Home Middle

ଚାଇନାର ଚାପରେ ବଦଳିଲା ଭୁଟାନର ରୂପ

ବେଜିଂ/ଥିମ୍ପୁ,୧୬।୪: ଡୋକଲାମରେ ଭୁଟାନର ପରିବର୍ତ୍ତିତ ରୂପକୁ ଦେଖି ଚିନ୍ତାରେ ପଡିଯାଇଛି ଭାରତ। କାରଣ ଭୁଟାନ ଏବେ ଚାଇନାରେ ଭାଷା କହିଲାଣି। ଭୁଟାନର ପ୍ରଧାନମନ୍ତ୍ରୀ ଲୋଟେ ଶେରିଂଗ କହିଥିଲେ କି ଡୋକଲାମ ସୀମା ବିବାଦରେ ଚାଇନାର ସମାନ ଭାଗ ରହିଛି। ଏବେ ପର୍ଯ୍ୟନ୍ତ…

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସମେତ ସମସ୍ତ ମନ୍ତ୍ରୀଙ୍କର ବଢିଲା ସୁରକ୍ଷା, କାହାକୁ ସାକ୍ଷାତ୍‌ କରିବାକୁ ନାହିଁ ଅନୁମତି

ଲକ୍ଷ୍ନୌ,୧୬।୪: ଉମେଶ ପାଲ ହତ୍ୟା କାଣ୍ଡରେ ପୋଲିସ କଷ୍ଟଡି ରିମାଣ୍ଡରେ ଥିବା ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ଶନିବାର ରାତିରେ କୋଲଓ୍ବିନ ହସ୍ପିଟାଲ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ଉଭୟଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ହସ୍ପିଟାଲ…

ଭାଜପା ନିର୍ଦ୍ଦେଶରେ ଗିରଫ ହୋଇପାରେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ, ୧୬।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଅବକାରୀ ନୀତି ଘୋଟାଲା ସମ୍ପର୍କରେ ସିବିଆଇ ରବିବାର ପଚରାଉଚରା କରିବେ। ତେବେ ଏହା ପୂର୍ବରୁ ସେ ନିଜ ବାସଭବନରେ ଦଳୀୟ କର୍ମୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ସେଠାରେ ସେ ସାମ୍ବାଦିକ…

ଦୁବଇର ଆବାସିକ ବିଲଡିଂରେ ଅଗ୍ନିକାଣ୍ଡ, ୧୬ ମୃତ, ମୃତକଙ୍କ ମଧ୍ୟରେ ୪ ଭାରତୀୟ

ଦୁବାଇ,୧୬।୪: ଦୁବଇର ଏକ ଆବାସିକ ବିଲଡିଂରେ ନିଆଁ ଲାଗିବାରୁ ୧୬ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ୪ ଜଣ ଭାରତୀୟ ରହିଛନ୍ତି। ଅଗ୍ନିକାଣ୍ଡରେ ୯ ଜଣ ଆହତ ହୋଇଥିବା ଜଣାପଡିଛି। ମିଡିଆ ରିପୋର୍ଟ ମାଧ୍ୟମରେ ରବିବାର ଏହି ଖବର…

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୫ ମୃତଦେହ ମିଳିଲା

ଟୋକିଓ,୧୬ା୪: ଜାପାନର ଉଦ୍ଧାର କର୍ମଚାରୀମାନେ ଦୁର୍ଘଟଣାଗ୍ରସ୍ତ ସାମରିକ ହେଲିକପ୍ଟରର ଭଗ୍ନାବଶେଷ ଚିହ୍ନଟ କରି ଏଥିରେ ଥିବା ୧୦ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଏନେଇ ରବିବାର ସୂଚନା ମିଳିଛି। ଜାପାନର ଓକିନାଓ୍ବା ପ୍ରାନ୍ତ ମିଆକୋ ଦ୍ୱୀପ ନିକଟ…

ଅତିକ-ଅଶରଫ ହତ୍ୟା ଘଟଣା ପରେ ଆକ୍ସନ ମୋଡରେ ସିଏମ ଯୋଗୀ,ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଲେ ୟୁପି ସରକାର

ଲକ୍ଷ୍ନୌ,୧୬।୪: ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫ ଅହମଦଙ୍କ ହତ୍ୟା ପରେ କେନ୍ଦ୍ର ସରକାର ଆକ୍ସନ ମୋଡକୁ ଆସିଯାଇଛନ୍ତି। ୧୫ ଏପ୍ରିଲ ଅର୍ଥାତ ଶନିବାର ବିଳମ୍ବିତ ରାତିରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମାମଲାର ରିପୋର୍ଟ ତଲବ କରାଯାଇଥିଲା। ସୂତ୍ରର…

ମୋଦିଙ୍କୁ ପ୍ରଶଂସା କଲେ ଲଣ୍ଡନର ପ୍ରଫେସର

ଲଣ୍ଡନ,୧୬।୪: ବିଶ୍ୱ ବ୍ୟାଙ୍କର ଏକ କାର୍ଯ୍ୟକ୍ରମ ହାଓ ବିହେଭିରିୟାଲ ଚେଞ୍ଚ କ୍ୟାନ ଟ୍ୟାକେଲ କ୍ଲାଇମେଟ ଚେଞ୍ଜ ସମୟରେ ଲଣ୍ଡନ ସ୍କୁଲ ଅଫ ଇକନୋମିକ୍ସର ପ୍ରଫେସର ନିକୋଲସ ଷ୍ଟର୍ନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି। ଷ୍ଟର୍ନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଭାରତ-ଆମେରିକା ମିଳିମିଶି ନିର୍ମାଣ କରୁଛନ୍ତି ଏକ ଶାନ୍ତି ପୂର୍ଣ୍ଣ ବିଶ୍ୱ ସମୁଦାୟ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଓ୍ବାଶିଂଟନ,୧୬।୪: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବେ ଆମେରିକା ଗସ୍ତରେ ଅଛନ୍ତି। ସେଠାରେ ଭାରତୀୟ ଆମେରିକୀୟ ସମ୍ପ୍ରଦାୟର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଅର୍ଥମନ୍ତ୍ରୀ କହିଛନ୍ତି, ଭାରତ ଏବଂ ଆମେରିକା ମିଳିତ ଭାବେ ଏକ ଶକ୍ତିଶାଳୀ, ଶାନ୍ତପୂର୍ଣ୍ଣ ଏବଂ ସୁସଂଗତ ବିଶ୍ୱ ସମୁଦାୟର…

ମୋଦିଙ୍କ ପ୍ରଶଂସକ ପାଲଟିଲେ ଆମେରିକାର ବାଣିଜ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ପ୍ରଶଂସକ ଦେଶରେ ଖୁବ୍‌ ଅଧିକ। କେବଳ ଦେଶ କାହିଁକି ବିଦେଶରେ ବି ମୋଦିଙ୍କର ରହିଛନ୍ତି ଅନେକ ପ୍ରଶଂସକ। ବିଶ୍ୱର ଅନେକ ନେତା ବି ମୋଦିଙ୍କୁ ବେଶ ପ୍ରଶଂସା କରିଥାଆନ୍ତି। ଆମେରିକାର ସେକ୍ରେଟାରି ଅଫ କମର୍ସ ଅର୍ଥାତ୍‌…

‘ସୁରକ୍ଷା ପାଇଁ ମୁଁ ଦାୟୀ ରହିବି’

ଟୋକିଓ,୧୬ା୪: ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କୁ ନିକଟରେ ଆକ୍ରମଣ କରାଯାଇଥିଲା। ସ୍ମୋକ୍‌ ବମ୍‌ ଆକ୍ରମଣରୁ ଅଳ୍ପକେ ରକ୍ଷା ପାଇଥିଲେ ପ୍ରଧାନମନ୍ତ୍ରୀ। ଯଦିଓ ପୋଲିସ ଏହି ଆକ୍ରମଣର ସନ୍ଦିଗ୍ଧଙ୍କୁ ଧରିଥିଲା, କିନ୍ତୁ ଘଟଣା ପରଠାରୁ ଜାପାନରେ ଅନୁଷ୍ଠିତ ହେବାକୁ ଥିବା ଜି-୭ ବୈଠକର…

ଗ୍ୟାଙ୍ଗଷ୍ଟର ଅତିକ ଅହମଦ, ଭାଇ ଅଶରଫଙ୍କୁ ହତ୍ୟା ମାମଲା: ୧୭ ପୋଲିସ କର୍ମଚାରୀ ନିଲମ୍ବିତ

ନୂଆଦିଲ୍ଲୀ,୧୬।୪: ଗ୍ୟାଙ୍ଗଷ୍ଟର ଅତିକ ଅହମଦ ତାଙ୍କ ଭାଇ ଅଶରଫଙ୍କୁ ହତ୍ୟା ପରେ ପୋଲିସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ୧୭ ପୋଲିସ କର୍ମଚାରୀଙ୍କୁ ନିଲମ୍ବିନ କରି ଦିଆଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି।…

ଦୁଇ ଜିଲା ମଧ୍ୟରେ ସୀମା ବିବାଦ: ପୋଡ଼ାଜଳା ସହ ଭଙ୍ଗାରୁଜା, ୨୦ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ

ହାଟଡିହୀ,୧୬।୪(ଡି.ଏନ୍‌.ଏ.): କେନ୍ଦୁଝର ଏବଂ ଭଦ୍ରକ ଜିଲା ମଧ୍ୟରେ ସୀମା ବିବାଦ ଏବେ ଉଗ୍ରରୂପ ଧାରଣ କରିଛି । କେନ୍ଦୁଝର ଜିଲା ନନ୍ଦିପଦା ଥାନା ଓରାଳି ଏବଂ ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଆପଣ୍ଡା ଦୁଇ ଗ୍ରାମ ମଧ୍ୟରେ ବିବାଦ ଘଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri