ସକ୍ରିୟ ମାମଲା-ଦୈନିକ ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ, ୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…
ପ୍ରଧାନ ବିଚାରପତିଙ୍କୁ ପ୍ରଶଂସା କଲେ ଆଇନ ମନ୍ତ୍ରୀ…
ନୂଆଦିଲ୍ଲୀ,୧।୫ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଦେଶର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। ପ୍ରକୃତରେ, ଜଣେ ଯୁବକ ଅସୁସ୍ଥତା ଯୋଗୁ ଲେଖିବାରେ ଅସୁବିଧା ଭୋଗୁଥିଲେ। ଏହା ଉପରେ ଯୁବକ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ…
ପାଠ ପଢ଼ାଇବେ ଜ୍ୟାକ୍ ମା
ଟୋକିଓ,୧ା୫: ‘ଆଲିବାବା ଗ୍ରୁପ୍ ହୋଲ୍ଡିଂ ଲିମିଟେଡ’ର ସହ-ପ୍ରତିଷ୍ଠାତା ତଥା ଚାଇନା ବିଲିୟନେୟାର୍ ଜ୍ୟାକ୍ ମା’ ‘ୟୁନିଭର୍ସିଟି ଅଫ୍ ଟୋକିଓ’ର ‘ଟୋକିଓ କଲେଜ’ରେ ଗବେଷଣା କରିବା ସହିତ ପିଲାଙ୍କୁ ଶିକ୍ଷାଦାନ କରିବେ ବୋଲି ବିଶ୍ବବିଦ୍ୟାଳୟ ଓ୍ବେବ୍ସାଇଟ୍ରୁ ଜଣାପଡ଼ିଛି। ଜ୍ୟାକ୍ ମା ଗବେଷଣା କ୍ଷେତ୍ରରେ…
ମେ’ ୬ରେ ଚାଲର୍ସ ତୃତୀୟଙ୍କ ରାଜ୍ୟାଭିଷେକ, ଲୋକେ ନେବେ ରାଜପରିବାର ପ୍ରତି ନିଷ୍ଠାର ଶପଥ…
ଲଣ୍ଡନ,୧।୫ : କିଙ୍ଗ ଚାଲର୍ସ ତୃତୀୟଙ୍କର ଲଣ୍ଡନର ୱେଷ୍ଟମିନିଷ୍ଟର ଆବେରେ ମେ ୬ ରେ ରାଜ୍ୟାଭିଷେକ ହେବାକୁ ଯାଉଛି। ଏହା ପରେ ଚାଲର୍ସ ଆନୁଷ୍ଠାନିକ ଭାବରେ ବ୍ରିଟେନର ରାଜା ହେବେ।ରାଜ୍ୟାଭିଷେକକୁ ଦେଖୁଥିବା ଲୋକଙ୍କୁ ରାଜା ଏବଂ ତାଙ୍କ ଉତ୍ତରାଧିକାରୀମାନଙ୍କ ନିକଟରେ ଶପଥ…
ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବେନି ବୀମା କମ୍ପାନୀ…
ନୂଆଦିଲ୍ଲୀ,୧।୫ : ବୀମା କମ୍ପାନୀଗୁଡିକର କର୍ମଚାରୀମାନେ ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବାକୁ ସମର୍ଥ ହେବେ ନାହିଁ। ବୀମା ନିୟାମକ ଇରଦାଇ କହିଛନ୍ତି ଯେ ବୀମା କମ୍ପାନୀଗୁଡିକ ଏ ବାବଦରେ ଏକ ଗାଇଡଲାଇନ ସ୍ଥିର କରିବା ଉଚିତ, ଯାହାଫଳରେ ଏହି…
ଅଭ୍ୟାସଗତ ମଦ୍ୟପ ପୋଲିସକୁ ସେୱଚ୍ଛାକୃତ ଅବସର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…
ଗୁଆହାଟୀ,୧।୫ : ଆସାମ ସରକାର ବର୍ତ୍ତମାନ ମଦ୍ୟପ ପୋଲିସ ପାଇଁ ଏକ ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ଅଭ୍ୟାସଗତ ମଦ୍ୟପ ପୋଲିସ କର୍ମଚାରୀ ଏବଂ ଅଧିକାରୀଙ୍କୁ ସରକାର ସେୱଚ୍ଛାକୃତ ଅବସର ଦେବେ। ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା…
ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦାମ ଶସ୍ତା ହେଲା…
ନୂଆଦିଲ୍ଲୀ,୧।୫ : ମେ’ ୧ରେ ଶ୍ରମିକ ଦିବସରେ ସରକାର ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି। ଫଳରେ ଅନେକ ସହରରେ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବଦଳି ଯାଇଛି। ତେବେ କେବଳ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି। ବର୍ତ୍ତମାନ ୧୪.୨…
ଏକ ଭାରତ ଶ୍ରେଷ୍ଠ ଭାରତ : ମହାରାଷ୍ଟ୍ର-ଗୁଜରାଟ ପ୍ରତିଷ୍ଠା ଦିବସ ପାଳନ କଲେ ସମସ୍ତ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳ…
ନୂଆଦିଲ୍ଲୀ,୧।୫ : ଏକ ଭାରତ ଶ୍ରେଷ୍ଠ ଭାରତ ଅଭିଯାନ ଅନ୍ତର୍ଗତ ମେ‘୧ରେ ମହାରାଷ୍ଟ୍ର ଏବଂ ଗୁଜରାଟ ପ୍ରତିଷ୍ଠା ଦିବସ ଦେଶର ସମସ୍ତ ରାଜ୍ୟ ଏବଂ ପାଳନ କରିଛନ୍ତି। କେନ୍ଦ୍ରର ଭାରତୀୟ ଜନତା ପାର୍ଟି ସରକାର ଏନ୍ନେଇ ଏକ ବଡ଼ ଐତିହାସିକ ନିଷ୍ପତ୍ତି…
ରୋନିତ ଚାମ୍ପିୟନ
ଭୁବନେଶ୍ୱର, ୧।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ଟଙ୍କପାଣି ରୋଡ୍ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ରବିବାର ୨ୟ ଶ୍ୟାମଳୀ ଦେ ମେମୋରିଆଲ ସ୍କୁଲ୍ସ ଓପନ ଚେସ୍ ଚାମ୍ପିୟନଶିପ୍ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଟୁର୍ନାମେଣ୍ଟରେ ଜଟଣୀର…
ଦ୍ୱିତୀୟ ପର୍ଯ୍ୟାୟରେ ଭାଗନେଲେ ୯୩ ଖେଳାଳି
ଭୁବନେଶ୍ୱର, ୧।୫ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ସ୍ପିନ୍ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ରବିବାର ସ୍ଥାନୀୟ ବିଜେବି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୟାଗଡ଼, ଖୋର୍ଦ୍ଧା, ମାଲକାନଗିରି, ନବରଙ୍ଗପୁର, ଗଜପତି, କୋରାପୁଟ, ଗଞ୍ଜାମ, କନ୍ଧମାଳ…
ବାପି ହାଁସଦାଙ୍କୁ ରୌପ୍ୟ ପଦକ
ଭୁବନେଶ୍ୱର, ୧।୫ (କ୍ରୀଡ଼ା ପ୍ରତିନିଧି): ଉଜ୍ବେକିସ୍ତାନରଉଜ୍ବେକିସ୍ତାନର ତାସ୍କେଣ୍ଟଠାରେ ଚାଲିଥିବା ୫ମ ଏସିଆନ ୟୁଥ୍ ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଶାର ବାପି ହାଁସଦା ରୌପ୍ୟ ପଦକ ହାସଲ କରିଛନ୍ତି। ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳର ବାପି ରବିବାର ଅନୁଷ୍ଠିତ…
ସାତ୍ତ୍ୱିକ-ଚିରାଗ ନୂଆ ଏସିଆ ଚାମ୍ପିୟନ
ଦୁବାଇ, ୧ା୫ (ପି.ଟି.): ଦୀର୍ଘ ୫୮ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀନେଶ ଖାନ୍ନାଙ୍କ ପରେ ଷ୍ଟାର ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ପ୍ରଥମ ଭାରତୀୟ ଯୋଡ଼ି ଭାବେ ଏଠାରେ ଚାଲିଥିବା ଏସିଆ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍ରେ ଚାମ୍ପିୟନ…
Archives


