Home Middle

କାର୍ତ୍ତିଙ୍କୁ ବିଦେଶ ଯାତ୍ରା ଅନୁମତି ଦେଲେ କୋର୍ଟ…

ନୂଆଦିଲ୍ଲୀ,୪।୪ : ସିବିଆଇ ଏବଂ ଇଡି ଦ୍ୱାରା ଦାଖଲ ହୋଇଥିବା ୪ ମାମଲାରେ କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କୁ ଦିଲ୍ଲୀର ଏକ କୋର୍ଟ ବିଦେଶ ଯାତ୍ରା ଅନୁମତି ପ୍ରଦାନ କରିଛନ୍ତି। ପୂର୍ବ ରେକର୍ଡ ଆଧାରରେ କାର୍ତ୍ତିଙ୍କୁ ଏହି ଆଶ୍ୱସ୍ତି ମିଳିଛି। ଟେନିସ…

ମୋଦିଙ୍କ ଡିଗ୍ରୀ ପ୍ରସଙ୍ଗ: ବିରୋଧୀ ଶିବିର ଦୁଇଫାଳ…

ମୁମ୍ବାଇ,୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଠପଢ଼ା ଡିଗ୍ରୀ ନେଇ ଶିବସେନା ଉଦ୍ଧବ ଠାକରେ ଦଳ ଏବଂ ଏନସିପି ମେଣ୍ଟରେ ଫାଟ ସୃଷ୍ଟି ହୋଇଛି। ଉଦ୍ଧବ ଠାକରେ ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଆମ ଦେଶରେ…

ଟସ ଜିତିଲା ଜିଟି, ବୋଲିଂ ନିଷ୍ପତ୍ତି…

ନୂଆଦିଲ୍ଲୀ,୪।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ଗୁଜରାଟ ଟାଇଟାନ(ଜିଟିି) ମଧ୍ୟରେ ମଙ୍ଗଳବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଜିଟି ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ହାର୍ଦ୍ଦିକ…

ଫଡ଼ନାଭିସ ଜଣେ ବେକାର ମନ୍ତ୍ରୀ: ଉଦ୍ଧବ…

ମୁମ୍ବାଇ,୪।୪ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବର୍ତ୍ତମାନର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଉଦ୍ଧବ କହିଛନ୍ତି ଫଡ଼ନାଭିସ ରାଜ୍ୟର ଜଣେ ବେକାର ଗୃହମନ୍ତ୍ରୀ। ସେ ନିଜ ପଦରୁ ଇସ୍ତଫା ଦେଇଦେବା ଆବଶ୍ୟକ। ଜଣେ ଦଳୀୟ ମହିଳା…

ମିଡ଼ିଆକୁ ରାହୁଲଙ୍କ ପ୍ରଶ୍ନ: ଭାଜପା କହୁଥିବା କଥା କାହିଁକି କହୁଛନ୍ତି…

ନୂଆଦିଲ୍ଲୀ,୪।୪ : କଂଗ୍ରେସ ନେତା ତଥା ପୂର୍ବତନ ଏମ୍‌ପି ରାହୁଲ ଗାନ୍ଧୀ ମଙ୍ଗଳବାର ମିଡ଼ିଆକୁ ଟାର୍ଗେଟ କରୁଥିବା ଦେଖିବାକୁ ମିଳିଛି। ରାଜଧାନୀ ଦିଲ୍ଲୀର କଂଗ୍ରେସ ମୁଖ୍ୟାଳୟରେ ଜଣେ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେବା ପରିବର୍ତ୍ତେ ସେ ଉତ୍ତେଜିତ ହୋଇ ଉଠିଥିଲେ। ସେ…

କେନ୍ଦ୍ର ମନ୍ତ୍ରୀ-ଏମ୍‌ପିଙ୍କୁ ସୁରକ୍ଷାରେ ନିଯୁକ୍ତ ଯବାନଙ୍କ ପାଇଁ ନାହିଁ ଶୌଚାଳୟ ସୁବିଧା, ଏବେ ମିଳିବ ଏସି ବସ୍‌…

ନୂଆଦିଲ୍ଲୀ,୪।୪ : କେନ୍ଦ୍ର ସରକାରଙ୍କ ମନ୍ତ୍ରୀ, ଏମ୍‌ପି ତଥା ଅନ୍ୟାନ୍ୟ ଭିଭିଆଇପିଙ୍କ ସୁରକ୍ଷା କ୍ଷେତ୍ରରେ ନିୟୋଜିତ ଦିଲ୍ଲୀ ପୋଲିସର ସୁରକ୍ଷା କର୍ମୀ (ପିଏସଓ) ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବ୍ୟକ୍ତିଗତ ସୁରକ୍ଷା ଅଧିକାରୀଙ୍କ ଅବସ୍ଥା ଏପରି ଯେ ସେମାନେ ଶୌଚାଳୟର ସୁବିଧା…

୨୬/୧୧ ଦୋଷୀଙ୍କ ପ୍ରତି କଠୋର ଦଣ୍ଡାଦେଶ ଜରୁରୀ: ଇସ୍ରାଏଲ ବାଚସ୍ପତି…

ନୂଆଦିଲ୍ଲୀ,୪।୪ : ତାଙ୍କର ଚାରି ଦିନିଆ ଗସ୍ତରେ ଇସ୍ରାଏଲର ବାଚସ୍ପତି କେନ୍ସେଟ ଆମୀର ଓହାନା ଭାରତରେ ଅଛନ୍ତି। ମଙ୍ଗଳବାର ଓହାନା କହିଛନ୍ତି ଯେ ଯେଉଁମାନେ ମୁମ୍ବାଇରେ ୧୬/୧୧ ଆତଙ୍କବାଦୀ ଆକ୍ରମଣ କରିଥିଲେ ସେମାନେ ଆତଙ୍କବାଦୀଙ୍କୁ ପଠାଇ ଏଭଳି କାଣ୍ଡ ଭିଆଇ ଥିଲେ।…

ଇଣ୍ଡିଆ ଜଷ୍ଟିସ୍‌ ରିପୋର୍ଟ-୨୦୨୨ ପ୍ରକାଶିତ: ପୋଲିସରେ ମାତ୍ର ୧୧.୭୫ ପ୍ରତିଶତ ମହିଳା…

ନୂଆଦିଲ୍ଲୀ,୪।୪ : ଇଣ୍ଡିଆ ଜଷ୍ଟିସ ରିପୋର୍ଟ -୨୦୨୨ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଜନସାଧାରଣଙ୍କ ନ୍ୟାୟ ପାଇବାକୁ ସ୍ଥିତିରେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ତାଲିକାରେ କର୍ନାଟକ ପ୍ରଥମ ସ୍ଥାନରେ ରହିଛି। ଏହା ବ୍ୟତୀତ ଦକ୍ଷିଣ ଭାରତର ୩ଟି ରାଜ୍ୟ ଶ୍ରେଷ୍ଠ…

ମୁଖ୍ୟମନ୍ତ୍ରୀ-ପୂର୍ବତନ ମୁଖ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ: ଟୁଇଟ କରି ଦେଲେ ସୂଚନା…

ରାଜସ୍ଥାନ,୪।୪ : ରାଜସ୍ଥାନର ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉଭୟ କରୋନାରେ ସଂକ୍ରମିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଟୁଇଟ କରି ସେମାନଙ୍କ ନମୁନା ପରୀକ୍ଷା ରିପୋର୍ଟ କୋଭିଡ ପଜିଟିଭ ଆସିଥିବା ବିଷୟରେ…

ଚାଷୀ ଆନ୍ଦୋଳନ ପରେ ୧୧୩ ସଂଗଠନ ଦ୍ୱାରା ଗଠନ ହେଲା ମିଳିତ ଯୁବ ମୋର୍ଚ୍ଚା…

ନୂଆଦିଲ୍ଲୀ,୪।୪ : କୃଷକଙ୍କ ଆନ୍ଦୋଳନ ପରେ ବର୍ତ୍ତମାନ ଦେଶବ୍ୟାପୀ ଯୁବ ଆନ୍ଦୋଳନ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଦେଶର ୧୧୩ ସଂଗଠନ ଏକତ୍ରିତ ହୋଇ ‘ୟୁନାଇଟେଡ ୟୁଥ ଫ୍ରଣ୍ଟ’ (ମିଳିତ ଯୁବ ମୋର୍ଚ୍ଚା )ଗଠନ କରିଛନ୍ତି। ମଙ୍ଗଳବାର ଏନେଇ ଖବରଦାତାଙ୍କୁ ଯୁବା…

ନାଥୁଲାରେ ହିମସ୍ଖଳନ: ୬ ପର୍ଯ୍ୟଟକ ମୃତ, ୮୦ରୁ ଅଧିକ ରହିଛନ୍ତି ଅଟକି…

ଗାଙ୍ଗଟକ,୪।୪ : ମଙ୍ଗଳବାର ସିକ୍କିମର ନାଥୁଲା ଅଞ୍ଚଳରେ ହୋଇଥିବା ହିମସ୍ଖଳନରେ ୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଏଥି ସହିତ ପ୍ରାୟ ୮୦ରୁ ଅଧିକ ପର୍ଯ୍ୟଟକ ଅଟକି ରହିଛନ୍ତି। ପୋଲିସ ଅଧିକାରୀମାନେ ଏହି ସୂଚନା…

ମୋଦି କରି ନାହାନ୍ତି ପ୍ରତିଶୋଧ ରାଜନୀତି: ଗୁଲାମ ନବୀ..

ନୂଆଦିଲ୍ଲୀ,୪।୪ : ରାଜ୍ୟସଭାର ପୂର୍ବତନ ଏମ୍‌ପି ତଥା ଡୋମୋକ୍ରାଟିକ୍‌ ଆଜାଦ ପାର୍ଟି ମୁଖ୍ୟ ଗୁଲାମ ନବୀ ଆଜାଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପିଏମ ମୋଦିଙ୍କୁ ଉଦାରବାଦୀ ବୋଲି କହିଛନ୍ତି। ଏଥି ସହିତ ସେ କଂଗ୍ରେସର ଜି-୨୩ ନେତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri