Home Middle

୭୦ ହଜାର ଯୁବବର୍ଗଙ୍କୁ ମିଳିଲା ଆପଏଣ୍ଟମେଣ୍ଟ ଲେଟର, ମୋଦି କହିଲେ ଭାଜପା ଶାସିତ ରାଜ୍ୟରେ ମିଳୁଛି ରୋଜଗାର

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୭୦ ହଜାର ଯୁବବର୍ଗଙ୍କୁ ଆପଏଣ୍ଟମେଣ୍ଟ ଲେଟର ଦେଇଛନ୍ତି।ପ୍ରଧାନମନ୍ତ୍ରୀ ମଙ୍ଗଳବାର ସକାଳ ୧୦ଟା ୩୦ରେ ଭିଡିଓ କନଫରେନସିଂ ଜରିଆରେ ୭୦,୦୦୦ ନବ ନିଯୁକ୍ତ ଭର୍ତ୍ତି ପ୍ରାର୍ଥିଙ୍କୁ ନିଯୁକ୍ତି ପତ୍ର ପ୍ରଦାନ ରିଛନ୍ତି। ଏହି ଯୁବବର୍ଗଙ୍କୁ ସରକାରଙ୍କ…

ନିର୍ବାଚନ ପୂର୍ବରୁ ଦଳବଦଳ: ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡିଆଙ୍କ ପୁଅ ଓମ ପ୍ରକାଶ ଭାଜପାରେ ସାମିଲ

ଜୟପୁର,୧୩।୬: ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନଙ୍କର ଦଳବଦଳ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ଏହି କ୍ରମରେ ଭେଟେରାନ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡିଆଙ୍କ ପୁଅ ଓମ ପ୍ରକାଶ ପାହାଡିଆ ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ ରାଷ୍ଟ୍ରପତି ପ୍ରତୀଭା…

ମୋଦିଙ୍କୁ ସ୍ବାଗତ କରିବାକୁ ଉତ୍ସୁକ ହ୍ବାଇଟ ହାଉସ

ଓ୍ବାଶିଂଟନ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୨ଜୁନରେ ଆମେରିକା ଗସ୍ତରେ ଯିବେ। ଏହାପୂର୍ବରୁ ଆମେରିକାର ରାଷ୍ଟ୍ରପତି ଭବନ ବା ହ୍ବାଇଟ ହାଉସ କହିଛି ଯେ ଭାରତ ଏବଂ ଆମେରିକାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଭାଗିଦାରୀ ରହିଛି ଏବଂ କ୍ୱାଡ ମଧ୍ୟରେ ଆମର ଉତ୍ତମ…

‘ବିପର୍ଯ୍ୟୟ’ର କାଟାଗୋରି ଡାଉନଗ୍ରେଡ, ହେଲେ ଏବେବି ରହିଛି ବିପଦ

ନୂଆଦିଲ୍ଲୀ,୧୩।୬: ସାଇକ୍ଲୋନିକ ଷ୍ଟର୍ମ ‘ବିପର୍ଯ୍ୟୟ’ ଭାରତ ଉପକୂଳରେ ପହଞ୍ଚିବାକୁ ଆଉ ଦୁଇ ଦିନ ବାକି ଅଛି, କିନ୍ତୁ ଏବେଠାରୁ ସେ ତା’ର ଏହାର ରୂପ ଦେଖାଉଛି। ମୁମ୍ବାଇରୁ କେରଳ ଉପକୂଳ ପର୍ଯ୍ୟନ୍ତ ସମୁଦ୍ରରେ ଘୂର୍ଣ୍ଣିବଳୟ ବୃଦ୍ଧି ପାଉଛି। ଗୁଜୁରାଟରେ ଏହି ଘୂର୍ଣ୍ଣିବଳୟର…

ବିକିଦେଲେ କିନ୍ତୁ ଟାଟା ପାରୁନି

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉନ୍ନତମାନର ୨୪ ଘଣ୍ଟିଆ ବିଦ୍ୟୁତ୍‌ ଯୋଗାଇଦେବା ପାଇଁ ଘରୋଇ କମ୍ପାନୀକୁ ଭରସା କରାଯାଉଛି। ଘରୋଇ ସଂସ୍ଥା ରିଲାଏନ୍ସ ଏନର୍ଜି ଲୁଟ୍‌ କରି ଛାଡ଼ି ଚାଲିଯିବା ପରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) ଏବେ ରାଜ୍ୟର ବିଦ୍ୟୁତ୍‌ ବଣ୍ଟନ ଭାର…

କୋଓ୍ବିନ୍‌ ତଥ୍ୟ ପ୍ରଘଟ

ନୂଆଦିଲ୍ଲୀ, ୧୩।୬: କୋଓ୍ବିନ୍‌ ପ୍ଲାଟ୍‌ଫର୍ମରେ ଦିଆଯାଇଥିବା ଆଧାର ନମ୍ବର, ପାନ୍‌ କାର୍ଡ ଆଦି ବ୍ୟକ୍ତିଗତ ଡେଟା ସର୍ବସାଧାରଣରେ ପ୍ରଘଟ ହୋଇଛି। ଭାରତୀୟମାନଙ୍କ ବ୍ୟକ୍ତିଗତ ତଥ୍ୟ ଯଥା ଆଧାର କାର୍ଡ ଓ ପାନ୍‌ କାର୍ଡ ବିବରଣୀ ‘ଟେଲିଗ୍ରାମ୍‌’ ମେସେଜିଂ ଆପ୍‌ରେ ଉପଲବ୍ଧ ହେଉଛି।…

ଖୁଚୁରା ମୁଦ୍ରାସ୍ଫୀତି ୪.୨୫%କୁ ହ୍ରାସ

ନୂଆଦିଲ୍ଲୀ, ୧୩ା୬: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମେ’ ମାସରେ ୪.୨୫ ପ୍ରତିଶତକୁ ହ୍ରାସ ପାଇଛି, ଯାହାକି ଗତ ୨୫ ମାସ ମଧ୍ୟରେ ସର୍ବନିମ୍ନ। ଏହା ଭାରତୀୟ ରିଜର୍ଭ ବ୍ୟାଙ୍କର ଧାର୍ଯ୍ୟ ଲକ୍ଷ୍ୟ ୪ ପ୍ରତିଶତ ମୁଦ୍ରାସ୍ଫୀତିର ନିକଟତର ହୋଇଛି। ଖାଦ୍ୟ ସାମଗ୍ରୀ…

ସରକାରୀ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ

ଭୋପାଳ,୧୩।୬: ମଧ୍ୟପ୍ରଦେଶ ଭୋପାଳରେ ଥିବା ବହୁ ମହଲା ବିଶିଷ୍ଟ ସରକାରୀ କାର୍ଯ୍ୟାଳୟ ସାତପୁରା ଭବନରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ୮ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିଲ୍ଡିଂ ଜଳୁଥିବାବେଳେ ନିଆଁ ଛାତ ପର୍ଯ୍ୟନ୍ତ ବ୍ୟାପିଯାଇଛି। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…

ମଣିପୁରକୁ ସର୍ବଦଳୀୟ ପ୍ରତିନିଧି ପଠାଅ: କଂଗ୍ରେସ

ନୂଆଦିଲ୍ଲୀ, ୧୩ା୬: ହିଂସା ପ୍ରବଣ ମଣିପୁରରେ ଶାନ୍ତି ଫେରାଇ ଆଣିବାକୁ ହେଲେ ସେଠାକୁ ସର୍ବଦଳୀୟ ପ୍ରତିନିଧି ପଠାଇବାକୁ ସୋମବାର କଂଗ୍ରେସ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ମାସରେ ମନ୍‌ କୀ ବାତ୍‌ କରୁଥିବାବେଳେ ଅନ୍ତତଃ ଥରେ ‘ମଣିପୁର କୀ…

ରାପିଡୋ, ଉବରକୁ ସୁପ୍ରିମକୋର୍ଟର ଝଟକା, ବାଇକ-ଟ୍ୟାକ୍ସି ଉପରେ ଲାଗୁରହିବ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୨।୬: ବାଇକ-ଟ୍ୟାକ୍ସି ଏଗ୍ରିଗେଟର୍ସ ରାପିଡୋ ଏବଂ ଉବରକୁ ସୁପ୍ରିମକୋର୍ଟ ଏକ ବଡ଼ ଝଟକା ଦେଇଛନ୍ତି। ଦିଲ୍ଲୀ ସରକାରଙ୍କ ଦ୍ୱାରା ଗାଇଡଲାଇନ ନ ଆସିବା ପର୍ଯ୍ୟନ୍ତ ଦିଲ୍ଲୀରେ ଓଲା, ଉବର ଓ ରାପିଡୋ ଭଳି କମ୍ପାନି ଚଳାଉଥିବା ଦୁଇ ଚକିଆ ଟ୍ୟାକ୍ସିକୁ ନିଷିଦ୍ଧ…

କର୍ନାଟକ ପରେ ମଧ୍ୟପ୍ରଦେଶରେ ୫ ଗ୍ୟାରେଣ୍ଟି ଘୋଷଣା କଲା କଂଗ୍ରେସ, ସରକାରକୁ ଆସିଲେ ମିଳିବ ଏହି ସୁବିଧା

ଭୋପାଳ,୧୨।୬: କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଚଳିତ ବର୍ଷ ଶେଷରେ ହେବାକୁ ଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଅଭିଯାନ କରିଛନ୍ତି। ପ୍ରିୟଙ୍କା ସୋମବାର ଜବଲପୁରରେ କଂଗ୍ରେସର ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଏହି ସମୟରେ ପ୍ରିୟଙ୍କା ଗାନ୍ଧୀ…

ଜୁଲାଇ ୪ରେ ହେବ ଭାରତୀୟ କୁସ୍ତି ସଂଘର ନିର୍ବାଚନ

ନୂଆଦିଲ୍ଲୀ,୧୨।୬: କୁସ୍ତିଯୋଦ୍ଧାଙ୍କ ଦ୍ୱାରା କୁସ୍ତି ମହାସଂଘ ଉପରେ କରାଯାଇଥିବା ଗୁରୁତର ଅଭିଯୋଗ ପରେ ଅଲିମ୍ପିକ ଆସୋସିଏଶନ ସୋମବାର ଡବ୍ଲୁଏଫଆଇର ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛି। ଆସନ୍ତା ଜୁଲାଇ ୪ ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ସୂଚନାନୁସାରେ, ବ୍ରଜ୍‌ଭୂଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?