Home Middle

ମହାତ୍ମା ଗାନ୍ଧୀଙ୍କ ନାତି ଅରୁଣ ଗାନ୍ଧୀଙ୍କ ପରଲୋକ

ନୂଆଦିଲ୍ଲୀ,୨।୫: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ନାତି ତଥା ସାମାଜିକ- ରାଜନୈତିକ କାର୍ଯ୍ୟକର୍ତ୍ତା ଅରୁଣ ଗାନ୍ଧୀଙ୍କ ମଙ୍ଗଳବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ମହାରାଷ୍ଟ୍ରର କୋହ୍ଲାପୁରରେ ଦେହାନ୍ତ ହୋଇଛି। ତେବେ କୋହ୍ଲାପୁରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବା ନେଇ ଅରୁଣ ଗାନ୍ଧୀଙ୍କ…

କାନାଡାରେ ମିଶନ ମିଲେଟ ଏବଂ ସ୍ବରାଜ ଏକ ଗାଥା ଆୟୋଜନ, ଭାରତୀୟ ରାଜ୍ୟର ପାରମ୍ପରିକ ବ୍ୟଞ୍ଜନ ସାମିଲ

ଟୋରୋଣ୍ଟୋ,୨।୫: କାନାଡାର ସହର ଟୋରୋଣ୍ଟୋରେ ‘ରେଡିଓ ଡିସୁମ’ ଓ ‘କନସଲେଟ ଜେନରାଲ ଅଫ ଇଣ୍ଡିଆ, ଟୋରୋଣ୍ଟୋ’ର ସହଯୋଗରେ ପ୍ରଥମ କରି ‘ ମିଲେଟ ମେଳା’ ଓ ‘ସ୍ବରାଜ-ସ୍ବତନ୍ତ୍ରତା କି ଗାଥା’ର ଆୟୋଜନ ରବିବାର ଅର୍ଥାତ୍‌ ୩୦ ଏପ୍ରିଲରେ ବଡ ଧୁମଧାମରେ କରାଯାଇଛି।…

‘ଦି କେରଲା ଷ୍ଟୋରି’: କାହାଣୀକୁ ସତ ପ୍ରମାଣିତ କଲେ ୧କୋଟି ଟଙ୍କା ଦିଆଯିବ: ମୁସଲିମ୍‌ ୟୁଥ୍‌ ଲିଗ୍‌

ଥିରୁଭାନନ୍ତପୁରମ୍‌,୨।୫: ଫିଲ୍ମ ‘ଦି କେରଲା ଷ୍ଟୋରି’ ରିଲିଜ୍‌ ହେବା ପୂର୍ବରୁ ଜାତୀୟ ରାଜନୀତିରେ ଝଡ ସୃଷ୍ଟି ହୋଇଛି। ଏହି ଫିଲ୍ମକୁ ନେଇ ମୁସଲିମ୍‌ ୟୁଥ୍‌ ଲିଗ୍‌ ତୀବ୍ର ବିରୋଧ କରିଛି। ତେବେ ଏ ନେଇ କେରଳ ରାଜ୍ୟ କମିଟିିର ପ୍ରତିକ୍ରିୟା ସାମ୍ନାକୁ…

ମା’ କାଳୀଙ୍କ ଆପତ୍ତିଜନକ ଫଟୋ ଟୁଇଟ କରିବା ପରେ କ୍ଷମା ମାଗିଲା ୟୁକ୍ରେନ

କ୍ୱିଭ,୨।୫: ରୁଷିଆ ସହ ୟୁକ୍ରେନର ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ଯୁଦ୍ଧ ମଧ୍ୟରେ ଏବେ ୟୁକ୍ରେନ ଏମିତି ଏକ କାମ କରିଛି ଯାହା ଭାରତୀୟଙ୍କ ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇଛି। ଏବେ କିନ୍ତୁ ସେ ଏହି କାର୍ଯ୍ୟ…

ଫସାଇବା ପାଇଁ ନାବାଳିକାର ବ୍ୟବସ୍ଥା କରିଥିଲେ ପୁନିଆ: ବ୍ରିଜ୍‌ ଭୂଷଣ

ନୂଆଦିଲ୍ଲୀ, ୨।୫: ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ମୁଖ୍ୟ ତଥା ଯୌନ ଉତ୍ପୀଡ଼ନର ଅଭିଯୁକ୍ତ ବ୍ରିଜ୍‌ ଭୂଷଣ ସିଂ ରେସଲର୍‌ମାନଙ୍କ ବିରୋଧରେ ଏକ ନୂଆ ଅଭିଯୋଗ ଆଣିିଛନ୍ତି। ସେ କହିଛନ୍ତି ଯେ, ପସ୍କୋ ଅଧିନିୟମ ଅନୁଯାୟୀ ମୋ ଉପରେ ନିର୍ଯାତନା…

