Home Middle

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରସିବି…

ବେଙ୍ଗାଲୁରୁ,୧୭।୪: ସୋମବାର ଆଇପିଏଲ ୨୦୨୩ର ସିଜନ ୧୬ର ୨୪ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ତେବେ ମ୍ୟାଚରେ ପ୍ରଥମେ ଆରସିବି ଟସ୍‌ ଜିତି ବୋଲିଂ କରିବାକୁ…

କର୍ନାଟକ ନିର୍ବାଚନ: ତୃତୀୟ ପ୍ରାର୍ଥୀ ତାଲିକା ଜାରି କଲା ଭାଜପା

ବେଙ୍ଗାଲୁରୁ,୧୭।୪: ମେ’ ୧୦ ତାରିଖରେ କର୍ନାଟକ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ନେଇ ବର୍ତ୍ତମାନ ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ଭାଜପା ସୋମବାର ପ୍ରାର୍ଥୀଙ୍କ ତୃତୀୟ ତାଲିକା ପ୍ରକାଶ କରିଛି। ତେବେ ତୃତୀୟ ତାଲିକାରେ ମୋଟ୍‌ ୧୦…

ଆସାମରେ ୩.୭ ତୀବ୍ରତାର ଭୂକମ୍ପ ଝଟକା…

ଗୁଆହାଟୀ, ଆସାମର ଗୁଆହାଟୀରେ ସୋମବାର ଅପରାହ୍ନ ୪.୫୨ରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୭ ରେକର୍ଡ କରାଯାଇଥିବା ବେଳେ ଏହାର ଗଭୀରତା ୧୦ କିଲୋମିଟର ଥିବା ଭାରତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା…

ଶିକ୍ଷକ ଚୟନ ଦୁର୍ନୀତି ମାମଲା: ଅଭିଷେକ ବାର୍ନାଜୀଙ୍କୁ ସିବିଆଇ ପକ୍ଷରୁ ସମନ ଜାରି

କୋଲକାତା, ୧୭।୪: ପଶ୍ଚିମବଙ୍ଗରେ ଶିକ୍ଷକ ଚୟନ ଦୁର୍ନୀତି ମାମଲାରେ ତୃଣମୂଳ କଂଗେସର ଏମ୍‌ପି ଏବଂ ଦଳର ସଭାପତି ଅଭିଷେକ ବାର୍ନାଜୀଙ୍କୁ ସିବିଆଇ ସମନ ଜାରି କରିଛି। ସମନରେ ତାଙ୍କୁ ମଙ୍ଗଳବାର କୋଲକାତାର ନିଜାମ ପ୍ୟାଲେସରେ ହାଜିର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପ୍ରିଲ୍‌…

କର୍ନାଟକରେ ପୁଣି ସରକାର ଗଢିବ ଭାଜପା: ଶାହା

ନୂଆଦିଲ୍ଲୀ,୧୭।୪: କର୍ନାଟକରେ ପୁଣିଥରେ ଭାଜପା ସରକାର ଗଢିବ। ଦକ୍ଷିଣ ଗୋଆରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଏଭଳି କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଶାହା କହିଛନ୍ତି, ଓଡିଶା ଏବଂ ତେଲଙ୍ଗାନାର ଲୋକେ ଭାଜପା ସପକ୍ଷରେ ଅଛନ୍ତି। ଏହା…

ମଦମୃତ୍ୟୁ ମାମଲା: ସହାୟତା ଘୋଷଣା କଲେ ନୀତୀଶ

ପାଟନା, ୧୭।୪: ବିହାରରେ ବିଷାକ୍ତ ମଦମୃତ୍ୟୁ ସଂଖ୍ୟା ୨୬ରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୃତକଙ୍କ ପରିବାର ଲୋକଙ୍କୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ଯୋଗାଇ ଦେବାକୁ ଷୋଷଣା କରାଯାଇଛି ା ଏପରିକି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସିଏମ୍‌…

ସୁପ୍ରିମକୋର୍ଟରେ ପହଞ୍ଚିଲା ଅତିିକ,ଅଶ୍ରଫ୍‌ ହତ୍ୟା ମାମଲା

ନୂଆ ଦିଲ୍ଲୀ,୧୭।୪: ପୋଲିସ ହେପାଜତରେ ହତ୍ୟା କରାଯାଇଥିବା ମାଫିଆ ଅତିିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫ୍‌ଙ୍କ ହତ୍ୟା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚିଛି। ହତ୍ୟା ଘଟଣାର ତଦନ୍ତ ନେଇ ସର୍ବୋଚ୍ଚ ଅଦାଲତରେ ଏକ ପିଟିସନ ଦାଖଲ ହୋଇଛି। ଦାଖଲ ହୋଇଥିବା…

ଏପ୍ରିଲ ୨୯ ଯାଏ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ,୧୭।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ପୁଣି ବୃଦ୍ଧି କରାଯାଇଛି। ସିବିଆଇ ମାମଲାରେ ସୋମବାର ରୌଜ ଏଭିନ୍ୟୁ କୋର୍ଟ ଶୁଣାଣି କରି ଏପ୍ରିଲ ୨୭ ଏବଂ…

ବିଜୁବାବୁଙ୍କୁ ମନେ ପକାଇଲେ ନବୀନ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ମହାନ ଜନନାୟକ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁବାବୁଙ୍କର ଅର୍ଥାତ୍‌ ସୋମବାର ହେଉଛି ତିରୋଧାନ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ମହାନ ଜନନାୟକ,…

ନିଜକୁ ବଳି ଦେଲେ ସ୍ତ୍ରୀ-ସ୍ବାମୀ: କଟାମୁଣ୍ଡ ଯଜ୍ଞବେଦୀରେ ପଡ଼ିଲା…

ରାଜକୋଟ,୧୭।୪ : ଗୁଜରାଟର ରାଜକୋଟରୁ ଏକ ହୃଦୟ ବିଦାରକ ଖବର ଆସିଛି। ଭିଞ୍ଛିଆ ଗ୍ରାମରେ ଜଣେ ବ୍ୟକ୍ତି ଏବଂ ତାଙ୍କ ସ୍ତ୍ରୀ ନିଜ ଚାଷ ଜମିରେ ଗିଲୋଟିନ ସାହାଯ୍ୟରେ ମୁଣ୍ଡ କାଟି ନିଜକୁ ବଳି ଦେଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ବୟସ…

ଚାଇନା ସମରାଭ୍ୟାସ ଶେଷ ପରେ ଆମେରିକା ପଠାଇଲା ଯୁଦ୍ଧପୋତ…

ଓ୍ବାଶିଂଟନ,୧୭।୪ : ତାଇୱାନକୁ ନେଇ ଉତ୍ତେଜନା ବୃଦ୍ଧି ପାଉଛି। ଚାଇନାର ସମରାଭ୍ୟାସ ପରେ ବର୍ତ୍ତମାନ ଆମେରିକା ତାର ଯୁଦ୍ଧ ପୋତ ମିଲିୟସକୁ ତାଇୱାନ ଷ୍ଟ୍ରାଇଟକୁ ପଠାଇଛି। ଏଭଳି ପରିସ୍ଥିତିରେ ଚାଇନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଚାଇନା…

ସ୍ବଦେଶ ଫେରିବେ ନଓ୍ବାଜ…

ଇସଲାମାବାଦ,୧୭।୪ : ନୱାଜ ସରିଫଙ୍କ ପାକିସ୍ତାନକୁ ଫେରିବା ନେଇ ପାକିସ୍ତାନର ଗୃହମନ୍ତ୍ରୀ ରାଣା ସନାଉଲ୍ଲା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଦେଶରେ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହେବା ମାତ୍ରେ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri