Home Middle

ଦଳିତ ଯୁବତୀଙ୍କୁ ପୋଲିସର ଗଣବଳାତ୍କାର ପରେ ହତ୍ୟା

ଜୟପୁର, ୨୨ା୬ : ରାଜସ୍ଥାନର ବିକାନେର ଜିଲାରେ ଜଣେ ୨୦ ବର୍ଷୀୟା ଦଳିତ ଛାତ୍ରୀ କୋଚିଂ କ୍ଲାସ୍‌ ଯାଉଥିବାବେଳେ ତାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ୨ ଜଣ ପୋଲିସ କର୍ମଚାରୀଙ୍କ ସନ୍ଦେହଜନକ ଭୂମିକା ରହିଥିବାରୁ ସେମାନଙ୍କୁ ନିଲମ୍ବନ କରାଯାଇଛି। ପୀଡ଼ିତାଙ୍କ…

ପ୍ରଶ୍ୱାସରେ ମାଇକ୍ରୋପ୍ଲାଷ୍ଟିକ୍‌

ଓ୍ବାଶିଂଟନ୍‌,୨୨।୬,ଜ୍ୟୋର୍ତିମୟୀ ସେଠୀ: ଦୈନନ୍ଦିନ ଜୀବନରେ ପ୍ଳାଷ୍ଟିକ୍‌ର ବ୍ୟବହାର ବଢ଼ିଚାଲିଛି। ଫଳରେ ପୁନଃଚକ୍ରଣ ହୋଇପାରୁ ନ ଥିବା ପ୍ଲାଷ୍ଟିକ୍‌ ବର୍ଷ ବର୍ଷ ଧରି ଗୋଟିଏ ସ୍ଥାନରେ ଜମା ହୋଇ ମାଇକ୍ରୋ ବା ଅତି କ୍ଷୁଦ୍ର ପ୍ଲାଷ୍ଟିକ୍‌ରେ ପରିଣତ ହେଉଛି। ଏହି ଅତି କ୍ଷୁଦ୍ର…

ଆଗୁଆ ନିର୍ବାଚନ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ମୋଦି

ପଣଜୀ, ୨୨ା୬(ପି.ଟି.): ୨୦୨୪ ପୂର୍ବରୁ ଦେଶରେ ଆଗୁଆ ସାଧାରଣ ନିର୍ବାଚନ ହେବା ନେଇ ଚାଲିଥିବା ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ବୁଧବାର ଗୋଆରେ ଜି୨୦ ପର୍ଯ୍ୟଟନ ମନ୍ତ୍ରୀସ୍ତରୀୟ ବୈଠକର ଉଦ୍‌ଘାଟନ ଅଧିବେଶନରେ ମୋଦିଙ୍କ ରେକର୍ଡ ହୋଇଥିବା ବାର୍ତ୍ତା ପରିବେଷଣ…

ଗୁରୁଗ୍ରାମରେ ବର୍ଷାବିତ୍ପାତ

ନୂଆଦିଲ୍ଲୀ,୨୨।୬ : ଦିଲ୍ଲୀ ଗୁରୁଗ୍ରାମ ରାସ୍ତାରେ ବୁଧବାର ବହୁଘଣ୍ଟା ଧରି ଲଗାଣ ବର୍ଷା ହେବା ପରେ ସ୍ଥାନୀୟ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି। ବିଭିନ୍ନ ସ୍ଥାନରେ ପାଣି ଜମାହେବା ଫଳରେ ଗାଡ଼ି ମୋଟର ଯିବା ଆସିବା ଏବଂ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।…

ମହାଶକ୍ତି ଭାବେ ଭାରତର ଉତ୍ଥାନକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ/ନ୍ୟୁୟର୍କ, ୨୨ା୬,(ଅରୂପାନନ୍ଦ ଦେଠୀ): ଏକ ମହାଶକ୍ତି ଭାବେ ଭାରତର ଉତ୍ଥାନକୁ ଆମେରିକା ସମର୍ଥନ କରେ ଓ ଆଗାମୀ ଦିନରେ ଏହା ଜାରି ରହିବ। ହ୍ବାଇଟ୍‌ ହାଉସ୍‌ରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚସ୍ତରୀୟ କଥାବାର୍ତ୍ତା ପୂର୍ବରୁ ପରରାଷ୍ଟ୍ର…

ମଣିପୁର ଜଳୁଛି, ମୋଦି ପାରୁନାହାନ୍ତି

ନୂଆଦିଲ୍ଲୀ/ କୋହିମା/ ଗୁଆହାଟୀ,୨୨ା୬(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁର ଦୀର୍ଘ ୫୦ ଦିନ ହେଲା ଜଳୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାଣିଶୁଣି ନୀରବ ରହି ଏହି ହିଂସା ପ୍ରଭାବିତ ରାଜ୍ୟକୁ ଅଣଦେଖା କରୁଛନ୍ତି। ମୋଦି ନିଜ କର୍ତ୍ତବ୍ୟ ସମ୍ପାଦନରେ ସମ୍ପୂର୍ଣ୍ଣ…

ଶାହାଙ୍କୁ ଭେଟିଲେ ଜିତନ୍‌ରାମ ମାନ୍‌ଝି

ନୂଆଦିଲ୍ଲୀ, ୨୨ା୬ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶୁକ୍ରବାର ବିରୋଧୀ ଦଳଗୁଡ଼ିକର ମିଳିତ ବୈଠକ ଆୟୋଜନ କରୁଥିବାବେଳେ ହିନ୍ଦୁସ୍ତାନୀ ଆଓ୍ବାମ ମୋର୍ଚ୍ଚା (ଏଚ୍‌ଏଏମ୍‌) ଅଧ୍ୟକ୍ଷ ଜିତନ୍‌ରାମ ମାନ୍‌ଝି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିବା ତାଙ୍କ ପାଇଁ ଶକ୍ତ ଧକ୍କା…

ମୋଦି ସରକାର ଗରିବ ବିରୋଧୀ: କଂଗ୍ରେସ

ନୂଆଦିଲ୍ଲୀ, ୨୨ା୬(ପି.ଟି.) : କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଗରିବ ବିରୋଧୀ ବୋଲି ବୁଧବାର କଂଗ୍ରେସ ଅଭିଯୋଗ କରିଛି। ଖୋଲା ବଜାର ବିକ୍ରି ଯୋଜନା (ଓଏମ୍‌ଏସ୍‌ଏସ୍‌)ରେ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଖାଦ୍ୟଶସ୍ୟ ବିକ୍ରି ବନ୍ଦ କରିଦେଇଛନ୍ତି। କର୍ନାଟକ ସରକାରଙ୍କ ଅନ୍ନ ଭାଗ୍ୟ…

ସ୍ଥାନୀୟ ସରକାରଙ୍କ ଆଇନ ମାନିବା ବ୍ୟତୀତ ଟୁଇଟରର ଅନ୍ୟ ପନ୍ଥା ନାହିଁ: ଏଲନ୍‌ ମସ୍କ

ନ୍ୟୁୟର୍କ, ୨୨ା୬ : ଯେକୌଣସି ଦେଶରେ ସ୍ଥାନୀୟ ସରକାରଙ୍କ ଆଇନକୁ ମାନିବା ବ୍ୟତୀତ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମର ଅନ୍ୟ ବିକଳ୍ପ ନାହିଁ ବୋଲି ଟୁଇଟର ମୁଖ୍ୟ ଏଲନ୍‌ ମସ୍କ ବୁଧବାର କହିଛନ୍ତି। ୩ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ସମୟରେ…

ଜାତିସଂଘରେ ମୋଦିଙ୍କ ଯୋଗ କାର୍ଯ୍ୟକ୍ରମର ବିଶ୍ୱ ରେକର୍ଡ

ନ୍ୟୁୟର୍କ, ୨୨ା୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଆମେରିକା ଗସ୍ତର ଦ୍ୱିତୀୟ ଦିନରେ ବୁଧବାର ନ୍ୟୁୟର୍କସ୍ଥିତ ଜାତିସଂଘ ଭବନରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ। ଯୋଗ ସମସ୍ତ କପିରାଇଟ୍‌, ପ୍ୟାଟେଣ୍ଟ ଏବଂ ରୟାଲିଟିରୁ ମୁକ୍ତ। ଏହା…

ସୁନ୍ଦରବନର ହତଭାଗା ସୁନ୍ଦରୀ

କୋଲକାତା,୨୨ା୬ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ବିଶ୍ୱର ଅନ୍ୟତମ ପ୍ରାକୃତିକ ବିସ୍ମୟ ସୁନ୍ଦରବନ। ଭାରତ ଓ ବାଂଲାଦେଶ ମଧ୍ୟରେ ପରିବ୍ୟାପ୍ତ ଏହି ତ୍ରିକୋଣ ଭୂମି ହେନ୍ତାଳ ବନରେ ପରିପୂର୍ଣ୍ଣ। ଚିରହରିତ୍‌ ବର୍ଷାରଣ୍ୟ ଭିତରକୁ ଅଗ୍ରସର ହେଲେ ପର୍ଯ୍ୟଟକ ବିମୋହିତ ହୁଅନ୍ତି ଏହାର ସୌନ୍ଦର୍ଯ୍ୟରେ।…

ଇଚ୍ଛାକୃତ ଋଣ ଖିଲାପକାରୀଙ୍କୁ ଦଣ୍ଡ ଫାଙ୍କିବା ସୁଯୋଗ

ନୂଆଦିଲ୍ଲୀ,୨୨ା୬ : ଟେକ୍ନିକାଲ ରାଇଟ୍‌-ଅଫ୍ସର ତାତ୍ପର୍ଯ୍ୟ ହେଉଛି, ଏକ ବ୍ୟାଙ୍କ ବକେୟା ରାଶି ଆଦାୟ ଅଧିକାର ତ୍ୟାଗ ନ କରି ନିଜ ଖାତାରୁ ଏନ୍‌ପିଏକୁ ହଟାଇବା। ଅର୍ଥାତ୍‌ ଋଣକୁ ସମ୍ପତ୍ତି ଆକାରରେ ନ ଦେଖାଇ ବ୍ୟାଙ୍କ ଟଙ୍କା ଆଦାୟ ଉଦ୍ୟମ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?