Home Middle

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ ସେଠାରେ ପ୍ରଥମ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବାବେଳେ ରାପର୍‌ରୁ ରାଜନେତା ହୋଇଥିବା ବଳେନ୍ଦ୍ର…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ ହୋଇଥିବା ତରଳ ପଦାର୍ଥର ମୂଲ୍ୟ ବୃଦ୍ଧି ପାଇଛି। ଏହି ସମୟରେ, ଭାରତରେ ଏଲପିଜି…

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’ (Truth Social) ରେ ଏକ ପୋଷ୍ଟ କରି ଟ୍ରମ୍ପ କହିଛନ୍ତି ଯେ, ଯେପର୍ଯ୍ୟନ୍ତ…

ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା! ଆଗାମୀ ୩ଦିନ ଏସବୁ ଜିଲାରେ ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୬।୩: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ସମ୍ଭାବନା । ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ରହିବ ପ୍ରଭାବ । ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ । ସେପଟେ ପ୍ରବଳ ଗୁଳୁଗୁଳି ନେଇ ବି ସତର୍କ କରାଇଛି ପାଣିପାଗ ବିଭାଗ ।…

ପ୍ରକାଶ ପାଇଲା ସିଭିଲ ସର୍ଭିସ୍‌ ରେଜଲ୍ଟ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର, ଜାଣନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୬ା୩: ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବାବେଳେ ଦ୍ୱିତୀୟରେ ରାଜେଶ୍ୱରୀ ଶୁଭ ଏମ୍‌, , ତୃତୀୟରେ ଆକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନ୍‌ଝୁନ୍‌ଓ୍ବାଲା,…

ଅଭିଷେକ ଶର୍ମା OUT! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ସୁଯୋଗ, ବିଶ୍ୱକପ ଫାଇନାଲ ପାଇଁ ଦଳ ଘୋଷଣା

ନୂଆଦିଲ୍ଲୀ,୬।୩: ଭାରତ ICC ପୁରୁଷ ଟି୨୦ ବିଶ୍ୱକପ ୨୦୨୬ର ଫାଇନାଲରେ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ଏହି ରୋମାଞ୍ଚକର ମହାମୁକାବିଲା ରବିବାର (8 ମାର୍ଚ୍ଚ) ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଯାଉଛି। ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ବିଜେତା-ଟେକ-ଅଲ ପ୍ରତିଯୋଗିତା…

ଭୁବନେଶ୍ୱରରେ ଅମିତ ଶାହା, ସ୍ବାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୩: ଭୁବନେଶ୍ୱର ବିମାନବନ୍ଦରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଆସି ପହଞ୍ଚିଛନ୍ତି। ଶାହା ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପା ସଭାପତି…

ଅଫିସିଆଲ ଘୋଡ଼ା ବେପାର: ରାଜ୍ୟ ସଭା ନିର୍ବାଚନରେ ବିଧାୟକ କିଣାବିକା ସୁନିଶ୍ଚିତ

ଭୁବନେଶ୍ୱର, ୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ଗୁରୁବାର ନାମାଙ୍କନ ଦାଖଲର ଶେଷ ଦିନ ଥିଲା। ଶେଷ ଦିନରେ ମୋଟ୍‌ ୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଭାଜପା ପକ୍ଷରୁ ପ୍ରଥମ ଦୁଇଟି ଆସନରେ ମନମୋହନ…

ସୁଖୋଇ-୩୦ ଯୁଦ୍ଧବିମାନ କ୍ରାଶ୍: ୨ଜଣଙ୍କ ମୃତ୍ୟୁ, ପାହାଡ଼ରେ ପିଟି….

ନୂଆଦିଲ୍ଲୀ,୬।୩:  ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁ ହୋଇଛି । ଭାରତୀୟ ବାୟୁସେନା ସ୍କ୍ୱାଡ୍ରନ୍ ଲିଡର ଅନୁଜ ଏବଂ ଫ୍ଲାଇଟ୍ ଲେଫ୍ଟନାଣ୍ଟ ପୂର୍ବେଶ ଦୁରାଗକରଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିଛି। ସେନା…

ଛାଡ଼ପତ୍ର ଦେଲା କିଏ: ରାଜଧାନୀରେ ଆଲୋଚନା ହେଉଛି, କାହାର ପୂରିଲା ବେଳକାଳ

ଭୁବନେଶ୍ୱର,୬।୩(ସୁନିତ୍‌ ମିଶ୍ର):୨୦୧୪ ମସିହାରେ ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ସମର୍ଥିତ ଏନ୍‌ଡିଏ ସରକାର ଆସିଥିଲା। ଏହା ପରଠାରୁ ୨୦୨୪ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ଅନେକ ନିଷ୍ପତ୍ତିରେ ତତ୍କାଳୀନ ବିଜେଡି ସରକାର ଉପରେପଡ଼ି ଖୋଲାଖୋଲି ସମର୍ଥନ ଦେଇଆସୁଥିଲା। ଏପରିକି ବିଜେଡି…

ଭାରତ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା: ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ୍‌,୬।୩: ଆମେରିକା ରୁଷୀୟ ଜଳସୀମାରେ ଫସି ରହିଥିବା ତୈଳ ଜାହାଜଗୁଡ଼ିକୁ ଭାରତ ପଠାଇବାକୁ ଅନୁମତି ଦେଇଛି। ଏହା କେବଳ ୩୦ ଦିନ ପାଇଁ ଏକ ଅସ୍ଥାୟୀ ଛାଡ। ଦୁଇ ବରିଷ୍ଠ ଆମେରିକୀୟ ଅଧିକାରୀ କହିଛନ୍ତି, ଏହି ନିଷ୍ପତ୍ତି ବିଶ୍ୱ ତୈଳ ବଜାର…

୩୯ ଡିଗ୍ରୀ ଟପିଲା ପାରଦ, ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri