Home Middle

ଶହୀଦ ଯବାନ ଦେବାଶିଷଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ଶହୀଦ ହୋଇଛନ୍ତି। ଏହି ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଦେଶର ସୁରକ୍ଷାରେ ଦେବାଶିଷଙ୍କ…

ଘରୋଇ ପଡ଼ିଆରେ ହାଇଦ୍ରାବାଦକୁ ଭେଟିବ ଚେନ୍ନାଇ

ଚେନ୍ନାଇ,୨୧।୪: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସେ୍‌କେ) ଚଳିତ ଆଇପିଏଲ୍‌ରେ ଶୁକ୍ରବାର ଏମ୍‌ଏ ଚିନାମ୍ବରମ ଷ୍ଟାଡିୟମରେ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଖେଳିବ। ନିକଟରେ ରାଜସ୍ଥାନ ରୟାଲ୍ସଠୁ କଡା ସଂଘର୍ଷ କରି ହାରିବା ପରେ ସିଏସେ୍‌କେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଥିଲା। ହାଇଦ୍ରାବାଦ ବିପକ୍ଷରେ…

ଦିଲ୍ଲୀର ସାକେତ କୋର୍ଟରେ ଫୁଟିଲା ଗୁଳି ,ମହିଳା ଆହତ

ନୂଆଦିଲ୍ଲୀ,୨୧।୪: ରାଜଧାନୀ ଦିଲ୍ଲୀର କୋର୍ଟ ବି ଏବେ ସୁରକ୍ଷିତ ନୁହେଁ। ଶୁକ୍ରବାର ସକାଳେ ସାକେତ କୋର୍ଟରେ ଫୁଟିଛି ଗୁଳି। ସାକେତ କୋର୍ଟ ପରିସରରେ ଶୁକ୍ରବାର ସକାଳେ ଜଣେ ମହିଳାଙ୍କୁ ଗୁଳି କରାଯାଇଛି। ସାକ୍ଷୀ ଦେବାକୁ ମହିଳା କୋର୍ଟକୁ ଆସିଥିଲେ। ଏନଏସସି ଥାନା…

ତାତିରୁ ନିସ୍ତାର, ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଶୁକ୍ରବାରଠାରୁ ରାଜ୍ୟରେ ପାରଦ ଖସିଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜଧାନୀରେ ଖରାର ପ୍ରକୋପ କମ୍‌ ରହିଛି। ୩ ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ…

ଆଜିଠାରୁ ଖରାଛୁଟି

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର ସମସ୍ତ ସ୍କୁଲ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ସ୍ବୀକୃତି ପାଇଁ ଧାରଣା ବଦଳାଇବାକୁ ହେବ

ନୂଆଦିଲ୍ଲୀ,୨୧ା୪: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ପୀଠରେ ଗୁରୁବାର ତୃତୀୟ ଦିନ ପାଇଁ ଶୁଣାଣି ଜାରି ରହିଥିଲା। ବିପରୀତଲିଙ୍ଗୀ ଦୁଇ ଜୀବନସାଥୀଙ୍କ ମଧ୍ୟରେ ବିବାହ ଜରୁରୀ କି ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁରୁବାର…

ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

ସାକ୍ଷୀଗୋପାଳ,୨୧ା୪ (ସ୍ବ.ପ୍ର./ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରର ପୁଞ୍ଚର ମେନ୍ଧାର ଅଞ୍ଚଳରେ ଗୁରୁବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିରେ ଜଣେ ଓଡ଼ିଆ ଯବାନ ରହିଛନ୍ତି। ସେ ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ଖଣ୍ଡାୟତ…

ବୋମା ତିଆରିରେ ସିଦ୍ଧହସ୍ତ ଗୁଡ୍ଡୁ ମୁସ୍‌ଲିମ

ଲକ୍ଷ୍ନୌ,୨୧ା୪: ୨୦୨୩ ଫେବୃୟାରୀ ୨୪। ପ୍ରୟାଗରାଜର ଧୂମାନଗରରେ ରାଜୁ ପାଲ୍‌ ହତ୍ୟାକାଣ୍ଡର ମୁଖ୍ୟ ସାକ୍ଷୀ ଉମେଶ ପାଲ୍‌ଙ୍କୁ ଟାର୍ଗେଟ କରାଯାଇଥିଲା। ଗ୍ୟାଙ୍ଗ୍‌ଷ୍ଟର ଅତିକ୍‌ ଅହମ୍ମଦଙ୍କ ପୁଅ ଅସଦ ଅହମ୍ମଦ ଓ ଶାର୍ପ ଶୁଟର ଗୁଲାମ ମହମ୍ମଦ (ଏନ୍‌କାଉଣ୍ଟରରେ ଉଭୟେ ମୃତ) ଗୁଳି…

ଗୁଡ୍ଡୁ ମୁସଲିମ୍‌ ପୁରୀ ଆସିଥିବା ଚର୍ଚ୍ଚା

ଭୁବନେଶ୍ୱର,୨୧ା୪ (ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀ ଗୁଡ୍ଡୁ ମୁସଲିମ୍‌ ଦୀର୍ଘଦିନ ହେବ ଫେରାର ଅଛନ୍ତି। ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବିଭିନ୍ନ…

ପିଲାଙ୍କ ପାଇଁ ଗ୍ରୀଷ୍ମାବକାଶ ହୋମ୍‌ଓ୍ବାର୍କ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶୁକ୍ରବାରଠାରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ପରବର୍ତ୍ତୀ ଘୋଷଣା ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରହିବ।…

ଦିଲ୍ଲୀ କ୍ୟାପିଟାଲର ପ୍ରଥମ ବିଜୟ

ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୨୮ତମ ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ୪ ଉଇକେଟରେ ବିଜୟୀ ହୋଇଛି। ଷଷ୍ଠ ମ୍ୟାଚ୍‌ରୁ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ବିଜୟ ସହ ପଏଣ୍ଟ ଖାତା ଖୋଲିଛି ।…

ବୌଦ୍ଧ ସବୁଠାରୁ ଉତ୍ତପ୍ତ, ଦ୍ୱିତୀୟରେ ଭୁବନେଶ୍ୱର

ଭୁବନେଶ୍ବର,୨୦।୪(ବ୍ୟୁରୋ): ଜଳୁଛି ସାରା ରାଜ୍ୟ। ସକାଳ ୮ଟାରୁ ଓ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଘରୁ ବାହାରକୁ ବାହାରିବା ମୁସ୍‌କିଲ ହୋଇପଡୁଛି। ଏଭଳିସ୍ଥିତିରେ ଗୁରୁବାର ରାଜ୍ୟର ୨୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୩.୯ ଡିଗ୍ରୀ ସହ ବୌଦ୍ଧ ସବୁଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri