ରୋହିତଙ୍କ ପଛେ ପଛେ ଗିଲ୍…ଏମିତି ଅନ୍ଦାଜ୍ରେ ଅଷ୍ଟ୍ରେଲିଆ ଗଲା ଟିମ୍ ଇଣ୍ଡିଆ
ସିଡନୀ,୧୫।୧୦:ଭାରତ ଅଷ୍ଟ୍ରେଲିଆ ଗସ୍ତ ସମୟରେ ତିନୋଟି ଦିନିକିଆ ଏବଂ ପାଞ୍ଚଟି ଟି-୨୦ ଖେଳିବ। ସିରିଜ ଦିନିକିଆ ସିରିଜ ସହିତ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଅକ୍ଟୋବର ୧୯ରେ ପର୍ଥରେ ଅନୁଷ୍ଠିତ ହେବ। ସମସ୍ତେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଆଗମନକୁ…
ଦାୟୀଙ୍କଠାରୁ ଆଦାୟ
ଅକ୍ଟୋବର ୧୩ରେ ବମ୍ବେ ହାଇକୋର୍ଟ ମହାରାଷ୍ଟ୍ରରେ ରାସ୍ତାରେ ଖାଲଖମା କିମ୍ବା ନର୍ଦ୍ଦମା ଗର୍ତ୍ତରେ ପଡ଼ି ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଦୁର୍ଘଟଣାରେ…
ଦେଶର ୧୦୦ ଦୁର୍ଘଟଣାପ୍ରବଣ ଜିଲା ମଧ୍ୟରେ ଓଡ଼ିଶାର ଏହି ୨ ଜିଲା
ଭୁବନେଶ୍ୱର, ୧୫।୧୦(ସୁନିତ୍ ମିଶ୍ର):କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଦେଶର ୧୦୦ଟି ଦୁର୍ଘଟଣାପ୍ରବଣ ଜିଲାକୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରେ ଓଡ଼ିଶାର ସୁନ୍ଦରଗଡ଼ ଏବଂ ଗଞ୍ଜାମ ଜିଲା ରହିଛି। ଓଡ଼ିଶାର ଏହି ୨ ଜିଲାରେ ଘଟୁଥିବା ଦୁର୍ଘଟଣା ଏବଂ ଏଥିଜନିତ ହେଉଥିବା ମୃତ୍ୟୁସଂଖ୍ୟା…
ଟ୍ରମ୍ପଙ୍କୁ ବଡ଼ ଝଟକା ଦେଲେ ଜିନପିଙ୍ଗ, ଜାଣନ୍ତୁ କେତେ କ୍ଷତିଗ୍ରସ୍ତ ହେବ ଆମେରିକା
ବେଜିଂ,୧୫।୧୦: ଟାରିଫ୍ ଯୋଗୁଁ ଆମେରିକା ଏବଂ ଚାଇନା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଚାଇନା ପୂର୍ବରୁ ସୋୟାବିନ ଏବଂ ସେମିକଣ୍ଡକ୍ଟର୍ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, କିନ୍ତୁ ଏବେ ଏହା ଆମେରିକାକୁ ଆହୁରି ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ରାଷ୍ଟ୍ରପତି ସି…
ଓଡ଼ିଆ ଛାତ୍ରୀ ଗଣବଳାତ୍କାର ଘଟଣା: ବୟଫ୍ରେଣ୍ଡଙ୍କୁ ଗିରଫ କଲା ପୋଲିସ, ସେହି ଦିନ ହିଁ…
କୋଲକାତା,୧୪ା୧୦: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କ ବୟଫ୍ରେଣ୍ଡଙ୍କୁ ଗିରଫ କରିଛି ଦୁର୍ଗାପୁର ପୋଲିସ । କ୍ୟାମ୍ପସ ବାହାରକୁ ନେବା ପାଇଁ ସେହିଦିନ ବୟଫ୍ରେଣ୍ଡ ଯୁବତୀଙ୍କୁ ପ୍ରବର୍ତ୍ତାଇ ଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ତେବେ ଆସନ୍ତାକାଲି ଅର୍ଥାତ୍ ବୁଧବାର…
ଯାତ୍ରୀବାହୀ ବସ୍ରେ ଲାଗିଲା ନିଆଁ, ଜିଅନ୍ତା ଜଳିଗଲେ ୧୦ରୁ ଅଧିକ ଯାତ୍ରୀ
ଜୟପୁର,୧୪ା୧୦: ମଙ୍ଗଳବାର ରାଜସ୍ଥାନର ଜୈସଲମେରରେ ଏକ ଯାତ୍ରୀବାହୀ ବସ୍ରେ ନିଆଁ ଲାଗିଯାଇଛି। ଫଳରେ ୧୦ରୁ ୧୨ ଜଣଙ୍କର ମୃତ୍ୟୁ ଆଶଙ୍କା କରାଯାଉଛି। ଜୈସଲମେରରୁ ଯୋଧପୁର ଯାଉଥିବା ବସ୍ଟି ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଯାତ୍ରା କରୁଥିଲା। ରିପୋର୍ଟ ଅନୁଯାୟୀ, ବସ୍ରେ ଥିବା…
ମହିଳା କିଣିବେ କାର୍, ଟଙ୍କା ଦେବେ ସରକାର! ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୧୪।୧୦: ଦୀପାବଳି ପୂର୍ବରୁ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଫ୍ଲାଗ୍ସିପ୍ ଯୋଜନା ସୁଭଦ୍ରା ସାରା ରାଜ୍ୟରେ ଚର୍ଚ୍ଚା ସାଉଁଟିଥିଲା । ଏବେ ମହିଳାଙ୍କ ପାଇଁ ଆଉ ଏକ ବଡ଼ ଯୋଜନା ଆସିବାକୁ ଯାଉଛି । ମହିଳାଙ୍କୁ…
ଅଷ୍ଟ୍ରେଲିଆ ଗସ୍ତ ପରେ କୋହଲି-ରୋହିତ ନେବେ ଅବସର! ଗୌତମ ଗମ୍ଭୀରଙ୍କ ବଡ଼ ବୟାନ ପରେ କ୍ରିକେଟ ଜଗତରେ ହଇଚଇ
ନୂଆଦିଲ୍ଲୀ,୧୪।୧୦: ଭାରତୀୟ କ୍ରିକେଟ ଦଳ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ୱେଷ୍ଟଇଣ୍ଡିଜ୍କୁ ୨-୦ ରେ ପରାସ୍ତ କରିଛି। ଭାରତ ପଞ୍ଚମ ଦିନରେ ଦିଲ୍ଲୀରେ ଦ୍ୱିତୀୟ ଟେଷ୍ଟକୁ ୭ ଉଇକେଟ୍ରେ ଜିତିଛି। ଏହା ପରେ, ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏକ…
ଭାଜପାର ପ୍ରାର୍ଥୀ ତାଲିକା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ଟିକେଟ୍
ନୂଆଦିଲ୍ଲୀ,୧୪।୧୦: ଭାରତୀୟ ଜନତା ପାର୍ଟି ମଙ୍ଗଳବାର ବିହାର ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କରିଛି। ତାଲିକା ଅନୁଯାୟୀ ନନ୍ଦ କିଶୋର ଯାଦବଙ୍କ ଟିକେଟ ଦିଆଯାଇନାହିଁ। ଏହି ତାଲିକାରେ ମୋଟ ୭୧ ଜଣ ପ୍ରାର୍ଥୀ ନାମିତ ହୋଇଛନ୍ତି। ଏନଡିଏ ଆସନ ବଣ୍ଟନ…
ରଦ୍ଦି କାଗଜ
ଭାରତରେ ଗବେଷଣା ସ୍ତର କିଭଳି ରହିଛି ତାହାର ଏକ ନମୁନା ଏବେ ଦେଖିବାକୁ ମିଳିଛି। ଗତ ୪ ମାସ ତଳେ ଇଣ୍ଡିଆନ୍ ଏକାଡେମୀ ଅଫ୍ ସାଇନ୍ସର ପୂର୍ବତନ ସଭାପତି ପାର୍ଥ ମଜୁମଦାର, ବାଙ୍ଗାଲୋର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଏଚ୍. ଏ. ରଙ୍ଗନାଥ,…
ବରଗଡ଼ରେ ଚାଞ୍ଚଲ୍ୟ: ବିଚ ରାସ୍ତାରେ ଯୁବକଙ୍କୁ ନିର୍ମମ ହତ୍ୟା
ବରଗଡ଼,୧୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ପାଣିଛତର-ଜମୁର୍ଡା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଜମୁର୍ଡା ଟାଙ୍ଗରଟିକ୍ରାର ଭୀମ ବିଶ୍ବାଳ ବୋଲି ସୂଚନା ମିଳିଛି। ୨ଦିନ ତଳେ ଅତିବିରା ଥାନା ଗୋଡଭଗା…
ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନ ୨୪ ଯାଏ ବଢ଼ିଲା
ଭୁବନେଶ୍ୱର,୧୪ା୧୦(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ବିଭିନ୍ନ ବୃତ୍ତି ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ଯୋଜନା ଏବଂ ଗୋପବନ୍ଧୁ ଶିକ୍ଷା ସହାୟତା…
Archives