କୋହଲି-ଗମ୍ଭୀରଙ୍କ ଶତପ୍ରତିଶତ ମ୍ୟାଚ ଫି କଟିଲା…

ନୂଆଦିଲ୍ଲୀ,୨।୫: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଆଇପିଏଲ ୨୦୨୩ର ୪୩ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୧୮ ରନରେ ପରାସ୍ତ କରିଛି। ଚମତ୍କାର ପ୍ରଦର୍ଶନ କରି ଆରସିବି କମ ସ୍କୋରିଂ ମ୍ୟାଚ ଜିତିଥିଲା। ମ୍ୟାଚ ସମୟରେ ଆରସିବି ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ହରାଇବା…

ଅଯୋଗ୍ୟ ପୁଅ ମନ୍ତବ୍ୟକୁ ନେଇ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କଲା ଭାଜପା

ବେଙ୍ଗାଲୁରୁ,୨।୫: କର୍ନାଟକ ନିର୍ବାଚନ ପାଇଁ ଜାତୀୟ ରାଜନୀତି ସରଗରମ ରହିଛି। ଭାଜପା ଓ କଂଗ୍ରେସ ମଧ୍ୟରେ ବୟାନବାଜି ଜାରି ରହିଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ପୁଅ ପ୍ରିୟଙ୍କା ଖାର୍ଗେଙ୍କ ବିରୋଧରେ ଭାଜପା ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଛିି। ଭାଜପା…

ଧୂଳି ଝଡ଼ରେ ୬ ମୃତ, ୩୦ରୁ ଉର୍ଦ୍ଧ୍ୱ ଆହତ

ଓ୍ବାଶିଂଟନ,୨।୫: ଆମେରିକାରେ ଧୂଳି ଝଡ଼ ଯୋଗୁଁ ଆନ୍ତ ରାଜ୍ୟ ରାଜପଥରେ ଅନେକ ଗାଡି ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି…

୧୮ ରନରେ ଆରସିବି ବିଜୟୀ

ଲକ୍ଷ୍ନୌ, ୨।୫: ଆଇପିଏଲ ୨୦୨୩ର ୪୩ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମଧ୍ୟରେ ଖେଳାଯାଇଛି। ମ୍ୟାଚରେ ବାଙ୍ଗାଲୋର ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୨୬…

ଲକ୍ଷ୍ନୌକୁ ୧୨୭ ରନର ଟାର୍ଗେଟ ଦେଲା ଆରସିବି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୩ର ୪୩ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଆରସିବି ୨୦ ଓଭରରେ ୯ ଉଇକେଟ୍ ହରାଇ ୧୨୬ ରନ…

ମୁସଲମାନଙ୍କ ଶକ୍ତି ନାହିଁ ତେଣୁ ଗୁଳି କରାଯାଉଛି: ଓଓ୍ବାଇସି

ଲକ୍ଷ୍ନୌ,୧।୫: ଉତ୍ତରପ୍ରଦେଶରେ ମେ ୪ ଏବଂ ୧୧ରେ ନଗରନିଗମ ନିର୍ବାଚନ ହେବାକୁ ଯାଉଛି। ତେବେ ଏଥିପାଇଁ ସୋମବାର ଅଲ୍‌ ଇଣ୍ଡିଆ ମଜଲିସ-ଏ-ମୁସଲିମିନର ମୁଖ୍ୟ ଅସଦୁଦ୍ଦିନ୍‌ ଓଓ୍ବାଇସି ମୋରାଦାବାଦର ଉମରି କଲା ନଗର ପଞ୍ଚାୟତରେ ପ୍ରଚାର କରିଛନ୍ତି। ଜେଲରୁ ମୁକ୍ତ ହୋଇଥିବା ଆନନ୍ଦ…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପୁଷ୍କର ସିଂ ଧାମି, ଚାରିଧାମ ଯାତ୍ରା ବିଷୟରେ କଲେ ଆଲୋଚନା

ନୂଆଦିଲ୍ଲୀ,୧।୫: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସୋମବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ଉତ୍ତରାଖଣ୍ଡରବିକାଶରେ ତାଙ୍କ ମାର୍ଗଦର୍ଶନ ତଥା ସହଯୋଗ ପାଇଁ କୃତଜ୍ଞତା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କେଦାରନାଥ ଏବଂ ବଦ୍ରିନାଥ ଧାମ, ଗଙ୍ଗା ତୁଲସୀ, ଗଙ୍ଗୋଟ୍ରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri