ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା: ଗୋଟିଏ ପରିବାରର ୧୦ ମୃତ
ରାୟପୁର,୪।୫: ଛତିଶଗଡର ଧାମତରୀ ଜିଲରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ସନ୍ଧ୍ୟାରେ ଏକ ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଗୋଟିଏ ପରିବାରର ଅତି କମରେ ୧୦ ଜଣ ସଦସ୍ୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସଡ଼କ ଦୁର୍ଘଟଣାରେ ଶିଶୁ ସମେତ…
ଆଜିଠୁ ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତ
ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସୁଛନ୍ତି। ଜନ୍ମମାଟିରେ ପହଞ୍ଚତ୍ବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶାଶୁଘର ଗଁା ପାହାଡ଼ପୁରଠାରୁ ଆରମ୍ଭକରି ରାଇରଙ୍ଗପୁର ବାସଭବନ, ଶିମିଳିପାଳ…
ବର୍ତ୍ତିଯାଇପାରେ ଓଡ଼ିଶା
ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୬ କିମ୍ବା ୭ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ଘନୀଭୂତ ହୋଇ ୮ ତାରିଖରେ ଲଘୁଚାପରେ ପରିଣତ ହେବ। ମେ ୯…
୬ ଉଇକେଟରେ ମୁମ୍ବାଇ ବିଜୟୀ
ଚଣ୍ଡିଗଡ,୪।୫: ଆଇପିଏଲ ସିଜିନ ୧୬ର ୪୫ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ବୁଧବାର ମୋହାଲିର ପଞ୍ଜାବ କ୍ରିକେଟ ଆସେସିଏଶନ ଆଇଏସ ବିନ୍ଦ୍ରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଛି। ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ଧାର୍ଯ୍ୟ ୨୦ ଓଭରରେ ୩…
ମୁମ୍ବାଇ ପାଇଁ ୨୧୫ ରନର ବିଜୟ ଲକ୍ଷ୍ୟ…
ଚଣ୍ଡିଗଡ,୩।୫: ଆଇପିଏଲ ସିଜିନ ୧୬ର ୪୫ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ବୁଧବାର ମୋହାଲିର ପଞ୍ଜାବ କ୍ରିକେଟ ଆସେସିଏଶନ ଆଇଏସ ବିନ୍ଦ୍ରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ଧାର୍ଯ୍ୟ ୨୦ ଓଭରରେ ୩…
ବର୍ଷା ଯୋଗୁ ଲକ୍ଷ୍ନୌ-ଚେନ୍ନାଇ ମ୍ୟାଚ ରଦ୍ଦ
ଲକ୍ଷ୍ନୌ,୩।୫: ଆଇପିଏଲ ସିଜିନ ୧୬ର ୪୪ ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ବୁଧବାର ଲକ୍ଷ୍ନୌର ଅଟଳ ବିହାରୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ମ୍ୟାଚ ପୂରା ହୋଇପାରିଲାନି। ପ୍ରଥମ ଇନିଂସର ଶେଷ ଓଭରରେ ବର୍ଷା…
ଡିଜି ପାହ୍ୟାକୁ ଗଲେ ୩ ଆଇପିଏସ୍
ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଜ୍ୟର ୩ ବରିଷ୍ଠ ଆଇପିଏସ୍ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ସୁଧାଂଶୁ ଷଡ଼ଙ୍ଗୀ ଏବଂ ଅରୁଣ ଷଡ଼ଙ୍ଗୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ମୁମ୍ବାଇ ଇଣ୍ଡିଆନ୍ସ
ଚଣ୍ଡିଗଡ,୩।୫: ଆଇପିଏଲ ସିଜିନ ୧୬ର ୪୫ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ବୁଧବାର ମୋହାଲିର ପଞ୍ଜାବ କ୍ରିକେଟ ଆସେସିଏଶନ ଆଇଏସ ବିନ୍ଦ୍ରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ଟସ୍ ଜିତି ବୋଲିଂ…
ପୁଟିନଙ୍କୁ ହତ୍ୟା ଉଦ୍ୟମ: ଅଭିଯୋଗ ଆଣିଲା ରୁଷିଆ
ମସ୍କୋ,୩।୫: ବୁଧବାର ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ରୁଷିଆ ଅଭିଯୋଗ କରିଛି। ରୁଷିଆ କହିଛି, ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବା ପାଇଁ ମସ୍କୋ ଉପରେ ଡ୍ରୋନ ମାଧ୍ୟମରେ ଆକ୍ରମଣ କରିଛି। ହେଲେ ରୁଷିଆ…
ଅଗ୍ରିଆ ସମାଜ ପାଇଁ ଜମି, ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୫(ବ୍ୟୁରୋ): ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ। କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲାରେ ବସବାସ କରିଥାନ୍ତି। ନିକଟରେ ଏହି…
ସଞ୍ଜୟ ସିଂଙ୍କୁ କ୍ଷମା ମାଗିନାହିଁ ଇଡି
ନୂଆଦିଲ୍ଲୀ,୩।୫: ଆମ ଆଦମୀ ପାର୍ଟି ଏମପି ସଞ୍ଜୟ ସିଂ ବୁଧବାର ତାଙ୍କର ଅଫିସିୟାଲ ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଜାରି କରିଥିଲେ। ଏଥିରେ ସେ ଦାବି କରିଥିଲେ କି ଦିଲ୍ଲୀ ଅବକାରୀ ନୀତି ଘୋଟାଲା ମାମଲାରେ ଚାର୍ଜସିଟରେ ତାଙ୍କ ନାମ ଉଲ୍ଲେଖ…
ଥରିଲା ଆଫଗାନିସ୍ତାନ
କାବୁଲ,୩ା୫: ଆଫଗାନିସ୍ତାନରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍ ସେସ୍ମୋଲୋଜି ଅନୁଯାୟୀ, ଆଫଗାନିସ୍ତାନର ସ୍ଥାନୀୟ ସମୟ ଅପରାହ୍ନ ୩ଟା ୨୧ରେ କମ୍ପନ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ମାପ କରାଯାଇଛି। ଖବର ଲେଖାହେବା ସୁଦ୍ଧା…
Archives


