Home Middle

‘ୟୁପି-ବିହାରର ଶ୍ରମିକ ଗୋଆରେ…’ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କ ବୟାନକୁ ନେଇ ରାଗିଲେ ତେଜସ୍ବୀ

ପଣଜି,୩।୫: ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ଉତ୍ତର ପ୍ରଦେଶ ଓ ବିହାରର ୯୦ ପ୍ରତିଶତ ଶ୍ରମିକ ଗୋଆରେ ଅପରାଧ କରୁଛନ୍ତି। ତାଙ୍କର ଏହି ବୟାନକୁ ନେଇ ରାଜନୀତି ହୋଇଛି ସରଗରମ।…

ଅତିକ-ଅଶରଫ ମାମଲା ପରେ ଭୟ କଲେଣି ମୁଖତାର ଅଂସାରି

ନୂଆଦିଲ୍ଲୀ,୩।୫: ଅତିକ ଅହମଦ ଓ ଅଶରଫ ଅହମଦଙ୍କ ହତ୍ୟା ପରେ ମାଫିଆ ମୁଖତାର ଅଂସାରି ଡରି ଯାଇଛନ୍ତି। ଗ୍ୟାଙ୍ଗଷ୍ଟରରୁ ରାଜନେତା ହୋଇଥିବା ପୂର୍ବାଞ୍ଚଳର ମାଫିଆ ଡନ ମୁଖତାର ଅଂସାରି ଆହ୍ଲାବାଦ ହାଇକୋର୍ଟରେ ସୁରକ୍ଷା ପାଇଁ ଆବେଦନ କରିଛନ୍ତି। ମୁଖତାରଙ୍କ ପତ୍ନୀ ଆଫଶା…

ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ ଅଫିସ,୩ା୫: ସମୁଦ୍ରରେ ଗାଧୋଉଥିବା ବେଳେ ବୁଡ଼ିଯାଇ ବୁଧବାର ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଆଉ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମୁଦ୍ରର ୧୩ ନମ୍ବର ଜୋନ୍‌ ଅଞ୍ଚଳରେ ଗାଧୋଉଥିବା ବେଳେ ଏହି ଅଘଟଣ ଘଟିଛି।…

ଖୁବ୍‌ଶୀଘ୍ର ସୁସ୍ଥ ହୋଇ ପଡ଼ିଆକୁ ଫେରିବେ ଏହି କ୍ରିକେଟର

ନୂଆଦିଲ୍ଲୀ,୩ା୫: ଆର୍‌ସିବି ଫ୍ୟାନ୍‌ଙ୍କ ପାଇଁ ଖୁସି ଖବର। କାରଣ ଭାରତୀୟ କ୍ରିକେଟର ରଜତ ପଟିଦାର ସଫଳତାର ସହ ତାଙ୍କର ଅସ୍ତ୍ରୋପଚାର କରାଇଛନ୍ତି। ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ଖେଳୁଥିବା ହିଟର ରଜତ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି।…

ସନ୍ୟାସ ନେବେନି ଧୋନି !…

ଲକ୍ଷ୍ନୌ,୩।୫ : ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ବିଷୟରେ କୁହାଯାଉଛି , ସେ ବର୍ତ୍ତମାନର ଆଇପିଏଲ ସିଜନ ପରେ ପେଶାଦାର କ୍ରିକେଟରୁ ଅବସର ନେବେ। ପ୍ରଶଂସକ ଏବଂ କ୍ରିକେଟ ବିଶେଷଜ୍ଞମାନେ ଭାବୁଛନ୍ତି, ମାହି ଆସନ୍ତା ସିଜିନରୁ ଏହି…

ଟସ ଜିତିଲା ସିଏସକେ, ପ୍ରଥମେ ବୋଲିିଂ…

ଲକ୍ଷ୍ନୌ,୩।୫ : ଆଇପିଏଲ ସିଜିନ ୧୬ର ୪୪ ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମୁହାଁମୁହିଁ ହୋଇଛନ୍ତି। ଲକ୍ଷ୍ନୌର ଅଟଳ ବିହାରୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ପ୍ରଥମେ…

ସ୍କୁଲରେ ଗୁଳିମାଡ଼ ଘଟଣା: ୮ ଛାତ୍ରଙ୍କ ସମେତ ୯ ମୃତ

ବେଲଗ୍ରେଡ୍‌,୩ା୫ : ସର୍ବିଆର ରାଜଧାନୀ ବେଲ୍‌ଗ୍ରେଡ୍‌ରେ ଏକ ସ୍କୁଲରେ ବୁଧବାର ଜଣେ ୧୪ ବର୍ଷର ନାବାଳକ କିଛି ଛାତ୍ର ଏବଂ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇବାରୁ ୮ ଜଣ ଛାତ୍ର ଏବଂ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏହି ଘଟଣାକୁ…

ଟ୍ରେନରେ ଯାତ୍ରା କରିବେ ବିଲେଇ-କୁକୁର: ଅନଲାଇନରେ ଟିକଟ ବୁକିଂ…

ନୂଆଦିଲ୍ଲୀ,୩।୫ : ପ୍ରାଣୀପ୍ରେମୀଙ୍କ ପାଇଁ ଭାରତୀୟ ରେଳ ଏକ ଖୁସି ଖବର ଆଣିଛି। ରେଳ ମନ୍ତ୍ରଣାଳୟ ବର୍ତ୍ତମାନ କୁକୁର ଏବଂ ବିଲେଇଙ୍କ ପାଇଁ ଅନଲାଇନ ଟିକେଟ ବୁକିଂ ଲାଗି ଏକ ପ୍ରସ୍ତାବ ପ୍ରସ୍ତୁତ କରିଛି। ରେଳବାଇର ଏହି ନୂତନ ସୁବିଧା ସହିତ…

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଅର୍ଥାତ୍‌ ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ରାଷ୍ଟ୍ରପତିଙ୍କ ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ରାଇରଙ୍ଗପୁର, ପାହାଡ଼ପୁର ଏବଂ ବାରିପଦାରେ କିଛି କାର୍ଯ୍ୟକ୍ରମରେ ଯୋଗଦେବେ।…

ପାଓ୍ବାର ହଟିବା ପରେ କଂଗ୍ରେସ-ଉଦ୍ଧବ ସେନାରେ ଫାଟ…

ମୁମ୍ବାଇ,୩।୫ : ମହାରାଷ୍ଟ୍ରର ଭେଟେରାନ ନେତା ଶରଦ ପାୱାର ଏନସିପି ମୁଖ୍ୟ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି। ବର୍ତ୍ତମାନ ଏହା ସହ ରାଜ୍ୟରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଶରଦ ପାୱାରଙ୍କର ଏହି ନିଷ୍ପତ୍ତି ପରେ ମହା ବିକାଶ ଆଙ୍ଘାଡି…

ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତଙ୍କ ପରିବାର ପାଇଁ ସହାୟତା ରାଶି ବଢ଼ିଲା

ଭୁବନେଶ୍ୱର,୩ା୫(ବ୍ୟୁରୋ): ମନୁଷ୍ୟ ଓ ବନ୍ୟପ୍ରାଣୀଙ୍କ ମଧ୍ୟରେ ସଂଘର୍ଷ ଘଟି ରାଜ୍ୟରେ ପ୍ରତିବର୍ଷ ବହୁ ଲୋକ ମୃତାହତ ହେଉଛନ୍ତି। ଏଥିସହିତ ହାତୀମାନେ ଘରଦ୍ବାରା ଭାଙ୍ଗିବା ସହ ଫସଲ ନଷ୍ଟ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି…

୧୦୦ କୋଟିଙ୍କ ପାଖରେ ପହଞ୍ଚିଛି ମନ କି ବାତ କାର୍ଯ୍ୟକ୍ରମ: ପିପିଆରସି ରିପୋର୍ଟ…

ନୂଆଦିଲ୍ଲୀ,୩।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ କାର୍ଯ୍ୟକ୍ରମ ମନ କି ବାତର ୧୦୦ ତମ ସଂସ୍କରଣ ୩୦ ଏପ୍ରିଲରେ ପ୍ରସାରିତ ହୋଇଥିଲା। ପିପିଆରସି ଦ୍ୱାରା କରାଯାଇଥିବା ଏକ ଅନୁସନ୍ଧାନରେ ଦାବି କରାଯାଇଛି, ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ଯୋଗୁଁ ଶ୍ରମିକଙ୍କ ଆର୍ଥିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri