ଜାପାନର ବଢୁଥିବା ସାମରିକ ଶକ୍ତି ଯୋଗୁ ଅନ୍ୟ ଦେଶ ପାଇଁ ବିପଦ ନାହିଁ: ପ୍ରତିରକ୍ଷା ମନ୍ତ୍ରୀଙ୍କ ବିବୃତ୍ତି…
ଟୋକିଓ,୩।୬ : ଜାପାନର ପ୍ରତିରକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି ଦେଶର ବୃଦ୍ଧି ପାଉଥିବା ସାମରିକ ଶକ୍ତି ଯୋଗୁ ଅନ୍ୟ ଦେଶ ପ୍ରତି କୌଣସି ବିପଦ ନାହିଁ। ସିଙ୍ଗାପୁରରେ ୪୯ ଟି ଦେଶର ୬୦୦ପ୍ରତିନିଧୀଙ୍କ ସହ ଏକ ସୁରକ୍ଷା ସମ୍ମିଳନୀ ଆୟୋଜିତ ହୋଇଛି…
ଅନ୍ୟ ସାଂସଦଙ୍କୁ ନିବେଦନ କଲେ ବରୁଣ ଗାନ୍ଧୀ, ଟ୍ରେନ୍ ଦୁର୍ଘଟଣା ଆହତଙ୍କୁ ନିଜର ଗୋଟିଏ ମାସର ଦରମା ଦିଅନ୍ତୁ
ନୂଆଦିଲ୍ଲୀ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣା ନେଇ ଜାତୀୟ ଅନ୍ତର୍ଜାତୀୟସ୍ତରରୁ ଅନେକ ପ୍ରତିଷ୍ଠିତ ବ୍ୟକ୍ତି ସମବେଦନା ଜଣାଉଛନ୍ତି। ଏଥିସହ ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ପ୍ରଧାନମନ୍ତ୍ରୀ ଏଥିପାଇଁ ମୃତକ ଓ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି। ତେବେ ଭାଜପା ସାଂସଦ ବରୁଣ ଗାନ୍ଧୀ…
ମୂଳ ଭାରତୀୟ ଅଜୟ ବଙ୍ଗା ହେଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: କାର୍ଯ୍ୟକାଳ ୫ ବର୍ଷ…
ଓ୍ବାଶିଂଟନ,୩।୬ : ମୂଳ ଭାରତୀୟ ଅଜୟ ବଙ୍ଗା ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ସହିତ ସେ ଗ୍ଲୋବାଲ ଫାଇନାନ୍ସିଆଲ ଇନଷ୍ଟିଚ୍ୟୁଶନ, ବିଶ୍ୱ ବ୍ୟାଙ୍କ ଏବଂ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର ନେତୃତ୍ୱ ନେଇଛନ୍ତି। ୩ ମଇରେ, ବିଶ୍ୱ…
ବଳାତ୍କାର ପୀଡ଼ିତାଙ୍କ ଜାତକରେ ମାଙ୍ଗଳିକ ଦୋଷ ଅଛି କି ନାହିଁ ଯାଞ୍ଚ୍ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ…
ଲକ୍ଷ୍ନୌ,୩।୬ : ବଳାତ୍କାର ପୀଡିତାଙ୍କ ଜାତକ ଯାଞ୍ଚ୍ କରିବାକୁ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଜ୍ୟୋତିଷ ବିଭାଗକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ଗୋବିନ୍ଦ ରାୟ ଛଦ୍ମନାମ ମୋନୁଙ୍କ ଜାମିନ ଆବେଦନ ଶୁଣାଣି ବେଳେ ହାଇକୋର୍ଟର ଜଷ୍ଟିସ ବ୍ରିଜରାଜ ସିଂ ଏହି ନିର୍ଦ୍ଦେଶ ଦେଇଛନ୍ତି।…
ବାହାନଗାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ/ବାହାନଗା,୩ା୬(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲେଶ୍ବର ଜିଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍ ଦୁର୍ଘଟଣାସ୍ଥଳରେ ଶନିବାର ଅପରାହ୍ନରେ ଆସି ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲା କଲାଇକୁଣ୍ଡା ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଥିଲେ। ସେଠାରୁ…
କବଚ ସିଷ୍ଟମ କ’ଣ? ବାଲେଶ୍ୱର ଦୁର୍ଘଟଣାରେ ଏହାକୁ ନେଇ ହେଉଛି ଆଲୋଚନା…
ନୂଆଦିଲ୍ଲୀ,୩।୬:ଓଡିଶା ବାଲେଶ୍ୱର ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୁର୍ଘଟଣା ନେଇ ଅନେକ ପ୍ରଶ୍ନ ଉଠିଛି। ଦୁର୍ଘଟଣା କିପରି ଏବଂ କେମିତି ହେଲା ଏନେଇ ଆଲୋଚନା ଏବଂ ସମାଲୋଚନା ମଧ୍ୟ ଲାଗିରହିଛି। ତେବେ ବିରୋଧୀ ଏହାକୁ ସରକାରଙ୍କ ସାଧାରଣ ଲୋକଙ୍କୁ ଅବହେଳା ଏବଂ…
ଓଡ଼ିଶା ଟ୍ରେନ୍ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ପୁଟିନ
ମସ୍କୋ/ନୂଆଦିଲ୍ଲୀ,୩ା୬: ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଓଡ଼ିଶାର ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଘଟିଥିବା ଭୟାବହ ଟ୍ରେନ୍ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ସେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମବେଦନା ଜଣାଇଛନ୍ତି। ସେ…
ସକ୍ରିୟ ମାମଲା ୪ ହଜାରରୁ କମ, ଦୈନିକ ସଂକ୍ରମଣ ୩ ଶହ ତଳେ …
ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ…
‘ଭଗବାନ ଆମକୁ ଦ୍ୱିତୀୟ ଜୀବନ ଦେଲେ‘
କୋଲକାତା,୩ା୬: ଶୁକ୍ରବାର ରାତିରେ ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଏକ ଭୟଙ୍କର ଟ୍ରେନ ଦୁର୍ଘଟଣାରୁ ମୃତ୍ୟୁକୁ ସାମ୍ନା କରି ଗୋଟିଏ ପରିବାରର ମା’-ବାପା ଏବଂ ପୁଅ ଅଳ୍ପକେ ବଞ୍ଚି ଯାଇଛନ୍ତି। ଏହି ଦୁର୍ଘଟଣାରୁ ବର୍ତ୍ତି ସୁରକ୍ଷିତ ଭାବରେ ପଶ୍ଚିମବଙ୍ଗର ନିଜ ଘରକୁ ଫେରିଛନ୍ତି।…
୧୫୦ କୋଟି ଜନସଂଖ୍ୟା ବିଶିଷ୍ଟ ଦେଶର ପ୍ରଧାନମନ୍ତ୍ରୀ ସବୁ ସ୍ଥାନରେ ସମ୍ମାନର ଯୋଗ୍ୟ: ମୋଦିଙ୍କ ପାଇଁ କଂଗ୍ରେସ ନେତା ଗର୍ବିତ…
ଓ୍ବାଶିଂଟନ,୩।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଐତିହାସିକ ଆମେରିକା ଗସ୍ତ ପୂର୍ବରୁ କଂଗ୍ରେସ ନେତା ସାମ ପିଟ୍ରୋଡା କହିଛନ୍ତି ବିଶ୍ୱର ବହୁ ଜନବହୁଳ ଦେଶର ପ୍ରଧାନମନ୍ତ୍ରୀ ସବୁ ସ୍ଥାନରେ ସମ୍ମାନର ଯୋଗ୍ୟ ଏବଂ ସେ ଏଥିପାଇଁ ଗର୍ବିତ। ଭାରତୀୟ ବିଦେଶ କଂଗ୍ରେସ…
କେବଳ ବିଳାସପୂର୍ଣ୍ଣ ଟ୍ରେନ ଉପରେ ସରକାରଙ୍କ ଧ୍ୟାନ, ସାଧାରଣ ଲୋକଙ୍କୁ ଅବହେଳା, ଏହି କାରଣରୁ ଗଲା ବହୁ ସଂଖ୍ୟକ ଜୀବନ: ସରକାରଙ୍କୁ ଘେରିଲେ ବିରୋଧୀ…
ନୂଆଦିଲ୍ଲୀ,୩।୬ : ଓଡିଶାରେ ଟ୍ରିପଲ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ ଛୁଇଁଛି। ସେହିପରି ଆହତଙ୍କ ସଂଖ୍ୟା ୯୦୦ ପାଖାପାଖି ରହିଛି। ଏହି ପ୍ରସଙ୍ଗରେ ବିରୋଧୀ ବର୍ତ୍ତମାନ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ରେଳ ମନ୍ତ୍ରୀଙ୍କ ଇସ୍ତଫା…
ଲୋକଙ୍କ ମଧ୍ୟରେ ଭୟ ଅଛି,ସେମାନେ ଆକ୍ରମଣର ଭୟ କରୁଛନ୍ତି: ଭାଜପା ସରକାରଙ୍କ ବିରୋଧରେ ପିଟ୍ରୋଡାଙ୍କ ଅଭିଯୋଗ…
ଓ୍ବାଶିଂଟନ,୩।୬ : ଆମେରିକାରେ ଭାରତୀୟ ବିଦେଶ କଂଗ୍ରେସର ଅଧ୍ୟକ୍ଷ ସାମ ପିଟ୍ରୋଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଗତ ନଅ ବର୍ଷ ମଧ୍ୟରେ ଶକ୍ତି ଏବଂ ଧନ କେବଳ ଅଳ୍ପ ଲୋକଙ୍କ ମଧ୍ୟରେ…
Archives


