Home Middle

ନେପାଳରୁ ତାଇଓ୍ବାନ ପାର୍ଯ୍ୟନ୍ତ ଟ୍ରେନ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ, କହିଲେ ‘ଭାରତରେ ଟ୍ରେନ ଦୁର୍ଘଟଣା ଦୁଃଖଦ’

ନୂଆଦିଲ୍ଲୀ,୩।୬: ଓଡ଼ିଶାର ବାଲେଶ୍ୱରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ୩୦ରେ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି। ଏଥିରେ ଏବେ ପର୍ଯ୍ୟନ୍ତ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେହିପରି ୯୦୦ରୁ ଅଧିକ ଆହତ ହୋଇଥିବା କୁହାଯାଉଛି। ଓଡ଼ିଶାରେ ଏହି…

ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢିବା ନେଇ ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ, ପ୍ରଶାସନିକ…

ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ: ସ୍ଥିତି ଅନୁଧ୍ୟାନ କଲେ, ଆହତଙ୍କୁ ଭେଟିଲେ

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳ ଅନୁଧ୍ୟାନ କରିବା…

ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏଯାବତ୍‌ ୨୩୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ…

‘ଆତଙ୍କବାଦର ମୁକାବିଲା କରିବାକୁ ଆମେ ପ୍ରସ୍ତୁତ’, ଗୋଟିଏ ସ୍ବରରେ କହିଲେ ବ୍ରିକ୍ସ ଦେଶ, ଏସ ଜୟଶଙ୍କର ଉଠାଇଥିଲେ ପ୍ରସଙ୍ଗ

ନୂଆଦିଲ୍ଲୀ,୩।୬: ବ୍ରିକ୍ସ ଦେଶ ଆତଙ୍କବାଦର ମୁକାବିଲା କରିବାକୁ ପ୍ରସ୍ତୁତ ହୋଇଗଲାଣି। ଆତଙ୍କବାଦ ବିରୋଧରେ ଯୁଦ୍ଧ ବିଷୟରେ ପାଞ୍ଚ ରାଷ୍ଟ୍ର ବ୍ରିକ୍ସ ଗୋଷ୍ଠୀ ଗୋଟିଏ ମତରେ ଆସିଥିଲେ। ଆତଙ୍କବାଦ ମୁକାବିଲା ପାଇଁ ଏହି ଗୋଷ୍ଠୀ ଶୁକ୍ରବାର ଶପଥ ନେଇଛି। ‘ଦ କେପ ଅଫ…

ଭାରତୀୟ ଗଣତନ୍ତ୍ର ଭୁଶୁଡ଼ିଲେ ବିଶ୍ୱ ପ୍ରଭାବିତ ହେବ: ରାହୁଲ

ଓ୍ବାଶିଂଟନ, ୩ା୬ (ପି.ଟି.): ଭାରତୀୟ ଗଣତନ୍ତ୍ର ସାରା ବିଶ୍ୱର ହିତ ପାଇଁ ଉଦ୍ଦିଷ୍ଟ। ଗଣତନ୍ତ୍ର ଭୁଶୁଡ଼ିଲେ, ବିଶ୍ୱ ଉପରେ ଏହାର ପ୍ରଭାବ ପଡ଼ିବ ଏବଂ ଏହା ଆମେରିକାର ଜାତୀୟ ସ୍ବାର୍ଥ ନୁହେଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଗଣତନ୍ତ୍ର…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି

ସୋର,୩।୬(ଡି.ଏନ.ଏ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩ରେ ପହଞ୍ଚତ୍ଛି। ଏଥିସହ ଆହତଙ୍କ ସଂଖ୍ୟା ୯୦୦ରୁ ଅଧିକ ହେବ ଜଣାପଡିଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ…

ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ ଡାକ୍ତରଖାନାରେ…

ଟ୍ରେନ୍‌ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ବାଲେଶ୍ୱର ବାହାନଗା ନିକଟରେ ଦୁଇ ଏକ୍ସପ୍ରେସ୍‌ ଟ୍ରେନ କରମଣ୍ଡଳ ଏକ୍ସପ୍ରେସ୍‌ ଓ ଯଶୱନ୍ତପୁର-ହାୱଡା ଏକ୍ସପ୍ରେସ ଭିତରେ ହୋଇଥିବା ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ବିଢ଼ିବାରେ ଲାଗିଛି। ଏଯାବତ୍‌ ମୃତ୍ୟୁ ସଂଖ୍ୟା ୫୦ରେ ପହଞ୍ଚିଥିବା ବେଳେ ୩୫୦ରୁ ଅଧିକ ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ: ଆକଳନ କରାଯାଇ ପାରୁନାହିଁ ମୃତକଙ୍କ ସଂଖ୍ୟା

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ…

୪ ଅଫିସରଙ୍କୁ ବଡ଼ ଦାୟିତ୍ୱ: ଘଟଣାସ୍ଥଳକୁ ଯିବାକୁ ମନ୍ତ୍ରୀ ଏବଂ ସିଆରସିଙ୍କୁ ନିର୍ଦ୍ଦେଶ

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ସୋର,୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁତ୍ ହୋଇଥିବା ଅନୁମାନ କରାଯାଉଛି। ମୃତକ ସଂଖ୍ୟା ୧୦କୁ ବୃଦ୍ଧି ଘଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri