Home Middle

କଂଗ୍ରେସର ୯ ପ୍ରଶ୍ନର ଉତ୍ତର ରଖିଲା ଭାଜପା

ନୂଆଦିଲ୍ଲୀ,୨୬।୫: କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରର ୯ ବର୍ଷ ପୂରଣ ହେବା ପରେ କଂଗ୍ରେସ ୯ଟି ପ୍ରଶ୍ନ କରିଛି। ଏହି ପ୍ରଶ୍ନର ଉତ୍ତର ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଦେଇଛନ୍ତି।…

ଜୁନରେ ଆସିବ ମୌସୁମୀ

ନୂଆଦିଲ୍ଲୀ,୨୬।୫: ଉତ୍ତର ଭାରତ ସମେତ ଦେଶର ପ୍ରାୟ ସବୁ ରାଜ୍ୟରେ ଖୁବଶୀଘ୍ର ଗ୍ରୀଷ୍ମ ପ୍ରବାହରୁ ତ୍ରାହି ମିଳିବ। ନିକଟରେ ରାଜଧାନୀ ଦିଲ୍ଲୀରେ ବର୍ଷା ହେବାରୁ ତାପମାତ୍ରା କମ ହୋଇଯାଇଛି। ହେଲେ କିଛିଦିନ ମଧ୍ୟରେ ପାଣିପାଗରେ ଆହୁରି ପରିବର୍ତ୍ତନ ହେବ। ତେବେ ଆଇଏମଡି…

ଏଏପି ନେତା ସତ୍ୟେନ୍ଦ୍ର ଜୈନଙ୍କୁ ୬ସପ୍ତାହ ପାଇଁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ପୂର୍ବତନ ସ୍ବାସ୍ଥମନ୍ତ୍ରୀ ତଥା ଏଏପି ନେତା ସତ୍ୟେନ୍ଦ୍ର ଜୈନଙ୍କୁ ସ୍ବାସ୍ଥ୍ୟଗତ କାରଣରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିଛି। ସୁପ୍ରିମକୋର୍ଟ ଜୈନଙ୍କୁ ୬ ସପ୍ତାହ ପାଇଁ ଜାମିନ ପ୍ରଦାନ କରିଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ଦେଇ କହିଛନ୍ତି, ସେ ଘରୋଇ ଡାକ୍ତରଖାନାରେ…

ନୂଆ ପାସପୋର୍ଟ ପାଇଁ ରାହୁଲଙ୍କୁ ମିଳିଲା ଅନୁମତି, ୩ ବର୍ଷ ପାଇଁ ଦିଆଗଲା ଏନଓସି

ନୂଆଦିଲ୍ଲୀ,୨୬।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ରାଉଜ ଏଭେନ୍ୟୁ କୋର୍ଟରୁ ବଡ ଆଶ୍ୱସ୍ତି ମିଳିଛି। ତାଙ୍କୁ ବିଶେଷ ଅଦାଲତ ଫ୍ୟେସ ପାସପୋର୍ଟ କରିବାକୁ ଅନୁମତି ପ୍ରଦାନ କରିଛନ୍ତି। ତାଙ୍କୁ ମିଳିଥିବା ଏହି ଏନଓସି ୩ ବର୍ଷ ପାଇଁ ଭ୍ୟାଲିଡ ରହିବ। ସୂଚନାଯୋଗ୍ୟ,…

ନୂଆ ସଂସଦ ଭବନ ଉଦ୍‌ଘାଟନ ପ୍ରସଙ୍ଗ: ମାମଲାକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ରବିବାର ଦିନ ନୂଆ ସଂସଦ ଭବନ ଉଦ୍‌ଘାଟନ କରିବାକୁ ଯାଉଛନ୍ତି। ଏନେଇ ଉଦ୍‌ଘାଟନୀ ଉତ୍ସବକୁ ୨୧ଟି ବିରୋଧୀ ଦଳ ବର୍ଜନ କରିଥିବାବେଳେ ୨୪ଟି ଦଳ ଏହି ଉତ୍ସବରେ ସାମିଲ ହେବେ। ପ୍ରଧାନମନ୍ତ୍ରୀ ସଂସଦ ଭବନକୁ ଉଦ୍‌ଘାଟନ…

ଅତି କମରେ ସେମାନଙ୍କୁ ତ ନିମନ୍ତ୍ରଣ କରାଯାଉ: ସଞ୍ଜୟ

ନୂଆଦିଲ୍ଲୀ,୨୬।୫: ନୂଆ ସଂସଦ ଭବନର ଉଦଘାଟନକୁ ନେଇ ବିବାଦ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଶିବସେନା (ୟୁବିଟି) ନେତା ତଥା ରାଜ୍ୟ ସଭା ଏମପି ସଞ୍ଜୟ ରାଉତ କେନ୍ଦ୍ର ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। ଯେତେବେଳେ ସେ ଉଦଘାଟନୀ…

ଚାଇନାରେ କରୋନାର ନୂଆ ଲହର ଆଶଙ୍କା, ଜୁନରେ ଗୋଟିଏ ସପ୍ତାହରେ ସାଢେ ୬ କୋଟି ଲୋକ ହୋଇପାରନ୍ତି ସଂକ୍ରମିତ

ବେଜିଂ,୨୬।୫: ଚାଇନାରେ ପୁଣିଥରେ ଆସିପାରେ କରୋନାର ଲହର। ଆଉ ଏହି ଲହର ଏତେ ବିପଦଜନକ ଯେ ଆଶଙ୍କା କରାଯାଉଛି କି ଜୁନରେ ପ୍ରତି ସପ୍ତାହରେ ସାଢେ ୬ କୋଟି ଲୋକ କରୋନାର ଏହି ଲହରରେ ସଂକ୍ରମିତ ହୋଇପାରନ୍ତି। ଏହି ଦାବି କରିଛନ୍ତି…

ମୋଦି ସରକାରଙ୍କ ୯ ବର୍ଷ କାର୍ଯ୍ୟକାଳକୁ ନେଇ ବର୍ଷିଲା ବିରୋଧୀ

ନୂଆଦିଲ୍ଲୀ,୨୬।୫: କେନ୍ଦ୍ରରେ ମୋଦି ସରକାରଙ୍କୁ ଶୁକ୍ରବାର ୯ ବର୍ଷ ପୂରଣ ହୋଇଛି। ଏହି ଅବସରରେ ସରକାର ତା’ର ଉପଲବ୍ଧିକୁ ଗଣାଇବାରେ ଲାଗିଛି। କୁହାଯାଉଛି କି ୯ ବର୍ଷ ମଧ୍ୟରେ ସରକାର କେତେ ବଡ ବଡ ନିଷ୍ପତ୍ତି ନେଇଛନ୍ତି ଓ ଲୋକଙ୍କ ପାଇଁ…

ମୋଦି ସରକାରଙ୍କୁ ପୂରଣ ହେଲା ୯ ବର୍ଷ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତା ହାତେଇବାକୁ ୯ ବର୍ଷ ହୋଇଯାଇଛି। ୨୬ ମେ ୨୦୧୪ରେ ନରେନ୍ଦ୍ର ମୋଦି କେନ୍ଦ୍ର ସରକାରଙ୍କ ଶାସନ ଭାର ସମ୍ଭାଳିଥିଲେ। ୨୦୧୪ରେ ମୋଦି ଲହରରେ ବସି ଭାରତୀୟ ଜନତା ପାର୍ଟି(ଭାଜପା) ସଂଖ୍ୟା ଗରିଷ୍ଠତା ହାସଲ…

୨୮ରେ ଯୁକ୍ତଦୁଇ ପରୀକ୍ଷା ଫଳ ତାରିଖ ଘୋଷଣା

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ତାରିଖ ଘୋଷଣା କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରଥମେ ପ୍ରକାଶ ପାଇବ।…

ଜର୍ମାନୀରେ ମାନ୍ଦାବସ୍ଥା

ବର୍ଲିନ,୨୬ା୫: ବିଶ୍ୱର ଚତୁର୍ଥ ବୃହତ୍‌ ରାଷ୍ଟ୍ର ଜର୍ମାନୀରେ ମାନ୍ଦାବସ୍ଥା ଦେଖାଦେଇଛି। ଏହି ୟୁରୋପୀୟ ଦେଶର ଅର୍ଥନୀତି ୨୦୨୨ର ଚତୁର୍ଥ କ୍ୱାର୍ଟରରେ ଅପ୍ରତ୍ୟାଶିତ ଭାବେ ନକାରାମତ୍କ ଅଭିବୃଦ୍ଧି ଦେଖାଇବା ପରେ ଚଳିତ ବର୍ଷର ପ୍ରଥମ ତ୍ରୈମାସିକରେ ସଙ୍କୁଚିତ ହୋଇଯାଇଛି। ୟୁରୋପର ସର୍ବବୃହତ୍‌ ଅର୍ଥନୀତି…

କାଳବୈଶାଖୀ ତାଣ୍ଡବ: ଜିଲାପାଳଙ୍କୁ ରିପୋର୍ଟ ମାଗିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସକାଳୁ ପାରଦ ଉପରମୁହଁା ହେଲା। ପୂର୍ବାହ୍ନ ୧୧ଟା ୩୦ ବେଳକୁ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଲା। ଧୀରେ ଧୀରେ ଗ୍ରୀଷ୍ମର ପ୍ରକୋପ ବଢ଼ିଚାଲିଲା। ମଧ୍ୟାହ୍ନରେ ତାତି ୪୦ ଡିଗ୍ରୀ ଅତିକ୍ରମ କରିଗଲା। ତେବେ ଅପରାହ୍ନରେ ହଠାତ୍‌ ପାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri