କାନାଡ଼ା ଜଙ୍ଗଲ ନିଆଁ ଆମେରିକାକୁ ବ୍ୟାପିଲା: ନ୍ୟୁୟର୍କ ଧୂଆଁରେ ଆଚ୍ଛାଦିତ…
ଓ୍ବାଶିଂଟନ,୮।୬ : : କାନାଡାର ଜଙ୍ଗଲ ଜଳୁଛି। ଜଙ୍ଗଲରେ ସବୁଠୁ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡ ୩୩ ହଜାର ବର୍ଗ କିଲୋମିଟର ଅଞ୍ଚଳରେ ବ୍ୟାପିଛି। ଅଗ୍ନିକାଣ୍ଡ ଯୋଗୁଁ କୋଟି କୋଟି ଜଙ୍ଗଳ ପ୍ରାଣୀ ଓ ପକ୍ଷୀଙ୍କର ମୃତ୍ୟୁ ହୋଇଛି ଏବଂ…
ପ୍ରଥମ ଏଆଇ ଶିଖର ସମ୍ମିଳନୀ ଆୟୋଜନ କରିବ ବ୍ରିଟେନ…
ଲଣ୍ଡନ,୮।୬ : : ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ କୃତ୍ରିମ ବୁଦ୍ଧିମତା ଉପରେ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀ ସମ୍ପର୍କରେ ଘୋଷଣା କରି ୱାଶିଂଟନ ଗସ୍ତ ସମୟରେ ସମ୍ଭାବ୍ୟ ବିପଦକୁ ସୀମିତ କରିବାରେ ବ୍ରିଟେନକୁ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ଆହ୍ବାନ ଦେଇଛନ୍ତି।…
ଇୟୁରେ ସିଓପି-୨୯ ଜଳବାୟୁ ଶିଖର ସମ୍ମିଳନୀ ଆୟୋଜନ ନ କରାଇବା ପାଇଁ ରୁଷିଆର ଉଦ୍ୟମ…
ମସ୍କୋ,୮।୬ : : ଗତ ବର୍ଷଠାରୁ ରୁଷିଆର ୟୁକ୍ରେନ ଉପରେ ଆକ୍ରମଣର ପରିଣାମ ସ୍ବରୂପ, ଭୂ-ରାଜନୈତିକ ବିବାଦ ଜଳବାୟୁ ପରିବର୍ତ୍ତନକୁ ମୁକାବିଲା କରିବା ପାଇଁ ବିଶ୍ୱର ଉଦ୍ୟମକୁ ଜଟିଳ କରିଛି। ତେଣୁ ଆସନ୍ତା ବର୍ଷ ଜାତିସଂଘ ପକ୍ଷରୁ ୟୁରୋପିଆନ ସଂଘ(ଇୟୁ)ର ବ୍ରସେଲ୍ସରେ…
ଆଫଗାନିସ୍ତାନରେ ଖାଲକୁ ଖସିଲା ବସ୍: ୨୫ ମୃତ…
କାବୁଲ,୮।୬ : ଆଫଗାନିସ୍ତାନରେ ଏକ ବସ୍ ଖାଲରେ ଖସିପଡିଛି। ଏହି ଦୁର୍ଘଟଣାରେ ଆଠ ଜଣ ଶିଶୁ ଏବଂ ୧୨ ଜଣ ମହିଳାଙ୍କ ସମେତ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ସର-ଇ-ପୋଲ ପ୍ରାଦେଶିକ ପୋଲିସର ମୁଖପାତ୍ର ଦେନ ମହମ୍ମଦ ନାଜାରୀ କହିଛନ୍ତି ଡ୍ରାଇଭରଙ୍କ…
ପ୍ରଥମ ସଂସ୍କରଣରେ ଚାମ୍ପିୟନ ହୋଇଥିଲା ଭାରତ
ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ପାଇଁ କଳିଙ୍ଗ ଷ୍ଟାଡିୟମ ପ୍ରସ୍ତୁତ। ପୂର୍ବରୁ ଭାରତୀୟ ଦଳ ଏଠାରେ ଅଭ୍ୟାସ ଚଳାଇଥିବାବେଳେ ଅନ୍ୟ ୩ ଦଳ ପର୍ଯ୍ୟାୟକ୍ରମେ ବୁଧବାର ପହଞ୍ଚତ୍ବାରେ ଲାଗିଛନ୍ତି। ଭାରତ ବ୍ୟତୀତ ଲେବାନନ,…
ସ୍ବର୍ଣ୍ଣ ବିଜୟୀ ମହିଳା ଭଲିବଲ ଦଳ ସମ୍ବର୍ଦ୍ଧିତ
ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ଅନୁଷ୍ଠିତ କାଭା ମହିଳା ଭଲିବଲ ଚ୍ୟାଲେଞ୍ଜ କପ୍ରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳକୁ ବୁଧବାର କିଟ୍ ପରିସରରେ ସମ୍ବର୍ଦ୍ଧିତ କରାଯାଇଛି। ଭାରତୀୟ ଦଳରେ ଓଡ଼ିଆ ଖେଳାଳି ଅନନ୍ୟା ଦାସ ଓ ମ୍ୟାନେଜର…
ଓଡ଼ିଶା ସିନିୟର ମହିଳା ରଗ୍ବୀ ଦଳ ଘୋଷିତ
ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ମହାରାଷ୍ଟ୍ରର ପୁଣେସ୍ଥିତ ବାଲଓ୍ବୋଡ଼ିଠାରେ ସର୍ବଭାରତୀୟ ଜୁନିୟର ମହିଳା ରଗ୍ବୀ ୭ଏସ୍ ଚାମ୍ପିୟନଶିପ୍ ଶେଷ ହୋଇଛି। ଏଥିରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ସର୍ବଭାରତୀୟ ସିନିୟର ମହିଳା ରଗ୍ବୀ ୭ଏସ୍ ଚାମ୍ପିୟନଶିପ୍ ଆସନ୍ତା ୯ ତାରିଖରୁ ପୁଣେରେ…
ସ୍ବିଟେକ୍ ସେମିଫାଇନାଲରେ
ପ୍ୟାରିସ, ୮ା୬: ଗତଥରର ଚାମ୍ପିୟନ ଇଗା ସ୍ବିଟେକ ଫ୍ରେଞ୍ଚ ଓପନ ଟେନିସ ମହିଳା ସିଙ୍ଗଲ୍ସରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ନମ୍ବର ଓ୍ବାନ ମାନ୍ୟତାପ୍ରାପ୍ତ ଏହି ଖେଳାଳି ଆମେରିକାର ସ୍ବଳ୍ପ ବୟସ୍କା କୋକୋ ଗଫ୍ଙ୍କୁ ୬-୪, ୬-୨ ରେ ହରାଇ ଦେଇଛନ୍ତି।…
ବିଏସ୍ଏନ୍ଏଲ୍ ପୁନରୁଦ୍ଧାର ପାଇଁ ୮୯,୦୪୭ କୋଟି ମଞ୍ଜୁର
ନୂଆଦିଲ୍ଲୀ,୮।୬: ଦେଶର ଏକମାତ୍ର ସରକାରୀ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ବିଏସ୍ଏନ୍ଏଲ୍କୁ ପୁନରୁଦ୍ଧାର କରିବା ସହ ଦେଶବାସୀଙ୍କୁ ଗୁଣାତ୍ମକ ସେବା ଯୋଗାଇଦେବା ପାଇଁ କେନ୍ଦ୍ର ସରକାର ଗତ କିଛି ବର୍ଷ ମଧ୍ୟରେ ଅନେକ ପ୍ରୟାସ କରିଛନ୍ତି। ଏପରିକି ବିଏସ୍ଏନ୍ଏଲ୍ର ପୁନରୁଦ୍ଧାର ରଣନୀତିର…
୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ପାଲଟିବ ଭାରତ
ବେଲ୍ଗ୍ରେଡ୍,୮ା୬ : ଭାରତ ହେଉଛି ବିଶ୍ୱର ସବୁଠୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ଯାହାର ମୋଟ ଘରୋଇ ଉତ୍ପାଦ (ଜିଡିପି) ୩.୫ ଟ୍ରିଲିୟନ୍ ଡଲାର ଛୁଇଁବାକୁ ଯାଉଛି। ଚଳିତ ଦଶନ୍ଧି ଶେଷ ହେବା ପୂର୍ବରୁ ଆମେ ବିଶ୍ୱର ତୃତୀୟ ବୃହତ୍ ଅର୍ଥନୀତି ହେବାକୁ…
ରୁଷିଆରେ ଫସିଛନ୍ତି ଏୟାର ଇଣ୍ଡିଆର ୨୩୨ ଯାତ୍ରୀ
ମସ୍କୋ/ଓ୍ବାଶିଂଟନ୍/ନୂଆଦିଲ୍ଲୀ,୮ା୬: ଦିଲ୍ଲୀରୁ ଆମେରିକାର ସାନ୍ଫ୍ରାନ୍ସିସ୍କୋ ଅଭିମୁଖେ ଯାତ୍ରା କରୁଥିବା ଏୟାର ଇଣ୍ଡିଆର ଏକ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ରୁଷିଆର ମଗଦାନସ୍ଥିତ ଗୁଲାଗରେ ବିମାନଟି ଜରୁରୀ ଅବତରଣ କରିଛି। ଫଳରେ ଫ୍ଲାଇଟ୍ ଏଆଇ୧୭୩ରେ ଥିବା ସମସ୍ତ ୨୧୬ ଯାତ୍ରୀ ଓ ୧୬…
ଭାଜପା ଆଡ଼କୁ ଢଳୁଛି ଜେଡିଏସ୍
ନୂଆଦିଲ୍ଲୀ,୮ା୬: କର୍ନାଟକ ବିଧାନସଭା ନିର୍ବାଚନରେ ସବୁଠୁ ଖରାପ ପ୍ରଦର୍ଶନ କରିଥିବା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍) ଏବେ ଭାଜପା ଆଡ଼କୁ ଢଳିବା ଆରମ୍ଭ କରିଛି। ଏଥିଲାଗି ୨୦୨୪ ସାଧାରଣ ନିର୍ବାଚନ ବେଳେ ଦୁଇଦଳ ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ଚର୍ଚ୍ଚା ଜୋର୍…

