଛି ବର୍ଷ ମଧ୍ୟରେ…

କର୍ନାଟକରେ ହନୁମାନ ଚାଳିସା ପଢିଲେ ସ୍ମୃତି ଇରାନୀ

ବେଙ୍ଗାଲୁରୁ,୫।୫: କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ଭାଜପା ଏବଂ କଂଗ୍ରେସ ମଧ୍ୟରେ ହନୁମାନଙ୍କୁ ନେଇ ରାଜନୀତି ଜାରି ରହିଛି। ତେବେ ଏହି ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କର୍ନାଟକରେ କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରିଛନ୍ତି।…

ବର୍ଷକ ଭିତରେ ଭାରତୀୟ ଦଳ ପାଇଁ ଖେଳିବେ ଏହି କ୍ରିକେଟର କହିଲେ ସେହ୍ବାଗ

ନୂଆଦିଲ୍ଲୀ,୫ା୫: ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ବୀରେନ୍ଦ୍ର ସେହ୍ବାଗ ପଞ୍ଜାବ କିଙ୍ଗ୍ସର ଯୁବ ଓ୍ବିକେଟ କିପର ତଥା ବ୍ୟାଟ୍ସମ୍ୟାନ ଜିତେଶ ଶର୍ମାଙ୍କ ପ୍ରଦର୍ଶନକୁ ନେଇ ଅତ୍ୟନ୍ତ ପ୍ରଭାବିତ ହୋଇଛନ୍ତି। ସେହ୍ବାଗ କହିଛନ୍ତି, ଜିତେଶ ଶର୍ମା ଟି-୨୦ ବ୍ୟାଟିଂର ମୌଳିକ ସନ୍ଧାନ…

ଏସସିଓରେ ଭାରତ ଆତଙ୍କବାଦ କଥା ଉଠାଇବାରୁ ବିଲାଓ୍ବଲ କହିଲେ, କୁଟନୈତିକ ଲାଭ ପାଇଁ ଏହାକୁ ଅସ୍ତ୍ର କରା ନ ଯାଉ

ପଣଜି,୫।୫: ଗୋଆରେ ଚାଲିଥିବା ସାଂଘାଇ ସହଯୋଗ ସଙ୍ଗଠନ(ଏସସିଓ)ର ବହିର୍ବାପ୍ୟାର ମନ୍ତ୍ରୀଙ୍କ ବୈଠକରେ ଭାରତ ଆତଙ୍କବାଦ ଉପରେ କଡା ପ୍ରହାର କରିଛି। ଏହାରି ଭିତରେ ସିଧାସିଧା ଭାବେ କଥାଟି ପାକିସ୍ତାନର ବର୍ହିବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ଜୁଟ୍ଟୋଙ୍କୁ ଯାଇ ଲାଗିଛି। ପାକିସ୍ତାନର ବର୍ହିବ୍ୟାପାର ମନ୍ତ୍ରୀ…

କଂଗ୍ରେସକୁ ମୋଦିଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୫ା୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବେଲାରୀରେ ଭାଜପାର ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ବଜରଙ୍ଗ ଦଳ ଉପରେ ନିଷେଧାଦେଶ ପ୍ରସଙ୍ଗରେ ସେ ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ମୋଦି କହିଛନ୍ତି, ‘କଂଗ୍ରେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri