ଅତିକଙ୍କ ପରେ ଏବେ ମୁଖତାରଙ୍କ ପାଳି ନେଇ ଚର୍ଚ୍ଚା: ଆଫଜଲ ଅନସାରୀ କହିଲେ, ୩ ନୁହେଁ ଥିଲେ ୫ ଶୁଟର…
ଲକ୍ଷ୍ନୌ,୧୮।୪ : ଅତିକ ଅହମ୍ମଦ ଏବଂ ଆଶ୍ରଫ୍ଙ୍କ ମୃତ୍ୟୁ ପରେ ରାଜ୍ୟର ରାଜନୀତି ଚଳଚଞ୍ଚଳ ହୋଇଛି। ବିରୋଧୀ ଦଳ ଏହି ପ୍ରସଙ୍ଗରେ ଶାସକ ଦଳକୁ ଘେରିବାକୁ ଚେଷ୍ଟା କରୁଛନ୍ତି। ଏହି ସମୟରେ ଗାଜିପୁରର ବିଏସପି ଏମପି ଆଫଜଲ ଅନସାରୀ ଅଟିକଙ୍କ ହତ୍ୟା…
ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ, ଫେସବୁକରେ ଲେଖିଲେ ଆପତ୍ତିଜନକ ଶବ୍ଦ
ଲକ୍ଷ୍ନୌ,୧୮।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ମିଳିଛି। ବଗାପତ ଜିଲାରେ ରହୁଥିବା ଯୁବକ ସୋସିଆଲ ମିଡିଆରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଗୁଳି କରିବାକୁ ଧମକ ଦେଇଛନ୍ତି। କେତେଜଣ ୟୁଜର୍ସ ଏହି ପୋଷ୍ଟକୁ ମୁଖ୍ୟମନ୍ତ୍ରୀ, ଡିଜିପି ଓ…
ଆସନ୍ତା ୧୫ ଦିନରେ ଦିଲ୍ଲୀ-ମହାରାଷ୍ଟ୍ରରେ ହେବ ରାଜନୈତିକ ବିସ୍ଫୋରଣ: ସୁପ୍ରିୟା ସୁଲେ
ମୁମ୍ବାଇ,୧୮।୪ : ଦିଲ୍ଲୀ ମହାରାଷ୍ଟ୍ରରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ଝିଅ ଏମପି ସୁପ୍ରିୟା ସୁଲେ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଆସନ୍ତା ୧୫ ଦିନ ମଧ୍ୟରେ ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ ବଡ଼ ଧରଣର…
ଶିକ୍ଷା ପ୍ରଣାଳୀରେ ତ୍ରୁଟି ଯୋଗୁ ବଢୁଛି ବେରୋଜଗାରୀ: ରିପୋର୍ଟ…
ନୂଆଦିଲ୍ଲୀ,୧୮।୪ : ଭାରତରେ ଶିକ୍ଷା ପ୍ରଣାଳୀରେ ରହିଥିବା ତ୍ରୁଟି ଯୋଗୁ ବେରୋଜଗାରୀ ସମସ୍ୟା ବଢ଼ିବାରେ ଲାଗିଛି। ବିନା କୌଶଳ ଡିଗ୍ରୀ ହାସଲ କରିବା ପରେ ଯୁବବର୍ଗ ବେକାର ରହୁଛନ୍ତି। ଫଳରେ ଦେଶର ଅର୍ଥନୀତି ଉପରେ ନକାରାତ୍ମକ ପ୍ରଭାବ ପଡୁଛି। ଭାରତର ୧୧୭…
ଭାରତ ସହିତ ମୁକ୍ତ ବାଣିଜ୍ୟ କରିବାକୁ ରୁଷିଆ ଆଗ୍ରହୀ: ଜୟଶଙ୍କରଙ୍କୁ ଭେଟିଲେ ମଣ୍ଟୁରୋଭ…
ନୂଆଦିଲ୍ଲୀ,୧୮।୪ : ମଙ୍ଗଳବାର ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଦିଲ୍ଲୀରେ ରୁଷିଆର ଉପପ୍ରଧାନମନ୍ତ୍ରୀ ଡେନିସ ମଣ୍ଟୁରୋଭଙ୍କୁ ଭେଟିଛନ୍ତି। ଭାରତ ସହିତ ମୁକ୍ତ ବାଣିଜ୍ୟ କରିବାକୁ ରୁଷିଆ ଆଗ୍ରହୀ ବୋଲି ସେ କହିଛନ୍ତି। ମଣ୍ଟୁରୋଭ ରୁଷିଆର ଶିଳ୍ପ ଏବଂ ବାଣିଜ୍ୟ ମନ୍ତ୍ରୀ ଭାବେ…
ଚାଇନାକୁ ଭାରତର କଡ଼ା ଜବାବ, ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ବୌଦ୍ଧ ନେତାଙ୍କ ବୈଠକ…
ତଓ୍ବାଙ୍ଗ,୧୮।୪ : କିଛି ଦିନ ତଳେ ଚାଇନା ଅରୁଣାଚଳ ପ୍ରଦେଶର ୧୧ଟି ଅଞ୍ଚଳର ନାମକରଣ କରିବାର ପ୍ରୟାସ କରିଥିଲା। ଏବେ ଭାରତ ଏହାର କଡ଼ା ଜବାବ ଦେଇଛି। ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଭାରତ ସରକାରଙ୍କ ପକ୍ଷରୁ ବୌଦ୍ଧ ନେତାଙ୍କର ଏକ ରାଷ୍ଟ୍ରୀୟ…
ଝାରସୁଗୁଡ଼ା ଉପନିର୍ବାଚନ: ନାମାଙ୍କନ ଦାଖଲ କଲେ ଦୀପାଳି
ଝାରସୁଗୁଡ଼ା,୧୮।୪ : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଦୀପାଳି ସମର୍ଥକମାନଙ୍କ ସହିତ ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି। ଏହି ଅବସରରେ ରାଜ୍ୟ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ…
ଅତିକଙ୍କ ମୃତ୍ୟୁ ପୂର୍ବରୁ ଲେଖିଥିବା ଚିଠି: ବନ୍ଦ ଲଫାପାରେ ପଠାଯାଉଛି ସିଜେଆଇ-ଯୋଗୀଙ୍କ ପାଖକୁ…
ଲକ୍ଷ୍ନୌ,୧୮।୪ : ମାଫିଆ ଅତିକ ଅହମ୍ମଦଙ୍କ ମୃତ୍ୟୁ ପୂର୍ବର ଚିଠିକୁ ଏକ ବନ୍ଦ ଲଫାପାରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି.ଔ୍ବାଇ. ଚନ୍ଦ୍ରଚୂଡ଼ ତଥା ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ନିକଟକୁ ପଠାଯାଉଛି। ଅତିକ ଅହମ୍ମଦଙ୍କ ଓକିଲ ବିଜୟ ମିଶ୍ର ଏହା…
ଏନସିପିରେ ଅଛି ଆଉ ରହିବି ମଧ୍ୟ: ଅଜିତ ପାଓ୍ବାର…
ମୁମ୍ବାଇ,୧୮।୪ : ଏନସିପି ନେତା ଅଜିତ ପାୱାର ଭାଜପାରେ ଯୋଗଦେବା ନେଇ ଗୁଜବ ଉପରେ ନିଜର ନୀରବତା ଭାଙ୍ଗିଛନ୍ତି। ଅଜିତ ପାୱାର କହିଛନ୍ତି ମୁଁ ଏନସିପି ସହିତ ଅଛି ଏବଂ ଏନସିପି ସହିତ ରହିବି। ମୋର ଏନସିପି ଛାଡିବା ଏକ ମିଥ୍ୟା…
ସକ୍ରିୟ ମାମଲା ୬୧ ହଜାର ଟପିଲା…
ନୂଆଦିଲ୍ଲୀ, ୧୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…
ସମଲିଙ୍ଗୀ ବିବାହ ମାମଲା ଶୁଣାଣି ଆରମ୍ଭ: ସମାଜରେ ସ୍ବୀକୃତି ମିଳିଛି: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୮।୪: ସମଲିଙ୍ଗୀ ବିବାହର ଆଇନଗତ ସ୍ବୀକୃତି ଦାବିର ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଏହି ବେଞ୍ଚ ଆବେଦନଗୁଡ଼ିକର ଶୁଣାଣି କରୁଛି। ଶୁଣାଣି ସମୟରେ ବରିଷ୍ଠ ଓକିଲ କପିଲ ସିବଲ କହିଛନ୍ତି…
କୋର୍ଟଙ୍କ ରାୟ ପୂର୍ବରୁ ପ୍ରତିକ୍ରିୟା
ନୂଆଦିଲ୍ଲୀ, ୧୮।୪: ମଙ୍ଗଳବାର ସୁପ୍ରିମକୋର୍ଟରେ ସମଲିଙ୍ଗୀ ବିବାହକୁ ଆଇନଗତ ସ୍ବୀକୃତି ପ୍ରଦାନ ଉପରେ ଶୁଣାଣି ଆରମ୍ଭ ହେବ। ସର୍ବୋଚ୍ଚ ଅଦାଲତର ପାଞ୍ଚ ଜଣିଆ ଖଣ୍ଡପୀଠ ଏହି ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରିବେ। ସମଲିଙ୍ଗୀ ବିବାହକୁ କେନ୍ଦ୍ର ସରକାର ବିରୋଧ କରିଛନ୍ତି ଏବଂ…
Archives


