Home Middle

‘ଚାଇନା ନୁହେଁ ଭାରତ କରିପାରିବ ୟୁକ୍ରେନ ଯୁଦ୍ଧର ସମାଧାନ’, ଆମେରିକା ନେତା କହିଲେ ଏହାର କାରଣ

ଓ୍ବାଶିଂଟନ,୧୬।୬: ଆମେରିକାର ଜଣେ ବରିଷ୍ଠ ନେତା କହିଛନ୍ତି ଯେ ୟୁକ୍ରେନ ଯୁଦ୍ଧର ସମାଧାନ ଚାଇନା ନୁହେଁ ବରଂ ଭାରତ କରିପାରିବ। ସୂଚନାଯୋଗ୍ୟ, ଚାଇନା, ରୁଷିଆ ଓ ୟୁକ୍ରେନ ମଧ୍ୟରେ ଶାନ୍ତି ଫେରାଇ ଆଣିବାକୁ ଚେଷ୍ଟା ଚଳାଇଛି। ଭାରତୀୟ ମୂଳ ବାସିନ୍ଦା ଆମେରିକୀୟ…

‘ଫିଲିପ ଗ୍ରୀନ ହେବେ ଭାରତରେ ଅଷ୍ଟ୍ରେଲିଆର ହାଇ କମିଶନର’, ବୈଦେଶିକ ମନ୍ତ୍ରୀ ପେନି ଓ୍ବଙ୍ଗ ଦେଲେ ସୂଚନା

କ୍ୟାନବରା,୧୬।୬: ଫିଲିପ ଗ୍ରୀନ ବର୍ତ୍ତମାନ ଭାରତରେ ଅଷ୍ଟ୍ରେଲିଆର ପରବର୍ତ୍ତୀ ହାଇ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିବେ। ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ ପେନି ୱଙ୍ଗ ଶୁକ୍ରବାର ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଫିଲିପ ଗ୍ରୀନଙ୍କୁ ଅଷ୍ଟ୍ରେଲିଆର ଭାରତର ହାଇ…

ମିଜୋରାମରେ ଭୂସ୍ଖଳନ

ଆଇଜଲ,୧୬ା୬: ପ୍ରବଳ ବର୍ଷା ଯୋଗୁ ମିଜୋରାମରେ ଭୂସ୍ଖଳନ ଘଟିଛି। ଜାତୀୟ ରାଜପଥ-୬ରେ ଭୂସ୍ଖଳନ ହେବାରୁ ରାସ୍ତା ଧସିଯାଇଛି। ଉକ୍ତ ରାସ୍ତାଟି ମିଜୋରାମକୁ ଦେଶର ଅନ୍ୟ ଦେଶ ସହିତ ସଂଯୋଗ କରିଥାଏ ବୋଲି ଅଧିକାରୀମାନେ ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି। ଆଇଜଲର ପଶ୍ଚିମ…

ଆମେରିକା ଯିବେ ମୋଦି

ନୂଆଦିଲ୍ଲୀ,୧୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତମାସ ୨୦ରୁ ୨୫ ତାରିଖ ମଧ୍ୟରେ ଆମେରିକା ଏବଂ ଇଜିପ୍ଟ ଗସ୍ତରେ ଯିବେ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ପାଇଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପ୍ରଥମ ଲେଡି ଡକ୍ଟର ଜିଲ ବାଇଡେନଙ୍କ…

କୁପଓ୍ବାଡା ଏନକାଉଣ୍ଟର: ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୧୬।୬: ଉତ୍ତର କଶ୍ମୀରର ଏଲଓସିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ମୃତ ଆତଙ୍କବାଦୀଙ୍କ ନିକଟରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏହି ଘଟଣା ପରେ ସମ୍ପୂର୍ଣ୍ଣ ଉତ୍ତର କଶ୍ମୀରରେ ଏଲଓସିରେ ସୁରକ୍ଷା…

ଶସ୍ତା ହେବ ଖାଇବା ତେଲ

ନୂଆଦିଲ୍ଲୀ,୧୬ା୬(ଅଭୟ ଦାଶ): ଦରଦାମ ବୃଦ୍ଧି ଯୋଗୁ ହନ୍ତସନ୍ତ ହେଉଥିବା ଜନସାଧାରଣଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଦେବାକୁ ଯାଇ କେନ୍ଦ୍ର ସରକାର ରିଫାଇନ ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲ ଉପରୁ ମୌଳିକ ଆମଦାନୀ ଶୁଳ୍କ ୧୭.୫%ରୁ ୧୨.୫%କୁ ହ୍ରାସ କରିଛନ୍ତି। ଅର୍ଥାତ୍‌ ୫%…

ଲାବ୍‌ରେ କୃତ୍ରିମ ଭ୍ରୂଣ ବିକଶିତ

ବୋଷ୍ଟନ,୧୬ା୬: ଚିକିତ୍ସା ବିଜ୍ଞାନରେ ଉନ୍ନତି ଫଳରେ ବହୁ ଦୁଃସାଧ୍ୟ ରୋଗ ଭଲ ହୋଇପାରୁଛି। ସେହିପରି ପ୍ରଜନନ କ୍ଷେତ୍ରରେ ମଧ୍ୟ ବିଜ୍ଞାନର ଅବଦାନ ଅତୁଳନୀୟ। କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଡିମ୍ବାଣୁ ଓ ଶୁକ୍ରାଣୁ ବିନା ଷ୍ଟେମ୍‌ ସେଲ୍‌ (ମୂଳ କୋଷିକା) ବ୍ୟବହାର କରି…

ସ୍ଥଳଭାଗ ଛୁଇଁଲା ‘ବିପର୍ଯ୍ୟୟ’

ନୂଆଦିଲ୍ଲୀ,୧୬ା୬(ପି.ଟି.): ଆରବସାଗରରେ ୧୦ ଦିନରୁ ଊର୍ଦ୍ଧ୍ୱ ସୃଷ୍ଟି ହୋଇଥିବା ଅତି ଭୀଷଣ ବାତ୍ୟା ‘ବପର୍ଯ୍ୟୟ’ ଗୁରୁବାର ସନ୍ଧ୍ୟାରେ ଗୁଜରାଟର କଚ୍ଛ ଜିଲା ଅନ୍ତର୍ଗତ ଜଖାଉ ବନ୍ଦର ନିକଟରେ ଭୂଭାଗ ଛୁଇଁଛି। ଏହାର ପ୍ରଭାବରେ କଚ୍ଛ ଏବଂ ସୌରାଷ୍ଟ୍ର ଜିଲାରେ ପ୍ରବଳ ବର୍ଷା…

୩ ଘଣ୍ଟା ନବଯୌବନ ଦର୍ଶନ

ପୁରୀ,୧୬ା୬(ଅଜିତ୍‌ ମହାନ୍ତି): ଚଳିତ ମାସ ୧୯ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନବଯୌବନ ଦର୍ଶନ ଓ ୨୦ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ନବଯୌବନ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡ଼ାନ୍ତ ହୋଇଛି। ଭକ୍ତମାନେ ମାତ୍ର ୩ଘଣ୍ଟା…

ଅଗଷ୍ଟ ୩୧ରୁ ଏସିଆ କପ୍‌

ନୂଆଦିଲ୍ଲୀ,୧୫ା୬: ଏସିଆ କପ୍‌ କ୍ରିକେଟକୁ ନେଇ ଲାଗି ରହିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ହାଇବ୍ରିଡ୍‌ ମଡେଲରେ ଟୁର୍ନାମେଣ୍ଟ ଖେଳାଯିବ ବୋଲି ଏସିଆନ କ୍ରିକେଟ କାଉନ୍‌ସିଲ (ଏସିସି) ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ୪ଟି ମ୍ୟାଚ୍‌ ପାକିସ୍ତାନରେ ଏବଂ ୯ଟି ଶ୍ରୀଲଙ୍କାରେ…

ବାତ୍ୟା ‘ବିପର୍ଯ୍ୟୟ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ/ଗାନ୍ଧୀନଗର,୧୫।୬: ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ର ଗୁରୁବାର ସନ୍ଧ୍ୟାରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସନ୍ଧ୍ୟା ପ୍ରାୟ ୬.୪୫ ମିନିଟରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ମଧ୍ୟରାତ୍ର ଯାଏ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ…

ପୁଣି ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ, ଚିନ୍ତାରେ ଜାପାନ

କୋଙ୍ଗୟାଙ୍ଗ,୧୫।୬: ଉତ୍ତର କୋରିଆ ତା’ର ପୂର୍ବ ଉପକୂଳରୁ ଏକ ସନ୍ଦିଗ୍ଧ ବାଲେଷ୍ଟିକ ମିଶାଇଲ ଲଞ୍ଚ କରିଛି। ଏମିତି ଦାବି କରିଛି ଜାପାନର ପ୍ରଧାମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ କରାଯାଇଥିବା ଏକ ଟୁଇଟ। ଉତ୍ତର କୋରିଆ ପକ୍ଷରୁ କଥିତ ବାଲେଷ୍ଟିକ ମିଶାଇଲ ଲଞ୍ଚକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?