Home Middle

କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ମମତା, କହିଲେ ସାହସ କରନ୍ତୁ ନାହିଁ…

କୋଲକାତା, ୪।୫: ଦିଲ୍ଲୀର ଯନ୍ତରମନ୍ତରରେ କୁସ୍ତିଯୋଦ୍ଧାମାନେ ବ୍ରିଜ ଭୂଷଣଙ୍କ ବିରୋଧରେ କରୁଥିବା ପ୍ରଦର୍ଶନକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମର୍ଥନ କରିଛନ୍ତିି। ଏହି ପ୍ରସଙ୍ଗରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ଟ୍ବିଟ୍‌ କରି…

ଟସ୍‌ ଜିତିଲା କୋଲକାତା, ବ୍ୟାଟିଂ ନିଷ୍ପତ୍ତି

ହାଇଦ୍ରାବାଦ,୪ା୫: ଆଇପିଏଲ ସିଜିନ ୧୬ର ୪୭ତମ ମ୍ୟାଚ୍‌ ହାଇଦ୍ରାବାଦ ଏବଂ କୋଲକାତା ମଧ୍ୟରେ ଖେଳାଯାଉଛି। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ କୋଲକାତା ନାଇଟ୍‌ ରାଇଡର୍ସର ଅଧିନାୟକ ନୀତିଶ ରାଣା ଟସ୍‌ ଜିତିବା ପରେ ପ୍ରଥମେ ବ୍ୟାଟିଂ…

ଆସନ୍ତାକାଲି ଝଡ଼ବର୍ଷା, ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ମେ’ ୫ରୁ ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ମାଡ଼ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ରାଜ୍ୟର ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…

ବିଦ୍ୟାଳୟରେ ଗୁଳିକାଣ୍ଡ, ୭ ଶିକ୍ଷକ ମୃତ

କାବୁଲ,୪ା୫: ଆଫଗାନିସ୍ତାନ ସୀମା ନିକଟ ଉତ୍ତର-ପଶ୍ଚିମ ପାକିସ୍ତାନର ଏକ ବିଦ୍ୟାଳୟରେ ଗୁରୁବାର ଗୁଳିମାଡ଼ ହେବାରୁ ୭ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାରାଚିନାର ଆଦିବାସୀ ଜିଲାରେ ଘଟିଥିବା ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟରୁ ପ୍ରକାଶ। ବର୍ତ୍ତମାନ ସୁଦ୍ଧା ଗୁଳିମାଡ଼ର କାରଣ ଜଣାପଡ଼ିନାହିଁ।

ମଣିପୁର ହିଂସାକୁ ନେଇ କଠୋର ହେଲେ ସରକାର, ଦଙ୍ଗାକାରୀଙ୍କୁ ଦେଖିଲେ ଗୁଳି କରିବାକୁ ନିର୍ଦ୍ଦେଶ

ଇମ୍ଫାଲ,୪।୫: ମଣିପୁରରେ ଲାଗି ରହିଥିବା ହିଂସା ଘଟଣା ମଧ୍ୟରେ କଠୋର ହୋଇଛନ୍ତି ସରକାର। ଦଙ୍ଗା କରୁଥିବା ଲୋକଙ୍କୁ ଦେଖିଲେ ଗୁଳି କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି କି ସରକାର…

ସେ କେବଳ ବ୍ୟାଟ୍ସମ୍ୟାନ୍‌ ନୁହନ୍ତି, ଜଣେ ଭଲ ଗଣିତଜ୍ଞ ବି: ଶ୍ରୀସନ୍ତ

ନୂଆଦିଲ୍ଲୀ,୪ା୫: ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ ୨୦୨୩ର ୪୭ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ୍‌କୁ ୬ ଓ୍ବିକେଟରେ ପରାସ୍ତ କରି ସିଜିନର ପଞ୍ଚମ ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଓପନର୍‌ ଇଶାନ କିଶାନ ଏବଂ ସୂର୍ଯ୍ୟକୁମାର ଯାଦବ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ମ୍ୟାଚ୍‌…

ଚାଇନା ବୈଦେଶିକ ମନ୍ତ୍ରୀଙ୍କ ସହ ଗୋଆରେ ଦ୍ୱିପାକ୍ଷିକ ବୈଠକ ଆରମ୍ଭ କଲେ ଏସ ଜୟଶଙ୍କର, ସୀମା ବିବାଦକୁ ନେଇ ହୋଇପାରେ ଆଲୋଚନା

ପଣଜି,୪।୫: ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଓ ଚାଇନାର ବୈଦେଶିକ ମନ୍ତ୍ରୀ ଚିନ ଗାଂଗଙ୍କ ମଧ୍ୟରେ ଗୋଆରେ ଗୁରୁବାର ସାଂଘାଇ ସହଯୋଗ ସମ୍ମିଳନ(ଏସସିଓ)ର ଦ୍ୱିପାକ୍ଷିକ ବୈଠକ ଆରମ୍ଭ ହୋଇଛି। ଦୁଇ ନେତାଙ୍କ ମଧ୍ୟରେ ଗତ ଦୁଇ ମାସରେ ଏହା ଦ୍ୱିତୀୟ…

ମନି ଲଣ୍ଡରିଂ ମାମଲାରେ ସିସୋଡିଆଙ୍କୁ ଅଭିଯୁକ୍ତ କଲା ଇଡି, ଦାଖଲ କଲା ଅଢେଇ ହଜାର ପୃଷ୍ଠାର ଚାର୍ଜସିଟ

ନୂଆଦିଲ୍ଲୀ,୪।୫: ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ଗୁରୁବାର ଚାର୍ଜସିଟ ଦାଖଲ କରିଛି। ଏଥିରେ ଇଡି ଆମ ଆଦମୀ ପାର୍ଟି(ଏଏପି) ନେତା ତଥା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କୁ ଅଭିଯୁକ୍ତ ବୋଲି ଦର୍ଶାଇଛି। ଅବକାରୀ…

ରାଜ୍ୟର ବିଭିନ୍ନ ସ୍ଥାନରେ ହନୁମାନ ମନ୍ଦିର ନିର୍ମାଣ କରିବୁ: ଡି.କେ ଶିବକୁମାର

ବେଙ୍ଗାଲୁରୁ, ୪।୫:କର୍ନାଟକ ବିଧାନସଭା ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବା ବେଳେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ହନୁମାନଙ୍କୁ ନେଇ ରାଜନୀତି ଦେଖିବାକୁ ମିଳିଛି। ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଜାରି ଇସ୍ତାହାରରେ ବଜରଙ୍ଗ ଦଳ ଏବଂ ପପୁଲାର ଫ୍ରଣ୍ଟ ଅଫ୍‌…

ଡ୍ରୋନ୍‌ ଆକ୍ରମଣ ପଛରେ ଆମେରିକାର ହାତ ଥିବା କହିଲା ରୁଷିଆ

ମସ୍କୋ,୪ା୫: କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ ପଛରେ ଆମେରିକାର ହାତ ରହିଛି। କିଭ୍‌ ଆମେରିକାର ଆଦେଶରେ ଏହି ଆକ୍ରମଣ କରିଥିଲା। ରୁଷିଆ ଗୁରୁବାର ଏହି ବଡ ଅଭିଯୋଗ ଆଣିଛି। ପ୍ରକୃତରେ କିଭ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ହତ୍ୟା କରିବାକୁ ଚାହୁଁଥିବା ଅଭିଯୋଗ…

‘କେରଲା ଷ୍ଟୋରି’: ସୁପ୍ରିମକୋର୍ଟରେ ଆଉ ଏକ ପିଟିଶନ ଦାଖଲ, ଶୁଣାଣି କରିବାକୁ ମନା କଲେ ପ୍ରଧାନ ବିଚାରପତି

ଥିରୁଭାନନ୍ତପୁରମ୍‌,୪।୫: ଫିଲ୍ମ ‘କେରଲା ଷ୍ଟୋରି’ ଶୁକ୍ରବାର ରିଲିଜ ହେବାକୁ ଯାଉଛି। ତେବେ ଫିଲ୍ମକୁ ନେଇ ବିବାଦ ଜାରି ରହିଛି। ଜମିୟତ ଉଲେମା-ଏ-ହିନ୍ଦର ଆଇନଜୀବୀ ‘କେରଲା ଷ୍ଟୋରି’ ବିରୋଧରେ ପୁଣି ଥରେ ସୁପ୍ରିମକୋର୍ଟରେ ମାମଲା ଦାୟର କରିଛନ୍ତି। କିନ୍ତୁ ଜମିୟତ ଓକିଲଙ୍କ ଆବେଦନ…

ଗୋଆ ପହଞ୍ଚିଲେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ

ପଣଜୀ,୪।୫: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଭାରତ ଗସ୍ତରେ ଆସିଛନ୍ତି। ବିଲାଓ୍ବଲ ଗୁରୁବାର ଦିନ ଗୋଆରେ ପହଞ୍ଚିଛନ୍ତି। ଏଠାରେ ସେ ଚାଇନାର ଅନୁଗାମି ସାଂଘାଇ କୋଅପରେଶନ ଅର୍ଗାନାଇଜେଶନ(ଏସସିଓ)ର ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଯୋଗଦେବେ। ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri