ସିରାଜଙ୍କୁ ଯୋଗାଯୋଗ କରିଥିଲେ ବୁକି
ନୂଆଦିଲ୍ଲୀ,୨୦ା୪(ପି.ଟି.): ପେସ୍ ବୋଲର ମହମ୍ମଦ ସିରାଜ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଦୁର୍ନୀତି ନିବାରଣ ବିଭାଗ(ଏସିୟୁ)ର ଦ୍ୱାରସ୍ଥ ହୋଇଥିଲେ ବୋଲି ଜଣାପଡିଛି। ଫେବୃୟାରୀ ମାସରେ ଅଷ୍ଟ୍ରେଲିଆ ଗସ୍ତର ଠିକ୍ ପୂର୍ବରୁ ଜଣେ ବ୍ୟକ୍ତି ତାଙ୍କୁ ଦଳର ଭିତିରି ସୂଚନା ଦେବା…
ଆଜିଠାରୁ ୩ ଦିନିଆ ଓଡ଼ିଶା ସ୍କିଲ୍ କନ୍କ୍ଲେଭ
ଭୁବନେଶ୍ୱର,୨୦।୪: ରାଜ୍ୟର ବିକାଶ ଓ ନୂଆ ବିଶ୍ୱ ପାଇଁ ଦକ୍ଷତା ପ୍ରଦର୍ଶନ କରିବା ଲକ୍ଷ୍ୟରେ ଗୁରୁବାରଠାରୁ ଏକ ୩ ଦିନିଆ ଓଡ଼ିଶା ସ୍କିଲ୍ କନ୍କ୍ଲେଭ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜନ ହେବାକୁ ଯାଉଛି। ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା…
ମାଲାବାରରେ ନେକ୍ଲେସ୍ ମେଳା
ଭୁବନେଶ୍ୱର,୨୦।୪: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଭୁବନେଶ୍ୱରସ୍ଥିତ ଶହୀଦନଗର ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଏକ ୮ ଦିନିଆ ନେକ୍ଲେସ ମେଳାର ଶୁଭାରମ୍ଭ କରାଯାଇଛି। ମାଲାବାର ଗ୍ରୁପ୍ର ବରିଷ୍ଠ ଅଧିକାରୀ ତଥା ଷ୍ଟୋର କର୍ମଚାରୀ ଓ ଗ୍ରାହକଙ୍କ ଉପସ୍ଥିତିରେ…
ଆଶାଙ୍କୁ ଲତା ଦୀନାନାଥ ମଞ୍ଜେସ୍କର ପୁରସ୍କାର
ମୁମ୍ବାଇ,୨୦।୪: ଖ୍ୟାତନାମା ଗାୟୀକା ଆଶା ଭୋସଲେଙ୍କୁ ଲତା ଦୀନାନାଥ ମଞ୍ଜେସ୍କର ପୁରସ୍କାରରେ ସମ୍ମାନିତ କରାଯିବ। ଏ ନେଇ ମଙ୍ଗଳବାର ମଞ୍ଜେସ୍କର ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଲତା ମଞ୍ଜେସ୍କରଙ୍କ ଉଦ୍ଦେଶ୍ୟରେ ପରିବାର ଓ ଟ୍ରଷ୍ଟ ପକ୍ଷରୁ ଏହି ପୁରସ୍କାର ପାଇଁ ଆଶାଙ୍କୁ…
ପ୍ରମାଣିତ କଲେ ଇସ୍ତଫା ଦେବି: ମମତା
କୋଲକାତା,୨୦ା୪: ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି) ଜାତୀୟ ଦଳ ମାନ୍ୟତା ହରାଇଛି। ନିକଟରେ ନିର୍ବାଚନ କମିଶନ ଏନେଇ ସମୀକ୍ଷା କରିବା ପରେ ଜାତୀୟ ଦଳ ମାନ୍ୟତା ପ୍ରତ୍ୟାହାର କରିଥିଲେ। ତେବେ ଜାତୀୟ ମାନ୍ୟତା ବଞ୍ଚାଇବା ପାଇଁ ଟିଏମ୍ସି ସୁପ୍ରିମୋ ତଥା…
ଏଲ୍ଏସିରେ ବଢ଼ୁଛି ପିଏଲ୍ଏ ଉପସ୍ଥିତି
ନୂଆଦିଲ୍ଲୀ,୨୦ା୪: ନର୍ଦ୍ଦର୍ନ ସେକ୍ଟର ସଂଲଗ୍ନ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ରେ ଚାଇନାର ପିପୁଲ୍ସ ଲିବରେଶନ୍ ଆର୍ମି (ପିଏଲ୍ଏ) ସୈନ୍ୟଙ୍କ ଉପସ୍ଥିତି ବୃଦ୍ଧି ପାଉଛି। ଦିନକୁ ଦିନ ସୈନ୍ୟ ଓ ସାମରିକ ଉପକରଣ ସଂଖ୍ୟା ବଢ଼ିବାରେ ଲାଗିଥିବାରୁ ସର୍ବାଧିକ ସତର୍କତା ଅବଲମ୍ବନ କରିବା ପାଇଁ…
ମୁକୁଲ ରୟ: ନା ଏ କୂଳର…
କୋଲକାତା/ନୂଆଦିଲ୍ଲୀ,୨୦ା୪: ଏକଦା ପଶ୍ଚିମବଙ୍ଗର ପ୍ରଭାବଶାଳୀ ନେତା ମୁକୁଲ ରୟ ଏବେ ନା ଏ କୂଳର ନା ସେ କୂଳର। ରାଜ୍ୟର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି) ଏବଂ ବିରୋଧୀ ଭାରତୀୟ ଜନତା ପାର୍ଟି (ଭାଜପା) କେହି ନେଉ ନାହାନ୍ତି ଏହି ବର୍ଷୀୟାନ…
ସ୍ପାଏ ଡ୍ରୋନ୍ ମୁତୟନ କରିବ ଚାଇନା
ଓ୍ବାଶିଂଟନ୍, ୨୦।୪: ଚାଇନା ମିଲିଟାରି ଖୁବ୍ଶୀଘ୍ର ଉଚ୍ଚ-ତୀବ୍ରତା ବିଶିଷ୍ଟ ଗୋଇନ୍ଦା ଡ୍ରୋନ୍ ମୁତୟନ କରିବାକୁ ଯୋଜନା କରୁଛି। ଲିକ୍ ହୋଇଥିବା ଆମେରିକୀୟ ମିଲିଟାରି ଡକ୍ୟୁମେଣ୍ଟରେ ଏହା ଉଲ୍ଲେଖ କରାଯାଇଛି। ଚାଇନା ମୁତୟନ କରିବାକୁ ଥିବା ଏହି ଡ୍ରୋନ୍ର ବେଗ ଶବ୍ଦର ବେଗଠାରୁ…
ପେନ୍ସନ ଆଇନ: ମାକ୍ରଁ ହଟହଟା
ପ୍ୟାରିସ୍,୨୦ା୪: ନୂଆ ପେନ୍ସନ୍ ଆଇନକୁ ନେଇ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍ରଁଙ୍କୁ ଦେଶରେ ହଟହଟା ହେବାକୁ ପଡ଼ିଛି। ପାର୍ଲାମେଣ୍ଟରେ ଗୃହୀତ ହୋଇଥିବା ପେନ୍ସନ ବିଲ୍ ଅନୁସାରେ ସରକାରୀ କର୍ମଚାରୀଙ୍କ ବୟସ ସୀମା ୬୨ରୁ ୬୪କୁ ବୃଦ୍ଧି କରାଯାଇଛି। ମାକରଁ ଶନିବାର ଏହି…
୧୦ ରନରେ ଲକ୍ଷ୍ନୌ ବିଜୟୀ….
ଜୟପୁର,୧୯।୪ : ବୁଧବାର ଆଇପିଏଲ୍ ୨୦୨୩ର ସିଜନ ୧୬ର ୨୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ(ଆରଆର)କୁ ହରାଇ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି)ବିଜୟ ହୋଇଛି। ଏଲଏସଜି ୨୦ ଓଭରରେ ୭ ଉଇକେଟ୍ ହରାଇ ୧୫୪ ରନ୍ କରିଥିଲା। ଫଳରେ ଆରଆର ପାଇଁ ବିଜୟ…
ଦିଲ୍ଲୀ କ୍ୟାପିଟାଲ୍ସକୁ ଆଉ ଏକ ଝଟକା: ଆଇପିଏଲ୍ରୁ ବାଦ୍ ପଡିଲେ ଏହି ଦ୍ରୁତ ବୋଲର
ନୂଆଦିଲ୍ଲୀ,୧୯।୪: ପୁଣି ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟକା। ଦଳର ଗୁରୁତ୍ୱପୂର୍ଣ୍ଣ ଦ୍ରୁତ ବୋଲର କମଳେଶ ନାଗରକୋଟିଙ୍କ ପିଠିରେ ଆଘାତ ଯୋଗୁ ସେ ଆଇପିଏଲ୍ର ପୂରା ସିଜନରୁ ବାଦ୍ ପଡିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଏହି ସିଜନ ଭଲ ହୋଇନାହିଁ। ଦଳ ଏ ପର୍ଯ୍ୟନ୍ତ…
ଅନୁସୂଚିତ ଜାତି ଓ ଜନତାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ିଲା
ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ାଇଛନ୍ତି। ଉଭୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସ୍କୁଲଗୁଡ଼ିକରୁ ଛାତ୍ରୀଛାତ୍ର ଏହି ବର୍ଦ୍ଧିତ ଷ୍ଟାଇପେଣ୍ଡର ସୁବିଧା…
Archives


