Home Middle

ମା’ପୁଅ, ସମ୍ପର୍କୀୟ ଜୀବନ୍ତ ଦଗ୍ଧ

ଗୁଆହାଟୀ,୮ା୬: ହିଂସା ପ୍ରଭାବିତ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଅଶାନ୍ତି ଲାଗିରହିଛି। ଜଣେ ମହିଳା ନିଜ ୮ ବର୍ଷର ଗୁଳିବିଦ୍ଧ ପୁଅକୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନେଉଥିବାବେଳେ ସେମାନଙ୍କ ଆମ୍ବୁଲାନ୍ସରେ ଦୁର୍ବୃତ୍ତମାନେ ନିଅଁା ଲଗାଇଦେଇଛନ୍ତି। ଏଥିରେ ଉଭୟଙ୍କ ସହ ସେମାନଙ୍କ ଜଣେ ସମ୍ପର୍କୀୟଙ୍କ…

ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକଙ୍କୁ ସ୍ପିନୋଜା ପୁରସ୍କାର

ନୂଆଦିଲ୍ଲୀ,୮ା୬: ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକ ଜୋୟିତା ଗୁପ୍ତାଙ୍କୁ ନେଦରଲାଣ୍ଡ୍ସ ସରକାର ସ୍ପିନୋଜା ପୁରସ୍କାର ପ୍ରଦାନ କରିଛନ୍ତି। ନେଦରଲାଣ୍ଡ୍ସର ବିଜ୍ଞାନ କ୍ଷେତ୍ରରେ ଏହାକୁ ସର୍ବୋଚ୍ଚ ସମ୍ମାନ ‘ଡଚ୍‌ ନୋବେଲ ପ୍ରାଇଜ୍‌’ ଭାବେ ବିବେଚନା କରାଯାଏ। ୟୁନିଭର୍ସିଟି ଅଫ୍‌ ଆମଷ୍ଟରଡାମ୍‌ ପକ୍ଷରୁ ଜାରି ଏକ…

ମହିଳାଙ୍କୁ ମହାସଂଘ ମୁଖ୍ୟ କରାଯାଉ

ନୂଆଦିଲ୍ଲୀ,୮ା୬: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ପଦରେ ଜଣେ ମହିଳା ରହିବା ଉଚିତ ବୋଲି ବିଦାୟୀ ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା କୁସ୍ତିଯୋଦ୍ଧାମାନେ ବୁଧବାର କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ନିକଟରେ ଦାବି…

ପୋଲାଭରମ୍‌ ପାଇଁ ୧୨,୯୧୧ କୋଟି ମଞ୍ଜୁର କଲା କେନ୍ଦ୍ର

ନୂଆଦିଲ୍ଲୀ,୮ା୬: ଆନ୍ଧ୍ର ପ୍ରଦେଶର ଗୋଦାବରୀ ନଦୀରେ ନିର୍ମାଣାଧୀନ ପୋଲାଭରମ୍‌ ପ୍ରକଳ୍ପ ପାଇଁ ବୁଧବାର କେନ୍ଦ୍ର ସରକାର ୧୨,୯୧୧ କୋଟି ଟଙ୍କା ପ୍ରଦାନ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ପକ୍ଷରୁ ଦିଆଯିବାକୁ ଥିବା ଏହି ପାଣ୍ଠିରୁ ୨,୦୦୦…

ଡିଏନ୍‌ଏକୁ ନଷ୍ଟ କରିପାରେ କୃତ୍ରିମ ମିଠା

ଓ୍ବାଶିଂଟନ୍‌,୮ା୬: ମଧୁମେହ ରୋଗୀମାନେ ଚା’ ଓ ଅନ୍ୟ ଖାଦ୍ୟଗୁଡ଼ିକରେ ଶର୍କରାଯୁକ୍ତ ଚିନି ପରିବର୍ତ୍ତେ କୃତ୍ରିମ ସ୍ବିଟ୍‌ନର ବ୍ୟବହାର କରିଥାଆନ୍ତି। କିନ୍ତୁ ଏହି କୃତ୍ରିମ ମିଠାରେ ବ୍ୟବହୃତ ରାସାୟନିକ ପଦାର୍ଥ ଡିଏନ୍‌ଏକୁ ନଷ୍ଟ କରିପାରେ ବୋଲି ଆମେରିକୀୟ ବୈଜ୍ଞାନିକମାନେ ସତର୍କ କରାଇଛନ୍ତି। ନର୍ଥ…

ଧାନ ଏମ୍‌ଏସ୍‌ପି ୧୪୩ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ୨୦୨୩-୨୪ ଖରିଫ ବର୍ଷ ନିମନ୍ତେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) କୁଇଣ୍ଟାଲ ପିଛା ୭% ଅର୍ଥାତ୍‌ ୧୪୩ ଟଙ୍କା ବୃଦ୍ଧି କରିଛନ୍ତି। ଫଳରେ କୁଇଣ୍ଟାଲ ପିଛା ସାଧାରଣ ଧାନର ଏମ୍‌ଏସ୍‌ପି ୨,୦୪୦ ଟଙ୍କାରୁ ୨୧୮୩ ଟଙ୍କା…

‘ମୋଦି, ଅଶ୍ୱିନୀଙ୍କ ନଁ।ରେ ଏଫ୍‌ଆଇଆର୍‌ ହେଉ’

ନୂଆଦିଲ୍ଲୀ,୮ା୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ପାଇଁ କଂଗ୍ରେସ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଦାୟୀ କରିଛି। ଏଥିସହ ଉଭୟଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଦାବି କରିଛି। କଂଗ୍ରେସ ମୁଖପାତ୍ର ଅଜୟ କୁମାର…

ଆଜି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ଫଳ ଘୋଷଣା କରାଯିବ ବୋଲି ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି। ଏଥିସହ…

ହେଡ୍‌ଙ୍କ ଶତକ: ବଡ଼ ସ୍କୋର ଆଗରେ ଅଷ୍ଟ୍ରେଲିଆ

ଲଣ୍ଡନ,୭।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ଦି ଓଭାଲ ଗ୍ରାଉଣ୍ଡରେ ବୁଧବାର ଆରମ୍ଭ ହୋଇଯାଇଛି। ଟ୍ରାଭିସ ହେଡ୍‌ଙ୍କ ଶତକ ଏବଂ ଷ୍ଟିଭେନ୍‌ ସ୍ମିଥଙ୍କ ଦୃଢ଼ ବ୍ୟାଟିଂ ବଳରେ ଅଷ୍ଟ୍ରେଲିଆ ବଡ଼ ସ୍କୋର ଦିଗରେ ଅଗ୍ରସର ହୋଇଛି। ଅଷ୍ଟ୍ରେଲିଆ ୮୩ ଓଭରରେ ୩…

ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍‌ରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କାର ସହାୟତା…

ବଢ଼ିଲା ଧାନର ସହାୟକ ମୂଲ୍ୟ: କେନ୍ଦ୍ର କ୍ୟାବିନେଟରେ ଅନୁମୋଦିତ

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରାଯାଇଛି। ପ୍ରସ୍ତାବ ଅନୁମୋଦନ ପରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ୨୧୮୩ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ମୁଗଡାଲିର…

ଯାଜପୁର ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ୍‌ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲ୍‌ବାହୀ ଟ୍ରେନ୍‌ରେ କଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଯାଜପୁର ରୋଡ ଷ୍ଟେଶନ ଟ୍ରେନ୍‌ ଅଘଟଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?